ଟ୍ରମ୍ପ୍ଙ୍କୁ ହସ୍ପିଟାଲରୁ ଛୁଟି: ଫେରିଲେ ହ୍ବାଇଟ୍ ହାଉସ୍
ଓ୍ବାଶିଂଟନ, ୬।୧୦: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ୍ ଟ୍ରମ୍ପ୍ଙ୍କୁ ହସ୍ପିଟାଲରୁ ଛୁଟି ମିଳିଛି। ସେ କରୋନାରୁ ସୁସ୍ଥ ହୋଇ ହ୍ବାଇଟ୍ ହାଉସ୍ ଫେରିଛନ୍ତି। ଶୀଘ୍ର କାମରେ ଯୋଗଦେବେ ବୋଲି ଟ୍ରମ୍ପ୍ ସୂଚନା ଦେଇଛନ୍ତି। ଶୁକ୍ରବାର ତାଙ୍କଠାରେ କରୋନା ଲକ୍ଷଣ ପ୍ରକାଶ ପାଇଥିଲା। ତାଙ୍କ…
ବିବାହ ଦିନ କନ୍ୟାଙ୍କ ଏପରି ଅବସ୍ଥା କଲେ ବର
ବିବାହ ଦିନ କନ୍ୟାଙ୍କୁ ପିଟିପିଟି ହତ୍ୟା କରିଛନ୍ତି ବର। ରୁଷିଆର ନୋଭୋସିବିରସ୍କରେ ଏହି ଘଟଣା ଘଟିଛି। ପୋଲିସ ଅଭିଯୁକ୍ତ ଯୁବକଙ୍କୁ ଗିରଫ କରିଛି। ଷ୍ଟିଫନ୍ ଡୋଲଗିଖ ନାମକ ଜଣେ ଯୁବକ(୩୩)ଙ୍କ ବିବାହ ଓକସାନା ନାମ୍ନୀ ଯୁବତୀଙ୍କ ସହ ହୋଇଥିଲା। ବିବାହ ପରେ…
ଜେଡିୟୁ, ଆର୍ଜେଡି ପ୍ରାର୍ଥୀ ତାଲିକା ଘୋଷିତ
ପାଟନା,୬।୧୦: ବିହାର ବିଧାନସଭା ନିର୍ବାଚନରେ ପ୍ରଥମ ପର୍ଯ୍ୟାୟ ଭୋଟ ଲାଗି ନାମାଙ୍କନ ପତ୍ର ଦାଖଲ ଆରମ୍ଭ ହୋଇଥିବାବେଳେ ସୋମବାର ଜେଡିୟୁ ଓ ଆର୍ଜେଡି ପକ୍ଷରୁ ପ୍ରାର୍ଥୀତାଲିକା ଘୋଷଣା କରାଯାଇଛି। ଆର୍ଜେଡି ପକ୍ଷରୁ ୧୫ ଜଣଙ୍କ ନାମ ଘୋଷଣା କରାଯାଇଛି। ଏଥିରେ ଦଳର…
ଯୁକ୍ତ୨ ଦ୍ୱିତୀୟ କଟ୍ ଅଫ୍ ମାର୍କ ପ୍ରକାଶ
ଭୁବନେଶ୍ୱର, ୬।୧୦(ବ୍ୟୁରୋ): ଯୁକ୍ତ୨ ନାମଲେଖା ପାଇଁ ଦ୍ୱିତୀୟ କଟ୍ ଅଫ୍ ମାର୍କ ତାଲିକା ସୋମବାର ପ୍ରକାଶ ପାଇଛି। କଳାରେ ବିଜେବି, ବିଜ୍ଞାନରେ ରେଭେନ୍ଶା, ବାଣିଜ୍ୟରେ ବ୍ୟାସନଗର ଉଚ୍ଚ ମାଧ୍ୟମିକ ସ୍କୁଲ ପ୍ରଥମ ସ୍ଥାନରେ ରହିଛନ୍ତି। କଳାରେ ବିଜେବି ଉଚ୍ଚ ମାଧ୍ୟମିକ ସ୍କୁଲ…
ରଶିଦ ମାସୁଦଙ୍କ ଦେହାନ୍ତ
ନୂଆଦିଲ୍ଲୀ,୬।୧୦: ପୂର୍ବତନ କେନ୍ଦ୍ରମନ୍ତ୍ରୀ କାଜି ରଶିଦ ମାସୁଦଙ୍କ ଉତ୍ତରାଖଣ୍ଡର ରୁର୍କିସ୍ଥିତ ଏକ ଘରୋଇ ହସ୍ପିଟାଲରେ ସୋମବାର ସକାଳେ ଦେହାନ୍ତ ହୋଇଯାଇଛି। ତାଙ୍କୁ ୭୩ ବର୍ଷ ବୟସ ହୋଇଥିଲା। ଏ ସମ୍ପର୍କରେ ତାଙ୍କ ପୁତୁରା ତଥା କଂଗ୍ରେସ ନେତା ଇମ୍ରାନ ମାସୁଦ ସୂଚନା…
ଓଜେଇଇ ପାଇଁ ଏସ୍ଓପି ଜାରି
ଭୁବନେଶ୍ୱର, ୬।୧୦(ବ୍ୟୁରୋ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ଆସନ୍ତା ୧୨ ତାରିଖରୁ ଆରମ୍ଭ ହେବ। ୧୯ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ପରୀକ୍ଷା ୩ଟି ସିଫ୍ଟରେ ହେବ। ତେବେ କରୋନା ମହାମାରୀ ସମୟରେ ପରୀକ୍ଷାର ସୁପରିଚାଳନା ପାଇଁ ଏସ୍ଓପି…
ବିଶ୍ୱର ୧୦% ଲୋକ ହୋଇପାରନ୍ତି ସଂକ୍ରମିତ
ଜେନିଭା,୬।୧୦: ମହାମାରୀ କରୋନା ବୋଲ ମାନୁନି। ସଂକ୍ରମିତଙ୍କ ସଂଖ୍ୟା ବଢ଼ାଇବା ସହ ନିରୀହ ଲୋକଙ୍କ ଜୀବନ ନେଉଛି। ବିିଶ୍ୱର ପ୍ରାୟ ୧୦% ଲୋକ ଏହା ଦ୍ୱାରା ଆକ୍ରାନ୍ତ ହୋଇପାରନ୍ତି ବୋଲି ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ (ଡବ୍ଲ୍ୟୁଏଚ୍ଓ)ର ଇମର୍ଜେନ୍ସି ମୁଖ୍ୟ ଡାକ୍ତର ମିଚେଲ…
ଲକ୍ଷଣହୀନ, ଗର୍ଭବତୀ, ଶିଶୁଙ୍କ ପାଇଁ ବାରଣ
ଭୁବନେଶ୍ୱର, ୬।୧୦(ବ୍ୟୁରୋ): ହୋମ୍ ଆଇସୋଲେଶନରେ ରହୁଥିବା କରୋନା ଆକ୍ରାନ୍ତ କିପରି ଫାଭିପିରାଭିର ଔଷଧ ଖାଇବେ, ସେନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ବାସ୍ଥ୍ୟ ବିଶେଷଜ୍ଞମାନେ ଆବଶ୍ୟକ ପରାମର୍ଶ ଦେଇଛନ୍ତି। ସୋମବାର ଆୟୋଜିତ ଖବରଦାତା ସମ୍ମିଳନୀରେ କଟକ ଏସ୍ସିବିର ମେଡିସିନ ବିଭାଗ ମୁଖ୍ୟ ଡା.…
ଭକ୍ତଙ୍କ ଲାଗି ଶ୍ରୀମନ୍ଦିର ଖୋଲିବାକୁ ଦାବି
ପୁରୀ ଅଫିସ,୬।୧୦: ଭକ୍ତଙ୍କ ଲାଗି ଶ୍ରୀମନ୍ଦିର ଖୋଲିବା ଦାବିରେ ମଙ୍ଗଳବାର ଧାରଣାରେ ବସିଛନ୍ତି ସୁଆର ମହାସୁଆର ନିଯୋଗର ପୂର୍ବତନ ସଭାପତି ଦାମୋଦର ମହାସୁଆର। ସେ ଅନ୍ୟ କେତେଜଣ ସେବାୟତଙ୍କ ସହ ଶ୍ରୀମନ୍ଦିର ସମ୍ମୁଖ ଅରୁଣ ସ୍ତମ୍ଭ ନିକଟରେ ଧାରଣା ଦେଇଛନ୍ତି। ଧାରଣାକାରୀମାନେ…
୧୩ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର,୬।୧୦(ବ୍ୟୁରୋ): ଉତ୍ତର ପଶ୍ଚିମ ବଙ୍ଗୋପସାଗର ଏବଂ ଓଡିଶା ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ଏବଂ ଏହାକୁ ଲାଗି ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଯୋଗୁ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୩ ଜିଲା ଗଜପତି, ଗଞ୍ଜାମ,…
ଋଣ ଶୁଝିବାକୁ ବ୍ୟାଙ୍କ ଲୁଟ୍
ଭୁବନେଶ୍ୱର,୬।୧୦ (ବ୍ୟୁରୋ): ରାଜଧାନୀ ଉପକଣ୍ଠ ନନ୍ଦନବିହାର ଓ ବରିମୁଣ୍ଡା ବ୍ୟାଙ୍କ୍ ଲୁଟ୍ ଘଟଣା ପର୍ଦ୍ଦାଫାଶ କରିଛି କମିଶନରେଟ ପୋଲିସ। ଏହି ଦୁଇ ଘଟଣାରେ ଜଣେ ହିଁ ସମ୍ପୃକ୍ତ ଥିବା ଜଣାପଡିଛି। ସେ ହେଲେ ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ଟାଙ୍ଗୀବନ୍ତ ଗଁାର ଶିକ୍ଷିତ…
ଶିବାଶିଷ ରାଉତ ଓଡ଼ିଶା ଟପ୍ପର
ଭୁବନେଶ୍ୱର, ୬।୧୦(ବ୍ୟୁରୋ): ଜେଇଇ ଆଡଭାନ୍ସଡ ୨୦୨୦ର ଫଳାଫଳ ସୋମବାର ଆଇଆଇଟି-ଦିଲ୍ଲୀ ପକ୍ଷରୁ ଘୋଷଣା କରାଯାଇଛି। ସାରା ଦେଶରେ ପ୍ରାୟ ୧.୫ ଲକ୍ଷ ଛାତ୍ରୀଛାତ୍ର ଏହି ପରୀକ୍ଷା ଦେଇଥିବାବେଳେ ୪୩,୨୦୪ଜଣ ପାସ୍ କରିଛନ୍ତି। କମନ୍ ର଼୍ୟାଙ୍କ୍ ଲିଷ୍ଟ (ସିଆର୍ଏଲ୍)ରେ ଚିରାଗ ଫାଲୋର ୩୯୬…

