ପଶ୍ଚିମବଙ୍ଗରୁ ଫେରିଥିବା ୧୧ ପୁନରୁଦ୍ଧାରକାରୀ କରୋନା ଆକ୍ରାନ୍ତ
ଭୁବନେଶ୍ୱର, ୧୬।୬(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ୧୬୫ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ପଶ୍ଚିମବଙ୍ଗରୁ ବାତ୍ୟା ‘ଅମ୍ଫନ’ ମୁକାବିଲା ସାରି ଫେରିଥିବା ୧୧ ପୁନରୁଦ୍ଧାରକାରୀ ରହିଛନ୍ତି। ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା…
ସୁଶାନ୍ତଙ୍କ ଉପରେ ନିର୍ମାଣ ହେବ ଫିଲ୍ମ, ପୋଷ୍ଟର ରିଲିଜ୍
ବହୁତ କମ ଦିନରେ ସଫଳତାର ଶୀର୍ଷରେ ପହଞ୍ଚିଥିବା ବଲିଉଡ ଷ୍ଟାର ସୁଶାନ୍ତ ସିଂହ ରାଜପୁତ ବେକରେ ଫାଶୀ ଲଗାଇ ଆତ୍ମହତ୍ୟା କରିଛନ୍ତି। ମାତ୍ର ୩୪ ବର୍ଷ ବୟସରେ ସେ କାହିଁକି ଏଭଳି ଚରମ ପଦକ୍ଷେପ ନେଲେ, ତା’ର କାରଣ ଏଯାଏ ଜଣାପଡିନାହିଁ।…
ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିପଡିଲେ ୭ ଆତଙ୍କବାଦୀ
ଶ୍ରୀନଗର,୧୯।୬: ଜମ୍ମୁ-କଶ୍ମୀରର ପମ୍ପୋର ଏବଂ ଶୋପିଆନରେ ଶୁକ୍ରବାର ସକାଳୁ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ସୁରକ୍ଷାକର୍ମୀଙ୍କ ଗୁଳିରେ ୭ ଆତଙ୍କବାଦୀ ଟଳିପଡିଥିବା ସୂଚନା ମିଳିଛି। ଶୋପିଆନ୍ରେ ୪ ଏବଂ ପାମ୍ପୋରରେ ୩ ଆତଙ୍କବାଦୀ ନିହତ ହୋଇଛନ୍ତି। ଏହି ଦୁଇ ଅଞ୍ଚଳରେ…
ଆଉ କିଛି ସମୟ ମଧ୍ୟରେ ପଞ୍ଚଭୂତରେ ବିଲୀନ ହେବେ ୨ ବୀର ଯବାନ
ଭୁବନେଶ୍ୱର,୧୯ା୬(ବ୍ୟୁରୋ): ପୂର୍ବ ଲଦାଖ ସୀମା ଗଲ୍ଓ୍ବାନ୍ ଉପତ୍ୟକାରେ ଚାଇନା ଶତ୍ରୁ ସହ ଲଢ଼ି ଦେଶ ପାଇଁ ଶହୀଦ ହୋଇଥିବା ଦୁଇ ଓଡ଼ିଆ ବୀରଙ୍କ ଜନ୍ମମାଟିରେ ଆଉ ମାତ୍ର କିଛି ସମୟ ମଧ୍ୟରେ ଶେଷକୃତ୍ୟ ସମ୍ପନ୍ନ ହେବ। ଦୁଇ ବୀରଙ୍କୁ ନିଜ ନିଜ…
ପ୍ରଥମ ବିବାହ ବାର୍ଷିକୀରେ ରୋମାଣ୍ଟିକ ହେଲେ ନୁଶରତ୍
ପଶ୍ଚିମବଙ୍ଗର ବସିରହାଟରୁ ନବନିର୍ବାଚିତ ତୃଣମୂଳ ସାଂସଦ ନୁଶରତ୍ ଜାହାଁ ପ୍ରଥମ ବିବାହ ବାର୍ଷିକୀ ପାଳନ କରିଛନ୍ତି। ଏହି ଅବସରରେ ସେ ସ୍ବାମୀଙ୍କ ସହ ଏକ ରୋମାଣ୍ଟିକ ଫଟୋ ଶେୟାର କରିଛନ୍ତି। ଫଟୋ ଶେୟାର କହିଛନ୍ତି, ତୁମେ ମୋ ବର୍ତ୍ତମାନ, ଭବିଷ୍ୟତ। ହୃଦୟରୁ…
ଦେଶରେ ପୁଣି ରେକର୍ଡ ଭାଙ୍ଗିଲା କରୋନା: ୨୪ ଘଣ୍ଟାରେ ୧୩,୫୮୬ ଆକ୍ରାନ୍ତ, ୩୩୬ ମୃତ
ନୂଆଦିଲ୍ଲୀ,୧୯।୬ : ଦେଶରେ ମହାମାରୀ କରୋନା ସଙ୍କଟ ଜାରି ରହିଛି। ଗତ ୨୪ ଘଣ୍ଟାରେ ଦେଶରେ ୧୩ ହଜାର ୫୮୬ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୮୦ ହଜାର ୫୩୨ ହୋଇଛି ।…
୫୦ ବର୍ଷରେ ପଦାର୍ପଣ କଲେ ରାହୁଲ ଗାନ୍ଧୀ, ଜନ୍ମଦିନ ପାଳିବେନି
ନୂଆଦିଲ୍ଲୀ,୧୯।୬ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଆଜି ୫୦ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୭୦ ଜୁନ୍ ୧୯ରେ ଦିଲ୍ଲୀରେ ଜନ୍ମଗ୍ରହଣ କରିଥିଲେ ରାହୁଲ। ଚାଇନା ସୈନ୍ୟଙ୍କ ଗୁଳିରେ ଶହୀଦ ହୋଇଥିବା ଭାରତୀୟ ଯବାନଙ୍କ ସ୍ମୃତିରେ ଏଥର ଜନ୍ମଦିନ ପାଳନ କରିବେ…
ଅଧାଗଢ଼ା ରହିଗଲା ବ୍ରହ୍ମତାଳଧ୍ୱଜ ରଥ: ଝୁଲଣ ଘରେ ମାଉସୀମା’ ଆଡ଼ପ ମଣ୍ଡପ
କେନ୍ଦ୍ରାପଡ଼ା ଅଫିସ,୧୯ା୬: କେନ୍ଦ୍ରାପଡ଼ା ଜିଲା ଇଚ୍ଛାପୁରଠାରେ ପ୍ରସ୍ତୁତ ହେଉଥିବା ବ୍ରହ୍ମତାଳଧ୍ୱଜ ରଥ ଅଧାଗଢ଼ା ହୋଇ ରହିଗଲା। ଚଳିତବର୍ଷ ତୁଳସୀ କ୍ଷେତ୍ରାଧିପତି ଶ୍ରୀ ବଳଦେବଜୀଉ ଏହି ରଥରେ ବସି ପାରିବେନି। ଜିଲାପାଳ ସମର୍ଥ ବର୍ମା ଏ ସମ୍ପର୍କରେ ଶ୍ରୀଜୀଉଙ୍କ ଟ୍ରଷ୍ଟ ବୋର୍ଡକୁ ନିର୍ଦ୍ଦେଶନାମା…
ଭକ୍ତ, ସେବାୟତଙ୍କ ମନରେ କ୍ଷୋଭ: ରଥଯାତ୍ରା ହେବା ଦାବିରେ ଆଜି ୬ଘଣ୍ଟିଆ ପୁରୀ ବନ୍ଦ
ପୁରୀ ଅଫିସ,୧୯ା୬: ଜୁନ୍ ୨୩ରେ ରଥଯାତ୍ରା। ଏହାକୁ ଦୃଷ୍ଟିରେ ରଖି ସମସ୍ତ ପ୍ରସ୍ତୁତି ଚାଲିଥିଲା। କରୋନା କଟକଣା ତଥା ଲକ୍ଡାଉନ ପାଇଁ ବିଳମ୍ବରେ ରଥ ନିର୍ମାଣ ଆରମ୍ଭ ହୋଇଥିଲେ ହେଁ ଧାର୍ଯ୍ୟ ସମୟ ପୂର୍ବରୁ କାମ ସରିଥିଲା। ପ୍ରଶାସନ ପକ୍ଷରୁ ଆନୁଷଙ୍ଗିକ…
ଯାତ୍ରା ନ ହେଲେ କ’ଣ ହେବ ତିନିରଥ
ପୁରୀ ଅଫିସ,୧୯ା୬: ସୁପ୍ରିମ୍କୋର୍ଟଙ୍କ ରାୟ ପରେ ଏଥର ରଥଯାତ୍ରା ହେବ ନାହିଁ। ରାଜ୍ୟ କ୍ୟାବିନେଟ ମଧ୍ୟ ସୁପ୍ରିମ୍କୋର୍ଟଙ୍କ ନିର୍ଦ୍ଦେଶ ପାଳନ କରିବା ଲାଗି ନିଷ୍ପତ୍ତି ନେଇଛି। ତେବେ ରଥଯାତ୍ରା ନ ହେଲେ କଣ ହେବ ତିନିରଥ? ଏମିତି ପ୍ରଶ୍ନ ଏବେ ସମସ୍ତଙ୍କ…
ୟୁଜି, ପିଜି ପରୀକ୍ଷା ବାତିଲ ନେଇ ବିଜ୍ଞପ୍ତି: ଅଗଷ୍ଟ ଶେଷସୁଦ୍ଧା ବିକଳ୍ପ ମୂଲ୍ୟାୟନ ପରୀକ୍ଷାଫଳ
ଭୁବନେଶ୍ୱର,୧୯।୬(ବ୍ୟୁରୋ)କୋଭିଡ୍-୧୯ ପରିସ୍ଥିତି ଲାଗି ଉଚ୍ଚ ଶିକ୍ଷା ବିଭାଗ ଅଧୀନରେ ଥିବା ରାଜ୍ୟର ସମସ୍ତ ବିଶ୍ବବିଦ୍ୟାଳୟ ଓ ଡିଗ୍ରୀ କଲେଜର ୟୁଜି ଓ ପିଜି ପରୀକ୍ଷାକୁ ବାତିଲ କରାଯାଇଛି। ୟୁଜି/ସ୍ନାତକର ୬ଷ୍ଠ ସେମିଷ୍ଟର ଓ ପିଜି/ସ୍ନାତକୋତ୍ତରର ଚୂଡ଼ାନ୍ତ ତଥା ଶେଷ ସେମିଷ୍ଟର ପରୀକ୍ଷା…
୧୪ ରେଳ ଷ୍ଟେଶନକୁ ମିଳିଲା ଆଇଏସ୍ଓ ମାନ୍ୟତା: ଉନ୍ନତ ସେବା, ପରିବେଶ ଉପଯୋଗୀ କାର୍ଯ୍ୟକ୍ରମ ନିମନ୍ତେ ମିଳିଲା
ଭୁବନେଶ୍ୱର,୧୯ା୬(ବ୍ୟୁରୋ): ପରିବେଶ ଅନୁକୂଳ କାର୍ଯ୍ୟକଳାପ ଏବଂ ଉନ୍ନତ ସେବା ଲାଗି ପୂର୍ବତଟ ରେଳପଥର ୧୪ଟି ରେଳ ଷ୍ଟେଶନକୁ ଆଇଏସ୍ଓ ୧୪୦୦୧:୨୦୧୫ ପ୍ରମାଣପତ୍ର ମିଳିଛି। ସ୍ବଚ୍ଛ ଏବଂ ସବୁଜ ପରିବେଶ ମଧ୍ୟରେ ଯାତ୍ରୀଙ୍କୁ ସେବା ଓ ସୁବିଧା ଯୋଗାଇ ଦେଉଥିବା ଷ୍ଟେଶନଗୁଡିକୁ ଏହି…
Archives


