ଭଦ୍ରକରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୦୦ ଟପିଲା
ଭଦ୍ରକ ଅଫିସ,୨୨ା୬: ଜିଲାରୁ ସୋମବାର ପୁଣି ୪ କରୋନା ଆକ୍ରାନ୍ତ ଚି଼ହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୦୧ରେ ପହଞ୍ଚିଛି। ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତମାନେ ଭଦ୍ରକ, ଧାମନଗର ଏନ୍ଏସି ଓ ଭଣ୍ଡାରିପୋଖରୀ ବ୍ଲକ ଅଞ୍ଚଳର ବୋଲି…
ପଶ୍ଚିମବଙ୍ଗରୁ ଫେରିଥିବା ୨ ଏନ୍ଡିଆର୍ଏଫ୍ କର୍ମଚାରୀ କରୋନା ଆକ୍ରାନ୍ତ
ଭୁବନେଶ୍ୱର, ୨୨।୬(ବ୍ୟୁରୋ): ରାଜ୍ୟରେ ସୋମବାର ପୁଣି ୧୪୩ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ପଶ୍ଚିମବଙ୍ଗରୁ ବାତ୍ୟା ‘ଅମ୍ଫନ’ ମୁକାବିଲା ସାରି ଫେରିଥିବା ୨ ଏନ୍ଡିଆର୍ଏଫ୍ କର୍ମଚାରୀ ରହିଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ…
ବାଳିକା ଗୃହରେ ୭ ନାବାଳିକା ଗର୍ଭବତୀ: ଯୋଗୀ ସରକାରଙ୍କୁ ଘେରିଲା କଂଗ୍ରେସ
କାନପୁର,୨୨।୬: ଉତ୍ତରପ୍ରଦେଶ କାନପୁରରେ ଥିବା ସରକାରୀ ବାଳିକା ଗୃହରେ ୭ ଜଣ ନାବାଳିକା ଗର୍ଭବତୀ ହୋଇଛନ୍ତି। ଏହାକୁ ନେଇ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରଙ୍କୁ କଂଗ୍ରେସ ପକ୍ଷରୁ ପ୍ରିୟଙ୍କା ଗାନ୍ଧି ଭଦ୍ରା ଘେରିଛନ୍ତି। ଏଠାରେ ଥିବା ୫୭ ନାବାଳିକାଙ୍କ ମଧ୍ୟରୁ ଜଣେ…
ଅପରିଚିତ ଲୋକଙ୍କୁ କିଡନୀ ଦାନ କରି ମୃତ ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ଦୁଇ ଝିଅ
ଆମେରିକାର ଇଲିନୋଇସ୍ରେ ଦୁଇ ଭଉଣୀ ମୃତ ପିତାଙ୍କୁ ଏମିତି ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ଯାହା ଶୁଣି ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ଅପରିଚିତ ଲୋକଙ୍କ କିଡନୀ ଦାନ କରି ମୃତ ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ଦୁଇ ଝିଅ। ମାର୍କ ଗୋରାଲସ୍କି ନାମକ ଜଣେ ବ୍ୟକ୍ତି…
ସାମ୍ନାକୁ ଆସିଲା ସୁଶାନ୍ତଙ୍କ ଫିଲ୍ମ ‘ବନ୍ଦେ ଭାରତମ୍’ର ପ୍ରଥମ ପୋଷ୍ଟର
ବଲିଉଡ୍ ଅଭିନେତା ସୁଶାନ୍ତ ସିଂ ରାଜପୁରଙ୍କ ଆତ୍ମହତ୍ୟା ଘଟଣା ତାଙ୍କ ପ୍ରଶଂସକଙ୍କଠାରୁ ଆରମ୍ଭ କରି ପରିବାର ତଥା ବନ୍ଧୁବର୍ଗକୁ ଆଶ୍ଚର୍ଯ୍ୟ କରିଦେଇଛି। ପ୍ରଶଂସକମାନେ ସେମାନଙ୍କ ପୁରୁଣା ସ୍ମୃତି ସୋସିଆଲ ମିଡିଆରେ ଶେୟାର କରୁଛନ୍ତି। ସୁଶାନ୍ତଙ୍କ ହଠାତ୍ ମୃତ୍ୟୁ ପରେ ସେ ସାଇନ୍…
ଚାଇନାକୁ ଝଟ୍କା: ଉଦ୍ଧବ ସରକାର ରଦ୍ଦ କଲେ ୫ ହଜାର କୋଟିର ୩ ଚୁକ୍ତି
ମୁମ୍ବାଇ, ୨୨।୬: ଗଲଓ୍ବାନ ଘାଟିରେ ଭାରତ ସୀମା ଭିତରକୁ ଅନୁପ୍ରବେଶ କରିବା ଚାଇନା ପାଇଁ ମହଙ୍ଗା ପଡ଼ିଛି। ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍ରେ ସରକାର ଚାଇନା ସହିତ ଚୁକ୍ତି ସ୍ବାକ୍ଷର କରାଯାଇଥିବା ୫ ହଜାର କୋଟି ଟଙ୍କାର ୩ ପ୍ରକଳ୍ପକୁ ରଦ୍ଦ…
ପିତାଙ୍କୁ ମୃତ୍ୟୁରେ କୋହଲିଙ୍କ ଆଖିରେ ନ ଥିଲା ଟୋପାଏ ଲୁହ, ଜାଣନ୍ତୁ କାହିଁକି
ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ବିଶ୍ୱର ସର୍ବଶ୍ରେଷ୍ଠ ବ୍ୟାଟ୍ସମ୍ୟାନ୍ ଭାବେ ଖ୍ୟାତି ଅର୍ଜନ କରିଛନ୍ତି। ପିତାଙ୍କ ମୃତ୍ୟୁ ତାଙ୍କ ଜୀବନକୁ ସମ୍ପୂର୍ଣ୍ଣ ବଦଳାଇ ଦେଇଛି। ଆଖି ଆଗରେ ପିତା ଶେଷ ନିଶ୍ୱାସ ନେବା ଦେଖିଛି। ସେଦିନ ପରିବାର ଲୋକେ…
କାର୍ଯ୍ୟଦକ୍ଷତା ବଢ଼ାଏ କଥାବାର୍ତ୍ତା ଶୈଳୀ
କଥାବାର୍ତ୍ତା ଶୈଳୀ ଯଦି ମାର୍ଜିତ ଏବଂ ସରଳ ହୁଏ ତେବେ ତାହା କାର୍ଯ୍ୟଦକ୍ଷତା ବଢ଼ାଇବାରେ ସହାୟକ ହୋଇଥାଏ। ‘କାର୍ଯ୍ୟଦକ୍ଷତା ଓ କଥାବାର୍ତ୍ତା ଶୈଳୀ’ ବିଷୟକୁ ନେଇ ଲଣ୍ଡନ ୟୁନିଭର୍ସିଟି ପକ୍ଷରୁ ହୋଇଥିବା ଏକ ସର୍ଭେରୁ ଏକଥା ଜଣାପଡିଛି। ଏହାର ପରିସରଭୁକ୍ତ ବ୍ୟକ୍ତିମାନଙ୍କର…
ଥରିଲା ମିଜୋରାମ: ଭୋର୍ ୪ଟାରେ ଆତଙ୍କିତ ହେଲେ ଲୋକେ
ଆଇଜଲ, ୨୨।୬: ମିଜୋରାମରେ ସୋମବାର ଭୋର୍ ସମୟରେ ଭୂକମ୍ପ ଅନୁଭୁତ ହୋଇଛି। ଭୋର୍ ୪ଟା ୧୦ ସମୟରେ ଭୂକମ୍ପ ହୋଇଥିବାବେଳେ ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୩ ଥିବା ଭାରତୀୟ ଭୂବିଜ୍ଞାନ ଗବେଷଣା ବିଭାଗ ପକ୍ଷରୁ କୁହାଯାଇଛି। ଭୂକମ୍ପର କେନ୍ଦ୍ର ଚମକାଇ…
ଏସ୍ସିବି ମେଡିକାଲରେ ଆବଶ୍ୟକ ପଡୁଛି ସ୍ବତନ୍ତ୍ର ନିଶ୍ଚେତକ
କଟକ ଅଫିସ,୨୨।୬: ଶଲ୍ୟ ବିଭାଗ କାଳକ୍ରମେ ସମ୍ପ୍ରସାରିତ ଓ ବିଭାଜିତ ହୋଇ ବିଭିନ୍ନ ପ୍ରକାରର ସୁପର୍ ସ୍ପେଶିଆଲିଟି ବିଭାଗ ସୃଷ୍ଟି ହୋଇଛି। ଫଳରେ ନ୍ୟୁରୋ ସର୍ଜରି (ସ୍ନାୟୁ), ସିଟିଭିଏସ୍ (ହୃଦ୍ ଶଲ୍ୟ ବକ୍ଷ), ୟୁରୋ (ମୂତ୍ରାଶୟ) ଏବଂ ପ୍ଳାଷ୍ଟିକ ସର୍ଜରି ପରି…
ଏଚ୍ଆର୍ପିସିରେ ଗଡୁଛି ପୋଲିସ ବିରୋଧୀ ମାମଲା: ୮ ବର୍ଷରେ ୭ ମାମଲାର ତଦନ୍ତ ଫଳ ଶୂନ
ଭୁବନେଶ୍ୱର,୨୨।୬ (ବ୍ୟୁରୋ): ରାଜ୍ୟର ଆଇନ ଶୃଙ୍ଖଳା ରକ୍ଷା ଦାୟିତ୍ୱରେ ଥିବା ପୋଲିସ ଅନେକ ସମୟରେ ନିଜ ପଦ ଓ କ୍ଷମତାର ଦୁରୁପଯୋଗ କରୁଥିବା ଅଭିଯୋଗ ଆସିଛି। ଆଇନକୁ ହାତକୁ ନେଇ କେତେବେଳେ ନିରୀହ ତଥା ନିର୍ଦ୍ଦୋଷଙ୍କୁ ମିଛ ମାମଲାରେ ଫସାଉଛି ତ…
ମହାକାଶ ଭ୍ରମଣ: ଭଡ଼ା ୯୬ ଲକ୍ଷ
ଓ୍ବାଶିଂଟନ, ୨୨।୬: ପର୍ଯ୍ୟଟନ ଶିଳ୍ପ ବିକାଶ ପାଇଁ ଆମେରିକାର ଷ୍ଟାର୍ଟଅପ୍ ‘ସ୍ପେସ୍ ପ୍ରସ୍ପେକ୍ଟିଭ୍’ ପକ୍ଷରୁ ଏକ ନୂଆ ଧରଣର ଯୋଜନା ପ୍ରସ୍ତୁତ କରାଯାଇଛି। ୨୦୨୪ଠାରୁ ଏହି କମ୍ପାନୀ ପର୍ଯ୍ୟଟକଙ୍କୁ ମହାକାଶ ଭ୍ରମଣର ସୁଯୋଗ ଯୋଗାଇଦେବ। କମ୍ପାନୀ ପକ୍ଷରୁ ‘ସ୍ପେସ୍ଶିପ୍ ନେପଚୁନ୍’ର ଶୁଭାରମ୍ଭ…
Archives


