୪ ଜିଲାରେ ନିର୍ମାଣ ହେବ ବାତ୍ୟା ନିରୋଧ ବିଦ୍ୟୁତ୍ ଭିତ୍ତିଭୂମି
ଭୁବନେଶ୍ୱର,୨୬ା୬(ବ୍ୟୁରୋ):ଉପକୂଳବର୍ତ୍ତୀ ଜିଲାଗୁଡିକୁ ସବୁ ସମୟରେ ବାତ୍ୟା ଭୟ ରହିଛି। ବାତ୍ୟା ଯୋଗୁ ବିଦ୍ୟୁତ୍ ଭିତ୍ତିଭୂମି ଗୁରୁତର ଭାବେ ପ୍ରଭାବିତ ହେଉଛି। ଏହାକୁ ଦୃଷ୍ଟିରେ ରଖି ବାତ୍ୟା ଅମ୍ଫନ ଯୋଗୁ କ୍ଷତିଗ୍ରସ୍ତ ହୋଇଥିବା ଉପକୂଳବର୍ତ୍ତୀ ୪ଟି ଜିଲାରେ ବାତ୍ୟା ନିରୋଧ ବିଦ୍ୟୁତ୍ ଭିତ୍ତିଭୂମି…
ଆର୍ଟିଆଇ ଅସ୍ତ୍ର ନିଷ୍କ୍ରିୟ ହେଉଛି
ନୂଆଦିଲ୍ଲୀ,୨୬ା୬:ଶାସନ-ପ୍ରଶାସନରେ ଚାଲିଥିବା ଦୁର୍ନୀତିର ମୂଳକୁ ଉପାଡ଼ି ସ୍ବଚ୍ଛତା ଆଣିବା ଲକ୍ଷ୍ୟରେ ସୂଚନା ଅଧିକାର (ଆର୍ଟିଆଇ) ଆଇନ ଗଢ଼ାଯାଇଥିଲା। ସାଧାରଣ ଜନତାଙ୍କ ପାଇଁ ଏହି ଆଇନ ଥିଲା ଗଣତାନ୍ତ୍ରିକ ଉପାୟରେ ସୂଚନା ହାସଲର ଅମୋଘ ଅସ୍ତ୍ର। ସୁପ୍ରିମକୋର୍ଟଙ୍କ ଏକାଧିକ ରାୟ ଓ ନିର୍ଦ୍ଦେଶକ୍ରମେ…
୨୩୩ ବର୍ଷ ଇତିହାସରେ କନ୍ନର ଏମ୍ସିସିର ପ୍ରଥମ ମହିଳା ସଭାପତି
ଲଣ୍ଡନ, ୨୫ା୬ (ପି.ଟି.): ଇଂଲଣ୍ଡର ମେରିଲବୋନ କ୍ରିକେଟ କ୍ଲବ(ଏମସିସି)ର ଦୀର୍ଘ ୨୩୩ ବର୍ଷର ଇତିହାସରେ ପୂର୍ବତନ ଅଧିନାୟିକା କ୍ଲେୟାର କନ୍ନର ଏହାର ପ୍ରଥମ ମହିଳା ସଭାପତି ଭାବେ ନିଯୁକ୍ତି ପାଇବେ। ବର୍ତ୍ତମାନ ଶ୍ରୀଲଙ୍କାର କୁମାର ସଙ୍ଗକାରା ଏମ୍ସିସିର ମୁଖ୍ୟ ଅଛନ୍ତି। ଆସନ୍ତା…
୮୦ ଟପିଲା ଡିଜେଲ
ନୂଆଦିଲ୍ଲୀ,୨୫।୬: କୋଭିଡ୍-୧୯ ସଂକ୍ରମଣ ଜନିତ ସମସ୍ୟା ଦେଶର ସାଧାରଣ ଜନତାଙ୍କ ଅଣ୍ଟା ଭାଙ୍ଗି ଦେଇଛି। ଏହି ସମୟରେ କ୍ରମାଗତ ତୈଳ ଦର ବୃଦ୍ଧି ଗ୍ରାହକଙ୍କ ମୁଣ୍ଡରେ ଚଡକ ପକାଇଛି। ଗୁରୁବାର ତୈଳ ଦର ଡିଜେଲ ଲିଟର ପିଛା ୧୪ ପଇସା ଏବଂ…
ଡ୍ରାଇଭରଙ୍କ ହାତକୁ କଟୁରିରେ ହାଣି ଲୁଟିନେଲେ ୪ ଲକ୍ଷ
ଖୁଣ୍ଟୁଣୀ,୨୫ା୬(ଡି.ଏନ୍.ଏ): କଟକ ଜିଲା ଗୁରୁଡ଼ିଝାଟିଆ ଥାନା ଅନ୍ତର୍ଗତ ଲିଙ୍ଗାପଦା ଗ୍ରାମ ଲିଙ୍ଗେଇ ଠାକୁରାଣୀ ନିକଟରେ ଗୁରୁବାର ୪ ଦୁର୍ବୃତ୍ତ ଏକ ୪୦୭ ଗାଡ଼ି ଡ୍ରାଇଭର ହାତକୁ ହାଣି ୪ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି। ଏ ନେଇ ଗାଡ଼ି ମାଲିକ ବଡ଼ମ୍ବା…
ପ୍ରତାରଣାକାରୀ ପାର୍ଟନରଙ୍କୁ ଦ୍ୱିତୀୟ ସୁଯୋଗ ଦେବାକୁ ଚାହିଁଥାନ୍ତି ଅଧିକାଂଶ ଲୋକେ
ଡେଟିଂ ଏବଂ ପାର୍ଟନର ବିଷୟରେ ଲୋକଙ୍କ ପସନ୍ଦ ଭିନ୍ନ ପ୍ରକାରର। ଏ ବିଷୟରେ ଜାଣିବା ପାଇଁ ଏକ୍ଷ୍ଟ୍ରା ମେରିଟାଲ ଡେଟିଂ ଆପ୍ ଗ୍ଲିଡେନ୍ ଭାରତୀୟଙ୍କୁ ନେଇ ନିକଟରେ ଏକ ସର୍ଭେ କରିଛି। ଏହି ସର୍ଭେରେ ୩୪ରୁ ୪୯ ବର୍ଷୀୟ ବ୍ୟକ୍ତିଙ୍କୁ ସାମିଲ…
ବୃଦ୍ଧଙ୍କ ପାଇଁ କାଳ ହେଲା କୁକୁରକୁ ଖାଦ୍ୟ ଦେବା
ନୂଆଦିଲ୍ଲୀ, ୨୫।୬- ବୁଲା କୁକୁରଙ୍କୁ ଖାଦ୍ୟ ଦେବା ଜଣେ ବୃଦ୍ଧଙ୍କ ପାଇଁ କାଳ ହୋଇଛି। ରାଜଧାନୀ ଦିଲ୍ଲୀର ପାହାଡ଼ଗଞ୍ଜ କ୍ରିଷ୍ଣା ମାର୍କେଟ୍ ଅଞ୍ଚଳର ୫୭ ବର୍ଷୀୟ ବୃଦ୍ଧ ବ୍ରଜମୋହନ କୁକୁରଙ୍କୁ ଖାଦ୍ୟ ଦେବାକୁ ଭଲ ପାଆନ୍ତି। ବୁଧବାର ସ୍ଥାନୀୟ ଏକ ପାର୍କ…
ବର୍ଷାରେ ଉପୁଡ଼ି ପଡ଼ିଥିବା ୨୦୦ ବର୍ଷ ପୁରୁଣା ବରଗଛକୁ ବଞ୍ଚାଇବାକୁ ଅଭିନବ ପ୍ରୟାସ
ଭୋପାଳ, ୨୫।୬- ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ କିଛିଦିନ ହେବ ପ୍ରବଳ ବର୍ଷା ସାଙ୍ଗକୁ ପବନ ଯୋଗୁ ୨୦୦ ବର୍ଷ ତଳର ଏକ ପୁରୁଣା ବରଗଛ ଉପୁଡ଼ି ପଡ଼ିଛି। କିନ୍ତୁ ସ୍ଥାନୀୟ ପ୍ରଶାସନ ପକ୍ଷରୁ ଏହାକୁ ପୁର୍ନବାର ବଞ୍ଚାଇବାକୁ ଏକ ଅଭିନବ ପ୍ରୟାସ…
କରୋନାକୁ ହରାଇ ଘରକୁ ଫେରିଲେ ଦୀପିକାଙ୍କ ମା’
ଟେଲି ଅଭିନେତ୍ରୀ ଦୀପିକା ସିଂଙ୍କ ମା’ ଏବଂ ଜେଜେ ମା’ କରୋନା ଆକ୍ରାନ୍ତ ହୋଇଥିଲେ। ଏବେ ତାଙ୍କ ମା’ କରୋନାକୁ ହରାଇ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଦୀପିକା ଇନ୍ଷ୍ଟାଗ୍ରାମ୍ରେ ମା’ ଏବଂ ଜେଜେ ମା’ଙ୍କ ଏକ ଫଟୋ…
ଲୁଗା ସୁଖାଇବା ହେଲା କାଳ: ବିଦ୍ୟୁତ ସଂସ୍ପର୍ଶରେ ଆସି ଜେଜେ ମା ଓ ନାତୁଣୀ ମୃତ
ରାୟଗଡା ଅଫିସ,୨୫।୬-ରାୟଗଡ଼ା ସହରସ୍ଥିତ ତୁମ୍ବିଗୁଡ଼ା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଗୁରୁବାର ଜେଜେମା ଓ ନାତୁଣୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବାଙ୍ଗାରାମା ମାଣ୍ଡାଙ୍ଗୀ (୭୦) ଓ ତପସ୍ବିନୀ ମାଣ୍ଡାଙ୍ଗୀ। ଘଟଣାରୁ ଜଣାପଡ଼ିଛି, ବାଙ୍ଗାରାମା ଘରେ…
ପୁରୀର ବାହୁବଳୀ ସେବାୟତଙ୍କ ରଥଟଣା: ଭାଇରାଲ ହେଉଛି ଫଟୋ
ଭୁବନେଶ୍ୱର, ୨୫।୬(ବ୍ୟୁରୋ): ଓଡ଼ିଶାରେ ଦିନକୁ ଦିନ ବୃଦ୍ଧି ପାଉଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ପ୍ରଥମେ ରଥଯାତ୍ରା ବନ୍ଦ ନେଇ ସୁପ୍ରିମ୍କୋର୍ଟ ଘୋଷଣା କରିଥିଲେ। ହେଲେ ପରବର୍ତ୍ତୀ ପର୍ଯ୍ୟୟରେ ବିନା ଭକ୍ତରେ ଘୋଷଯାତ୍ରା କରିବା ନେଇ ରାୟ ପ୍ରକାଶ ପାଇଥିଲା। ଏହି…
ଜୁଲାଇ ମାସରେ ହୋଇଥାନ୍ତା ବାହାଘର: ରିପୋର୍ଟ ଆସିଲା ପଜିଟିଭ୍
ସିଂହପୁର,୨୫।୬-ବିଞ୍ଝାରପୁର ବ୍ଲକ ଜରୀ ପଞ୍ଚାୟତରେ ଗୁରୁବାର ପୁଣି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତ ଜଣଙ୍କ ଦିଲ୍ଲୀ ଫେରନ୍ତା ୩୨ ବର୍ଷିୟ ଯୁବକ। ଏହି ଆକ୍ରାନ୍ତ ଯୁବକଙ୍କୁ ମିଶାଇ ବିଞ୍ଝାରପୁରରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୬ରେ…
Archives


