ଖପୁରିଆ ଆଇଟିଆଇ ପ୍ରସ୍ତୁତ କଲା ମଲ୍ଟି ଷ୍ଟେଶନ ହ୍ୟାଣ୍ଡ ସାନିଟାଇଜର
କଟକ ଅଫିସ୍,୨୦ା୬: ସ୍ବଦେଶୀ ବୈଷୟିକ ଜ୍ଞାନ କୌଶଳ ଓ ସମ୍ବଳକୁ ଆଧାର କରି ରାଜ୍ୟରେ କରୋନା ମୁକାବିଲା ପାଇଁ ନୂତନ ଉଦ୍ଭାବନ ଜାରି ରଖିଛି। କଟକ ଖପୁରିଆସ୍ଥିତ ସରକାରୀ ଆଇଟିଆଇ। ଲକ୍ଡାଉନ୍ ସମୟରେ ଲଗାତାର ଭାବେ ଅନେକ ନୂତନ ଉଦ୍ଭାବନ କରି…
ସୁଶାନ୍ତଙ୍କୁ କେବଳ ଅଙ୍କିତା ପାରିଥାନ୍ତେ ବଞ୍ଚାଇ
ମୁମ୍ବାଇ, ୨୦।୬: ବଲିଉଡ୍ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ପରେ ଏବେ ବହୁ ଲୋକ ଭିନ୍ନ ଭିନ୍ନ ମନ୍ତବ୍ୟ ସୋସିଆଲ୍ ମିଡ଼ିଆରେ ଦେଉଥିବାର ଦେଖିବାକୁ ମିଳୁଛି। ସୁଶାନ୍ତଙ୍କୁ କେବଳ ତାଙ୍କ ଏକ୍ସ ଗର୍ଲଫ୍ରେଣ୍ଡ ଅଙ୍କିତା ଲୋଖଣ୍ଡେ ହିଁ ବଞ୍ଚାଇ ପାରିଥାନ୍ତେ…
ପୁଣି ସୁସ୍ଥ ହେଲେ ଏନ୍ଡିଆରଏଫ୍ର ୩୬ ଯବାନ
ନରାଜ,୨୦ା୬ (ଡି.ଏନ.ଏ.): କଟକ ମୁଣ୍ଡଳୀସ୍ଥିତ ତୃତୀୟ ବାଟାଲିୟନ ଏନ୍ଡିଆରଏଫ୍ର ୫୧ ଯବାନ କରୋନାରେ ଆକ୍ରାନ୍ତ ହୋଇଥିଲେ। ସେମାନଙ୍କ ମଧ୍ୟରୁ ଗୁରୁବାର ୧୩ଜଣ ସୁସ୍ଥ ହୋଇ ଫେରିଥିବାବେଳେ ଶୁକ୍ରବାର ପୁଣି ୩୬ ଯବାନ ସୁସ୍ଥ ହୋଇ ଫେରିଛନ୍ତି। ଯବାନମାନେ ଭୁବନେଶ୍ୱରସ୍ଥିତି କୋଭିଡ ହସ୍ପିଟାଲରେ…
୬ ଜିଲାରେ ବର୍ଷା ସମ୍ଭାବନା
ଭୁବନେଶ୍ୱର,୨୦ା୬ (ବ୍ୟୁରୋ): ଝାଡ଼ଖଣ୍ଡ, ପଶ୍ଚିମବଙ୍ଗ ଉପରେ ଏକ ଟ୍ରପ ଲାଇନ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।…
ଜଳ ଜୀବନ ମିଶନରେ ଲକ୍ଷ୍ୟ ପୂରଣ କରୁନି ଓଡ଼ିଶା
ଭୁବନେଶ୍ୱର,୨୦ା୬(ବ୍ୟୁରୋ): ରାଜ୍ୟରେ ଜଳ ଜୀବନ ମିଶନ (ଜେଜେଏମ୍)ରେ ଆଶାନୁରୂପ ପ୍ରଗତି ହୋଇନାହିଁ। ୨୦୧୯-୨୦ରେ ମାତ୍ର ୨୭.୯୭% ଲକ୍ଷ୍ୟ ହାସଲ ହୋଇଛି। କେନ୍ଦ୍ର ଜଳଶକ୍ତି ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାଓ୍ବତ୍ ଚିନ୍ତାପ୍ରକଟ କରିବା ସହିତ ଏ ନେଇ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ…
ଲେହରେ ଭାରତୀୟ ଯୁଦ୍ଧବିମାନ
ନୂଆଦିଲ୍ଲୀ,୨୦ା୬: ଗଲ୍ଓ୍ବାନ ଉପତ୍ୟକାରେ ଚାଇନା ସୈନ୍ୟଙ୍କ ଆକ୍ରମଣରେ ୨୦ ଭାରତୀୟ ଯବାନ ଶହୀଦ ହେବା ପରେ ପୂର୍ବ ଲଦାଖ ସୀମାରେ ଉତ୍ତେଜନା ବୃଦ୍ଧି ପାଇଛି। ବାୟୁସେନା ମୁଖ୍ୟ ମାର୍ଶାଲ ଆର୍.କେ.ଏସ୍. ଭଦୁରିଆ ଲଦାଖକୁ ଦୁଇଦିନିଆ ଗସ୍ତରେ ଯାଇ ସେଠାରେ ଭାରତୀୟ ବାୟୁସେନାର…
ପୁରୀ ବନ୍ଦ ପ୍ରଭାବ ଶୂନ୍ୟ
ପୁରୀ ଅଫିସ,୨୦ା୬: ରଥଯାତ୍ରା ଆୟୋଜନ ଦାବିରେ ଶ୍ରୀକ୍ଷେତ୍ର ସୁରକ୍ଷା ବାହିନୀ ଏବଂ ଶ୍ରୀଜଗନ୍ନାଥ ସେନା ପକ୍ଷରୁ ଶୁକ୍ରବାର ୬ଘଣ୍ଟିଆ ଶାନ୍ତିପୂର୍ଣ୍ଣ ପୁରୀ ବନ୍ଦ ଡାକରା ଦିଆଯାଇଥିଲା। ହେଲେ ଏହି ବନ୍ଦ ପ୍ରଭାବ ଶୂନ୍ୟ ରହିଥିବା ଦେଖିବାକୁ ମିଳିଛି। ବଡ଼ଦାଣ୍ଡରେ ହାତଗଣତି କେତୋଟି…
ସବୁ କୋଭିଡ୍ ହସ୍ପିଟାଲରେ ସିସିଟିଭି ଲଗାଅ
ନୂଆଦିଲ୍ଲୀ,୨୦ା୬(ଆଇଏଏନ୍ଏସ୍): କରୋନା ଆକ୍ରାନ୍ତ ଚିକିତ୍ସିତ ହେଉଥିବା ସମସ୍ତ କୋଭିଡ୍ ହସ୍ପିଟାଲରେ ସିସିଟିଭି କ୍ୟାମେରା ଲଗାଇବା ଦିଗରେ ରାଜ୍ୟ ସରକାରମାନେ ପଦକ୍ଷେପ ନେବାକୁ ସୁପ୍ରିମକୋର୍ଟ ଶୁକ୍ରବାର କହିଛନ୍ତି। ଦିଲ୍ଲୀର ଲୋକନାୟକ ଜୟପ୍ରକାଶ ନାରାୟଣ (ଏଲ୍ଏନ୍ଜେପି) ହସ୍ପିଟାଲ ଏହାର ସମସ୍ତ ଓ୍ବାର୍ଡରେ ସିସିଟିଭି ଲଗାଇଥିବାରୁ…
ପୁନର୍ବିଚାର ପାଇଁ ପିଟିଶନ ଦାଏର
ନୂଆଦିଲ୍ଲୀ/ ପୁରୀ ଅଫିସ୍, ୨୦ା୬ : ଏବର୍ଷ ପୁରୀ ସମେତ ସାରା ଓଡ଼ିଶାରେ ରଥଯାତ୍ରା ଉପରେ ସୁପ୍ରିମକୋର୍ଟ ରୋକ ଲଗାଇବାର ଦିନକ ପରେ ଉକ୍ତ ରାୟରେ ପରିବର୍ତ୍ତନ ପାଇଁ ପିଟିଶନ ଦାଏର ହୋଇଛି। କେବଳ ପୁରୀରେ ସେବାୟତମାନଙ୍କୁ ନେଇ ରଥଯାତ୍ରା କରିବାକୁ…
ଦୂରଦର୍ଶିତାପୂର୍ଣ୍ଣ ନିର୍ଣ୍ଣୟ ହେବା ଆବଶ୍ୟକ
ପୁରୀ ଅଫିସ,୨୦ା୬: ଏଥର ବଡ଼ଦାଣ୍ଡରେ ଗଡ଼ିବନି ରଥ। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏଥର ରଥଯାତ୍ରାକୁ ବନ୍ଦ କରିଛନ୍ତି ସୁପ୍ରିମ୍କୋର୍ଟ। ଗୁରୁବାର ସର୍ବୋଚ୍ଚ ନ୍ୟାୟାଳୟଙ୍କ ଏହି ନିଷ୍ପତ୍ତି ପରେ ଜଗନ୍ନାଥପ୍ରେମୀଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଭକ୍ତ, ସେବାୟତ କେହି…
୧୦ ଯବାନଙ୍କୁ ମୁକ୍ତ କଲା ଚାଇନା
ନୂଆଦିଲ୍ଲୀ,୨୦ା୬: ପୂର୍ବ ଲଦାଖର ଗଲଓ୍ବାନ ଉପତ୍ୟକାରେ ଗତ ସୋମବାର ହିଂସାତ୍ମକ ସଂଘର୍ଷରେ ୨୦ ଭାରତୀୟ ଯବାନ ଶହୀଦ ହୋଇଥିଲେ। ଚାଇନାର ପିପୁଲ୍ସ ଲିବରେଶନ ଆର୍ମି (ପିଏଲ୍ଏ) ଅଟକ ରଖିଥିବା ୧୦ ଭାରତୀୟ ଯବାନଙ୍କୁ ଶୁକ୍ରବାର ଛାଡ଼ିଦେଇଛି। ସେମାନଙ୍କ ମଧ୍ୟରେ ଦୁଇଜଣ ମେଜରଙ୍କ…
ଶ୍ରୀମନ୍ଦିର ପାଇଁ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ
ପୁରୀ ଅଫିସ,୨୦ା୬: ସୂର୍ଯ୍ୟୋପରାଗ ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ କରାଯାଇଛି। ଚନ୍ଦ୍ରଗ୍ରହଣ ହେଉ ଅବା ସୂର୍ଯ୍ୟୋପରାଗ ସ୍ପର୍ଶ ସମୟରେ କୌଣସି ଦେବଦେବୀ ମନ୍ଦିରରେ ଦେବନୀତି କରାଯାଏ ନାହିଁ। ଶ୍ରୀମନ୍ଦିରରେ କିନ୍ତୁ ଏହାର ବ୍ୟତିକ୍ରମ ଦେଖିବାକୁ ମିଳେ। ଯେହେତୁ…
Archives


