ପୁଣି ଧନୀ ତାଲିକାରେ ବାଜି ମାରିଲେ ମୁକେଶ
ନୂଆଦିଲ୍ଲୀ,୮ ।୧୦: ଫୋର୍ବସ୍ ମାଗାଜିନ ଚଳିତ ବର୍ଷର ଟପ୍ ୧୦ ଧନି ବ୍ୟକ୍ତିଙ୍କ ତାଲିକା ଜାରି କରିଛି । ଏଥର କିଛି ନୂଆ ଧନି ବ୍ୟକ୍ତି ଏହି ତାଲିକାରେ ସାମିଲ ହୋଇଛନ୍ତି । ତେବେ ପୂର୍ବ ବର୍ଷ ଅପେକ୍ଷା ଏମାନଙ୍କର ଧନର…
ସୋସିଆଲ ମିଡିଆରେ ଭାଇରାଲ ହେଉଛି ମାଧୁରୀଙ୍କ ଡ୍ୟାନ୍ସ
ମୁମ୍ବାଇ: ବଲିଉଡ୍ର ଧକ୍ଧକ୍ ଗାର୍ଲ ମାଧୁରୀ ଦୀକ୍ଷିତ ଜବରଦସ୍ତ ଡ୍ୟାନ୍ସ କୌଶଳ ପାଇଁ ବେଶ୍ ଜଣାଶୁଣା। ଏବେ ସୋସିଆଲ ମିଡିଆରେ ମାଧୁରୀଙ୍କ ଫିଲ୍ମ ‘ତେଜାବ୍’ର ଏକ ଗୀତ ଭାଇରାଲ ହେଉଛି। ବଲିଉଡ୍ରେ ଜବରଦସ୍ତ ପରିଚୟ ଦେଇଥିବା ଗୀତ ‘ ଏକ୍ ଦୋ…
ଉପନିର୍ବାଚନ ପୂର୍ବରୁ ୨୭୧ ଇଭିଏମ୍ ମେସିନ୍ ଥିବା ଷ୍ଟ୍ରଙ୍ଗ୍ରୁମ୍ରେ ଲାଗିଲା ନିଆଁ: ଷଡ଼ଯନ୍ତ୍ର ଅଭିଯୋଗ ଆଣିଲା କଂଗ୍ରେସ
ଭୋପାଳ,୮।୧୦: ଆଗକୁ ମଧ୍ୟପ୍ରଦେଶର ୨୮ଟି ବିଧାନସଭା ଆସନରେ ଉପନିର୍ବାଚନ ହେବ। ଏନେଇ ଜୋରଦାର୍ ପ୍ରସ୍ତୁତି ଆରମ୍ଭ ହୋଇଛି। ଏପରିସ୍ଥଳେ ଖରଗୋନ୍ରେ ଇଭିଏମ୍ ମେସିନ୍ ଥିବା ଷ୍ଟ୍ରଙ୍ଗ୍ରୁମ୍ରେ ନିଆଁ ଲାଗିଯାଇଥିବାରୁ ପ୍ରଶାସନର ଅକଲ ଗୁଡୁମ୍ ହୋଇଯାଇଛି। ଷ୍ଟ୍ରଙ୍ଗ୍ରୁମ୍ରେ ୨୭୧ ଇଭିଏମ୍ ମେସିନ୍ ଥିଲା।…
ପ୍ରିୟଙ୍କା ଗାନ୍ଧୀଙ୍କ ପୁଅ ଶେୟାର କଲେ ଏମିତି କିଛି ଫଟୋ, ସୋସିଆଲ ମିଡିଆରେ ହେଉଛି ଭାଇରାଲ
କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ପୁଅ ରେହାନ୍ ରାଜୀବ ଭଦ୍ରା ରଣଥାମ୍ବର ନ୍ୟାଶନାଲ ପାର୍କର ବନ୍ୟଜନ୍ତୁଙ୍କ ଫଟୋ ଉଠାଇ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଯାହା ଏବେ ଖୁବ୍ ଭାଇରାଲ ହେବାରେ ଲାଗିଛି। ୨୦ ବର୍ଷୀୟ ରେହାନଙ୍କ ରୁଚି ହେଲା…
କେଦାର ଯାଦବ କାହିଁକି ବ୍ୟାଟିଂ କରୁନାହାନ୍ତି ସିବିଆଇ ଯାଞ୍ଚ୍ କରାଯାଉ
ଆଇପିଏଲ ୨୦୨୦ରେ ଚେନ୍ନାଇ ସୁପର କିଙ୍ଗ୍ସ ଏପର୍ଯ୍ୟନ୍ତ ୬ଟି ମ୍ୟାଚ୍ ଖେଳି ୪ଟିରେ ପରାଜୟର ସମ୍ମୁଖୀନ ହୋଇଛି। ବୁଧବାର କୋଲକାତା ନାଇଟ ରାଇଡର୍ସଠାରୁ ଦଳ ୧୦ ରନରେ ପରାସ୍ତ ହୋଇଛି। ଚେନ୍ନାଇ ଦଳ ଏହି ମ୍ୟାଚ୍ ଜିତିବା ନିଶ୍ଚିତ ଲାଗୁ ଥିଲେ…
ବିୟର କଥା ମନେ ପଡ଼ିବାରୁ ଆଇସୋଲେଶନ ଓ୍ବାର୍ଡ ଛାଡ଼ି ପଳାଇଲେ ଏହି ଯୁବକ, ଆଉ ତା’ ପରେ…
ଲଣ୍ଡନ,୮ା୧୦: କୁହାଯାଏ, ଏମିତି କିଛି ବ୍ୟକ୍ତି ଅଛନ୍ତି ସେମାନେ ନିଶା ପାଇଁ ସବୁକିଛି କରିପାରନ୍ତି। ଠିକ୍ ଏମିତି ଏକ ଘଟଣା ଘଟିଛି ବ୍ରିଟେନ୍ରେ। ଏଠାକାର ଜଣେ ଯୁବକ କରୋନା ସଂକ୍ରମିତ ହୋଇଥିଲେ। ଏଥିପାଇଁ ସେ ଆଇସୋଲେଶନ ଓ୍ବାର୍ଡରେ ରହୁଥିଲେ। ଏହି ସମୟରେ…
ବାଲାକୋଟ ବାୟୁବୀରଙ୍କୁ କରାଗଲା ସମ୍ମାନୀତ
ନୂଆଦିଲ୍ଲୀ,୮ ।୧୦: ବାୟୁସେନା ଦିବସ ଅବସରରେ ଗୁରୁବାର ଗାଜିଆବାଦର ହିଣ୍ଡନ ଏୟାର ବେସ୍ରେ ଅନୁଷ୍ଠିତ ହୋଇଛି ବିଶେଷ କାର୍ଯ୍ୟକ୍ରମ । ଏହି ଅବସରରେ କେତେଜଣ ବାୟୁବୀରଙ୍କୁ ସମ୍ମାନୀତ କରାଯାଇଛି । ଦେଶସେବାରେ ନିଜକୁ ନିୟୋଜିତ କରିଥିବା ଏହି ବାୟୁସେନା ବୀରଙ୍କୁ ବାୟୁସେନା…
କରୋନାରେ ପ୍ରାଣ ହରାଇଲେ ଆଉ ଜଣେ କରୋନା ଯୋଦ୍ଧା: ଥାନା ପରିସରରେ ଦିଆଗଲା ଶେଷ ସମ୍ମାନ
ବାଲିଗୁଡା,୮।୧୦(ଡି.ଏନ.ଏ): କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସିତ ଅବସ୍ଥାରେ ପୁଣି ଜଣେ କରୋନା ଯୋଦ୍ଧାଙ୍କର ମୃତ୍ୟୁ ହୋଇଛି। ସେ କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନାରେ କନଷ୍ଟେବଳ ଭାବେ କାର୍ଯ୍ୟରତ ଥିବା ବାଳି କହଁର (୫୩) ବୋଲି ଜଣାପଡିଛି। ଗତ ମାସ ୨୦ ତାରିଖରେ…
ନୂଆ ମାର୍ଗଦର୍ଶିକା ଜାରି କଲେ ନିର୍ବାଚନ କମିଶନ: ୨୫ ପ୍ରତିଶତ କମିଲା ଷ୍ଟାର ପ୍ରଚାରକଙ୍କ ସଂଖ୍ୟା
ନୂଆଦିଲ୍ଲୀ, ୮।୧୦: କରୋନା ମହାମାରୀ ସଙ୍କଟ ସମୟରେ ହେଉଥିବା ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି କେନ୍ଦ୍ରୀୟ ନିର୍ବାଚନ କମିଶନ ନୂଆ ମାର୍ଗଦର୍ଶିକା ଜାରି କରିଛନ୍ତି। ଏଥିରେ ରାଜନୈତିକ ଦଳଗୁଡ଼ିକର ଷ୍ଟାର ପ୍ରଚାରକଙ୍କ ସଂଖ୍ୟାକୁ ୨୫ ପ୍ରତିଶତ କମାଇ ଦିଆଯାଇଛି। ନିର୍ବାଚନ ପ୍ରଚାର…
ଅନ୍ୟ ରାଜ୍ୟରୁ ଆସୁଥିବା ଟ୍ରକ୍ ଯୋଗୁ ପଶ୍ଚିମବଙ୍ଗରେ ବ୍ୟାପୁଛି କରୋନା: ମମତା
କୋଲକାତା,୮ ।୧୦: ପଶ୍ଚିମବଙ୍ଗରେ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଥିବା କରୋନା ମହାମାରୀକୁ ଦେଖି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଦିନକୁ ଦିନ ନୂଆ ଦାବି ଉଠାଉଛନ୍ତି । ନିକଟରେ ସେ ମାନିଥିଲେ ଯେ ପଶ୍ଚିମବଙ୍ଗରେ କରୋନା ମହାମାରୀ ଗୋଷ୍ଠୀ ସଂକ୍ରମଣର ରୂପ…
୧୬ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୮।୧୦(ବ୍ୟୁରୋ): ରାଜ୍ୟରେ ଗୁରୁବାର କରୋନା ଆଉ ୧୬ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୯୭୪ କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି।…
୫୫ ବର୍ଷ ବୟସ୍କ ଅଭିଯୁକ୍ତଙ୍କୁ ମିଳିବ ବାଳ ଅପରାଧୀଙ୍କ ଦଣ୍ଡ: ଜୁଭେନାଇଲ୍ ବୋର୍ଡକୁ ନିର୍ଦ୍ଦେଶ ଦେଲେ ସୁପ୍ରିମ୍କୋର୍ଟ
ନୂଆଦିଲ୍ଲୀ, ୮।୧୦: ଜଣେ ୫୫ ବର୍ଷ ବୟସ୍କ ଅଭିଯୁକ୍ତଙ୍କୁ ବାଳ ଅପରାଧୀଙ୍କ ଲାଗି ଧାର୍ଯ୍ୟ ହୋଇଥିବା ଦଣ୍ଡାଦେଶ କରିବାକୁ ସୁପ୍ରିମ୍କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ବ୍ୟକ୍ତି ଜଣଙ୍କ ନାମରେ ୧୯୮୧ରେ ଏକ ହତ୍ୟା ଅଭିଯୋଗ ହୋଇଥିଲା। ସେତେବେଳେ ସେ ନାବାଳକ ଥିଲେ। ତାଙ୍କ…

