ବନବାସ ସମୟରେ ସୀତା କାହିଁକି ପିନ୍ଧୁଥିଲେ ହଳଦୀ ରଙ୍ଗର ବସ୍ତ୍ର, ଏହା ପଛରେ ଥିବା କାରଣ ଜାଣନ୍ତୁ
ପ୍ରଭୁ ରାମଚନ୍ଦ୍ର, ମାତା ସୀତା ଏବଂ ଲକ୍ଷ୍ମଣ ବନବାସ ସମୟରେ କେବଳ ହଳଦୀ ରଙ୍ଗର ବସ୍ତ୍ର ଧାରଣ କରିଥିଲେ। କାହିଁକି ଜାଣନ୍ତି? ଯଦି ନା ତେବେ ଏହି ରଙ୍ଗ ପଛରେ ଏକ ବଡ଼ କାରଣ ରହିଛି। ଜାଣନ୍ତୁ ଏ ସମ୍ପର୍କରେ… ପ୍ରଭୁ…
ଭୁବନେଶ୍ୱରୁ ଆଜି ପୁଣି ୨୯୦ ପଜିିଟିଭ୍ ଚିହ୍ନଟ: ବଢ଼ୁଛି ଲୋକାଲ କେସ୍ ସଂଖ୍ୟା
ଭୁବନେଶ୍ୱର,୧୧।୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ରବିବାର ଆଉ ୨୯୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୭୯ ଜଣ ରହିଥିବା ବେଳେ ଲୋକାଲ କେସ୍ ୨୧୧ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୫୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ…
କରୋନାରୁ ସୁସ୍ଥ ହେଲେଣି ୬୦ ଲକ୍ଷ ସଂକ୍ରମିତ
ନୂଆଦିଲ୍ଲୀ,୧୧ ।୧୦: କରୋନା ମହାମାରୀ ବେଳକୁ ବେଳ ବଢି ଚାଲିଥିବା ବେଳେ ଦେଶରେ ସୁସ୍ଥତା ହାର ମଧ୍ୟ ବଢିବାରେ ଲାଗିଛି । ମିଳିଥିବା ସୂଚନାରୁ ଜଣାପଡିଛି ଯେ ଏବେ ପର୍ଯ୍ୟନ୍ତ ଦେଶରେ କରୋନାରେ ସଂକ୍ରମିତ ହୋଇଥିବା ପାଖାପାଖି ୬୦ ଲକ୍ଷ ଲୋକ…
ବିରାଟଙ୍କ ମ୍ୟାଚ୍ ଦେଖିବାକୁ ଷ୍ଟାଡିୟମରେ ଅନୁଷ୍କା, ସ୍ବାମୀଙ୍କ ଇନିଂସ ଦେଖି ଦେଲେ ଫ୍ଲାଇଙ୍ଗ୍ କିସ୍
ଦୁବାଇ,୧୧ା୧୦: ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଏବଂ ଚେନ୍ନାଇ ସୁପର କିଙ୍ଗ୍ସ ମ୍ୟାଚ ଦେଖିବା ପାଇଁ ଅନୁଷ୍କା ଶର୍ମା ଷ୍ଟାଡିୟମରେ ଶନିବାର ପହଞ୍ଚିଥିଲେ। ଏହି ସମୟରେ ଅନୁଷ୍କା ଏକ ବ୍ଲୁ କଲରର ଡ୍ରେସ୍ ପିନ୍ଧିଥିଲେ। ଯେଉଁଥିରେ ବେବି ବମ୍ପ ଦେଖାଯାଉଥିଲା। ତେବେ ଷ୍ଟାଡିୟମରେ…
ଆରେ ପ୍ରଦର୍ଶନକାରୀଙ୍କୁ ଆଶ୍ୱସ୍ତି: ସରକାର ଫେରାଇ ନେଲେ ସମସ୍ତ ମାମଲା
ମୁମ୍ବାଇ,୧୧ ।୧୦: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ରବିବାର କହିଛନ୍ତି ଆରେରେ ପ୍ରସ୍ତାବିତ ମେଟ୍ରୋ କାର୍ ସେଡ୍ ବିରୋଧରେ ପ୍ରଦର୍ଶନ କରୁଥିବା ଲୋକଙ୍କ ବିରୋଧରେ ଯେିଁ ମାମଲା ଦାୟର କରାଯାଇଥିଲା ତାହାକୁ ସରକାର ଫେରାଇ ନେଇଛନ୍ତି । ସେ କହିଛନ୍ତି ଆମେ…
ନେହା-ରୋହନପ୍ରୀତ୍ଙ୍କ ଏକାଠି ଫଟୋ ଦେଖି ଏମିତି ପ୍ରତିକ୍ରିୟା ଦେଲେ ଆଦିତ୍ୟ ନାରାୟଣ
ମୁମ୍ବାଇ: ବଲିଉଡ୍ ଗାୟିକା ନେହା କକ୍କର ସବୁବେଳେ କିଛି ନା କିଛି ଘଟଣାକୁ ନେଇ ଚର୍ଚ୍ଚାରେ ରହିଥାନ୍ତି। ଏବେ ରୋହନପ୍ରୀତ ସିଂଙ୍କୁ ପ୍ରେମ କରିବା ଏପରିକି ତାଙ୍କୁ ବିବାହ କରିବା ମଧ୍ୟ ଖବର ଶୁଣିବାକୁ ମିଳୁଛି। ନେହା ରୋହନପ୍ରୀତଙ୍କ ସହ ଏକ…
ନଡ଼ିଆକୁ ନେଇ ଶିବରାଜ-କମଲ ବାକ୍ଯୁଦ୍ଧ
ଭୋପାଳ, ୧୧।୧୦: ନଭେମ୍ବର ୩ରେ ମଧ୍ୟପ୍ରଦେଶରେ ୨୮ଟି ବିଧାନସଭା ଆସନରେ ଉପନିର୍ବାଚନ ହେବାକୁ ଯାଉଛି। ଏବେ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ବାନ ଏବଂ ପୂର୍ବତନ ମୁଖ୍ୟମନ୍ତ୍ରୀ କମଳନାଥଙ୍କ ମଧ୍ୟରେ ନଡ଼ିଆକୁ ନେଇ ବାକ୍ ଯୁଦ୍ଧ ଆରମ୍ଭ ହୋଇଛି। ନିର୍ବାଚନ ପାଖେଇ ଆସିବାରୁ…
ବିରିୟାନି ଖାଇବାକୁ ଲାଗିଲା ଦେଢ କିଲୋମିଟର ଲମ୍ବା ଲାଇନ: ଭିଡିଓ ଭାଇରାଲ
ବେଙ୍ଗାଲୁରୁ,୧୧ ।୧୦: କର୍ନାଟକର ବେଙ୍ଗାଲୁରୁରେ ବିରିୟାନି ପ୍ରେମିଙ୍କ ଏକ ଅଦ୍ଭୁତ ଦୃଶ୍ୟ ଦେଖିବାବୁ ମିଳିଛି । ଏକ ଭିଡିଓରେ ଦେଖିବାକୁ ମିଳିଛି ବେଙ୍ଗାଲୁରର ଏକ ରେସ୍ତୋରାଁ ବାହାରେ ବିରିୟାନି ଖାଇବାକୁ ଲୋକେ ପାଖାପାଖି ୧.୫ କିଲୋମିଟର ଲମ୍ବା ଲାଇନରେ ଠିଆ ହୋଇଛନ୍ତି…
ଭାଲୁ-ଗଧିଆ ମୁହାଁମୁହିଁ, ପରେ ଘଟିଲା ଏମିତି
କେବେ ଭାଲୁ ଆଉ ଗଧିଆ ମୁହାଁମୁହିଁ ହେବାର ଦେଖିଛନ୍ତି? ଯଦି ନା ତେବେ ଜଣେ ଓ୍ବାଇଲ୍ଡ ଲାଇଫ୍ ଫଟୋଗ୍ରାଫର ଏପରି ଏକ ଫଟୋ ସୋସିଆଲ ମିଡିଆରେ ଶେୟାର କରିଛନ୍ତି, ଯାହା ଦେଖିଲେ ଆଶ୍ଚର୍ଯ୍ୟ ହେବେ। ଫଟୋଗ୍ରାଫର ଶେଟ୍ଟ ରୟାଲ କ୍ରଫ୍ଟ୍ ଭାଲୁ…
ଫାରୁକ୍ ଅବଦୁଲାଙ୍କ ବିବାଦୀୟ ମନ୍ତବ୍ୟ: ଚାଇନା ସହାୟତାରେ ପୁଣି ଲାଗୁହେବ ଅନୁଚ୍ଛେଦ ୩୭୦
ଶ୍ରୀନଗର, ୧୧।୧୦: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ୍ ଅବଦୁଲାଙ୍କ ବିବାଦୀୟ ମନ୍ତବ୍ୟ ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି। ଫାରୁକ୍ ରବିବାର କହିଛନ୍ତି ଯେ, ଚାଇନା ସହାୟତାରେ ଜମ୍ମୁ-କଶ୍ମୀରରେ ପୁଣିଥରେ ଅନୁଚ୍ଛେଦ ୩୭୦ ଏବଂ ଅନୁଚ୍ଛେଦ ୩୫-ଏ ଲାଗୁ କରାଯିବାର ସମ୍ଭାବନା…
୨୪ ଘଣ୍ଟା ମଧ୍ୟରେ କ୍ୟାପଶନ ଦେଲେ ମିଳିବ କାର: ଆନନ୍ଦ ମହିନ୍ଦ୍ରା
ନୂଆଦିଲ୍ଲୀ,୧୧ ।୧୦: ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରା କମ୍ପାନୀର ଅଧ୍ୟକ୍ଷ ଆନନ୍ଦ ମହିନ୍ଦ୍ରା ସୋସିଆଲ ମିଡିଆରେ ସବୁବେଳେ ରହିଥାଆନ୍ତି ଆକ୍ଟିଭ । ସମୟ ସମୟରେ ଲୋକଙ୍କ ମନୋବଳ ବୃଦ୍ଧି କରିବାକୁ କିଛି ଭିଡିଓ ମଧ୍ୟ ଶେୟାର କରିଥାଆନ୍ତି । ନିକଟରେ ଆନନ୍ଦ ମହିନ୍ଦ୍ରା…
ଦୀପାବଳି ପୂର୍ବରୁ ଖୋଲିବନି ସ୍କୁଲ !
ମୁମ୍ବାଇ, ୧୧।୧୦: ମହାରାଷ୍ଟ୍ରରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟର ସ୍କୁଲ ଗୁଡ଼ିକୁ ବନ୍ଦ ରଖାଯାଇଛି। ତେବେ ଦୀପାବଳି ପୂର୍ବରୁ ସ୍କୁଲ ଖୋଲିବାର ସମ୍ଭାବନା ନାହିଁ ବୋଲି ରାଜ୍ୟ ସ୍କୁଲ ଶିକ୍ଷାମନ୍ତ୍ରୀ ବର୍ଷା ଗାଏକ୍ୱାଡେ ସୂଚନା…

