Home Left

ସୁଶାନ୍ତଙ୍କ ଘରୁ ମିଳିଛି ପାଞ୍ଚଟି ଡାଏରୀ, ଲେଖିଥିଲେ ମନ କଥା

ବମ୍ବେ: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟାକୁ ନେଇ ଚର୍ଚ୍ଚା ଥମିବାର ନାଁ ନେଉନାହିଁ। ଗୋଟିଏ ପଟେ ପ୍ରଶଂସକମାନେ ତାଙ୍କ ନିଧନକୁ ଗ୍ରହଣ କରିପାରୁ ନ ଥିବା ବେଳେ ପରିବାରଲୋକେ ମଧ୍ୟ ଦୁଃଖରେ ଭାଙ୍ଗି ପଡ଼ିଛନ୍ତି। ପୋଲିସ ମଧ୍ୟ ଆତ୍ମହତ୍ୟାର…

କ୍ଷୀର ବ୍ୟବସାୟୀ ହତ୍ୟା ଘଟଣା ପର୍ଦ୍ଦାଫାଶ: ମାଷ୍ଟରମାଇଣ୍ଡ୍‌ ସମେତ ୩ ଗିରଫ

ବ୍ରହ୍ମପୁର ଅଫିସ,୧୯ା୬: ଗଞ୍ଜାମ ଜିଲା ଗୋସାଇଁନୂଆଗାଁ ହିଲ୍‌ପଟଣାସ୍ଥିତ ହେରିଟେଜ୍‌ କ୍ଷୀର ଡିଲର ଲମ୍ବୋଦର ମୁନିଙ୍କୁ ହତ୍ୟା କରି ସୁନା ଗହଣା ଲୁଟ୍‌ ଘଟଣାର ପର୍ଦ୍ଦାଫାଶ କରିଛି ପୋଲିସ। ଏହି ବହୁଚର୍ଚିତ ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ତଥା ମୃତ ଲମ୍ବୋଦରଙ୍କ ଡ୍ରାଇଭର ରୂପେଶ…

ସ୍ବାମୀଙ୍କ ମୃତ୍ୟୁକୁ ଦୁଇ ବର୍ଷ ବିତିଥିଲେ ସୁଦ୍ଧା ସାଏବାନିଙ୍କୁ ମିଳିନି ବିଧବା ଭତ୍ତା

ଭତ୍ତାଲାଠୋର,(ଡି.ଏନ୍‌.ଏ.):୧୯।୬: ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ କରୁଆଁଝର ପଞ୍ଚାୟତ ଅଧୀନ ଚାଉଲଡିଆ ଗ୍ରାମର ସାଏବାନି ରଣା (୫୫)ଙ୍କୁ ବିଧବା ଭତ୍ତା ମିଳି ନ ଥିବା ଅଭିଯୋଗ ହୋଇଛି। ସୂଚନାଯୋଗ୍ୟ, ଦୁଇ ବର୍ଷ ପୂର୍ବେ ସାଏବାନିଙ୍କ ସ୍ବାମୀଙ୍କ ଯକ୍ଷ୍ମାରେ ମୃତ୍ୟୁ ଘଟିଥିଲା। ମାତ୍ର…

ବାପା ହେବାକୁ ଯାଉଛନ୍ତି ହାର୍ଦ୍ଦିକ: ନତାଶାଙ୍କୁ ଖୁସି କରିବାକୁ ଦେଲେ ଗୋଲାପ ଉପହାର

ବମ୍ବେ: ବାପା ହେବାକୁ ଯାଉଛନ୍ତି ହାର୍ଦ୍ଦିକ୍‌ ପାଣ୍ଡ୍ୟା। ଏହାକୁ ନେଇ ତାଙ୍କ ଖୁସି କହିଲେ ନ ସରେ। ପ୍ରତିଦିନ ସେ ପ୍ରେମିକା ତଥା ପତ୍ନୀ ନତାଶା ସ୍ଟାନ୍‌କୋଭିକ୍‌ଙ୍କୁ ଭିନ୍ନ ଭିନ୍ନ ଉପାୟରେ ସର୍‌ପ୍ରାଇଜ୍‌ କରୁଛନ୍ତି। ଏଇ ଯେମିତି ନିକଟରେ ଶହ ଶହ…

କଳାକାର ହିଁ ବୁଝିପାରେ ଅନ୍ୟ କଳାକାରର ମନ: ରାପ୍‌ କଣ୍ଠଶିଳ୍ପୀ ଡୁଲେଶ୍ୱରଙ୍କୁ ସହାୟତାର ହାତ ବଢାଇଲେ ହ୍ୟୁମାନ ସାଗର

ଭବାନୀପାଟଣା,୧୯।୬ (ଡି.ଏନ୍‌.ଏ.): କଳାହାଣ୍ଡି ଜିଲାର ଡୁଲେଶ୍ୱର ତାଣ୍ଡି ଜଣେ ବିପ୍ଲବୀ ରାପ୍‌ ସଙ୍ଗୀତକାର। ସେ ସୋସିଆଲ ମିଡିଆରେ ବେଶ ଚର୍ଚ୍ଚିତ। ହେଲେ ତାଙ୍କ ପରିବାରର ଆର୍ଥତ୍କ ସ୍ଥିତି ଭଲ ନ ଥିବାରୁ ସେ ଅସୁବିଧାରେ ଥିବା ନେଇ ବିଭିନ୍ନ ଗଣମାଧ୍ୟମରେ ଖବର…

ଶ୍ରମିକ କୋଭିଡ କିଟ୍ସ କିଣାରେ ୩୦୦ କୋଟି ଦୁର୍ନୀତି ଅଭିଯୋଗ: ମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ପ୍ରଦୀପ

ଭୁବନେଶ୍ୱର,୧୯।୬(ବ୍ୟୁରୋ): ଗୋଟିଏ ପଟେ ରାଜ୍ୟ ସରକାର କୋଭିଡ ମୁକାବିଲାରେ ବ୍ୟସ୍ତ ଥିବା ବେଳେ ଏହି ସମୟରେ ବିଭିନ୍ନ ଦୁର୍ନୀତି ନେଇ ଅଭିଯୋଗ ଆସୁଛି। ଏହି କ୍ରମରେ ଶ୍ରମିକଙ୍କ ପାଇଁ କୋଭିଡ କିଟ୍ସ କିଣାରେ ପିସିସି କାର୍ଯ୍ୟକାରୀ ସଭାପତି ପ୍ରଦୀପ ମାଝୀ ବଡ଼…

ପୂଜାପାଠରୁ ଦିନ ଆରମ୍ଭ କରୁଥିଲେ ସୁଶାନ୍ତ

ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତ ଏବେ ଆଉ ଆମ ଗହଣରେ ନାହାନ୍ତି ସତ କିନ୍ତୁ ତାଙ୍କ ସ୍ମୃତି ସବୁବେଳେ ଆମ ସହ ରହିବ। ଏବେ ସୁଶାନ୍ତଙ୍କ ଅନେକ ଥ୍ରୋବ୍ୟାକ୍‌ ଭିଡିଓ ଓ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।…

ପିତାଙ୍କୁ ବିଦାୟ ଦେଲେ ଦୁଇ କୁନି ପୁଅ

ନୂଆଦିଲ୍ଲୀ,୧୯।୬: ପୂର୍ବ ଲଦାଖରେ ଭାରତୀୟ ସୀମାରେ ପଶି ଚାଇନା ସେନା ଆକ୍ରମଣ କରିବାରୁ ଜଣେ କର୍ଣ୍ଣେଲଙ୍କ ସମେତ ୨୦ ଜଣ ଯବାନ ଶହୀଦ ହୋଇଛନ୍ତି। ଶହୀଦ ଯବାନମାନଙ୍କୁ ନିଜ ନିଜ ଗ୍ରାମରେ ଅନ୍ତିମ ସଂସ୍କାର କରାଯାଇଛି। ଶହୀଦଙ୍କ ମଧ୍ୟରେ କର୍ନେଲ ସନ୍ତୋଷ…

ସୁଶାନ୍ତଙ୍କ ପାଇଁ ଡାଏରୀ ଲେଖୁଥିଲେ ଛାତ୍ରୀ, ମୃତ୍ୟୁ ଖବର ପାଇ ହାରିଲେ ଜୀବନ

ମୁମ୍ବାଇ: ବଲିଉଡ୍‌ ଆକ୍ଟର ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ପରେ ତାଙ୍କ ପ୍ରଶଂସକମାନେ ଜଣକ ପରେ ଜଣେ ଆତ୍ମହତ୍ୟା କରିଚାଲିଛନ୍ତି। ଏବେ ଆଉ ଜଣେ ପ୍ରଶଂସକ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ଭାରତର କେନ୍ଦ୍ରଶାସିତ ଅଞ୍ଚଳ ଆଣ୍ଡାମାନ- ନିକୋବର ଦ୍ୱୀପରେ ଜଣେ ଛାତ୍ରୀ…

ପିପିଇ କିଟ୍‌ ପିନ୍ଧି ମତଦାନ ପାଇଁ ପହଞ୍ଚିଲେ କରୋନା ପଜିଟିଭ୍‌ ବିଧାୟକ

ଭୋପାଳ,୧୯।୬: ଦେଶର ୮ଟି ରାଜ୍ୟର ୧୯ଟି ଆସନ ଲାଗି ଶୁକ୍ରବାର ମତଦାନ ଜାରି ରହିଛି। ମଧ୍ୟପ୍ରଦେଶରେ ମଧ୍ୟ ୩ଟି ଆସନ ପାଇଁ ମତଦାନ ହେଉଛି। ଇତିମଧ୍ୟରେ ମଧ୍ୟପ୍ରଦେଶରୁ ଏକ ନିଆରା ଦୃଶ୍ୟ ନଜରକୁ ଆସିଛି। କଂଗ୍ରେସର ଜଣେ ବିଧାୟକ କରୋନା ଭାଇରସ୍‌…

ଖ୍ରୀଷ୍ଟପୁର ଗ୍ରାମରେ ଓଲଟିଲା ବସ୍‌

ଆର୍‌ .ଉଦୟଗିରି,୧୯।୬: ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ଖ୍ରୀଷ୍ଟପୁର ଗ୍ରାମରେ ଘରୋଇ ବସ୍‌ ଗାନ୍ଧୀ (ଓଡି-୧୫-ଏଚ୍‌- ୬୬୮୮) ଶୁକ୍ରବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ରାୟଗଡ଼ାରୁ କଟକ ଯାଉଥିବା ବେଳେ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱକୁ ଓଲଟି ପଡିଥିଲା। ବସ୍‌ରେ ୩୦…

ଭାବବିହ୍ବଳ ହୋଇ କାନ୍ଦି ପକାଇଲେ ସୁର: କହିଲେ ରାତିରେ ଶୋଇପାରିଲି ନାହିଁ

ଭୁବନେଶ୍ୱର,୧୯।୬(ବ୍ୟୁରୋ): ଚଳିତ ବର୍ଷ ରଥଯାତ୍ରା ଉପରେ ସୁପ୍ରିମକୋର୍ଟଙ୍କ ରୋକ ଲଗାଇଛନ୍ତି। ଏହି ପ୍ରସଙ୍ଗରେ ଭାବବିହ୍ବଳ ହେଲେ ଜଟଣୀ ବିଧାୟକ ତଥା କଂଗ୍ରେସର ବରିଷ୍ଠ ନେତା ସୁର ରାଉତରାୟ। ସେ ଶୁକ୍ରବାର ଆୟୋଜିତ ଖବରଦାତା ସମ୍ମିଳନୀରେ କ୍ୟାମେରା ସମ୍ମୁଖରେ କାନ୍ଦି ପକାଇଛନ୍ତି। ତେବେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri