Home Left

ଷ୍ଟିମ୍‌ ପାଇପ୍‌ ବେଲ୍‌ ଫାଟି ଇଞ୍ଜିନିୟର ସମେତ ତିନି ଶ୍ରମିକ ଗୁରୁତର: କ୍ଷତି ପୂରଣ ଦାବିରେ ଆନ୍ଦୋଳନ

ଗଞ୍ଜାମ,୬।୧୦(ଡି.ଏନ୍‌.ଏ.): ଗଞ୍ଜାମ ସହରସ୍ଥିତ ଗ୍ରାସୀମ କମ୍ପାନୀରେ ମଙ୍ଗଳବାର ସକାଳେ ଏକ ଅଘଟଣ ଘଟିଛି ।କମ୍ପାନୀର ଷ୍ଟିମ ପାଇପ୍‌ ବେଲ୍‌ ଫାଟିଯିବା ଫଳରେ ସେଠାରେ କାର୍ଯ୍ୟରତ ଜଣେ ଇଞ୍ଜିନିୟର ସମେତ ତିନି ଜଣ ଠିକା କର୍ମଚାରୀ ଗୁରୁତର ହୋଇଛନ୍ତି । ସେମାନେ ହେଲେ…

ପ୍ରଥମ ପ୍ରେମଠାରୁ ଦୂରେଇ ଯାଇଥିଲେ ଏହି ପ୍ରସିଦ୍ଧ ଅଭିନେତା

ବଲିଉଡ୍‌ ଅଭିନେତା ବିନୋଦ ଖାନ୍ନା ଅନେକ ହିଟ୍‌ ଫିଲ୍ମରେ ଅଭିନୟ କରିଛନ୍ତି। ଯଦିଓ ସେ ଆମ ଗହଣରେ ନାହାନ୍ତି, କିନ୍ତୁ ଅଭିନୟ ଦ୍ୱାରା ଦର୍ଶକଙ୍କ ହୃଦୟରେ ସର୍ବଦା ଜୀବନ୍ତ ରହିଛନ୍ତି। ବିନୋଦ ଖାନ୍ନା ୧୯୪୬, ଅକ୍ଟୋବର ୬ରେ ପାକିସ୍ତାନର ପେଶାୱାରରେ (ଏବେ…

ଗାଁ ମଶାଣିରେ ପଡିରହିଛି ପିପିଇ କିଟ୍‌ : କରୋନା ସଂକ୍ରମଣ ଭୟରେ ଅଞ୍ଚଳବାସୀ

ପାଟଣା,୬।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ପଞ୍ଚାୟତ ଡୁମୁରିଗୁଡା ଗ୍ରାମର ନେଉଳିଜୁଳି ନାଳ ନିକଟ ଗାଁ ଶ୍ମଶାନରେ ମଙ୍ଗଳବାର ପିପିଇ କିଟ୍‌, ଫେସ ସିଲଡ଼, ବ୍ୟବହୃତ ହୋଇଥିବା କିଛି ମାସ୍କ ଓ ହେଡକ୍ୟାପ ପଡିଥିବା ଦେଖିବାକୁ ମିଳିଛି। ମଶାଣିରେ ଏସବୁ…

କବାଟର ହ୍ୟାଣ୍ଡେଲ ଛୁଇଁଲେ ଅବା ବଟନ ଦବାଇଲେ ହେବନାହିଁ କରୋନା!

ୱାଶିଂଟନ,୬ ।୧୦: କରୋନା ସଂକ୍ରମଣ ବଢି ଚାଲିଥିବା ବେଳେ ପୂର୍ବରୁ କୁହାଯାଉଥିଲା ଯେ କୌଣସି ସ୍ଥାନକୁ ଅବା ବସ୍ତୁକୁ ଛୁଇଁବା ପରେ ପ୍ରଥମେ ହାତକୁ ସାନିଟାଇଜ କରିବା ଦରକାର । ନଚେତ୍ କରୋନା ସଂକ୍ରମଣ ଭୟ ରହିଛି । ହେଲେ ଏବେ…

ପଞ୍ଜାବୀ ଡାଲ୍‌ ମଖାନୀ

ଆବଶ୍ୟକ ସାମଗ୍ରୀ:ବିରି ଡାଲି- ୧ କପ୍‌ (ରାତିରୁ ଭିଜା ହୋଇଥିବା), ରାଜମା- ୧ କପ୍‌ (ରାତିରୁ ଭିଜା ହୋଇଥିବା), ପିଆଜ- ୨ଟି (କଟା), ଟମାଟୋ- ୨ଟି, ଲଙ୍କାଗୁଣ୍ଡ- ୧ ଚାମଚ, ଧନିଆ ଗୁଣ୍ଡ- ୧ ଚାମଚ, ଅଦା ପେଷ୍ଟ- ୧ ଚାମଚ,…

ଡ୍ୟାନ୍ସ ଜରିଆରେ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କଲେ ଏହି କ୍ରିକେଟରଙ୍କ ଭାବି ସ୍ତ୍ରୀ

ଭାରତୀୟ କ୍ରିକେଟର ୟୁଜବେନ୍ଦ୍ର ଚହଲଙ୍କ ଭାବି ସ୍ତ୍ରୀ ତଥା ପ୍ରସିଦ୍ଧ ୟୁଟ୍ୟୁବର୍‌ ଧନଶ୍ରୀ ବର୍ମା ଆଜିକାଲି ବେଶ୍‌ ଚର୍ଚ୍ଚାରେ ଅଛନ୍ତି। ପ୍ରତିଦିନ ତାଙ୍କ ଭିଡିଓ ଭାଇରାଲ ହେଉଛି ଧନଶ୍ରୀ ଜଣେ କୋରିଓଗ୍ରାଫର ସହ ଜଣେ ଡାକ୍ତର ମଧ୍ୟ। ନିକଟରେ ଧନଶ୍ରୀଙ୍କ ଏକ…

ମୁମ୍ବାଇ ପୋଲିସକୁ ବଦନାମ୍‌ କରିବା ଲାଗି ତିଆରି ହୋଇଥିଲା ୮୦ ହଜାରରୁ ଅଧିକ ଫେକ୍‌ ଆକାଉଣ୍ଟ

ମୁମ୍ବାଇ, ୬।୧୦: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ମାମଲାରେ ପ୍ରତିଦିନ ନୂଆ ଖବର ଯୋଡ଼ି ହେବାରେ ଲାଗିଛି। ଏବେ ମୁମ୍ବାଇ ପୋଲିସ ପକ୍ଷରୁ ନୂଆ ତଥ୍ୟ ପଦାକୁ ଆସିଛି। ମୁମ୍ବାଇ ପୋଲିସକୁ ବଦନାମ୍‌ କରିବା ଲାଗି ତିଆରି ହୋଇଥିଲା…

ଘରେ କରନ୍ତୁ କଫ୍‌ ଶିରପ୍‌

କାଶ ହେବା ସମୟରେ ବ୍ୟବହାର ହେଉଥିବା କଫ୍‌ ଶିରପ୍‌କୁ ଆପଣ ଘରେ ବି ତିଆରି କରିପାରିବେ। ଏଥିପାଇଁ ମୁଖ୍ୟତଃ ୪ଟି ଜିନିଷ ଆବଶ୍ୟକ ହୋଇଥାଏ। ଅଲିଭ୍‌ ଅଏଲ୍‌, ମହୁ, ଅଦା ଓ ଲେମ୍ବୁ ରସ। ଏସବୁ ସାମଗ୍ରୀ ଗଳା ନିମନ୍ତେ ଲାଭଦାୟକ।…

କୋମଳ ତ୍ୱଚା ପାଇଁ…

ତ୍ୱଚାର ଯତ୍ନ ପ୍ରତି ଅନେକେ ସଚେତନ ନ ଥାନ୍ତି। କେତେଜଣ ଅଛନ୍ତି ତ୍ୱଚାର ଯତ୍ନ ତ ନେଇ ନ ଥାନ୍ତି ବରଂ ଅଜାଣତରେ ଏଭଳି କିଛି ଭୁଲ୍‌ କାମ କରିଥାନ୍ତି, ଯାହା ସେମାନଙ୍କ ତ୍ୱଚା ଉପରେ ବିପରୀତ ପ୍ରଭାବ ପକାଇଥାଏ। ତେଣୁ…

ଜାଣିରଖନ୍ତୁ

କମ୍‌ ହାଇଟ୍‌ ଥିଲେ ବି ଆପଣ ୱେଷ୍ଟର୍ଣ୍ଣ ଡ୍ରେସ୍‌ ପିନ୍ଧିପାରିବେ। ତେବେ ଯେକୌଣସି ପ୍ରକାରର ଡ୍ରେସ ପିନ୍ଧିଲେ ଆପଣ ଭର୍ଟିକାଲ୍‌ ଷ୍ଟ୍ରାଇପ୍‌ ଥିବା ଡ୍ରେସ ପିନ୍ଧନ୍ତୁ। ଏହି ପ୍ରକାରର ଜିନ୍ସ ପ୍ଟାଣ୍ଟ, ଡ୍ରେସ୍‌, ସ୍କର୍ଟ, ଡ୍ରେସ୍‌ ଆଦି ପିନ୍ଧିପାରିବେ। ଗୋଡ଼କୁ ଲମ୍ବା…

ଘରକୁ ଆସି କାନ୍ଦୁଥିଲେ ଅମିର ଖାଁ, ଜାଣନ୍ତୁ କାହିଁକି

ବଲିଉଡର ପରଫେକ୍ସନିଷ୍ଟ ଅମିର ଖାଁ ଆଗାମୀ ଫିଲ୍ମ ‘ଲାଲ ସିଂ ଚଢା’ ଶୁଟିଂରେ ବ୍ୟସ୍ତ ଅଛନ୍ତି। ଦର୍ଶକ ମଧ୍ୟ ଅମିରଙ୍କ ଫିଲ୍ମକୁ ଦେଖିବା ପାଇଁ ଉତ୍ସୁକତାର ସହ ଅପେକ୍ଷା କରିଛନ୍ତି। ପ୍ରତ୍ୟେକଥର ଦର୍ଶକଙ୍କୁ ନିଆରା ଫିଲ୍ମ ଭେଟି ଦେଉଥିବା ଅମିରଙ୍କ ପାଇଁ…

ହାଥରସ୍‌ ଯାଉଥିବା ୪ ଗିରଫ: ପିଏଫ୍‌ଆଇ ଏଜେଣ୍ଟ୍‌ ବୋଲି କହିଲା ପୋଲିସ

ନୂଆଦିଲ୍ଲୀ, ୬।୧୦: ଉତ୍ତରପ୍ରଦେଶର ହାଥରସ୍‌ ବଳାତ୍କାର ନେଇ ସାରାଦେଶରେ ପ୍ରଦର୍ଶନ ଜାରି ରହିଛି। ଦିଲ୍ଲୀରୁ ହଥାରସ୍‌ ଯାଉଥିବା ୪ ଜଣଙ୍କୁ ପୋଲିସ ଗିରଫ କରିଛି। ସେମାନଙ୍କ ମଧ୍ୟରେ କେରଳର ମଲ୍ଲପୁରମର ଜଣେ ଗଣମାଧ୍ୟମ ପ୍ରତିନିଧି ମଧ୍ୟ ରହିଛନ୍ତି। ସେମାନେ ବିଚ୍ଛିନ୍ନତାବାଦି ସଂଗଠନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?