Home Left

ମହାନଦୀ ଗର୍ଭରେ ଠାବ ହୋଇଛି ଗୋପୀନାଥ ମନ୍ଦିର: ପୁନଃଉଦ୍ଧାର ସହ ସ୍ଥାନାନ୍ତରଣ ପାଇଁ କେନ୍ଦ୍ର ସଂସ୍କୃତି ମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୧୮।୬(ବ୍ୟୁରୋ): ନୟାଗଡ଼ ଜିଲା ଭାପୁର ବ୍ଲକ ପଦ୍ମାବତୀ ଗ୍ରାମ ମହାନଦୀ ଗର୍ଭରେ ଠାବ ହୋଇଥିବା ୫ଶହ ବର୍ଷ ତଳ ପ୍ରାଚୀନ ଗୋପୀନାଥ ମନ୍ଦିରର ପୁନଃଉଦ୍ଧାର ସହ ଏହାକୁ ଅନ୍ୟ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ପାଇଁ ଗୁରୁବାର କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ…

ନୀରବତା ବି କହି ଦେଇଥାଏ ବହୁ କଥା: ସୁଶାନ୍ତ ସିଂଙ୍କ ମୃତ୍ୟୁରେ ଭାବୁକ ହେଲେ ବିଦ୍ୟୁତ୍‌ ଜାମଓ୍ବାଲ

ମୁମ୍ବାଇ, ୧୮।୬: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ପରେ ବିଭିନ୍ନ ମହଲରୁ ଭିନ୍ନ ଭିନ୍ନ ପ୍ରତିକ୍ରିୟା ଶୁଣିବାକୁ ମିଳୁଛି। ସୋସିଆଲ୍‌ ମିଡ଼ିଆରେ ବହୁ ୟୁଜର ନାନା ମନ୍ତବ୍ୟ ଦେଉଛନ୍ତି। ତେବେ ଦୁଇ ଦିନ ଧରି ଅଭିନେତା ବିଦ୍ୟୁତ୍‌ ଜାମଓ୍ବାଲ…

ପୋଲିସ ଷ୍ଟେଶନରେ ବଲିଉଡ୍‌ ଅଭିନେତା ସୁଶାନ୍ତଙ୍କ ବାନ୍ଧବୀ ରିଆ

ମୁମ୍ବାଇ,୧୮।୬: ବଲିଉଡ୍‌ ନାୟକ ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ଖବର ଏବେବି ଯେମିତି ଅସମାହିତ ପ୍ରଶ୍ନ ହୋଇରହିଛି। ଡିପ୍ରେଶନ ଯୋଗୁ ସେ ଆତ୍ମହତ୍ୟା କରି ଥାଇପାରନ୍ତି ବୋଲି କୁହାଯାଉଥିବା ବେଳେ ଏହା ଆତ୍ମହତ୍ୟା ନା ହତ୍ୟା ତାହା ଏବେବି ଅନେକଙ୍କ ମନରେ…

ସୁଶାନ୍ତଙ୍କ ସମ୍ମାନରେ ୩୪୦୦ ପରିବାରଙ୍କୁ ଭୋଜନ ଦେବେ ପ୍ରଗ୍ୟା

ମୁମ୍ବାଇ, ୧୮।୬: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ନେଇ ନିର୍ଦ୍ଦେଶକ ଅଭିଷେକ କପୁରଙ୍କ ପରିବାର ଦୁଃଖରେ ଭାଙ୍ଗି ପଡ଼ିଛନ୍ତି। ସୁଶାନ୍ତଙ୍କ ସହିତ ଅଭିଷେକଙ୍କ ପରିବାରର ଭଲ ସମ୍ପର୍କ ଥିଲା। ତେଣୁ ଅଭିଷେକଙ୍କ ସ୍ତ୍ରୀ ପ୍ରଗ୍ୟା କପୁର ସୁଶାନ୍ତଙ୍କ ସମ୍ମାନରେ…

ଗଞ୍ଜାମରେ ୧୩ କରୋନା ଯୋଦ୍ଧା ସମେତ ୫୬ ପଜିଟିଭ୍‌

ଛତ୍ରପୁର,୧୮ା୬(ଡି.ଏନ୍‌.): ଗଞ୍ଜାମ ଜିଲାରେ ଗୁରୁବାର ପୁଣି ୫୬ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିରେ ୧୩ କରୋନା ଯୋଦ୍ଧା ଅଛନ୍ତି। ଏମାନେ ସମସ୍ତେ ପଜିଟିଭ୍‌ଙ୍କ ସଂସ୍ପର୍ଶରେ ଆସି କରୋନା ଆକ୍ରାନ୍ତ ହୋଇଛନ୍ତି। ଫଳରେ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୫୫କୁ ବୃଦ୍ଧି…

ମୌସୁମୀ ଆସିବାର ୭ ଦିନ ପୂର୍ବରୁ ଏହି ମନ୍ଦିରରୁ ମିଳିଥାଏ ସଙ୍କେତ, ଛାତରୁ ଅଚାନକ ଗଳେ ପାଣି

ଭାରତର ବିଭିନ୍ନ ରାଜ୍ୟରେ ଭିନ୍ନ ଭିନ୍ନ ପରମ୍ପରା ରହିଛି। ଉତ୍ତର ପ୍ରଦେଶର କାନପୁରରେ ଥିବା ଏକ ମନ୍ଦିରରେ ଅଦ୍ଭୁତ ଦୃଶ୍ୟ ଦେଖିବାକୁ ମିଳେ। ଏଠାରେ ମୌସୁମୀ ପହଞ୍ଚିବା ପୂର୍ବରୁ ସଙ୍କେତ ମିଳିଯାଇଥାଏ। ମୌସୁମୀ ଆସିବାର ୭ ଦିନ ପୂର୍ବରୁ ମନ୍ଦିରର ଛାତରୁ…

କରୋନା ନେଲାଣି ୪୫ ପୋଲିସଙ୍କ ଜୀବନ

ମୁମ୍ବାଇ,୧୮।୬: ଦେଶରେ କରୋନା ସଂକ୍ରମଣ ବେଳକୁ ବେଳ ବଢି ଚାଲିଥିବା ବେଳେ ମହାରାଷ୍ଟ୍ରର ସ୍ଥିତି ଏବେବି ଉଦ୍‌ବେଗଜନକ ରହିଛି। ମହାରାଷ୍ଟ୍ରରେ ଏବେ ସୁଦ୍ଧା ୪୫ ଜଣ ପୋଲିସଙ୍କର କରୋନା ସଂକ୍ରମଣରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏହାସହ ଏପର୍ଯ୍ୟନ୍ତ ମହାରାଷ୍ଟ୍ରରେ ୩,୮୨୦…

ମାନସିକ ଚିକିତ୍ସା ପାଇଁ ଭାରତୀୟଙ୍କ ପାଖରେ ନାହିଁ ଟଙ୍କା

ନୂଆଦିଲ୍ଲୀ, ୧୮।୬: ପରିବର୍ତ୍ତିତ ଜୀବନ ଶୈଳୀରେ ବହୁ ଭାରତୀୟ ମାନସିକ ଅବସାଦ ଗ୍ରସ୍ତ ହୋଇଥାନ୍ତି। କେତେକ ଏହାର ଚିକିତ୍ସା ମଧ୍ୟ କରିଥାନ୍ତି। ଅପରପକ୍ଷରେ ଏହାର ଚିକିତ୍ସା ପାଇଁ ଲାଗୁ ଥିବା ଟଙ୍କାର ଅଭାବ ଯୋଗୁ ବହୁ ଲୋକ ନିଜର ସ୍ଥିତି ସହିତ…

ସିଙ୍ଗାପୁରରୁ ଆସିଲା ଖୁସି ଖବର: କରୋନା ସଂକ୍ରମଣ ରୋକିବାକୁ ସକ୍ଷମ ୫ ଆଣ୍ଟିବଡ଼ି

ସିଙ୍ଗାପୁର, ୧୮।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ପୃଥିବୀରେ ଆତଙ୍କ ସୃଷ୍ଟି ହୋଇଛି। ପ୍ରତିଦିନ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏପରିସ୍ଥଳେ ସିଙ୍ଗାପୁରରୁ ଖୁସି ଖବର ଆସିଛି। ଏଠାରେ କିଛି ବୈଜ୍ଞାନିକ ଲାବୋରେଟୋରିରେ ୫ ପ୍ରକାର ଆଣ୍ଟିବଡ଼ି ବିକଶିତ…

୧୦ମାସର ଶିଶୁକୁ ଛାଡି ମା’ର ଆତ୍ମହତ୍ୟା

ରତ୍ନଗିରି,୧୮।୬(ଡ଼ି.ଏନ୍‌.ଏ.): ପରିସ୍ଥିତି ଓ ପରିବେଶ ବେଳେ ବେଳେ କଠୋର ନିଷ୍ପତ୍ତି ନେବାକୁ ବାଧ୍ୟ କରିଥାଏ। ଯାହାର ଏକ ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି ବରୀ ବ୍ଲକ ଅଧିନସ୍ଥ ରମ୍ପା ପଞ୍ଚାୟତରେ। ଉକ୍ତ ଗ୍ରାମର ୨୭ବର୍ଷୀୟ ଲିଲି ସାମଲ ନାମ୍ନୀ ଜଣେ ମହିଳା…

ପୂର୍ବତନ କେନ୍ଦ୍ରମନ୍ତ୍ରୀ ସ୍ବର୍ଗତ ଅର୍ଜୁନ ଚରଣ ସେଠୀଙ୍କ ଏକାଦଶାହ ଉପଲକ୍ଷେ ସ୍ମୃତି ତର୍ପଣସଭା

ସଜନାଗଡ,୧୮।୬(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରି ଡାକବଙ୍ଗଳା ପରିସରରେ ଗୁରୁବାର ପୂର୍ବାହ୍ନରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ସ୍ବର୍ଗତ ଅର୍ଜୁନ ଚରଣ ସେଠୀଙ୍କ ଏକାଦଶାହ ଉପଲକ୍ଷେ ସ୍ମୃତି ତର୍ପଣସଭା ଅନୁଷ୍ଠିତ ହୋଇଛି। ସ୍ବର୍ଗତ ସେଠୀଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରି ତାଙ୍କର ସ୍କୃତିଚାରଣ କରିଥିଲେ। ଏହି…

ପୁରୀରୁ ପୁଣି ୧୬କରୋନା ପଜିଟଭ୍‌ ଚିହ୍ନଟ: ଜିଲାରେ ୨୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ପୁରୀ ଅଫିସ,୧୮।୬: ପୁରୀ ଜିଲାରୁ ଗୁରୁବାର ପୁଣି ୧୬କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ଦ୍ବିଶତକ ପାର କରିଛି। ନୂଆ ଚିହ୍ନଟ ହୋଇଥିବା ୧୬ଜଣଙ୍କ ସଂକ୍ରାନ୍ତରେ ଜିଲା ପ୍ରଶାସନ ପକ୍ଷରୁ କୌଣସି ତଥ୍ୟ ଦିଆଯାଇ ନାହିଁ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri