ପୁରୁଷୋତ୍ତମପୁରରେ ଖୋଲିବ ସ୍ବତନ୍ତ୍ର କୋଭିଡ୍ ହସ୍ପିଟାଲ: ସ୍ଥିତି ଅନୁଧ୍ୟାନ କଲେ ଉପ ଜିଲାପାଳ
ପୁରୁଷୋତ୍ତମପୁର, ୨୩।୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍ଏସିରେ ସ୍ବତନ୍ତ୍ର କୋଭିଡ୍ ହସ୍ପିଟାଲ ଖୋଲିବା ଲାଗି ମଙ୍ଗଳବାର ଛତ୍ରପୁର ଉପଜିଲାପାଳ ପ୍ରିୟ ରଞ୍ଜନ ପୃଷ୍ଟି ସ୍ଥିତି ଅନୁଧ୍ୟାନ କରିଛନ୍ତି। ସହରର ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟ ନିକଟରେ ନୂତନ ଭାବେ ନିର୍ମାଣ କରାଯାଇଥିବା ତାରାତାରିଣି…
ଆଇବ୍ରୋ ଟ୍ରେଣ୍ଡ
ଫ୍ୟାଶନରେ ଅପଡେଟ୍ ରହିବାକୁ ସମସ୍ତେ ପସନ୍ଦ କରନ୍ତି। ସେଥିପାଇଁ ସବୁବେଳେ ନୂଆ ନୂଆ ଫ୍ୟାଶନ ଡିଜାଇନ୍ ଆପଣେଇବାକୁ ଚାହାନ୍ତି। ଡ୍ରେସ ହେଉ କି ହେୟାର ଷ୍ଟାଇଲ୍ ଅବା ଜୋତା ସବୁ ଷ୍ଟାଇଲରେ ନିଜକୁ ଅପଡେଟ୍ ରଖନ୍ତି.. ଆଇ ବ୍ରୋ ଫ୍ୟାଶନରେ ଏବେ…
ଭୁବନେଶ୍ୱରରୁ ଆଉ ୨ କରୋନା ପଜିଟିଭ ଚିହ୍ନଟ: ୫ ଆକ୍ରାନ୍ତ ସୁସ୍ଥ
ଭୁବନେଶ୍ୱର, ୨୩।୬(ବ୍ୟୁରୋ): ଭୁବନେଶ୍ୱରରୁ ମଙ୍ଗଳବାର ଆଉ ୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ କ୍ୱାରାଣ୍ଟାଇନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ଅନ୍ୟ ଜଣେ ସ୍ଥାନୀୟ ଅଞ୍ଚଳର। କ୍ୱାରାଣ୍ଟାଇନରୁ ଚିହ୍ନଟ ବ୍ୟକ୍ତି ୩୯ ବର୍ଷୀୟ। ତାଙ୍କ ଘର ଜୟଦେବ…
ସାତ ଦିନରେ ସାତ ରଙ୍ଗର ପାଟ
ମହାପ୍ରଭୁଙ୍କ ସବୁ ପରମ୍ପରା ଭଳି ତାଙ୍କ ବସ୍ତ୍ର ସମ୍ଭାରରେ ବି ରହିଛି ସ୍ବକୀୟତା। ବିଶେଷତଃ ତାଙ୍କୁ ଲାଗି ହେଉଥିବା ବସ୍ତ୍ର ‘ଖଣ୍ଡୁଆ ପାଟ’ ଭାବରେ ପରିଚିତ। ବଡସିଂହାର ବେଶରେ ଲାଗିହୁଏ ଗୀତଗୋବିନ୍ଦ ଲେଖାଥିବା ପାଟ। ଏସବୁ ବ୍ୟତୀତ ପର୍ବପର୍ବାଣିରେ ଲାଗି ହୋଇଥାଏ…
ଗଞ୍ଜାମରେ ପୁଣି ୩୦ କରୋନା ପଜିଟିଭ ଚିହ୍ନଟ: ରହିଛନ୍ତି ୬ ଯୋଦ୍ଧା
ଛତ୍ରପୁର,୨୩।୬(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ ମଙ୍ଗଳବାର ପୁଣି ୩୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୫୫କୁ ବୃଦ୍ଧି ପାଇଛି। ୩୦ ଆକ୍ରାନ୍ତଙ୍କ ମଧ୍ୟରେ ୬ ଜଣ କରୋନା ଯୋଦ୍ଧା, ୯ ଜଣ…
ଯେଉଁଠି ଶ୍ରୀଜୀଉଙ୍କର ହୁଏ ରୁପାବେଶ
୧୭୫୭ଖ୍ରୀଷ୍ଟାବ୍ଦରେ ପ୍ରଥମ କରି ରଣପୁର ଜଗନ୍ନାଥ ମନ୍ଦିରରେ ଠାକୁରମାନଙ୍କ ଘୋଷ ଯାତ୍ରା ଆରମ୍ଭ ହୋଇଥିଲା । ପୁରୀ ମନ୍ଦିର ସହିତ ରଣପୁର ମନ୍ଦିରର ରହିଛି ବହୁ ସାମଞ୍ଜସ୍ୟ । ପୁରୀରେ ଷୋହଳ କଳା ଥିବା ବେଳେ ରଣପୁର ମନ୍ଦିରରେ ଏକ କଳା…
ଆର୍ଜେଡିକୁ ଧକ୍କା: ଉପାଧ୍ୟକ୍ଷ ପଦ ଛାଡିଲେ ରଘୁବଂଶ
ପାଟନା,୨୩।୬: ବିହାର ବିଧାନସଭା ନିର୍ବାଚନ ପୂର୍ବରୁ ଲାଲୁ ପ୍ରସାଦ ଯାଦବଙ୍କ ଦଳ ରାଷ୍ଟ୍ରୀୟ ଜନତା ଦଳ(ଆର୍ଜେଡି)କୁ ଲାଗିଛି ଶକ୍ତ ଧକ୍କା। ଆର୍ଜେଡିର ୫ ବିଧାନ ପରିଷଦ ସଦସ୍ୟ(ଏମ୍ଏଲ୍ସି) ଦଳ ତ୍ୟାଗ କରିଛନ୍ତି। ଏହାବ୍ୟତୀତ ଉପାଧ୍ୟକ୍ଷ ଥିବା ରଘୁବଂଶ ପ୍ରତାପ ସିଂ ମଧ୍ୟ…
ପତଞ୍ଜଳି ଲଞ୍ଚ କଲା କରୋନା ପାଇଁ ପ୍ରଥମ ଆୟୁର୍ବେଦିକ ଔଷଧ କରୋନିଲ: ୭ଦିନରେ ସମ୍ପୂର୍ଣ୍ଣ ସୁସ୍ଥ
ହରିଦ୍ୱାର,୨୩।୬: ସାରା ବିଶ୍ୱରେ କରୋନା ମହାମାରୀ ବେଲଗାମ ହୋଇପଡ଼ିଛି। ସାରା ଦେଶର ବିଶେଷଜ୍ଞ ଏହାର ମୁକାବିଲା ପାଇଁ ଭ୍ୟାକସିନ୍ ଖୋଜିବାରେ ଲାଗିପଡ଼ିଛନ୍ତି। ଇତିମଧ୍ୟରେ ଯୋଗ ଗୁରୁ ରାମଦେବ ବାବାଙ୍କ କମ୍ପାନୀ ପ୍ରଥମ ଥର କରୋନା ପାଇଁ ଆୟୁର୍ବେଦିକ ଔଷଧ ପ୍ରସ୍ତୁତ କରିଛି…
କେବିସି ସିଜିନ୍ ୧୨: ପୁଣି ଆରମ୍ଭ ହେବ ରେଜିଷ୍ଟ୍ରେଶନ୍ ପ୍ରକ୍ରିୟା, ଭାଗ ନେବା ପାଇଁ ରହିଛି ସର୍ତ୍ତ
କୌନ୍ ବନେଗା କରୋଡ୍ପତି ସିଜିନ୍ ୧୨ ପାଇଁ ପୁଣି ରେଜିଷ୍ଟ୍ରେଶନ୍ ପ୍ରକ୍ରିୟା ଆରମ୍ଭ ହେବାକୁ ଯାଉଛି। ଏଥିପାଇଁ ନୂଆ ସର୍ତ୍ତ ରଖାଯାଇଛି। କେବଳ ସୋନୀ ଲାଇଭ୍ ୟୁଜର୍ସ ହିଁ ଏହି ରେଜିଷ୍ଟ୍ରେସନ୍ରେ ସାମିଲ୍ ହୋଇପାରିବେ। ଜୁନ୍ ୨୫ରୁ ଜୁଲାଇ ୩ ପର୍ଯ୍ୟନ୍ତ…
ସରକାରୀ କୋଭିଡ ହସ୍ପିଟାଲକୁ ମିଳିବ ୫୦ ହଜାର ସ୍ବଦେଶୀ ଭେଣ୍ଟିଲେଟର
ନୂଆଦିଲ୍ଲୀ,୨୩।୬: ପିଏମ୍ କେୟାର୍ସ ଫଣ୍ଡ ଜରିଆରେ ଦେଶର ସରକାରୀ କୋଭିଡ ହସ୍ପିଟାଲକୁ ୫୦,୦୦୦ ‘ମେଡ ଇନ୍ ଇଣ୍ଡିଆ’ ଭେଣ୍ଟିଲେଟର ଯୋଗାଇ ଦିଆଯିବ। ଏଥିପାଇଁ ପିଏମ୍ କେୟାର୍ସ ଫଣ୍ଡରୁ ୨ ହଜାର କୋଟି ଟଙ୍କା ଯୋଗାଇ ଦିଆଯାଇଛି। ସେହିପରି ଏହି ଫଣ୍ଡରୁ ପ୍ରବାସୀ…
ପୋଖରୀରେ ଗାଧୋଇବାକୁ ବାରଣ: ଚାରିପଟେ ବ୍ୟାରିକେଟ୍, ବନ୍ଦ ହେଉନି ଗାଧୁଆ
ବୁଗୁଡ଼ା,୨୩।୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଳକ ଏବଂ ଏନ୍ଏସିରେ କରୋନା ସଂକ୍ରମଣ ବୃଦ୍ଧି ପାଇବା ଆଶଙ୍କା କରି ପ୍ରଶାସନ ପକ୍ଷରୁ ପୋଖରୀରେ ଗାଧୋଇବାକୁ ନେଇ ବାରଣ କରାଯାଇଥିଲା। ସାମାଜିକ ଦୂରତ୍ୱ ରକ୍ଷା କରିବା ସହ ପୋଖରୀରେ ସମୂହ ଭାବେ ନ ଗାଧୋଇବା…
ବ୍ୟାରିକେଟ୍ ମଧ୍ୟରେ ବିଶ୍ୱର ସର୍ବୋଚ୍ଚ ରଥ
କେନ୍ଦୁଝର,୨୩।୬(ସ୍ବ.ପ୍ର.): ବ୍ୟାରିକେଟ୍ ମଧ୍ୟରେ ବିଶ୍ୱର ସର୍ବୋଚ୍ଚ ଅର୍ଥାତ କେନ୍ଦୁଝରର ଆରାଧ୍ୟ ପ୍ରଭୁ ଶ୍ରୀ ବଳଦେବ ଜୀଉଙ୍କ ରଥ। ପ୍ରତିବର୍ଷ ରଥଯାତ୍ରାରେ ହଜାର ହଜାର ଭକ୍ତଙ୍କ ସମାଗମ ହୋଇ ଚଳଚଞ୍ଚଳ ହୋଇ ଉଠୁଥିବା ବଡ଼ ଦାଣ୍ଡ, ବଡ଼ ଦେଉଳ ପରିସର ମଙ୍ଗଳବାର ଖାଁ…
Archives


