Home Left

ବ୍ୟବସାୟୀଙ୍କ କ୍ରୋଧ: ଜାଳିଦେଲେ ଚାଇନା ସାମଗ୍ରୀ

ନୂଆଦିଲ୍ଲୀ,୨୨।୬: ଭାରତ-ଚାଇନା ମଧ୍ୟରେ ଲାଗିଥିବା ସୀମା ବିବାଦକୁ ନେଇ ଏବେ ଦିଲ୍ଲୀରେ ବ୍ୟବସାୟୀଙ୍କ କ୍ରୋଧ ଦେଖିବାକୁ ମିଳିଛି। କରୋଲ ବାଗରେ କନଫେଡେରେଶନ ଅଫ୍‌ ଅଲ୍‌ ଇଣ୍ଡିଆ ଟ୍ରେଡର୍ସ(ସିଏଆଇଟି)ଦ୍ୱାରା କରାଯାଇଥିବା ଅଭିଯାନରେ ବ୍ୟବସାୟୀମାନେ ଚାଇନା ସାମଗ୍ରୀକୁ ପୋଡି ଦେଇଛନ୍ତି। ଏହାସହ ବଲିଉଡ୍‌ ସେଲିବ୍ରିଟି…

ତ୍ରିପୁରାରେ ମୋବାଇଲ୍‌ ଜରିଆରେ ହେବ ଅନ୍‌ଲାଇନ ପାଠପଢ଼ା

ଅଗରତାଲା,୨୨।୬: କରୋନା ଲକ୍‌ଡାଉନ ଯୋଗୁ ଦେଶବ୍ୟାପି ସମସ୍ତ ସ୍କୁଲ ଓ ଶିକ୍ଷାନୁଷ୍ଠାନ ବନ୍ଦ ରହିଛି। ଫଳରେ ଛାତ୍ରୀଛାତ୍ରଙ୍କ ଭବିଷ୍ୟତକୁ ନେଇ କେତେକ ରାଜ୍ୟ ଅନ୍‌ଲାଇନରେ ଶିକ୍ଷା ଆରମ୍ଭ କରିଛନ୍ତି। ଇତିମଧ୍ୟରେ ଏବେ ତ୍ରିପୁରା ସରକାର ମଧ୍ୟ ଛାତ୍ରୀଛାତ୍ରଙ୍କ ପାଇଁ ଏକ ନୂଆ…

ଏକାଥରକେ ପିଇଦେଲେ ୧୦ ବୋତଲ ମଦ, ଜାଣନ୍ତୁ ପରିଣାମ କ’ଣ ହେଲା

ଚାଇନାର ଜଣେ ବ୍ୟକ୍ତି ୧୦ ବୋତଲ ମଦ ଏକାଥରକେ ପିଇଦେଇଥିଲେ। ଏହାର ପରିଣାମ ଯାହା ହେଲା ତାହା ଜାଣି ଆପଣ ଆଶ୍ଚର୍ଯ୍ୟ ହେବେ। ଚାଇନାର ହୁ ନାମକ ଜଣେ ବ୍ୟକ୍ତି ଏକାଥରକେ ୧୦ ବୋତଲ ବିୟର୍‌ ପିଇଦେଇଥିଲେ। ମଦ ପିଇବା ପରେ…

ଗାଉଁଲି ଝିଅ ବିବାହ କରିବେ କି ପ୍ରଶ୍ନରେ କ’ଣ କହିଥିଲେ ସୁଶାନ୍ତ

ବହୁତ କମ ଦିନରେ ସଫଳତାର ଶୀର୍ଷରେ ପହଞ୍ଚିଥିବା ବଲିଉଡ ଷ୍ଟାର ସୁଶାନ୍ତ ସିଂହ ରାଜପୁତ ବେକରେ ଫାଶୀ ଲଗାଇ ଆତ୍ମହତ୍ୟା କରିଛନ୍ତି। ମାତ୍ର ୩୪ ବର୍ଷ ବୟସରେ ସେ କାହିଁକି ଏଭଳି ଚରମ ପଦକ୍ଷେପ ନେଲେ, ତା’ର କାରଣ ଏଯାଏ ଜଣାପଡିନାହିଁ।…

ବଡ଼ଦାଣ୍ଡରୁ ହଟୁଛନ୍ତି ଉଠାଦୋକାନୀ

ପୁରୀ ଅଫିସ, ୨୨।୬: ରଥଯାତ୍ରାକୁ ନେଇ ଗୋଟିଏ ପରେ ଗୋଟିଏ ବାଟ ଫିଟୁଥିବା ବେଳେ ଅନ୍ୟପଟେ ପ୍ରଶାସନିକ ପ୍ରସ୍ତୁତି ମଧ୍ୟ ଜୋର୍‌ ଧରିଛି। ସିଂହଦ୍ୱାରଠାରୁ ଗୁଣ୍ଡିଚା ମନ୍ଦିର ପର୍ଯ୍ୟନ୍ତ ବଡ଼ ଦାଣ୍ଡର ଉଭୟ ପାର୍ଶ୍ୱରେ ବସିଥିବା ଉଠାଦୋକାନୀ ଏବଂ ଅସ୍ଥାୟୀ କ୍ୟାବିନକୁ…

ରଥଯାତ୍ରା ପାଇଁ ଅନୁମତି ନ ଦେବାକୁ ଅପିଲ କରିଥିବା ଆବେଦନକାରୀ ଓକିଲଙ୍କ ଘର ଉପରକୁ ଅଣ୍ଡା ମାଡ଼

ଭୁବନେଶ୍ୱର,୨୨।୬(ବ୍ୟୁରୋ): ମଙ୍ଗଳବାର ରଥଯାତ୍ରା। ଚଳିତବର୍ଷ ରଥଯାତ୍ରା ହେବ କି ନାହିଁ ସେ ନେଇ ଲାଗିରହିଛି ଆଶା ଆଶଙ୍କା। ଅନ୍ୟପକ୍ଷରେ ରଥଯାତ୍ରା ପ୍ରସଙ୍ଗ ନେଇ ସୁପ୍ରିମକୋର୍ଟରେ ମାମଲାର ଶୁଣାଣି ଚାଲିଥିବା ବେଳେ ରଥଯାତ୍ରା ଅନୁଷ୍ଠିତ ନ ହେବା ଲାଗି ଅପିଲ କରିଥିବା ଓକିଲ…

ସୁଶାନ୍ତଙ୍କ ପରିବାରକୁ ଭେଟିଲେ ଭାଜପା ନେତା ମନୋଜ

ନୂଆଦିଲ୍ଲୀ,୨୨।୬: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ମାମଲାର ସିବିଆଇ ଯାଞ୍ଚ ପାଇଁ ଦାବି କରିଛନ୍ତି ଭାରତୀୟ ଜନତା ପାର୍ଟି(ଭାଜପା)ର ଏମ୍‌ପି ତଥା ଭୋଜପୁରୀ ଅଭିନେତା ମନୋଜ ତିଓ୍ବାରୀ। ସୋମବାର ସେ ପାଟନା ଗସ୍ତ କରିବା ସହ ସୁଶାନ୍ତଙ୍କ ପରିବାରଙ୍କୁ…

ଉତ୍ତରପ୍ରଦେଶରେ ଆଣ୍ଟିବଡ଼ି ଟେଷ୍ଟିଂ ଆରମ୍ଭ: ଶହେ ସ୍ବାସ୍ଥ୍ୟକର୍ମୀଙ୍କ ଉପରେ କରାଗଲା ପରୀକ୍ଷା

ଲକ୍ଷ୍ନୌ,୨୨।୬: ଉତ୍ତରପ୍ରଦେଶର କିଙ୍ଗ୍‌ ଜର୍ଜ ମେଡିକାଲ ୟୁନିଭର୍ସିଟି(କେଜିଏମ୍‌ୟୁ)ରେ ଏଣିକି କରୋନାର ଆଣ୍ଟିବଡ଼ି ଟେଷ୍ଟିଂ ଆରମ୍ଭ ହୋଇଯାଇଛି। କେଜିଏମ୍‌ୟୁ ହେଉଛି ରାଜ୍ୟର ଏକମାତ୍ର ହସ୍ପିଟାଲ ଯେଉଁଠାରେ ଆଣ୍ଟିବଡ଼ି ଟେଷ୍ଟିଂ ଆରମ୍ଭ କରାଯାଇଛି। ସୋମବାର ପ୍ରଥମ ପର୍ଯ୍ୟାୟରେ ଶହେ ଜଣ ସ୍ବାସ୍ଥ୍ୟକର୍ମୀ ଓ ପ୍ଲାଜମା…

ବିଏମ୍‌ଡବ୍ଲ୍ୟୁ ଚଲାଉଥିବା ଶିଳ୍ପପତି ଚଢ଼ିଲେ ବଳଦଗାଡ଼ି, ଜାଣନ୍ତୁ କାରଣ

ଭୋପାଳ: ମଧ୍ୟପ୍ରଦେଶର ବାଣିଜ୍ୟ ନଗର ଇନ୍ଦୋର ନିକଟ ପାଲଦା ଉଦ୍ୟୋଗିକ କ୍ଷେତ୍ରରେ ଏକ ଅଜବ ଦୃଶ୍ୟ ଦେଖିବାକୁ ମିଳିଛି। ସାଧାରଣତଃ ଉଦ୍ୟୋଗପତିମାନେ ଶିଳ୍ପକ୍ଷେତ୍ରକୁ ବିଏମ୍‌ଡବ୍ଲ୍ୟୁ ପରି ଗାଡ଼ି ଚଢ଼ି ଆସିଥାନ୍ତି। କିନ୍ତୁ ଜଣେ ଉଦ୍ୟୋଗପତି ବିଏମ୍‌ଡବ୍ଲ୍ୟୁ ଗାଡ଼ି ଛାଡ଼ି ବଳଦଗାଡ଼ି ବା…

ସୁଶାନ୍ତଙ୍କ ମୃତ୍ୟୁରେ ଭାଙ୍ଗିପଡ଼ିଲେ କଣ୍ଠଶିଳ୍ପୀ ମୈଥିଲି: ବଲିଉଡ୍‌ ପାଇଁ ଆଉ କେବେ ଗାଇବେ ନାହିଁ ଗୀତ

ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁରଙ୍କ ଆତ୍ମହତ୍ୟା ଖବର ଚଳଚ୍ଚିତ୍ର ଜଗତ ସହ ତାଙ୍କ ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି। ତାଙ୍କୁ ମନେପକାଇ ପ୍ରଶଂସକମାନେ ସେମାନଙ୍କ ପୁରୁଣା ସ୍ମୃତିକୁ ସୋସିଆଲ ମିଡିଆରେ ଶେୟାର କରୁଛନ୍ତି। ସୁଶାନ୍ତଙ୍କ ମୃତ୍ୟୁକୁ ଇତିମଧ୍ୟରେ ଏକ ସପ୍ତାହ ହୋଇଯାଇଥିଲେ…

ଚାଇନା ବିରୋଧରେ ଭାରତ ଲଢୁଛି ଦୁଇଟି ଯୁଦ୍ଧ: କେଜରିଓ୍ବାଲ

ନୂଆଦିଲ୍ଲୀ,୨୨।୬: ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମଣକୁ ନେଇ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଏକ ଖବରଦାତା ସମ୍ମିଳନୀର ଆୟୋଜନ କରିଥିଲେ। ଏଥିରେ ସେ ଚାଇନାକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଆଜି ଭାରତ ଚାଇନା ବିରୋଧର ୨ ପ୍ରକାର ଯୁଦ୍ଧ ଲଢୁଛି। ଗୋଟିଏ…

ଆଇପିଏଲ୍‌ ଟିକେଟରେ ଅଭିନେତ୍ରୀଙ୍କ ହୃଦୟ ଜିତି ବିବାହ କରିଥିଲେ ଏହି କ୍ରିକେଟର

ବଲିଉଡ ଷ୍ଟାର ଏବଂ କ୍ରିକେଟରଙ୍କ ମଧ୍ୟରେ ବନ୍ଧୁତା କୌଣସି ନୂଆ କଥା ନୁହେଁ। ଅନେକ କ୍ରିକେଟର ବଲିଉଡ୍‌ ଅଭିନେତ୍ରୀଙ୍କ ପ୍ରେମରେ ପଡି ବିବାହ ମଧ୍ୟ କରିଛନ୍ତି। ସେମିତି ଜଣେ ଯୋଡି ହେଉଛନ୍ତି ହରଭଜନ ସିଂହ ଏବଂ ଗୀତା ବାସ୍‌ରା। ଗୀତା ଏବଂ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri