ଗୋଡ଼ରେ ଅମିତାଭଙ୍କ ପେଣ୍ଟିଂ କଲେ ଦିବ୍ୟାଙ୍ଗ: ଇମୋଶନାଲ ହେଲେ ବିଗ୍ ବି
ମୁମ୍ବାଇ: ବଲିଉଡ୍ ଶେହନେସା ଅମିତାଭ ବଚ୍ଚନ ସବୁବେଳେ କିଛି ନା କିଛି କାରଣ ପାଇଁ ରହିଥାଆନ୍ତି ଚର୍ଚ୍ଚାରେ। ସୋସିଆଲ ମିଡିଆରେ ଆକ୍ଟିଭ ରହୁଥିବା ଅମିତାଭ ଅନେକ ସମୟରେ ଏଥିପାଇଁ ଆସି ଥାଆନ୍ତି ଚର୍ଚ୍ଚାକୁ। ଏଥର ଏକ ପେଣ୍ଟିଂକୁ ନେଇ ସେ ସମସ୍ତଙ୍କ…
ଚାଇନାର ଚେତାବନୀ: ୨୦ ବର୍ଷ ପର୍ଯ୍ୟନ୍ତ ସକ୍ରିୟ ରହିବ କରୋନା ଭୂତାଣୁ
ବେଜିଂ, ୨୦।୬: କରୋନା ସଂକ୍ରମଣ ନେଇ ପୃଥିବୀରେ ଅଚଳାବସ୍ଥା ଦେଖାଦେଇଛି। ଏପରିସ୍ଥଳେ ଚାଇନାର ମହାମାରୀ ବିଶେଷଜ୍ଞ ଲି ଲାନଜୁଆନ୍ ଚେତାବନୀ ଦେଇଛନ୍ତି ଯେ, ମାଇନସ୍ ୨୦ ଡିଗ୍ରୀ ତାପମାତ୍ରା ମଧ୍ୟରେ କରୋନା ଭୂତାଣୁ ୨୦ ବର୍ଷ ପର୍ଯ୍ୟନ୍ତ ସକ୍ରିୟ ରହିପାରିବ। ମାଇନସ୍…
ଚାଇନା ଉତ୍ପାଦ ବ୍ୟବହାର ନ କରିବାକୁ ଚାହୁଁଛନ୍ତି ୮୭ ପ୍ରତିଶତ ଭାରତୀୟ
ନୂଆଦିଲ୍ଲୀ, ୨୦।୬: ଗଲଓ୍ବାନ ଘାଟିରେ ୨୦ଜଣ ଭାରତୀୟ ଯବାନ ଶହୀଦ ହୋଇଛନ୍ତି। ଏନେଇ ଭାରତୀୟଙ୍କ ମଧ୍ୟରେ ସଚେତନତା ବୃଦ୍ଧି ପାଇବାରେ ଲାଗିଛି। ଚାଇନାକୁ ଆର୍ଥିକ କ୍ଷେତ୍ରରେ ଦୁର୍ବଳ କରିବା ଲାଗି ୮୭ ପ୍ରତିଶତ ଭାରତୀୟ କୌଣସି ଚାଇନା ଉତ୍ପାଦ ଏକବର୍ଷ ପର୍ଯ୍ୟନ୍ତ…
ପାଟଣା ୧, ସାହାରପଡା ବ୍ଲକରୁ ୩ ନୂଆ କରୋନା ପଜିଟିଭ ଚିହ୍ନଟ: ମାଛଗଡ଼ ପଞ୍ଚାୟତ ୭୨ ଘଣ୍ଟା ଶର୍ଟଡାଉନ ଘୋଷଣା
ପାଟଣା,୨୦।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକରୁ ପୁଣି ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବ୍ଲକରେ ଆକ୍ରାନ୍ତଙ୍କ ସଂଖ୍ୟା ୮ରେ ପହଞ୍ଚିଛି। ଚିହ୍ନଟ ଜଣକ ଚେମେଣା ପଞ୍ଚାୟତର ଦିଲ୍ଲୀ ଫେରନ୍ତା ୩୫ ବର୍ଷୀୟ ବ୍ୟକ୍ତି ବୋଲି ଶୁକ୍ରବାର ରାଜ୍ୟ…
୨୯ ମହଲାରୁ ଖସି ଜୀବିତ ଚାଇନାର ୩ ବର୍ଷର ଶିଶୁ
କଥାରେ ଅଛି ରଖେ ହରି, ମାରେ କିଏ। ଏହାକୁ ସତ ବୋଲି ପ୍ରମାଣିତ କରି ଦେଖାଇଛନ୍ତି ଚାଇନାର ଜଣେ ୩ ବର୍ଷର ଶିଶୁ। ଶିଶୁଟି ୨୯ ମହାଳା ବିଶିଷ୍ଟ ଏକ ଆପାର୍ଟମେଣ୍ଟରୁ ତଳକୁ ଖସିପଡ଼ିଥିବା ବେଳେ ଏବେ ସେ ଜୀବିତ ଅଛନ୍ତି।…
ମୋଦି-ରାହୁଲଙ୍କ ଉପରେ କ’ଣ ରହିବ ସୂର୍ଯ୍ୟ ପରାଗର ପ୍ରଭାବ
ନୂଆଦିଲ୍ଲୀ: ଜୁନ୍ ୨୧ରେ ପଡୁଥିବା ସୂର୍ଯ୍ୟ ପରାଗକୁ ନେଇ ଜ୍ୟୋତିର୍ବିଦମାନେ ନାନା ଗଣନା କରିଛନ୍ତି। ଏହି ସୂର୍ଯ୍ୟ ପରାଗର ପ୍ରଭାବ କିଛି ରାଶି ଉପରେ ଭଲ ଫଳ ଦେଉଥିବା ବେଳେ ଆଉ କିଛି ରାଶି ପାଇଁ ଭଲ ଫଳ ଦେବନାହିଁ ବୋଲି…
କରୋନା ଯୋଗୁ ଛଟେଇ: ମାସକୁ ୬ ଲକ୍ଷ ଟଙ୍କା ଆୟ କରୁଥିବା ପାଇଲଟ ଏବେ ଡେଲିଭରି ବୟ
କରୋନା ସଂକ୍ରମଣ ଭୟାବହତାକୁ ଦୃଷ୍ଟିରେ ରଖି ଅଧିକାଂଶ ଦେଶରେ ଲକ୍ଡାଉନ୍ ଜାରି ରହିଛି। ଏହି କାରଣରୁ ଅଧିକାଂଶ ବ୍ୟବସାୟ ସମ୍ପୂର୍ଣ୍ଣ ବନ୍ଦ ହୋଇଯାଇଛି। ବେରୋଜଗାରୀଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି। ତେଣୁ ଚାକିରି ହରାଉଥିବା ଅଧିକାଂଶ ଲୋକେ ପେଟ ପୋଷିବା ପାଇଁ…
ଗୋଲାପି ଆଖି ହୋଇପାରେ କରୋନା ଭାଇରସର ପ୍ରାରମ୍ଭିକ ଲକ୍ଷଣ
ଟରଣ୍ଟୋ,୨୦।୬: କରୋନା ମହାମାରୀ ଏବେ ସାରା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟି ଯାଇଥିବା ବେଳେ ଏହି ସଂକ୍ରମଣର ନୂଆ ନୂଆ ଲକ୍ଷଣ ସାମ୍ନାକୁ ଆସିବାରେ ଲାଗିଛି। ଥଣ୍ଡା, ସର୍ଦ୍ଦି, ଜ୍ୱର, ଗଳା ଦରଜ ଏହାର ପ୍ରଥମ ଲକ୍ଷଣ ହୋଇଥିବା ବେଳେ…
ଖୋର୍ଦ୍ଧା ଉପଖଣ୍ଡରେ ୫ କରୋନା ପଜିଟିଭ୍ ଚିହ୍ନଟ
ଖୋର୍ଦ୍ଧା ଅଫିସ,୨୦।୬: ଖୋର୍ଦ୍ଧା ଉପଖଣ୍ଡରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଶନିବାର ଜିଲାରେ ପୁଣି ୫ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ଜିଲା ପ୍ରସାଶନ ପକ୍ଷରୁ ସୂଚନା ଦିଆଯାଇଛି। ଚିହ୍ନଟଙ୍କ ମଧ୍ୟରେ ବାଲୁଗାଁ ନଈରୀର ଜଣେ ୩୫ ବର୍ଷୀୟା…
ନାବାଳିକାଙ୍କୁ ବଳାତ୍କାର କରି ଯୁବକ କୋର୍ଟଚାଲାଣ
ପଦ୍ମପୁର,୨୦।୬(ଡି.ଏନ୍.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ନାୟକାଣୀଡିହି ପୋଲିସ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ଶନିବାର ଜଣଙ୍କୁ କୋର୍ଟଚାଲାଣ କରିଛି। ଅଭିଯୁକ୍ତ ଜଣକ ହେଲେ ପୁରୁଷୋତ୍ତମପୁର ଗ୍ରାମର ଦେବଦତ୍ତ ବେହେରା। ସୂଚନାଯୋଗ୍ୟ, ବୁଧବାର ନାବାଳିକା ଶୋଇଥିବାବେଳେ ଦେବଦତ୍ତ ତାଙ୍କୁ ବଳାତ୍କାର କରିବା…
ସୂର୍ଯ୍ୟୋପରାଗ ସମୟରେ କ’ଣ କରିବେ, ନକରିବେ; ଜାଣନ୍ତୁ…
ଚଳିତ ବର୍ଷର ପ୍ରଥମ ସୂର୍ଯ୍ୟୋପରାଗ ଜୁନ ୨୧ରେ ପଡ଼ୁଛି। ଏହା ଓଡ଼ିଶା ତଥା ଭାରତର ସର୍ବତ୍ର ଦୃଶ୍ୟ ହେଉଥିବାରୁ ପାଳନୀୟ। ସାମନ୍ତ ଚନ୍ଦ୍ରଶେଖର ପଞ୍ଜିକା ଅନୁସାରେ ପୁରୀକୁ ଭାରତୀୟ ସମୟ ଅନୁସାରେ ଗ୍ରହଣ ସ୍ପର୍ଶ: ଦିବା ଘ୧୦।୩୮।୧୦, ଗ୍ରହଣ ମଧ୍ୟ: ଦିବା…
ଦୁଇ ପୁଅଙ୍କ ଠେଙ୍ଗା ମାଡ଼ରେ ବାପାଙ୍କ ଜୀବନ ଗଲା, ମା’ ଗୁରୁତର
ପୋଲସରା, ୨୦।୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୋଲସରା ଥାନା ଅନ୍ତର୍ଗତ କଳମ୍ବ ପଞ୍ଚାୟତ ବଡ଼ସାହି ଗ୍ରାମରେ ଶନିବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି। ୨ ପୁଅଙ୍କ ଠେଙ୍ଗା ମାଡ଼ରେ ବାପାଙ୍କ ମୃତ୍ୟୁ ଘଟିଥିବା ବେଳେ ମା’ ଗୁରୁତର ହୋଇଛନ୍ତି। ମୃତ ବାପା…
Archives


