Home Left

ବିନ୍ଦୁସାଗର ପାଣିରେ ଯୋଗ

ଭୁବନେଶ୍ୱର,୨୧।୬(ବ୍ୟୁରୋ): କିଛି ମିନିଟ ନୁହେଁ ବରଂ ଘଣ୍ଟା ଘଣ୍ଟା ଧରି ପାଣିରେ ରହିପାରନ୍ତି ସେ। ଏହା କେବଳ ଯୋଗ ପାଇଁ। ରବିବାର ଅନ୍ତର୍ଜାତୀୟ ଯୋଗଦିବସ ଅବସରରେ ଏଭଳି କିଛି ଦୃଶ୍ୟ ଦେଖିବାକୁ ମିଳିଛି ବିନ୍ଦୁସାଗରରେ। ଖ୍ୟାତନାମା ଯୋଗ ସାଧକ ଅଶୋକ ବରାଳ…

ବିଶ୍ୱର ସବୁଠାରୁ ମହଙ୍ଗା ଫଳ: ଦାମ୍‌ ଜାଣି ହେବେ ଆଶ୍ଚର୍ଯ୍ୟ

ଅନେକ ସମୟରେ ବଜାରରେ ଫଳର ଦାମ ମହଙ୍ଗା ଥାଏ। ଏହାକୁ କିଣିବା ସମୟରେ ଯଦି କିଲୋଫିଛା କାହାରା ଦାମ ୪୦୦ କିମ୍ବା ୫୦୦ ଟଙ୍କା ହୋଇଯାଏ ତେବେ ତାହା ବହୁତ ମୂଲ୍ୟ ବୋଲି ଅନୁଭୂତ ହୋଇଥାଏ। ତେବେ ଏପରି କିଛି ଫଳ…

ସଚିନ କ୍ରିକେଟ୍‌ରୁ ସନ୍ୟାସ ନେବା ଦିନ କାନ୍ଦି ପକାଇଥିଲେ ଏହି ଦୁଇ ଓ୍ବେଷ୍ଟଇଣ୍ଡିଜ୍‌ ଖେଳାଳି

ସଚିନ ତେନ୍ଦୁଲକର କ୍ରିକେଟରୁ ସନ୍ୟାସ ନେବା ସମଗ୍ର ବିଶ୍ୱ ଖେଳ ଜଗତକୁ ଚକିତ କରିଥିଲା। ଏହି ଦିନ ସଚିନ୍‌ଙ୍କ କଥା ଶୁଣି କାନ୍ଦି ପକାଇଥିଲେ ଓ୍ବେଷ୍ଟଇଣ୍ଡିଜ୍‌ ଖେଳାଳୀ କିର୍କ ଏଡଓ୍ବାର୍ଡସ୍‌ ଓ କ୍ରିସ୍‌ ଗେଲ୍‌। ନିକଟରେ କିର୍କ ଇନ୍‌ଷ୍ଟା ଲାଇଭ୍‌ରେ ଏହା…

୧୮,୮୦୦ ଫୁଟ ଉଚ୍ଚରେ ଯୋଗକଲେ ଯବାନ

ଚାମୋଲି, ୨୧।୬: ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ଭାରତୀୟ ଯବାନମାନେ ଯୋଗ କରିଛନ୍ତି। ଉତ୍ତରାଖଣ୍ଡ ଚାମୋଲି ଜିଲାର ଭାରତ ଚାଇନା ସୀମାରେ ମୁତୟନ ଥିବା ଆଇଟିବିପି ଯବାନମାନେ ସମୁଦ୍ରପତ୍ତନଠାରୁ ୧୪ ହଜାର ଫୁଟ ଉଚ୍ଚରେ ବରଫରେ ବସି ଯୋଗ କରିଛନ୍ତି। ଏହାର…

ଗଞ୍ଜାମର ହିଞ୍ଜିଳି, ୫ ପଞ୍ଚାୟତକୁ ଜାତୀୟ ପୁରସ୍କାର: ଅଭିନନ୍ଦନ ଜଣାଇଲେ ଜିଲାପାଳ, ଡିଆର୍‌ଡିଏ ପିଡି

ଛତ୍ରପୁର,୨୧।୬(ଡି.ଏନ୍‌.ଏ): ଗଞ୍ଜାମ ଜିଲାର ହିଞ୍ଜିଳି ବ୍ଲକ ଓ ୫ ଟି ପଞ୍ଚାୟତକୁ ଜାତୀୟ ପଞ୍ଚାୟତ ପୁରସ୍କାର -୨୦୨୦ ମିଳିଛି। ଏ ନେଇ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଓ ଡିଆର୍‌ଡିଏ ପିଡି ଇଂ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ଟୁଇଟ କରି…

ସିଡିଏସ୍‌, ତିନି ସେନାଧ୍ୟକ୍ଷଙ୍କ ସହ ପ୍ରତିରକ୍ଷା ମନ୍ତ୍ରୀଙ୍କ ସମୀକ୍ଷା ବୈଠକ

ନୂଆଦିଲ୍ଲୀ,୨୧।୬: ଚିଫ୍‌ ଅଫ୍‌ ଡିଫେନ୍ସ ଷ୍ଟାଫ୍‌(ସିଡିଏସ୍‌) ଜେନରାଲ ବିପିନ ରାଓ୍ବତ ଓ ୩ ସେନାମୁଖ୍ୟଙ୍କ ସହ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ରବିବାର ଏକ ସମୀକ୍ଷା ବୈଠକରେ ଯୋଗ ଦେଇଛନ୍ତି। ଭାରତ-ଚାଇନା ସୀମା ବିବାଦକୁ ନେଇ ଲଦ୍ଦାଖ ସୀମାର ସ୍ଥିତି ବିଷୟରେ…

ଜଗତସିଂହପୁରରେ ଗୋଟିଏ ଦିନରେ ୨୯ କରୋନା ପଜିଟିଭ୍‌ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୨୦୮କୁ ବୃଦ୍ଧି

ଜଗତସିଂହପୁର ଅଫିସ,୨୧ା୬: ଜଗତ୍‌ସିଂହପୁର ଜିଲାରେ କରୋନା ସଂକ୍ରମଣ ସଂଖ୍ୟା ହୁ ହୁ ହୋଇ ବଢ଼ିଚାଲିଛି। ରବିବାର ମିଳିଥିବା ସୂଚନା ଅନୁଯାୟୀ, ଜିଲାରେ ୨୯ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ତିର୍ତ୍ତୋଲ ବ୍ଲକ ଅଞ୍ଚଳରୁ ସର୍ବାଧିକ ୧୭ ଜଣ ରହିଛନ୍ତି।…

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟର: ୩ ଆତଙ୍କବାଦୀ ନିହତ

ଶ୍ରୀନଗର, ୨୧।୬: ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୩ ଆତଙ୍କବାଦୀ ନିହତ ହୋଇଛନ୍ତି। ଶ୍ରୀନଗରର ଜାଦିବଲରେ କିଛି ଆତଙ୍କବାଦୀ ଲୁଚିଥିବା ଗୋଇନ୍ଦା ସୂତ୍ରରୁ ଖବର ମିଳିଥିଲା। ଖବର ପାଇ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଘେରାବନ୍ଦୀ ଆରମ୍ଭ ହୋଇଥିଲା। ଆତଙ୍କବାଦୀଙ୍କୁ ଆତ୍ମସମର୍ପଣ ପାଇଁ ସତର୍କ ସୂଚନା…

ସୋନାକ୍ଷୀଙ୍କ ପରେ ଟୁଇଟର ଛାଡିଲେ ଏହି ସେଲିବ୍ରିଟି

ମୁମ୍ବାଇ: ବଲିଉଡ୍‌ ସେଲିବ୍ରିଟିମାନେ ଏବେ ଜଣକ ପରେ ଜଣେ ଟୁଇଟର ଆକାଉଣ୍ଟରୁ ଦୂରେଇ ଯାଉଥିବା ଦେଖାଯାଇଛି। କିଛିଦିନ ତଳେ ନାୟିକା ସୋନାକ୍ଷୀ ସିହ୍ନା ଟୁଇଟରକୁ ବାଏ ବାଏ କହିଥିବା ବେଳେ ଏବେ ଅଭିନେତା ସକିବ ସଲିମ, ଜାହିର ଇକବାଲ ଓ ସଲମାନ…

ପୁଣି ୨୦୨୨ ଅକ୍ଟୋବର ୨୫କୁ ଅପେକ୍ଷା

ନୂଆଦିଲ୍ଲୀ, ୨୧।୬: ଚଳିତ ବର୍ଷର ଶେଷ ସୂର୍ଯ୍ୟୋପରାଗ ଶେଷ ହୋଇଛି। ଏହି ମହାଯାଗତିକ ଦୃଶ୍ୟ ସମସ୍ତଙ୍କୁ ବେଶ୍‌ ଚକିତ କରିଛି। ୨୦୨୧ରେ ମଧ୍ୟ ୨ଟି ସୂର୍ଯ୍ୟପରାଗ ହେବ ତେବେ ଏହା ଭାରତକୁ ଦୃଶ୍ୟମାନ ହେବ ନାହିଁ। ୨୦୨୧ ଜୁନ୍‌ ୧୦ ଏବଂ…

ବନ୍ଦ ହେବ କାଉଡି ଯାତ୍ରା

ଲକ୍ଷ୍ନୌ,୨୧।୬: ଉତ୍ତର ପ୍ରଦେଶ, ହରିୟାଣା ଓ ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀମାନଙ୍କ ମଧ୍ୟରେ ହୋଇଥିବା ଆଲୋଚନାରୁ ଜଣାପଡିଛି କି ଚଳିତ ବର୍ଷ କାଉଡି ଯାତ୍ରା ବନ୍ଦ କରି ଦିଆଯିବ। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରମାନେ ଏଭଳି ପଦକ୍ଷେପ ନେବାକୁ ବାଧ୍ୟ ହେଉଛନ୍ତି।…

କରଣ ଜୋହରଙ୍କ ଫିଲ୍ମ ଅଫରକୁ ପ୍ରତ୍ୟାଖାନ କରିଥିଲେ ଏହି ଅଭିନେତା

ମୁମ୍ବାଇ: ବଲିଉଡ୍‌ ଅଭିନେତା ଚନ୍ଦ୍ରଚୂଡ଼ ସିଂ ଫିଲ୍ମ ନିର୍ମାତା କରଣ ଜୋହରଙ୍କ ଫିଲ୍ମ ‘କୁଛ୍‌ କୁଛ୍‌ ହୋତା ହୈ’ସମ୍ପର୍କରେ କିଛି କଥା ପ୍ରଶଂସକମାନଙ୍କୁ ଜଣାଇଛନ୍ତି। ଏକ ସାକ୍ଷାତକାରରେ ଚନ୍ଦ୍ରଚୂଡ଼ କହିଛନ୍ତି, କରଣ ତାଙ୍କୁ ଶାହାରୁଖ୍‌ ଖାଁ, ରାଣୀ ମୁଖାର୍ଜୀ ଏବଂ କାଜଲଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri