ସୁସ୍ଥ ଅଛନ୍ତି ସରୋଜ ଖାଁ
ମୁମ୍ବାଇ: ବଲିଉଡ୍ର ନାମୀ ଡ୍ୟାନ୍ସ କୋରିଓଗ୍ରାଫର ସରୋଜ ଖାଁ ହଠାତ୍ ଅସୁସ୍ଥ ହୋଇ ପଡିବାରୁ ତାଙ୍କୁ ଶନିବାର ମୁମ୍ବାଇର ବାନ୍ଦ୍ରାରେ ଥିବା ଗୁରୁ ନାନକ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ୭୧ ବର୍ଷୀୟା ଏହି ଡ୍ୟାନ୍ସ କୋରିଓଗ୍ରାଫର ନିଶ୍ୱାସ ନେବାରେ ଅସୁବିଧା ଅନୁଭବ…
କପିଲ ଶର୍ମା ଶୋ’ର କୋଟିପତି କମେଡିଆନ୍
ବମ୍ବେ: ଟେଲିଭିଜନ ଜଗତର ଲୋକପ୍ରିୟ ଶୋ’ ମଧ୍ୟରୁ ‘ଦ କପିଲ ଶର୍ମା ଶୋ’ ଅନ୍ୟତମ। ସେଲିବ୍ରିଟିମାନଙ୍କ ଗପ୍ସପ୍ ସାଙ୍ଗକୁ କମେଡିଆନ୍ମାନଙ୍କ ମଜାକଥା ଦର୍ଶକଙ୍କ ମନ ଜିଣେ। ଶୋ’ ହୋଷ୍ଟ କପିଲଙ୍କଠାରୁ ଆରମ୍ଭ କରି କିକୁ ଶାରଦା, ସୁମୋନା ଚକ୍ରବର୍ତ୍ତୀ, ଚନ୍ଦନ ପ୍ରଭାକର…
କରୋନା ରୋଗୀଙ୍କ ସହୟତା ପାଇଁ ନିଜ ଏସ୍ୟୁଭି କାର୍ ବିକ୍ରି କଲେ ଯୁବକ
ମୁମ୍ବାଇ,୨୪।୬: ଦେଶରେ କରୋନା ମହାମାରୀ ପ୍ରକୋପ ଦିନକୁ ଦିନ ବଢ଼ିବାରେ ଲାଗିଲାଣି। ଭାରତରେ କରୋନାରୁ ଅଧିକ ପ୍ରଭାବିତ ହେଉଥିବା ରାଜ୍ୟ ହେଉଛି ମହାରାଷ୍ଟ୍ର। ଏଠାରେ ସଂକ୍ରମିତ ଓ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ତେବେ କରୋନା ପ୍ରକୋପରୁ…
ଅଙ୍କିତାଙ୍କୁ ନେଇ ଧୋନୀଙ୍କ ଘରକୁ ଯାଇଥିଲେ ସୁଶାନ୍ତ
ବମ୍ବେ: ବଲିଉଡ୍ର ଏକପ୍ରକାର ଝଡ଼ ସୃଷ୍ଟି କରିଛି ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା। ଗୋଟିଏପଟେ ପରିବାରଲୋକେ କଥାକୁ ଗ୍ରହଣ କରିପାରୁ ନ ଥିବା ବେଳେ ପ୍ରଶଂସକମାନେ ଏଥିପାୟୀ ବଶଂବାଦ ପରମ୍ପରାକୁ ଦାୟୀ କରୁଛନ୍ତି। ଏପରିସ୍ଥଳେ ସୁଶାନ୍ତଙ୍କ ସ୍ମୃତି ଥିବା ଅନେକ…
ଟେଲିଭିଜନ ଜଗତର ଏହି ୫ ଅଭିନେତାଙ୍କ ବୟସ ସ୍ତ୍ରୀଙ୍କଠୁ କମ୍
ଏକ ସୁନ୍ଦର ସମ୍ପର୍କ ପାଇଁ ଭଲପାଇବା ଆବଶ୍ୟକ। ସମ୍ପର୍କ ଉପରେ ବୟସ କେବେ ଫରକ ପକାଇ ନ ଥାଏ। ଏହି କଥାକୁ ଠିକ୍ ପ୍ରମାଣ କରିଛନ୍ତି କେତେକ ଅଭିନେତ୍ରୀ ଅଭିନେତା। ପ୍ରାୟତଃ କୁହାଯାଏ ପ୍ରେମ ଅନ୍ଧ। ଏହା ରଙ୍ଗ,ରୂପ, ଗୁଣ ଦେଖି…
ଏକ୍ସ ବୟଫ୍ରେଣ୍ଡଙ୍କ ଉପରେ ରାଗିଲେ କଙ୍ଗନା!
ମୁମ୍ବାଇ: ବଲିଉଡ୍ କୁଇନ୍ କଙ୍ଗନା ରାନାଓ୍ବତ କିଛି ନା କିଛି କାରଣ ପାଇଁ ଅଧିକାଂଶ ସମୟ ଥାଆନ୍ତି ଚର୍ଚ୍ଚାରେ। ବିଶେଷ କରି କିଛି ଘଟଣାକୁ ନେଇ ଏବେ ସେ ଖୋଲା ଖୋଲି କଥା ହେଉଥିବାରୁ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରୁଛନ୍ତି। ଏଥର…
ସୁଶାନ୍ତଙ୍କ ମୃତ୍ୟୁକୁ ନେଇ ସିବିଆଇ ତଦନ୍ତ ଦାବି କଲେ ରୁପା ଗାଙ୍ଗୁଲି
ମୁମ୍ବାଇ,୨୪।୬: ବଲିଉଡ୍ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ଆତ୍ମହତ୍ୟା ପରେ ବଲିଉଡ୍ରେ ନେପୋଟିଜମ୍କୁ ନେଇ ଚର୍ଚ୍ଚା ଜୋର ଧରିଛି। ଏଥିସହ ତାଙ୍କୁ ନ୍ୟାୟ ଦେବା ପାଇଁ ଏହି ମାମଲାର ଯାଞ୍ଚ କରାଯାଉ ବୋଲି ବିଭିନ୍ନ ମହଲରୁ ସ୍ବର ଉଠିଛି। ଇତିମଧ୍ୟରେ ବିଆର୍…
ମହେନ୍ଦ୍ର ସିଂ ଧୋନୀ ଭୂମିକାରେ ନିଜକୁ ଦେଖି ଖୁସି ହୋଇଥିଲେ ସୁଶାନ୍ତ: ଭିଡିଓ ଭାଇରାଲ
ମୁମ୍ବାଇ: ବଲିଉଡ୍ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ନେଇ ନାନା ତର୍କ ବିତର୍କ ଚାଲିଛି। ବର୍ତ୍ତମାନ ବଂଶାନୁବାଦକୁ ନେଇ ଆଲୋଚନା ଜୋର୍ ଧରିଛି। ଅନ୍ୟପକ୍ଷରେ ପ୍ରଶଂସକମାନେ ସୁଶାନ୍ତଙ୍କ ପୁରୁଣା ସ୍ମୃତିକୁ ମନେ ପକାଉଛନ୍ତି। ସୁଶାନ୍ତଙ୍କ ଏକ ପୁରୁଣା ଭିଡିଓ ଏବଂ…
କରୋନା, ପେଟ୍ରୋଲ୍-ଡିଜେଲ ଦାମ୍କୁ ଅନ୍ଲକ୍ କରିଦେଇଛନ୍ତି ମୋଦି ସରକାର: ରାହୁଲ
ନୂଆଦିଲ୍ଲୀ,୨୪।୬: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ପୁଣିଥରେ ମୋଦି ସରକାରଙ୍କୁ ଟାର୍ଗେଟ କରିଛନ୍ତି। ପେଟ୍ରୋଲ୍, ଡିଜେଲ ଦର ବୃଦ୍ଧିକୁ ନେଇ ବୁଧବାର ରାହୁଲ ମୋଦି ସରକାରଙ୍କ ଉପରେ ବର୍ଷିଛନ୍ତି। ରାହୁଲ କହିଛନ୍ତି ମୋଦି ସରକାର କରୋନା ମହାମାରୀ ଓ ପେଟ୍ରୋଲ,…
୪ ଘଣ୍ଟା ପାରୋଲରେ ଗଲେ ଅବଦୁର ରେହେମାନ
ଚୌଦ୍ୱାର,୨୪ା୬(ଡି.ଏନ୍.ଏ): ମା’ଙ୍କ ଶେଷକୃତ୍ୟ ସମ୍ପନ୍ନ କରିବା ପାଇଁ ସଂଦିଗ୍ଧ ଆତଙ୍କବାଦୀ ଅବ୍ଦୁର ରେହେମାନ ଦିଲ୍ଲୀ କୋର୍ଟର ଦ୍ୱାରସ୍ଥ ହୋଇଥିଲେ। ମାନ୍ୟବର ଅଦାଲତଙ୍କ ନିର୍ଦ୍ଦେଶକ୍ରମେ ତାଙ୍କୁ ବୁଧବାର ଚୌଦ୍ୱାର ଜେଲ୍ରୁ ଜଗତପୁର ପୋଲିସ ସହାୟତାରେ ତାଙ୍କ ଘର ଉକ୍ତ ଥାନା ଅନ୍ତର୍ଗତ ପଶ୍ଚିମକଚ୍ଛକୁ…
ଏୟାର ଇଣ୍ଡିଆର ସ୍ବତନ୍ତ୍ର ବିମାନ ଉଡ଼ାଣ ଉପରେ ରୋକ ଲଗାଇଲା ଆମେରିକା
ଓ୍ବାଶିଂଟନ,୨୪।୬: କରୋନା ମହାମାରୀ ସଙ୍କଟ ସମୟରେ ବିଦେଶରେ ଅଟକିଥିବା ଭାରତୀୟଙ୍କୁ ସ୍ବଦେଶ ଫେରାଇ ଆଣିବା ଲାଗି ସରକାରଙ୍କ ପକ୍ଷରୁ ଉଦ୍ୟମ ଜାରି ରହିଛି। ଏଥିପାଇଁ ଏୟାର ଇଣ୍ଡିଆ ପକ୍ଷରୁ ସ୍ବତନ୍ତ୍ର ବିମାନ ଉଡ଼ାଣ କରାଯାଉଛି। ତେବେ ଆମେରିକା ଏୟାର ଇଣ୍ଡିଆର ସ୍ବତନ୍ତ୍ର…
ପ୍ରବାସୀ ଶ୍ରମିକଙ୍କୁ ପୁଣିଥରେ କାମରେ ଯୋଗ ଦେବାକୁ କମ୍ପାନୀ ଦେଉଛି ବିଭିନ୍ନ ଅଫର୍
ନୂଆଦିଲ୍ଲୀ,୨୪।୬: କରୋନା ଭାଇରସ ସଂକ୍ରମଣକୁ ଦେଖି ଦେଶରେ ହଠାତ୍ ଲକ୍ଡାଉନ ଜାରି କରାଯାଇଥିଲା। ଫଳରେ ଦେଶରେ ଥିବା ଅଧିକାଂଶ ଦୋକାନ, କଳକାରଖାନା, କମ୍ପାନୀ ବନ୍ଦ ହୋଇଯାଇଥିଲା। ଆଉ ଏଥିରେ କାମ କରୁଥିବା ପ୍ରବାସୀ ଶ୍ରମିକମାନେ ଘରମୁହାଁ ହୋଇଥିଲେ। କାରଣ ରୋଜଗାରର ମାଧ୍ୟମ…
Archives


