Home Left

୯୦୦୦ ଟଙ୍କା କମ୍‌ ମୂଲ୍ୟରେ କିଣିପାରିବେ ସାମସଙ୍ଗ ଗାଲାକ୍ସି ନୋଟ ୧୦ ଲାଇଟ୍‌

ନୂଆଦିଲ୍ଲୀ,୧୯।୬: ଦକ୍ଷିଣ କୋରିଆ ଟେକ୍ନୋଲୋଜି କମ୍ପାନୀ ସାମସଙ୍ଗ ଗାଲାକ୍ସି ନୋଟ ୧୦ ଲାଇଟ୍‌ ମୂଲ୍ୟ ହ୍ରାସ କରିଛି। ବର୍ତ୍ତମାନ ଗାଲାକ୍ସି ନୋଟ ୧୦ ଲାଇଟ୍‌କୁ ମୂଳ ମୂଲ୍ୟଠାରୁ ମାତ୍ର ୪,୦୦୦ ଟଙ୍କା କମ୍‌ରେ କିଣାଯାଇପାରିବ। ଏହା ବ୍ୟତୀତ ୫୦୦୦ ଟଙ୍କା ପର୍ଯ୍ୟନ୍ତ…

ଇନ୍‌ଷ୍ଟାଗ୍ରାମରେ ବଢ଼ିଚାଲିଛି ସୁଶାନ୍ତଙ୍କ ଫଲୋଅର୍‌ ସଂଖ୍ୟା: କରନ୍‌-ଆଲିଆଙ୍କ କମୁଛି

ବମ୍ବେ: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ନିଧନ ଖବର ଲକ୍ଷାଧିକ ପ୍ରଶଂସକଙ୍କ ପାଇଁ ବଡ଼ ଆଘାତ ପାଲଟିଛି। ବିଭିନ୍ନ ସୋସିଆଲ ମିଡିଆରେ ତାଙ୍କର ଲକ୍ଷାଧିକ ପ୍ରଶଂସକ ରହିଥିଲେ। ସେମାନେ ସୁଶାନ୍ତଙ୍କ ଗୋଟିଏ ପୋଷ୍ଟକୁ ଅନାଇ ବସୁଥିଲେ। ହେଲେ ଏବେ ତାହା…

‘ମେମୋରାଲାଇଜ୍ଡ’ କରି ରଖାଗଲା ସୁଶାନ୍ତଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ

ମୁମ୍ବାଇ: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତ ଏବେ ଅଫେରା ରାଇଜର ପଥିକ ହୋଇସାରିଛନ୍ତି ସତ। ହେଲେ ତାଙ୍କ ସ୍ମୃତି ଆଜିବି ତାଙ୍କ ପ୍ରଶଂସକଙ୍କୁ ଅନ୍ୟମନସ୍କ କରୁଛି। ଅସମୟରେ ସୁଶାନ୍ତଙ୍କ ମୃତ୍ୟୁ ତାଙ୍କ ପ୍ରଶଂସକଙ୍କ ମନରେ ଗଭୀର ଆଘାତ ଦେଇଛି। ଏହାସହ…

ସଲମାନଙ୍କ ଉପରେ ରାଗୁଛନ୍ତି ସୁଶାନ୍ତଙ୍କ ପ୍ରଶଂସକ: ବିଙ୍ଗ୍‌ ହ୍ୟୁମାନ ଷ୍ଟୋରରେ ପଶି କଲେ ଭଙ୍ଗାରୁଜା

ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ପରେ ଫିଲ୍ମ ଇଣ୍ଡଷ୍ଟ୍ରି ଏବଂ ତାଙ୍କ ପ୍ରଶଂସକଙ୍କ ମଧ୍ୟରେ ହଇଚଇ ସୃଷ୍ଟି ହୋଇଛି। ସିନେଜଗତ, ରାଜନେତା ଏବଂ ଅନ୍ୟ କେତେକ ଲୋକଙ୍କ କହିବା ଅନୁଯାୟୀ, ବଲିଉଡ୍‌ରେ ସୁଶାନ୍ତଙ୍କୁ ଭେଦଭାବର ସାମ୍ନା କରିବାକୁ ପଡ଼ୁଥିଲା।…

୨୪ ଘଣ୍ଟାରେ ସୁସ୍ଥ ହୋଇଛନ୍ତି ୧୦,୩୮୬

ନୂଆଦିଲ୍ଲୀ,୧୯।୬: ଦେଶରେ କରୋନା ସଂକ୍ରମଣ ବେଳକୁ ବେଳ ଜଟିଳ ହେବାରେ ଲାଗିଛି। ହେଲେ ଆଉ ଏକ ଖୁସି ଖବର ହେଉଛି ଯେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୦,୩୮୬ କରୋନା ରୋଗୀ ସୁସ୍ଥ ହୋଇଛନ୍ତି। ଏହାକୁ ନେଇ ଏବେ ଦେଶରେ…

୨୯ବର୍ଷ ପରେ ଏହି ଦେଶରେ ଦେଖିବାକୁ ମିଳିଲା ବିରଳ ଧଳା ହ୍ବେଲ

କାନବେରା,୧୯।୬: ଦକ୍ଷିଣ ଅଷ୍ଟ୍ରେଲିଆର ଏକ ସମୁଦ୍ରରେ ୨୯ବର୍ଷ ପରେ ଏକ ବିରଳ ଧଳା ହମ୍ପବେକ ହ୍ବେଲ ଦେଖିବାକୁ ମିଳିଛି। ଏହା ପୂର୍ବରୁ ୧୯୯୧ରେ ଏହି ହ୍ବେଲକୁ ଏଠାରେ ଦେଖିବାକୁ ମିଳିଥିଲା। ପୁଣିଥରେ ଏହି ଅଞ୍ଚଳରେ ବିରଳ ଧଳା ହମ୍ପବେକ ହ୍ବେଲ ବାହାରିଛି।…

ଏଟିଏମ୍‌ରୁ ନକଲି ନୋଟ ବାହାରିଲେ କରିବେ କ’ଣ…କିପରି ଫେରି ପାଇବେ ଟଙ୍କା ଜାଣନ୍ତୁ

ଆଜିର ଅତ୍ୟାଧୁନିକ ସମୟରେ ଡିଜିଟାଲ ନେଣଦେଣ ଜନଆଦୃତି ଲାଭ କଲାଣି। ବିଶେଷକରି ଏଟିଏମ୍‌ର ବ୍ୟବହାର ଦିନକୁ ଦିନ ବଢ଼ୁଛି। ଏହାଦ୍ୱାରା ଦରକାର ସମୟରେ ଟଙ୍କା ଉଠାଯାଇପାରୁଛି। ହେଲେ ବେଳେବେଳେ ଏଟିଏମ୍‌ରୁ ଟଙ୍କା ଉଠାଇବା ବେଳେ ନକଲି ନୋଟ ବାହାରିଥାଏ। ଏହାକୁ ନେଇ…

୧୭ ତାଲିବାନ ଆତଙ୍କବାଦୀ ମୃତ

ସରୋଜାଇ,୧୯।୬: ଆଫଗାନିସ୍ତାନର ସରୋଜାଇ ଜିଲାର ପକତିଆ ଅଞ୍ଚଳରେ ଗୁରୁବାର ବିଳମ୍ବିତ ରାତିରେ ଆଫଗାନ ସେନା ଆକ୍ରମଣରେ ୧୭ ତାଲିବାନ ଆତଙ୍କବାଦିଙ୍କ ମୃତ୍ୟୁ ହେବା ସହ ୨୦ ଆହତ ହୋଇଥିବା ସୂଚନା ମିଳିଛି। ଆଫଗାନିସ୍ତାନର ପ୍ରତିରକ୍ଷାମନ୍ତ୍ରୀ ଏହି ସୂଚନା ଦେଇଛନ୍ତି। ପ୍ରତିରକ୍ଷା ମନ୍ତ୍ରୀ…

ନିଜକୁ କରୋନା ପଜିଟିଭ୍‌ କହି ଗାଡ଼ିରେ ଆଗରେ ଶୋଇଗଲେ ଯୁବକ

ଲକ୍ଷ୍ନୌ,୧୯।୬: ଦେଶରେ କରୋନା ଭାଇରସ୍‌ ସଙ୍କଟ ଦ୍ରୁତଗତିରେ ବ୍ୟାପିବାରେ ଲାଗିଛି। ଏହାର ମୁକାବିଲା ପାଇଁ ଏଯାଏଁ କୌଣସି ଭ୍ୟାକସିନ୍‌ ବାହାରି ନ ଥିବା ବେଳେ ଦିନକୁ ଦିନ ସଂକ୍ରମଣ ବଢ଼ିବାରେ ଲାଗିଛି। ଗୋଟିଏ ପଟେ ସରକାର କରୋନାକୁ ନେଇ ସଚେତନ କରୁଥିବା…

ରଥଯାତ୍ରା ପାଇଁ ପୁଣି ପିଟିସନ୍‌: ପୁରୀ ସହରକୁ ସଟ୍‌ଡାଉନ୍‌ କରି ରଥଯାତ୍ରା କରାଯାଉ

ଭୁବନେଶ୍ୱର,୧୯।୬(ବ୍ୟୁରୋ): ଏବର୍ଷ ରଥଯାତ୍ରା ବନ୍ଦ ନେଇ ସୁପ୍ରିମକୋର୍ଟ ଗୁରୁବାର ରାୟ ଶୁଣାଇଛନ୍ତି। ହେଲେ ଏହାକୁ ସାମାନ୍ୟ ପରିବର୍ତ୍ତନ କରିବାକୁ ଶୁକ୍ରବାର ମୋଡିଫିକେସନ୍‌ ପିଟିସନ ଦାୟର ହୋଇଛି। ପକ୍ଷଭୁକ୍ତ ଆବେଦନକାରୀ ଅଫତାବ୍‌ ହୁସେନ୍‌ ପିଟିସନ୍‌ ଦାୟର କରିଛନ୍ତି। କେବଳ ପୁରୀ ରଥଯାତ୍ରାକୁ ଅନୁମତି…

ପ୍ଲାଜମା ଥେରାପି ପାଇଁ ମାକ୍ସ ହସ୍ପିଟାଲ ସ୍ଥାନାନ୍ତର ହେଲେ ଦିଲ୍ଲୀ ସ୍ବାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୯।୬: ବେଳକୁ ବେଳ ଖରାପ ହେବାରେ ଲାଗିଛି ଦିଲ୍ଲୀର ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କ ସ୍ବାସ୍ଥ୍ୟାବସ୍ଥା। ଶୁକ୍ରବାର ସେ ଅକ୍ସିଜେନ ସପୋର୍ଟରେ ଥିବା ବେଳେ ଏବେ ତାଙ୍କର ପ୍ଲାଜମା ଥେରାପି ମାଧ୍ୟମରେ ଚିକିତ୍ସା କରାଯିବ ବୋଲି ଜଣାପଡିଛି। ଏଥିପାଇଁ ତାଙ୍କୁ ଦିଲ୍ଲୀର ସକେତ…

ଅନୁଷ୍କା ଶର୍ମା ପ୍ରଯୋଜିତ ‘ବୁଲ୍‌ବୁଲ’ର ଟ୍ରେଲର ରିଲିଜ୍‌: ଅପରାଧ, ସସ୍‌ପେନ୍ସ, ପ୍ରେମରେ ଭରପୂର

ବଲିଉଡ୍‌ ଅଭିନେତ୍ରୀ ଅନୁଷ୍କା ଶର୍ମାଙ୍କ ପ୍ରଡକ୍ସନ ବ୍ୟାନରରେ ନିର୍ମିତ ଦ୍ୱିତୀୟ ଓ୍ବେବ୍‌ ସିରିଜ୍‌ ‘ବୁଲବୁଲ’ର ଟ୍ରେଲର ରିଲିଜ୍‌ ହୋଇଛି। ଏଥିରେ ଅଭିନେତ୍ରୀ ତୃପ୍ତି ଡିମରୀଙ୍କୁ ବଙ୍ଗାଳୀ ବୋହୂ ଚରିତ୍ରରେ ଦେଖିବାକୁ ମିଳୁଛି। ସୁପରନେଚୁରାଲ କାହାଣୀ ଉପରେ ଆଧାରିତ ଏହି ଓ୍ବେବ୍‌ ସିରିଜ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri