Home Left

ପ୍ରତିଘରୁ ହଟିବ ଚାଇନା ମିଟର

ଲକ୍ଷ୍ନୌ, ୨୩।୬: ଚାଇନା ସହିତ ଲଢ଼େଇରେ ଏବେ କେନ୍ଦ୍ର ସରକାରଙ୍କ ସହିତ ଗୋଟିଏ ପରେ ଗୋଟିଏ ରାଜ୍ୟ ସରକାର ସାମିଲ ହେବାରେ ଲାଗିଛନ୍ତି। ଏହି ମର୍ମରେ ଉତ୍ତରପ୍ରଦେଶ ସରକାରଙ୍କ ପକ୍ଷରୁ ଚାଇନା ବିଦ୍ୟୁତ୍‌ ମିଟର ହଟାଇବା ନିଷ୍ପତ୍ତି ଗ୍ରହଣ କରାଯାଇଛି। ରାଜ୍ୟ…

ଘରକୁ ଦିଅନ୍ତୁ ରୟାଲ ଲୁକ୍‌

ଘରକୁ ରୟାଲ ଲୁକ୍‌ ଦେବା ପାଇଁ ଚାହୁଁଥିଲେ ଜାଣି ରଖନ୍ତୁ କିଛି ଟିପ୍ସ। ଘରେ ବିଭିନ୍ନ ପ୍ରକାରର କାରୁକାର୍ଯ୍ୟପୂର୍ଣ୍ଣ ଆସବାବପତ୍ର ରଖି ଘରକୁ ରୟାଲ ଲୁକ୍‌ ଦେଇପାରିବେ। ଏଥିପାଇଁ ଡ୍ରଇଁ ରୁମ୍‌ର ଟେବୁଲ ଉପେ ରୟାଲ ଲୁକ୍‌ ଥିବା ବିଭିନ୍ନ ଜିନିଷ…

ପରିଣତ ବୟସରେ ମା’ଙ୍କ ସହ ଝୁମିଲେ ଏହି ଅଭିନେତା

ମୁମ୍ବାଇ: ବଲିଉଡ୍‌ ଭର୍ସାଟାଇଲ୍‌ ଅଭିନେତା ଅନୁପମ ଖେର ସବୁବେଳେ ସୋସିଆଲ ମିଡିଆରେ ଆକ୍ଟିଭ ରହିଥାନ୍ତି। ସେ ମା’ ଦୁଲାରୀଙ୍କ ଅତି ନିକଟତର ହୋଇଥିବା ବେଳେ ଅନୁପମ ତାଙ୍କ ସହ ସ୍ପେଶାଲ ବଣ୍ଡ ମଧ୍ୟ ଶେୟାର କରନ୍ତି। ପ୍ରାୟ ସମୟରେ ସେ ତାଙ୍କ…

ଏହି ଅଭିନେତ୍ରୀଙ୍କ ସ୍ବପ୍ନରେ ଆସିଲେ ସୁଶାନ୍ତ ସିଂ ରାଜପୁତ! କହିଲେ ତୁମ ପୁଅ ହୋଇ ଜନ୍ମ ନେବି

ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂଙ୍କ ଆତ୍ମହତ୍ୟାକୁ ତାଙ୍କ କୋ-ଷ୍ଟାରମାନେ ସହଜରେ ଗ୍ରହଣ କରିପାରି ନାହାନ୍ତି। ମୃତ୍ୟୁର ସପ୍ତାହେ ପରେ ବି ତାଙ୍କ ସହ ଥିବା ପୁରୁଣା ସ୍ମୃତିକୁ ସୋସିଆଲ ମିଡିଆରେ ଶେୟାର କରୁଛନ୍ତି। ବଲିଉଡ୍‌ର ଡ୍ରାମା କୁଇନ୍‌ ରାକ୍ଷୀ ସାଓ୍ବନ୍ତ ସୁଶାନ୍ତଙ୍କୁ…

ଦୂର କରନ୍ତୁ କଳାଦାଗ

ଅଧିକାଂଶ ମହିଳାଙ୍କର କହୁଣି ଏବଂ ଆଣ୍ଠୁ ଆଦି ଅଧିକ କଳା ପଡ଼ି ଯାଇଥାଏ। ଏହି ସବୁ ସ୍ଥାନରୁ କଳାଦାଗ କିପରି ଦୂର କରିବେ ଜାଣି ରଖନ୍ତୁ। ଅଲିଭ୍‌ ଅଏଲ ଓ ଚିନିକୁ ସମାନ ମାତ୍ରାରେ ମିଶାଇ କହୁଣି ଉପରେ କିଛି ସମୟ…

ପିପିଇ କିଟ୍‌ ଅଭାବରୁ କରୋନା ସଂକ୍ରମଣରେ ୪୨ ଡାକ୍ତର ମୃତ!

ଇସ୍‌ଲାମାବାଦ,୨୩।୬: କରୋନା ମହାମାରୀ ସାରା ବିଶ୍ୱରେ କାୟା ବିସ୍ତାର କରିଥିବା ବେଳେ ପାକିସ୍ତାନର ସ୍ଥିତି ମଧ୍ୟ ଉଦ୍‌ବେଗଜନକ ରହିଛି। ମିଳିଥିବା ଖବରରୁ ଜଣାପଡିଛି କି ପାକିସ୍ତାନରେ କରୋନାର ଆଗଧାଡିର ଯୋଦ୍ଧା ସାଜିଥିବା ସ୍ବାସ୍ଥ୍ୟକର୍ମୀ ଓ ଡାକ୍ତରଙ୍କୁ ମଧ୍ୟ ଏଥିରୁ ନିସ୍ତାର ମିଳୁନାହିଁ।…

ସୁଶାନ୍ତ ସିଂ ଭାରତୀୟ ସେନା ଭଳି ଜୀବନ ବିତାଇବାକୁ କରୁଥିଲେ ପସନ୍ଦ

ମୁମ୍ବାଇ, ୨୩।୬: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ପରେ ତାଙ୍କ ଜୀବନର ବହୁ ଅକୁଆ କଥା ଏବେ ସାମ୍ନାକୁ ଆସିବାରେ ଲାଗିଛି। ସେ ଭାରତୀୟ ସେନା ଭଳି ଜୀବନ ବିତାଇବାକୁ ପସନ୍ଦ କରୁଥିଲେ। ତେଣୁ ପ୍ରତି ୬ ମାସରେ…

୨ ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଜବତ: ଦୁଇ ଗିରଫ

ଭଦ୍ରକ ଅଫିସ,୨୩।୬: ଭଦ୍ରକ ଅବକାରୀ ଟିମ୍‌ ମଙ୍ଗଳବାର ବନ୍ତଛକ ପୋଲତଳୁ ଦୁଇ ଜଣ ବ୍ରାଉନ୍‌ ସୁଗାର ବ୍ୟବସାୟୀଙ୍କୁ ଗିରଫ କରିଛନ୍ତି। ସେମାନେ ହେଲେ ଅବଦଲାପୁରର ପ୍ରଶାନ୍ତ କୁମାର ବେହେରା ଓ ଏଲଖାର ସୁଜିତ ଦାସ। ସେମାନଙ୍କଠାରୁ ଏକ ବାଇକ୍‌ ସହ ୨୦…

ଅନ୍ୟ ରୋଗରେ ଆକ୍ରାନ୍ତ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ୱର, ୨୩।୬(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଜଣେ କରୋନା ସଂକ୍ରମିତଙ୍କ ଅନ୍ୟ ରୋଗରେ ପୀଡିତ ଥିବା ଯୋଗୁ ମୃତ୍ୟୁ ଘଟିଛି। ସେ ହେଲେ କଟକ ଜିଲାର ୮୦ ବର୍ଷୀୟ ବୃଦ୍ଧ। ସେ ଅନ୍ୟ ରୋଗରେ ପୀଡିତ ଥିଲେ। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ…

କରୋନା ପାଇଁ ପ୍ରଥମ ଆୟୁର୍ବେଦିକ ଔଷଧ ପ୍ରସ୍ତୁତ: ଘୋଷଣା କରିବ ପତଞ୍ଜଳି

ନୂଆଦିଲ୍ଲୀ,୨୩।୬: ସାରା ବିଶ୍ୱରେ କରୋନା ଭାଇରସ୍‌ ମହାମାରୀ ଭୟଙ୍କର ରୂପ ଧାରଣ କରିଥିବା ବେଳେ ଏହାର ଚିକିତ୍ସା ବା ମୁକାବିଲା ଲାଗି ସମସ୍ତ ଦେଶ ନିଜ ଆଡ଼ୁ ଯଥାସମ୍ଭବ ଉଦ୍ୟମ ଚଳାଇଛନ୍ତି। ଇତିମଧ୍ୟରେ ଭାରତ ଏହାର ମେଡିସିନ୍‌ ବାହାର କରିଥିବା ବେଳେ…

ଗାଈ ଆଣ୍ଟିବଡ଼ିରୁ କରୋନା ଔଷଧ

ଓ୍ବାଶିଂଟନ, ୨୩।୬: କରୋନା ସଂକ୍ରମଣ ନେଇ ପୃଥିବୀରେ ଆତଙ୍କ ଥମିବାର ନାଁ ଧରୁନି। ଏପରିସ୍ଥଳେ ଆମେରିକାର ଏକ କମ୍ପାନୀ ଗାଈ ଆଣ୍ଟିବଡ଼ିରୁ କରୋନା ଔଷଧ ପ୍ରସ୍ତୁତ କରିଥିବା ଦାବି କରିଛି। ଏହାର ପ୍ରୟୋଗ ମଣିଷଙ୍କ ଉପରେ ଆସନ୍ତା ମାସରୁ ଆରମ୍ଭ ହେବ…

୩ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୩।୬(ବ୍ୟୁରୋ): ଆଭ୍ୟନ୍ତରୀଣ ଓଡ଼ିଶା ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ନୂଆପଡ଼ା, ବଲାଙ୍ଗୀର ଜିଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri