Home Left

ଇଂଲଣ୍ଡ ଗସ୍ତ ପୂର୍ବରୁ ୧୦ ପାକିସ୍ତାନୀ କ୍ରିକେଟରଙ୍କୁ କରୋନା

ଇସ୍‌ଲାମବାଦ୍‌, ୨୩।୬- ଇଂଲଣ୍ଡ ଗସ୍ତ ପୂର୍ବରୁ ୧୦ ପାକିସ୍ତାନ କ୍ରିକେଟର୍‌ କରୋନା ଭାଇରସ୍‌ ଦ୍ୱାରା ଆକ୍ରାନ୍ତ ହୋଇଛନ୍ତି। ପୂର୍ବରୁ ୩ ଜଣ ଖେଳାଳି ସୋଏବ ଖାନ୍‌, ହାରିସ ରଫ୍‌ ଓ ହାଇଦର ଅଲି କରୋନା ଆକ୍ରାନ୍ତ ହୋଇଥିଲେ। ମଙ୍ଗଳବାର ଆଉ ୭…

ସେବାୟତଙ୍କୁ ମିଳିବ ‘ପାଳିଆ ପୁରସ୍କାର’, ୩ୟ କିସ୍ତିର ୫ହଜାର ଟଙ୍କା

ପୁରୀ ଅଫିସ,୨୩।୬: ଶୃଙ୍ଖଳିତ ରଥଟଣା ପାଇଁ ସେବାୟତଙ୍କୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. କ୍ରିଷନ କୁମାର ସାଧୁବାଦ ଜଣାଇଛନ୍ତି। ଏହି ଅବସରରେ ସେ ସେବାୟତଙ୍କୁ ୩ୟ କିସ୍ତିର ୫ ହଜାର ଟଙ୍କା ଦିଆଯିବା ନେଇ ମଧ୍ୟ ଘୋଷଣା କରିଛନ୍ତି। ରଥ ଟାଣିଥିବା…

ଶୃଙ୍ଖଳାର ସହ ଶେଷ ହେଲା ମହାପ୍ରଭୁଙ୍କ ଘୋଷଯାତ୍ରା: ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ

ପୁରୀ ଅଫିସ,୨୩।୬: ମହାପ୍ରଭୁଙ୍କ ଶ୍ରୀଗୁଣ୍ଡିଚା ଯାତ୍ରା ମଙ୍ଗଳବାର ଶୃଙ୍ଖଳାର ସହ ଠିକ ସମୟରେ ଶେଷ ହୋଇଛି। ଏହାକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି। ବିଶେଷକରି ସେବାୟତ, ପୁରୀ ଜିଲା ପଶାସନ, ଶ୍ରୀମନ୍ଦିର ପ୍ରଶାସନ, ସ୍ବାସ୍ଥ୍ୟ ବିଭାଗ ଓ…

ପୁରୀ ଜିଲାରେ କୋହଳ ହେଲା କର୍ଫ୍ୟୁ

ପୁରୀ ଅଫିସ,୨୩।୬: ମହାମାରୀ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଘୋଷଯାତ୍ରାକୁ ଶୃଙ୍ଖଳିତ ଭାବେ କରିବା ନେଇ ପୁରୀ ଜିଲାରେ ଏକ ପ୍ରକାର କର୍ଫ୍ୟୁ ଲଗାଯାଇଥିଲା। ଏହାକୁ ମଙ୍ଗଳବାର ସନ୍ଧ୍ୟା ୭ଟାରୁ କର୍ଫ୍ୟୁ କୋହଳ କରାଯାଇଥିବା ଜିଲାପାଳ ବଲଓ୍ବନ୍ତ ସିଂ ସୂଚନା ଦେଇଛନ୍ତି।…

ପତ୍ନୀଙ୍କ ମୃତ୍ୟୁରେ ମ୍ରିୟମାଣ ହୋଇ ଜଳନ୍ତା ଜୁଇକୁ ଡେଇଁଲେ ସ୍ବାମୀ

ବମ୍ବେ,୨୩।୬: ତିନି ମାସର ଗର୍ଭବତୀ ପତ୍ନୀ କୂଅକୁ ଡେଇଁ ଆତ୍ମହତ୍ୟା କରିବା ପରେ ଦୁଃଖରେ ମ୍ରିୟମାଣ ହୋଇପଡ଼ିଥିବା ସ୍ବାମୀ ସ୍ତ୍ରୀଙ୍କ ଜୁଇରେ ପଶିଯିବାକୁ ଉଦ୍ୟମ କରିଥିଲେ। ସେଠାରେ ଉପସ୍ଥିତ ଲୋକମାନେ ତାଙ୍କୁ ଜୁଇ ନିଆଁରୁ ବାହାର କରିବା ପରେ ସେ ଏକ…

ଶାହାଙ୍କୁ ଚିଠି ଲେଖିଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୨୩।୬: ଦିଲ୍ଲୀରେ କରୋନା ସଙ୍କଟ ଜଟିଳ ହେବାରେ ଲାଗିଛି। ଦିନକୁ ଦିନ ସଂକ୍ରମିତ ଓ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ଇତିମଧ୍ୟରେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଏକ ଚିଠି ଲେଖିଛନ୍ତି। ଦିଲ୍ଲୀ ଛତରପୁରରେ ଥିବା…

କରନ୍‌ଙ୍କ ଶୋ’ରେ କ୍ରିତି କହିଥିଲେ ‘ସୁଶାନ୍ତ ସବୁଠୁ ଦକ୍ଷ ଅଭିନେତା’

ବମ୍ବେ: ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟାକୁ ଏବେ ବି ଗ୍ରହଣ କରିପାରୁନାହାନ୍ତି ପ୍ରଶଂସକ। ଅପରପକ୍ଷେ ତାଙ୍କ ସହ କାମ କରିଥିବା ଅଭିନେତା/ଅଭିନେତ୍ରୀଙ୍କ ସମାନ ଅବସ୍ଥା। ସମସ୍ତେ ତାଙ୍କର ହସହସ ମୁହଁକୁ ମନେ ପକାଉଛନ୍ତି। ଏପରିକି ତାଙ୍କ ସହ ବିତାଇଥିବା ମୁହୂର୍ତ୍ତର…

କୁପଓ୍ବାଡା ମାଛିଲ ସେକ୍ଟରରେ ପାକିସ୍ତାନର ଅସ୍ତ୍ରବିରତି ଉଲ୍ଲଂଘନ

କୁପଓ୍ବାଡା,୨୩।୬: ଆତଙ୍କବାଦୀଙ୍କୁ ଭାରତ ସୀମାରେ ଅନୁପ୍ରବେଶ କରାଇବା ପାଇଁ ଲଗାତର ପାକିସ୍ତାନ ଉଦ୍ୟମ ଜାରି ରଖିଛି। ଇତିମଧ୍ୟରେ ମଙ୍ଗଳବାର ପାକିସ୍ତାନ ସେନା ପକ୍ଷରୁ ଜମ୍ମୁ-କଶ୍ମୀର କୁପଓ୍ବାଡା ଜିଲାର ମାଛିଲ ସେକ୍ଟରରେ ଅସ୍ତ୍ରବିରତି ଉଲ୍ଲଂଘନ କରାଯାଇଛି। ସୀମା ଆରପଟୁ ଭାରିମାତ୍ରାରେ ଗୁଳିଗୋଳା ବର୍ଷଣ…

ରାହୁଲ ପୁଣିଥରେ ହୁଅନ୍ତୁ କଂଗ୍ରେସ ଅଧ୍ୟକ୍ଷ: ଗେହଲଟ

ନୂଆଦିଲ୍ଲୀ,୨୩।୬: ରାହୁଲ ଗାନ୍ଧୀଙ୍କୁ ପୁଣିଥରେ କଂଗ୍ରେସର ଅଧ୍ୟକ୍ଷ କରାଯାଉ ବୋଲି ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଦାବି କରିଛନ୍ତି। ମଙ୍ଗଳବାର ଅନୁଷ୍ଠିତ କଂଗ୍ରେସ ଓ୍ବାର୍କିଂ କମିଟି(ସିଡବ୍ଲୁସି) ବୈଠକରେ ଏହି ଦାବି କରାଯାଇଛି। ଯୁବ କଂଗ୍ରେସର ଅଧ୍ୟକ୍ଷ ଶ୍ରୀନିବାସ ବିଭି ମଧ୍ୟ ଗେହଲଟଙ୍କୁ…

ଭାରତୀୟ ଖେଳାଳୀଙ୍କ ‘ଫିମେଲ୍‌ ଭର୍ସନ’: କୋହଲି-ଧୋନୀଙ୍କୁ ଚିହ୍ନିବା ମୁସ୍କିଲ, ମନ ଜିଣୁଛନ୍ତି ଭୁବନେଶ୍ୱର

ନୂଆଦିଲ୍ଲୀ,୨୩।୬: ପୂର୍ବତନ ଭାରତୀୟ ଅଲରାଉଣ୍ଡର ଯୁବରାଜ ସିଂ ନିଜର ଇନ୍‌ଷ୍ଟାଗ୍ରାମ ପୃଷ୍ଟାରେ ଶେୟାର କରିଥିବା ଏକ ଫଟୋ ଏବେ ଚର୍ଚ୍ଚାରେ। ଏହା ପଛରେ ଥିବା କାରଣଟି ହେଲା ଫଟୋରେ ଭାରତୀୟ ଖେଳାଳୀମାନଙ୍କ ଫିମେଲ୍‌ ଭର୍ସନ୍‌କୁ ଦେଖିବାକୁ ମିଳୁଛି। ୟୁଭିଙ୍କ ଏହି ପୋଷ୍ଟକୁ…

ପୋଷ୍ଟାଲ ବାଲାଟ ଜରିଆରେ ଭୋଟ ଦେଇପାରିବେ କରୋନା ପୀଡ଼ିତ !

ପାଟନା,୨୩।୬: ଚଳିତ ବର୍ଷ ଶେଷରେ ବିହାରରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ତେବେ ଏହି ନିର୍ବାଚନରେ ମତଦାତାଙ୍କ ପାଇଁ ନିୟମରେ କିଛିଟା ପରିବର୍ତ୍ତନ କରାଯାଇଥିବା ସୂଚନା ମିଳିଛି। ଏଣିକି କରୋନା ସଂକ୍ରମିତ ମତଦାତା ପୋଷ୍ଟାଲ ବାଲାଟ ଜରିଆରେ ଭୋଟ ଦେଇପାରିବେ। ଦେଶବ୍ୟାପି…

୧୦ ଘଣ୍ଟା ପିପିଇ କିଟ୍‌ ପିନ୍ଧିବା ପରେ ଭାଇରାଲ ହେଉଛି ଡାକ୍ତରଙ୍କ ହାତର ଫଟୋ

ନୂଆଦିଲ୍ଲୀ,୨୩।୬: କରୋନା ସଂକ୍ରମଣ ଭଳି ଏକ ଅଦୃଶ୍ୟ ଯୁଦ୍ଧରେ ଲଢି ଚାଲିଛନ୍ତି ଆଗଧାଡିର କରୋନା ଯୋଦ୍ଧା। ଏହି ଆଗଧାଡି ଯୋଦ୍ଧା ତାଲିକାର ସର୍ବାଗ୍ରେ ରହିଛନ୍ତି ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀ। ଏମାନେ ବହୁ ସମୟ ଧରି ପିପିଇ କିଟ୍‌ ପିନ୍ଧି ରହିବା ସହ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri