Home Left

ଉତ୍କଟ ଦାରିଦ୍ର୍ୟକୁ ସାମ୍ନା କରିବେ ୧୫ କୋଟି ଲୋକ

ନୂଆଦିଲ୍ଲୀ: କରୋନା ମହାମାରୀ ଯୋଗୁ ସାରା ବିଶ୍ୱ ବର୍ତ୍ତମାନ ସଙ୍କଟ ସମୟ ଦେଇ ଗତି କରୁଛି। ଏଭଳି ସ୍ଥିତିରେ ୨୦୨୧ ସୁଦ୍ଧା ବିଶ୍ୱର ପ୍ରାୟ ୧୫ କୋଟି ଲୋକ ଉତ୍କଟ ଦାରିଦ୍ର୍ୟ ସ୍ଥିତିକୁ ଚାଲିଯିବା ଆଶଙ୍କା ଉପୁଜିଛି। ବିଶ୍ୱବ୍ୟାଙ୍କ ବୁଧବାର ଏ…

ଆସନ୍ତା ଶିକ୍ଷାବର୍ଷରୁ ହେବ କାର୍ଯ୍ୟକ୍ଷମ

ପୁରୀ ଅଫିସ, ୮ା୧୦:ଆସନ୍ତା ଶିକ୍ଷାବର୍ଷରୁ ଶ୍ରୀଜଗନ୍ନାଥ ମେଡିକାଲ କଲେଜକୁ ପୂର୍ଣ୍ଣାଙ୍ଗ ଭାବେ କାର୍ଯ୍ୟକ୍ଷମ କରାଇବା ଲାଗି ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି। ଏଥିପାଇଁ ବୁଧବାର ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ବାଲିଗୁଆଳିସ୍ଥିତ କଲେଜ ପରିସରକୁ ଯାଇ ଭିତ୍ତିଭୂମି ତଦାରଖ କରିଛନ୍ତି। କେତେ…

ଖୋର୍ଦ୍ଧା ସହରରେ ପୁଣି ହାତୀ

ଖୋର୍ଦ୍ଧା ଅଫିସ,୮ା୧୦:ଖୋର୍ଦ୍ଧା ସହରରେ ପୁଣି ପଶିଲା ହାତୀ। ଗତ ୪ତାରିଖ ପରେ ବୁଧବାର ରାତିରେ ପଲ୍ଲା ଛକରେ ବରୁଣେଇ ୟୁପି ସ୍କୁଲ ନିକଟରେ ୨ଟି ଦନ୍ତା ହାତୀ ପଶିଛନ୍ତି। ସ୍କୁଲ ନିକଟରେ ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗ କାର୍ଯ୍ୟାଳୟର ଏକ…

କରୋନା ବିରୋଧରେ ମୋଦି ଆରମ୍ଭ କରିବେ ଜନ ଆନ୍ଦୋଳନ

ନୂଆଦିଲ୍ଲୀ,୮ ।୧୦: କରୋନା ମହାମାରୀ ତା’ର କାୟା ବିସ୍ତାର କରି ଚାଲିଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅକ୍ଟୋବରରେ ଆରମ୍ଭ ହେଉଥିବା ପର୍ବପର୍ବାଣୀ, ଶୀତ ତଥା ଅର୍ଥବ୍ୟବସ୍ଥାକୁ ଦେଖି କରୋନା ବିରୋଧରେ ଗୁରୁବାରଠାରୁ ଏକ ଜନ ଆନ୍ଦୋଳନ ଆରମ୍ଭ କରିବାକୁ ଯାଉଛନ୍ତି…

ନିତ୍ୟାନନ୍ଦଙ୍କୁ ଶାରଳା ପୁରସ୍କାର

ଭୁବନେଶ୍ୱର, ୮ା୧୦(ବ୍ୟୁରୋ): ବିଶିଷ୍ଟ କବି ନିତ୍ୟାନନ୍ଦ ନାୟକ ଚଳିତ ବର୍ଷ ଶାରଳା ପୁରସ୍କାର ପାଇବେ। ତାଙ୍କ ରଚିତ କବିତା ସଂକଳନ ‘ସେତେବେଳକୁ ନଥିବ’ ନିମନ୍ତେ ନାୟକ ୪୧ତମ ଶାରଳା ପୁରସ୍କାର ପାଇବା ପାଇଁ ମନୋନୀତ ହୋଇଛନ୍ତି। ଶାରଳା ପୁରସ୍କାର ଉପଦେଷ୍ଟା ପରିଷଦ…

ପ୍ରାକୃତିକ ବାଷ୍ପ ପ୍ରାଇସିଂରେ ଆସିବ ସୁଧାର

ନୂଆଦିଲ୍ଲୀ: କେନ୍ଦ୍ର କ୍ୟାବିନେଟ୍‌ ବୁଧବାର ଇ-ବିଡିଂକୁ ମଞ୍ଜୁରୀ ପ୍ରଦାନ କରିଛି। ଏହାଦ୍ୱାରା ପ୍ରାକୃତିକ ବାଷ୍ପ ପ୍ରାଇସିଂରେ ସୁଧାର ଆସିବ ବୋଲି ଆଶା କରାଯାଉଛି। ଇଲେକ୍‌ଟ୍ରୋନିକ ବିଡିଂ ଲାଗି କେନ୍ଦ୍ର ନୂଆ ଗାଇଡ୍‌ଲାଇନ ପ୍ରସ୍ତୁତ କରିବ। ଲୋକଙ୍କୁ ସୁଲଭ ମୂଲ୍ୟରେ ଇନ୍ଧନ ଯୋଗାଣ…

ଅଧଘଣ୍ଟା ପୂର୍ବରୁ କରିହେବ ରିଜର୍ଭେଶନ ଟିକେଟ

ଭୁବନେଶ୍ୱର, ୮ା୧୦(ବ୍ୟୁରୋ):ରେଳ ଯାତ୍ରୀଙ୍କ ସୁବିଧାକୁ ଦୃଷ୍ଟିରେ ରଖି ଟିକେଟ ସଂରକ୍ଷଣ ନିୟମରେ ଏକ ବଡ଼ ପରିବର୍ତ୍ତନ କରାଯାଇଛି। ସାଧାରଣତଃ ଟ୍ରେନ୍‌ ଷ୍ଟେଶନ ଛାଡିବାର ୪ ଘଣ୍ଟା ପୂର୍ବରୁ ସିଟ୍‌ ରିଜର୍ଭେଶନର ପ୍ରଥମ ଚାର୍ଟ ପ୍ରକାଶ ପାଇଥାଏ। ବର୍ତ୍ତମାନ ଅଧଘଣ୍ଟା ପୂର୍ବରୁ ଦ୍ୱିତୀୟ…

ମନ୍ଥର ବୋଲିଂ: ସ୍ମିଥ୍‌ଙ୍କୁ ୧୨ ଲକ୍ଷ ଜରିମାନା

ଆବୁଧାବି,୮।୧୦(ପି.ଟି.): ମନ୍ଥର ବୋଲିଂ ପାଇଁ ରାଜସ୍ଥାନ ରୟାଲ୍ସ ଅଧିନାୟକ ଷ୍ଟିଭ୍‌ ସ୍ମିଥ୍‌ ଜରିମାନାର ସମ୍ମୁଖୀନ ହୋଇଛନ୍ତି। ମଙ୍ଗଳବାର ଅନୁଷ୍ଠିତ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ମ୍ୟାଚ୍‌ରେ ରାଜସ୍ଥାନ ବେଶ୍‌ ମନ୍ଥର ବୋଲିଂ କରିଥିଲା। ଏଥିରେ ଗତଥରର ଚାମ୍ପିୟନଠାରୁ…

ହାତୀ-ମଣିଷ ସଂଘର୍ଷରେ ଢେଙ୍କାନାଳ ଆଗରେ

ଢେଙ୍କାନାଳ ଅଫିସ,୮ା୧୦: ପ୍ରତିବର୍ଷ ଅକ୍ଟୋବର ପ୍ରଥମ ସପ୍ତାହରେ ବନ୍ୟପ୍ରାଣୀ ସପ୍ତାହ ପାଳନ କରାଯାଇ ବିଭିନ୍ନ କାର୍ଯ୍ୟକ୍ରମ କରାଯାଏ। କିନ୍ତୁ ସ୍ଥାୟୀ ପ୍ରତିକାର ବାହାରିପାରେ ନାହିଁ। ରାଜ୍ୟରେ ଚାଲିଥିବା ହାତୀ-ମଣିଷ ସଂଘର୍ଷରେ ପ୍ରତିବର୍ଷ ଅନେକ ହାତୀ ଓ ମଣିଷଙ୍କ ଜୀବନହାନି ହେଉଥିଲେ ମଧ୍ୟ…

କାମ ଦେଉନି ଅକ୍ଷୟ ଶକ୍ତି ନୀତି

ଭୁବନେଶ୍ୱର, ୮ା୧୦(ବ୍ୟୁରୋ):ଦେଶ ତଥା ରାଜ୍ୟରେ ଶକ୍ତି ଚାହିଦା ବେଳକୁ ବେଳ ବୃଦ୍ଧି ପାଇବାରେ ଲାଗିଛି। ପାରମ୍ପରିକ ଶକ୍ତିଗୁଡ଼ିକ ଉପରେ ଚାପ ବୃଦ୍ଧି ପାଇବା ସହ ଉତ୍ପାଦନ ଖର୍ଚ୍ଚ ବଢୁଥିବାରୁ ବିକଳ୍ପ ଭାବେ କ୍ଷୁଦ୍ର ଜଳ ବିଦ୍ୟୁତ୍‌ ଶକ୍ତି, ସୌର, ପବନ, ବାୟୋଗ୍ୟାସ୍‌…

ଏଚ୍‌-୧ ବି ଭିଜା ନିୟମରେ ପରିବର୍ତ୍ତନ କଲା ୟୁଏସ୍‌; ପ୍ରଭାବିତ ହେବେ ଭାରତୀୟ ପ୍ରଫେଶନାଲ

ନୂଆଦିଲ୍ଲୀ: ଆମେରିକାର ଡୋନାଲ୍ଡ ଟ୍ରମ୍ପ ପ୍ରଶାସନ ପକ୍ଷରୁ ଏଚ୍‌-୧ ବି ଭିଜାକୁ ନେଇ ନୂଆ ନିୟମ ଜାରି କରାଯାଇଛି। ଏହି ନିୟମ ଅନ୍ତର୍ଗତ ୟୁଏସ୍‌ କର୍ମଚାରୀଙ୍କୁ ରୋଜଗାର କ୍ଷେତ୍ରରେ ଅଧିକ ସୁଯୋଗ ମିଳିବ। ଟ୍ରମ୍ପ ସରକାର ବିଦେଶରୁ ୟୁଏସ୍‌ ଯାଉଥିବା କର୍ମଚାରୀଙ୍କ…

୨ କନଷ୍ଟେବଳ ନିଲମ୍ବିତ

ବାରିପଦା ଅଫିସ, ୮ା୧୦- ମୟୂରଭଞ୍ଜ ଜିଲା ବଡ଼ସାହି ଥାନାର ଦୁଇ ନିଶାଗ୍ରସ୍ତ କନଷ୍ଟେବଳଙ୍କ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏହି ଘଟଣାରେ ଏସ୍‌ପି ପରମାର ସ୍ମିଥ ପୁରୁଷୋତ୍ତମ ଦାସ ଦୁଇ କନଷ୍ଟେବଳ କାର୍ତ୍ତିକ ଚନ୍ଦ୍ର ପାତ୍ର ଓ କମଲ ମହାନ୍ତଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?