Home Left

ରଥଯାତ୍ରା ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ, ଉପରାଷ୍ଟ୍ରପତି

ନୂଆଦିଲ୍ଲୀ,୨୩।୬: ସୁପ୍ରିମକୋର୍ଟଙ୍କ ଅନୁମତି ପରେ ପୁରୀରେ ମଙ୍ଗଳବାର ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ଯଥା ରୀତିନୀତି ଅନୁଯାୟୀ ଆରମ୍ଭ ହୋଇଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ ଓଡ଼ିଶା ଏବଂ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମୋଦି ଟୁଇଟ୍‌…

ମୁଣ୍ଡରେ ଗାମୁଛା ବାନ୍ଧି, କୋଦାଳ ଧରି କ୍ଷେତରେ କାମ କରୁଛନ୍ତି ଏହି ଅଭିନେତା

କରୋନା ଯୋଗୁ ଏବେ ଫିଲ୍ମ ଶୁଟିଂ ବନ୍ଦ ରହିଛି। କଳାକାରମାନେ ନିଜ ପରିବାର ସହ ସମୟ ବିତାଉଛନ୍ତି। ବଲିଉଡ ଅଭିନେତା ନୱାଜୁଦ୍ଦିନ ସିଦ୍ଦିକି ବର୍ତ୍ତମାନ ନିଜ ସହର ବୁଢାନାରେ ରହୁଛନ୍ତି। ନଓ୍ବାଜ୍‌ ଇନଷ୍ଟାଗ୍ରାମରେ ଏକ ଭିଡିଓ ଶେୟାର କରିଛନ୍ତି। ଭିଡିଓରେ ସେ…

ରଥଯାତ୍ରା ନେଇ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୬(ବ୍ୟୁରୋ): ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ମଙ୍ଗଳବାର ଅନୁଷ୍ଠିତ ହେଉଛି। କରୋନା କଟକଣା ମଧ୍ୟରେ ଏହି ଯାତ୍ରା ଶୃଙ୍ଖଳିତ ଭାବେ କରାଯାଉଥିବାରୁ ମହାପ୍ରଭୁଙ୍କୁ ରଥରେ ଦର୍ଶନ ଲାଗି ଭକ୍ତଙ୍କୁ ବାରଣ କରାଯାଇଛି। ତେବେ ରଥଯାତ୍ରା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହାର୍ଦ୍ଦିକ ଶୁଭେଚ୍ଛା…

ସୁଶାନ୍ତ ସିଂଙ୍କ ଆତ୍ମହତ୍ୟାର ହେବ ସିବିଆଇ ତଦନ୍ତ: ଅଣ୍ଟା ଭିଡ଼ିଲେ ରାଜନେତା

ମୁମ୍ବାଇ, ୨୩।୬: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ପରେ ଘଟଣା ଏବେ ଭିନ୍ନ ମୋଡ଼ ନେବାକୁ ଆରମ୍ଭ କରିଛି। ଦେଶର ବିଭିନ୍ନ ସ୍ଥାନରେ ବଲିଉଡ୍‌ରେ ଜାରି ରହିଥିବା ବଂଶବାଦ ବିରୋଧରେ ପ୍ରଦର୍ଶନ ମଧ୍ୟ କରାଯାଉଛି। ସୋସିଆଲ୍‌ ମିଡ଼ିଆରେ ସୁଶାନ୍ତଙ୍କୁ…

ଦେବୀ ସୁଭଦ୍ରାଙ୍କ ରଥରେ ବିରାଜମାନ କଲେ ସୁଦର୍ଶନ

ପୁରୀ ଅଫିସ,୨୩।୬: ରଥରେ ୩ ଠାକୁର ବିଜେ ପରେ ଗୁଣ୍ଡିଚା ମନ୍ଦିରକୁ ଯାତ୍ରା ଲାଗି ପ୍ରସ୍ତୁତି ହେଉଛନ୍ତି। ଅନ୍ୟପଟେ ଦେବୀ ସୁଭଦ୍ରାଙ୍କ ରଥରେ ସୁଦର୍ଶନ ବିରାଜମାନ କରିଛନ୍ତି। ଚତୁର୍ଦ୍ଧା ମୂର୍ତ୍ତିଙ୍କ ପହଣ୍ଡି ନୀତି ଶେଷ ହୋଇଛି।

ମନମୋହନ-ନଡ୍ଡା ମୁହାଁମୁହିଁ

ନୂଆଦିଲ୍ଲୀ, ୨୩ା୬: ମନମୋହନ ସିଂଙ୍କ ନେତୃତ୍ୱାଧୀନ ୟୁପିଏ ସରକାର ସମୟରେ ଚାଇନାକୁ ନିର୍ବିରୋଧରେ ଭାରତୀୟ ଭୂଖଣ୍ଡର ୪୩ ହଜାର କି.ମି. ସମର୍ପଣ କରାଯାଇଥିଲା ବୋଲି ଭାଜପା ଅଧ୍ୟକ୍ଷ ଜେ. ପି. ନଡ୍ଡା ଅଭିଯୋଗ କରିଛନ୍ତି। ଦେଶର ସୁରକ୍ଷା ଓ ଆଞ୍ଚଳିକ ସଂହତିକୁ…

ସ୍ବତନ୍ତ୍ର ପାର୍ବତ୍ୟାଞ୍ଚଳ ବାହିନୀ ମୁତୟନ କଲା ଭାରତ

ନୂଆଦିଲ୍ଲୀ,୨୩ା୬: ଭାରତ-ଚାଇନା ମଧ୍ୟରେ ଥିବା ୩,୪୮୮ କିଲୋମିଟର ଦୀର୍ଘ ପ୍ରକୃତ ନିୟନ୍ତ୍ରଣ ରେଖାରେ ପିପୁଲ୍ସ ଲିବରେଶନ ଆର୍ମି (ପିଏଲ୍‌ଏ) ସୈନ୍ୟଙ୍କ ଅନୁପ୍ରବେଶକୁ ରୋକିବା ଲାଗି ଭାରତ ଉଚ୍ଚ ପାର୍ବତ୍ୟାଞ୍ଚଳରେ ଯୁଦ୍ଧ କରିବାକୁ ସ୍ବତନ୍ତ୍ର ତାଲିମ ପାଇଥିବା ବାହିନୀକୁ ମୁତୟନ କରିଛି। ଏହି…

ସ୍ଥିତି ଅନୁଧ୍ୟାନ ଲାଗି ଲେହ, କଶ୍ମୀର ଯିବେ ସେନାଧ୍ୟକ୍ଷ

ନୂଆଦିଲ୍ଲୀ, ୨୩ା୬: ସୀମାନ୍ତ ଅଞ୍ଚଳର ସ୍ଥିତି ଅନୁଧ୍ୟାନ କରିବା ଲାଗି ସେନାଧ୍ୟକ୍ଷ ମନୋଜ ମୁକୁନ୍ଦ ନରଓ୍ବଣେ ଚଳିତ ସପ୍ତାହରେ ଲେହ ଏବଂ କଶ୍ମୀର ଗସ୍ତ କରିବେ। ଲଦାଖର ଗଲଓ୍ବାନ ଉପତ୍ୟକାରେ ଭାରତ- ଚାଇନା ସେନା ମଧ୍ୟରେ ରକ୍ତାକ୍ତ ସଂଘର୍ଷ ଓ ୨୦…

ଭୂକମ୍ପରେ ବହୁ ଘର କ୍ଷତିଗ୍ରସ୍ତ

ଆଇଜଲ,୨୩ା୬(ପି.ଟି.) ମିଜୋରାମରେ ସୋମବାର ଭୋର ସମୟରେ ୫.୩ ତୀବ୍ରତାର ଭୂକମ୍ପ ଅନୁଭୂତ ହୋଇଛି। ଭୂକମ୍ପ ଯୋଗୁ ବହୁ ଘର କ୍ଷତିଗ୍ରସ୍ତ ହେବା ସହ ବିଭିନ୍ନ ସ୍ଥାନରେ ରାସ୍ତାରେ ଫାଟ ସୃଷ୍ଟି ହୋଇଛି। ତେବେ କେହି ମୃତାହତ ହୋଇଥିବାର ଖବର ମିଳିନାହିଁ। ଭୋର…

୨୦ରୁ କମ୍‌ ପିଏଲ୍‌ଏ ସୈନ୍ୟ ନିହତ ହୋଇଥିବା ଚାଇନା ମାନିଲା

ନୂଆଦିଲ୍ଲୀ,୨୩ା୬(ଆଇଏଏନ୍‌ଏସ୍‌): ଗତ ୧୫ ତାରିଖରେ ଲଦାଖ ଅନ୍ତର୍ଗତ ଗଲଓ୍ବାନ ଉପତ୍ୟକାରେ ସଂଘର୍ଷ ବେଳେ ପିପୁଲ୍ସ ଲିବରେଶନ ଆର୍ମି (ପିଏଲ୍‌ଏ)ର ୨୦ରୁ କମ୍‌ ସୈନ୍ୟ ନିହତ ହୋଇଥିବା କଥା ଚାଇନା ସୋମବାର ପ୍ରଥମ ଥର ପାଇଁ ସ୍ବୀକାର କରିଛି। ମୃତକଙ୍କ ମଧ୍ୟରେ ଜଣେ…

ସୀମାରେ ବାଲିଷ୍ଟିକ୍‌ ମିଶାଇଲ ମୁତୟନ କଲା ଜାପାନ

ଟୋକିଓ, ୨୩ା୬(ଆଇଏଏନ୍‌ଏସ୍‌): ଚାଇନା ଓ ଜାପାନ ମଧ୍ୟରେ ସେନ୍‌କାକୁସ ଦ୍ୱୀପପୁଞ୍ଜକୁ ନେଇ ବିବାଦ ଦେଖାଦେଇଛି। ଯଦିଓ ଏହି ଅଞ୍ଚଳ ୧୯୭୨ରୁ ଜାପାନ ପ୍ରଶାସନ ଅଧୀନରେ ରହିଆସିଛି, ତେବେ ଏହାର ଆଇନଗତ ସ୍ଥିତି ଚାଇନା ସହ ବିବାଦୀୟ ହୋଇ ରହିଛି। ଚାଇନା ଏହି…

ଚାଇନା ବିରୋଧରେ ବିଶ୍ୱ ଶକ୍ତି ଏକାଠି

ନୂଆଦିଲ୍ଲୀ,୨୩ା୬(ଆଇଏଏନ୍‌ଏସ୍‌): ସାରା ବିଶ୍ୱରେ କରୋନା ମହାମାରୀ ସଂକ୍ରମଣ କରାଇଥିବା ଚାଇନା ଦୋଷ ଲୁଚାଇବାକୁ ଜୋର୍‌ଦାର ପ୍ରଚାର ଚଳାଇଛି। ଏହି ଘଟଣାରୁ ଧ୍ୟାନ ହଟାଇବା ପାଇଁ ବେଜିଂ ଉଭୟ ସ୍ଥଳଭାଗ ଓ ଜଳରାଶିରେ ନିଜର ସୀମା ବଢ଼ାଇବା ପାଇଁ ଉଦ୍ୟମ ଜାରି ରଖିଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri