ଖୋଲିଲା ୪୬ ମିଶ୍ରଣ ସ୍କୁଲ
ଭୁବନେଶ୍ୱର,୨୧ା୭(ସୁଚିସ୍ମିତା ସାହୁ): ରାଜ୍ୟରେ ମିଶ୍ରଣ ପରେ ବନ୍ଦ ହୋଇଥିବା ସ୍କୁଲ ମଧ୍ୟରୁ ରାଜ୍ୟ ସରକାର ୪୬ଟିରୁ ତାଲା ଖୋଲିଛନ୍ତି। ଆଉ ୪ଟି ସ୍କୁଲ ଖୁବ୍ଶୀଘ୍ର ଖୋଲିବାକୁ ଯାଉଛି ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ମିଳିଛି। ପୂର୍ବ ସରକାରଙ୍କ…
୭୦ ସେକେଣ୍ଡରୁ କମ୍ ସମୟ ମଧ୍ୟରେ ବୈଭବ ସୂର୍ଯ୍ୟବଂଶୀଙ୍କ ଖୋଲିଗଲା ୫ ବଡ ରାଜ୍: ଦେଖନ୍ତୁ ଭିଡିଓ
ନୂଆଦିଲ୍ଲୀ,୨୧।୭: ଭାରତର କ୍ରିକେଟ୍ ସେନସେସନ୍ ବୈଭବ ସୂର୍ଯ୍ୟବଂଶୀଙ୍କ ଅନେକ ଭିଡିଓ ଭାଇରାଲ ହୋଇଥାଏ। ଅଧିକାଂଶ ଭିଡିଓ ତାଙ୍କ ବ୍ୟାଟିଂର। କିନ୍ତୁ ନିକଟରେ ତାଙ୍କର ଏକ ଭିଡିଓ ଭାଇରାଲ ହେଉଛି, ଯାହା ତାଙ୍କ ବ୍ୟାଟିଂ ଶୈଳୀର ନୁହେଁ ବରଂ ତାଙ୍କ ବିଷୟରେ କିଛି…
୨୦ ଦିନ ହେଲା ବିଏସ୍ଏନ୍ଏଲ ସେବା ଅଚଳ, ଉପଭୋକ୍ତା ହନ୍ତସନ୍ତ
ଦାରିଙ୍ଗବାଡ଼ି,୨୧ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ଗତ ୨୦ ଦିନରୁ ଊର୍ଦ୍ଧ୍ୱ ହେବ ବିଏସ୍ଏନ୍ଏଲର ମୋବାଇଲ ନେଟ୍ଓ୍ବର୍କ ସେବା ଅଚଳ ହୋଇପଡ଼ିଛି। ଫଳରେ ଉପଭୋକ୍ତାମାନେ ହଇରାଣ ଭୋଗୁଛନ୍ତି। ମୋବାଇଲ ସେବା ଅଚଳ ଯୋଗୁ ଗ୍ରାହକ ସେବାକେନ୍ଦ୍ର ସମେତ କ୍ଷୁଦ୍ର…
ଛାତ୍ର କଂଗ୍ରେସ ସଭାପତି ପଦରୁ ଉଦିତ୍ ନିଲମ୍ବିତ
ଭୁବନେଶ୍ୱର,୨୧ା୭: ରାଜ୍ୟ ଛାତ୍ର କଂଗ୍ରେସ ସଭାପତି ପଦରୁ ଉଦିତ୍ ପ୍ରଧାନଙ୍କୁ ନିଲମ୍ବନ କରାଯାଇଛି। ତେବେ ଉଦିତ୍ଙ୍କୁ ଜାତୀୟ ଛାତ୍ର କଂଗ୍ରେସ ସଭାପତି(NSUI) ନିଲମ୍ବନ କରିଛନ୍ତି। ଉଦିତ୍ଙ୍କ ନାମରେ ବଳାତ୍କାର ଅଭିଯୋଗ ଆସିବା ପରେ ତାଙ୍କୁ ଦଳରୁ ନିଲମ୍ବନ କରାଯାଇଛି। ସୂଚନାଯୋଗ୍ୟ, ଜଣେ…
୨୨ ମିନିଟ ମଧ୍ୟରେ ସବୁକିଛି ହୋଇଗଲା ଧୂଳିସାତ୍: ମୌସୁମୀ ଅଧିବେଶନ ପୂର୍ବରୁ କାହିଁକି ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଳ୍ଲୀ,୨୧।୭: ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ ଆରମ୍ଭ ହେଉଛି। ସଂସଦ ଅଧିବେଶନରେ ବିରୋଧୀ ଦଳ ଅନେକ ପ୍ରସଙ୍ଗରେ ସମ୍ପୂର୍ଣ୍ଣ ଆକ୍ରମଣାତ୍ମକ ହେବାର ଆଶା କରାଯାଉଛି। ଅଧିବେଶନ ଆରମ୍ଭ ହେବା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସଂସଦ ପରିସରରେ କହିଥିଲେ, ମୌସୁମୀ ନବସୃଜନ…
ଏମ୍କେସିଜିରେ ଡାକ୍ତରଙ୍କୁ ମାଡ଼ ଅଭିଯୋଗ, ଜଣେ ଅଟକ
ବ୍ରହ୍ମପୁର,୨୧ା୭(ସୁବାସ ଚନ୍ଦ୍ର ପାଢ଼ୀ): ଚିକିତ୍ସା ଅବହେଳା ଅଭିଯୋଗରେ ଏମ୍କେସିଜି ଜଣେ ଡକ୍ଟରଙ୍କୁ ମାଡ଼ ମରାଯାଇଥିବା ନେଇ ଅଭିଯୋଗ ହୋଇଛି। ବୈଦ୍ୟନାଥପୁର ପୋଲିସ ଏ ସଂକ୍ରାନ୍ତରେ ଏକ ମାମଲା ରୁଜୁ କରିଛି। ଆକ୍ରମଣକାରୀଙ୍କୁ କାବୁ କରି ଥାନାରେ ଅଟକ ରଖିଛି। କାର୍ଯ୍ୟରତ ଜଣେ…
ରାତାରାତି କୋଟିପତି ହୋଇଗଲେ ମୁଖ୍ୟମନ୍ତ୍ରୀଙ୍କ ସ୍ତ୍ରୀ: ଗୋଟିଏ ଦିନରେ ରୋଜଗାର କଲେ ଏତିକି କୋଟି ଟଙ୍କା, ଜାଣନ୍ତୁ କେମିତି
ହାଇଦ୍ରାବାଦ୍,୨୧।୭: ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁଙ୍କ ପତ୍ନୀ ନାରା ଭୁବନେଶ୍ୱରୀ ଶେୟାର ବଜାରରେ ହଇଚଇ ସୃଷ୍ଟି କରିଛନ୍ତି। ଗୋଟିଏ ଦିନରେ ସେ ୭୯ କୋଟି ଟଙ୍କା ରୋଜଗାର କରିଥିଲେ। ହେରିଟେଜ ଫୁଡ୍ସ ଲିମିଟେଡର ଶେୟାରରେ ଏକ ବିରାଟ ବୃଦ୍ଧି ଯୋଗୁ…
ଅଭିଯୁକ୍ତଙ୍କୁ ଜାମିନ ଦେଇ କବିତା ଶୁଣାଇଲେ ବିଚାରପତି: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ
ନୂଆଦିଲ୍ଲୀ, ୨୧ା୭:ଦିଲ୍ଲୀର ରୋହିଣୀ କୋର୍ଟରୁ ଏକ ନିଆରା ମାମଲା ସାମ୍ନାକୁ ଆସିଛି। ଏକ ସମ୍ପତ୍ତି ବିବାଦ ମାମଲାରେ ଜୁଡିସିଆଲ ମାଜିଷ୍ଟ୍ରେଟ୍ (ଫାର୍ଷ୍ଟ କ୍ଲାସ୍) ରୋହିତ କୁମାର ଅଭିଯୁକ୍ତଙ୍କୁ ଜାମିନ ଦେବା ସମୟରେ ଏକ କବିତା ଶୁଣାଇଛନ୍ତି। ଏହି କବିତା ମାଧ୍ୟମରେ ସେ…
କିଟିକିଟି ଅନ୍ଧାରରେ ବ୍ଲକ୍ ମୁଖ୍ୟାଳୟ, ବାରମ୍ବାର ଖବର ପ୍ରସାରଣ ମଧ୍ୟ କାହାର ନଜର ପଡୁନି
ଥୁଆମୂଳ ରାମପୁର,୨୧ା୭(ଦୁର୍ଗା କୀର୍ତ୍ତି): ଅନ୍ଧାରରେ କିଟକିଟି ବ୍ଲକ ମୁଖ୍ୟାଳୟ। କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାଠାରେ ଡିଏମ୍ଏଫ୍ ଗ୍ରାଣ୍ତରୁ ଗତ ୨୦୧୭ ଆର୍ଥିକ ବର୍ଷାରେ ୧୭,୯୨.୭୮୦ ଟଙ୍କା ଖର୍ଚ୍ଚରେ ସୋଲାର ଷ୍ଟ୍ରିଟ୍ ଲାଇଟ୍ ତହସିଲ କାର୍ଯ୍ୟାଳୟଠାରୁ ଆରମ୍ଭ କରି…
ସବୁଜିମା ହେବ ଲଣ୍ଡା ପାହାଡ଼, ସିଡ୍ ବଲ୍ ତିଆରିରେ ବ୍ୟସ୍ତ ଆଦିବାସୀ ମହିଳା
ଦାରିଙ୍ଗବାଡ଼ି,୨୧ା୭(ଅରୁଣ ସାହୁ): ସାରା ପୃଥିବୀରେ ଜଳବାୟୁ ପରିବର୍ତ୍ତନକୁ ନେଇ ଚିନ୍ତା ବଢ଼ିଥିବା ବେଳେ ଏହାର ପ୍ରଭାବ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ମଧ୍ୟ ଦେଖିବାକୁ ମିଳିଛି। ଅନେକ ଗାଁରେ ଜଙ୍ଗଲ ଉଜୁଡ଼ି ଯାଇଥିବା ବେଳେ ଲୋକଙ୍କ ମଧ୍ୟରେ ସଚେତନ ବୃଦ୍ଧି ପାଉଛି।…
ଶାନ୍ତି ପାଇଁ ୟୁକ୍ରେନ ଆଗରେ ବଡ଼ ସର୍ତ୍ତ ରଖିଲେ ପୁଟିନ୍: ନ ମାନିଲେ…
ମସ୍କୋ,୨୧ା୭:ୟୁକ୍ରେନ୍ ସହ ଶାନ୍ତି ଆଲୋଚନା ନେଇ ପ୍ରସ୍ତୁତ ଥିବା ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର୍ ପୁଟିନ୍ କହିଥିବାବେଳେ ଏଥିପାଇଁ ମସ୍କୋ ବଡ଼ ସର୍ତ୍ତ ରଖିଛି। ରୁଷିଆ ଏହାର ମୁଖ୍ୟ ଲକ୍ଷ୍ୟ ହାସଲ କରିବାକୁ ପ୍ରତିବଦ୍ଧ ବୋଲି କ୍ରେମ୍ଲିନ୍ ମୁଖପାତ୍ର ଡିମିଟ୍ରି ପେସ୍କୋଭ୍ କହିଛନ୍ତି।…
ସ୍କୁଲ ଭିତରେ ଛାତ୍ରୀଙ୍କୁ ଅସଦାଚରଣ: ବନ୍ଧା ହେଲେ ୨ ଶିକ୍ଷକ
ଜଳେଶ୍ୱର,୨୧ା୭(ନବୀନ ସାହୁ): ସ୍କୁଲରେ ନବମ ଶ୍ରେଣୀର ଛାତ୍ରୀଙ୍କୁ ଅସଦାଚରଣ ମାମଲାରେ ଦୁଇ ଶିକ୍ଷକ ଗିରଫ ହୋଇଛନ୍ତି। ଚମାରଗାଁ ପୃଥୁନାଥ ସରକାରୀ ଉଚ୍ଚ ବିଦ୍ୟାଳୟର ସହକାରୀ ଶିକ୍ଷକ କୈଳାସ ଚନ୍ଦ୍ର ବେଜ ଓ ପ୍ରଧାନଶିକ୍ଷକ ଭବାନୀ ଶଙ୍କର ପାଳଙ୍କୁ ଗିରଫ କରିଛି ରାଇବଣିଆ…
Archives


