ଭୁବନେଶ୍ୱରରେ ଖୁନ୍ଦି ହୋଇଗଲେଣି ପଶ୍ଚିମବଙ୍ଗ ଶ୍ରମିକ: ସୀମାରେ ନାହିଁ ଯାଞ୍ଚ, ଜଟିଳ କରିବ କରୋନା ସ୍ଥିତି
ଭୁବନେଶ୍ୱର,୨୧।୬(ବ୍ୟୁରୋ): ଲକ୍ଡାଉନ୍ ହଟିବା ପରେ ଭୁବନେଶ୍ୱରକୁ ସମସ୍ତଙ୍କର ଅବାଧ ପ୍ରବେଶ ଚାଲିଛି। ବିଶେଷକରି ପଶ୍ଚିମବଙ୍ଗ ଶ୍ରମିକଙ୍କ ଧାଡ଼ି ଛୁଟୁଛି। ଏବେ ସହରରେ ନିର୍ମାଣ ଓ ଅନ୍ୟ କାମଧନ୍ଦା ଆରମ୍ଭ ହୋଇଥିବାରୁ କଣ୍ଟ୍ରାକ୍ଟରମାନେ ପଶ୍ଚିମବଙ୍ଗରୁ ଶ୍ରମିକଙ୍କୁ ଆଣି କାମରେ ଲଗାଉଛନ୍ତି। ଫଳରେ ସବୁଆଡେ…
ବସ୍ତି ପାଇଁ ଅଣାୟତ୍ତ ଆଡ଼କୁ ଭୁବନେଶ୍ୱର
ଭୁବନେଶ୍ୱର,୨୧।୬(ବ୍ୟୁରୋ): ଭୁବନେଶ୍ୱରକୁ ବସ୍ତି ଆଣିବ ବଡ଼ ବିପଦ। ଏଠାରୁ ହିଁ ଆରମ୍ଭ ହେବ ଗୋଷ୍ଠୀସଂକ୍ରମଣ। ସହରରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଥିବାବେଳେ ଏଭଳି ଆଶଙ୍କା ଧୀରେ ଧୀରେ ବାସ୍ତବ ରୂପ ନେବାରେ ଲାଗିଛି। ଚିହ୍ନଟ ହେଉଥିବା ଆକ୍ରାନ୍ତଙ୍କ ମଧ୍ୟରେ…
କନ୍ଧମାଳର ଗୌରବ: ପ୍ରଥମ ଫ୍ଲାଇଂ ଅଫିସର ହେଲେ ସାଇପ୍ରଣିତା
ଫୁଲବାଣୀ ଅଫିସ, ୨୧ା୬- କନ୍ଧମାଳ ଭଳି ପଛୁଆ ଜିଲାକୁ ସାରା ଦେଶରେ ପରିଚିତ କରାଇଛନ୍ତି ଅଞ୍ଚଳର ଜଣେ ଝିଅ। ଏହି ଜିଲାର ଝିଅ କୌଣସି ଗୁଣରେ କମ୍ ନୁହନ୍ତି ବୋଲି ସେ ପ୍ରମାଣ କରି ଦେଖାଇଛନ୍ତି। ପ୍ରତିରକ୍ଷା କ୍ଷେତ୍ରରେ ଜିଲାରୁ ପ୍ରଥମ…
ଚାଇନା ସାମଗ୍ରୀ ଉପରେ କଟକଣା ଲଗାଇବାକୁ ପ୍ରସ୍ତୁତି
ନୂଆଦିଲ୍ଲୀ,୨୧।୬: ସୀମାରେ ଚାଇନା ସେନାର ଆକ୍ରମଣ ଯୋଗୁ ୨୦ ଭାରତୀୟ ଯବାନ ଶହୀଦ ହେବା ପରେ ଦେଶ ମଧ୍ୟରେ ଚାଇନା ବିରୋଧୀ ସ୍ବର ତୀବ୍ର ହୋଇଛି। ଲୋକମାନେ ଚାଇନା ସାମଗ୍ରୀ ବର୍ଜନ ଲାଗି ପ୍ରଦର୍ଶନ କରିବା ସହ ପୋଡ଼ାଜଳା କରୁଛନ୍ତି। ଚାଇନା…
ଝାଲିଆଗୋଛା ପରେ ବାରୁଡ଼ା ହେଲା କଣ୍ଟେନ୍ମେଣ୍ଟ ଜୋନ୍
ଭଞ୍ଜନଗର,୨୧।୬(ଡି.ଏନ୍.ଏ.)- ଲୋକେ ସାମାଜିକ ଦୁରତ୍ୱ ବଜାୟ ନରଖିବା, ମାସ୍କ ବ୍ୟବହାର ନକରିବା, ନିୟମିତ ସଫା ନରହିବା ହେତୁ ଗଞ୍ଜାମ ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିଚାଲିଛି। ଶୁକ୍ରବାର ସୁଦ୍ଧା ଭଞ୍ଜନଗର ବ୍ଲକର ବିଭିନ୍ନ ଗ୍ରାମରୁ ୧୦ ବ୍ୟବସାୟୀ କରୋନା ପଜିଟିଭ୍ ଚିହ୍ନଟ…
ସ୍ବାସ୍ଥ୍ୟ ବିଭାଗ ପ୍ରକଳ୍ପରେ କନ୍ଧମାଳକୁ ସ୍କଚ୍ ଆୱାର୍ଡ
ଫୁଲବାଣୀ ଅଫିସ, ୨୧ା୬-କନ୍ଧମାଳ ଜିଲା ସ୍ବାସ୍ଥ୍ୟ ବିଭାଗର ପ୍ରକଳ୍ପ ମର୍ଯ୍ୟାଦାଜନକ ସ୍କଚ୍ ଆୱାର୍ଡ ପାଇବାକୁ ବିବେଚିତ ହୋଇଛି। ସିଲ୍ଭର ବିଭାଗରେ ଜିଲାକୁ ଏହି ପୁରସ୍କାର ମିଳିବ। ଫାଇନାଲ ରାଉଣ୍ଡରେ ଦେଶର ବିଭିନ୍ନ ରାଜ୍ୟରୁ ୩୪ ପ୍ରକଳ୍ପ ସ୍ଥାନିତ ହୋଇଥିଲା। ପ୍ଲାଟିନମ୍, ଗୋଲ୍ଡ…
ଶ୍ରମିକ ରୂପେ ୨ ଛାତ୍ରଙ୍କୁ କାର୍ଯ୍ୟରେ ଲଗାଇଛନ୍ତି ଶିକ୍ଷକ
ଏମ୍ଭି-୭୯,୨୧ା୬(ଡି.ଏନ.ଏ.)-ସରକାର ଗରିବ ପିଲାଙ୍କ ପାଠପଢ଼ା ପାଇଁ ମାଗଣା ଖାତା, ବହି, ସିଲଟ, ଖାଦ୍ୟ, ରହିବା ପାଇଁ ହଷ୍ଟେଲ ସୁବିଧା କରିଛନ୍ତି। କେତେକ କ୍ଷେତ୍ରରେ ଶିଶୁଶ୍ରମିକମାନଙ୍କୁ ଉଦ୍ଧାର କରାଯାଇ ହଷ୍ଟେଲରେ ରଖି ଶିକ୍ଷାଦାନ ବ୍ୟବସ୍ଥା କରାଯାଉଛି। ଏଥିପାଇଁ ଏକ ସ୍ବତନ୍ତ୍ର ସ୍କାଡ୍ ମଧ୍ୟ…
ଫାଦର୍ସ ଡେ’: କୋଟିପତି ବାପାଙ୍କ ସଫଳ ଝିଅ
ବାପା ଏବଂ ଝିଅର ସମ୍ପର୍କ ସବୁଠାରୁ ଭିନ୍ନ। ସବୁ ଝିଅଙ୍କ ପାଇଁ ସେମାନଙ୍କ ବାପା ହେଉଛନ୍ତି ପ୍ରଥମ ହିରୋ। ଜୁନ୍ ମାସର ତୃତୀୟ ରବିବାରକୁ ଫାଦର୍ସ ଡେ’ ଭାବେ ପାଳନ କରାଯାଏ। ଏଥର ଜୁନ୍ ୨୧ରେ ତାରିଖରେ ଫାଦର୍ଶ ଡେ’ ପଡ଼ୁଛି।…
‘ନାଲି ସୁନା’, ଏହାର ଦାମ୍ ଜାଣି ହେବେ ଆଶ୍ଚର୍ଯ୍ୟ
ସୁନା ମୂଲ୍ୟବାନ ଧାତୁ ବୋଲି ସମସ୍ତେ ଜାଣନ୍ତି। ଏହାର ରଙ୍ଗ ହଳଦିଆ। ମାତ୍ର ଏକ ମସଲା ଅଛି, ଯାହାକୁ ‘ନାଲି ସୁନା’ କୁହାଯାଏ। ଏହାକୁ ବିଶ୍ୱର ମହଙ୍ଗା ମସଲା ଭାବେ ଗଣନା କରାଯାଏ। ଏହି ମସଲାର ଗଛକୁ ମଧ୍ୟ ବିଶ୍ୱର ସବୁଠାରୁ…
ଏହିସବୁ କାରଣରୁ ଦୁର୍ବଳ ହୁଏ ଦାନ୍ତ
ଆଧୁନିକ ଜୀବନଶୈଳୀ ଲାଗି ଅନେକ ସ୍ବାସ୍ଥ୍ୟ ସମସ୍ୟା ଉପୁଜିଥାଏ। ତନ୍ମଧ୍ୟରୁ ଦାନ୍ତ ସମସ୍ୟା ଅନ୍ୟତମ, ତେବେ କେବଳ ଖଟା ଓ ମିଠା ଦାନ୍ତକୁ ଖରାପ କରେ ତାହାନୁହେଁ ଅନେକ କିଛି ଜିନିଷ ଅଛି ଯାହା ଦାନ୍ତକୁ ଦୁର୍ବଳ କରିଥାଏ। ତେବେ ଜାଣନ୍ତୁ…
ରାଜଧାନୀରେ ପେଟ୍ରୋଲ ଦର ୭୯.୪୩ ଟଙ୍କା
ଭୁବନେଶ୍ୱର,୨୦।୬:ଦେଶର ତେଲ ଦର ଆକାଶ ଛୁଆଁ ହୋଇଛି। ଫଳରେ ରାଜଧାନୀ ଦିଲ୍ଲୀରେ ପେଟ୍ରୋଲ ଦର ଲିଟର ପିଛା ପ୍ରାୟ ୭୯ ଟଙ୍କାରେ ପହଞ୍ଚତ୍ଛି। ସେହିଭଳି ଭୁବନେଶ୍ୱରରେ ମଧ୍ୟ ଶନିବାର ପେଟ୍ରୋଲ ଦର ଲିଟର ପିଛା ପ୍ରାୟ ୮୦ ଟଙ୍କା ଛୁଇଁଛି। ଅନ୍ୟ…
ମଦ ଡେଲିଭରି ଦେବେ ଆମାଜନ, ବିଗ୍ ବାସ୍କେଟ
କଲିକତା,୨୦।୬: ପ୍ରମୁଖ ଇ-କମର୍ସ କମ୍ପାନୀ ଆମାଜନ ଏବଂ ବିଗ୍ବାସ୍କେଟ ଭାରତରେ ମଦ ଡେଲିଭରି କରିବା ଲାଗି ମଞ୍ଜୁରୀ ଲାଭ କରିଛନ୍ତି। ପ୍ରାଥମିକ ପର୍ଯ୍ୟାୟରେ ପଶ୍ଚିମବଙ୍ଗରେ ଏହି ସେବା ଉପଲବ୍ଧ ହେବ ବୋଲି ସୂଚନା ରହିଛି। ଏହି ସେଗ୍ମେଣ୍ଟରେ ପ୍ରଥମ ଥର ଲାଗି…
Archives


