ଏନ୍ଜିଟି କାଠଗଡ଼ାରେ ସୁକିନ୍ଦା ରେଲୱେ ସାଇଡିଂ
ଯାଜପୁର ଅଫିସ, ୧୮ା୬: ପୂର୍ବତଟ ରେଳପଥ ଅଧୀନ ସୁକିନ୍ଦା ରେଲୱେ ସାଇଡିଂରେ ବାୟୁ ଓ ଜଳ ପ୍ରଦୂଷଣ ନିୟନ୍ତ୍ରଣ ଆଇନକୁ ଉଲ୍ଲଂଘନ କରାଯାଉଥିବା ଅଭିଯୋଗରେ ଜାତୀୟ ଗ୍ରୀନ ଟ୍ରିବ୍ୟୁନାଲ(ଏନ୍ଜିଟି)ରେ ମାମଲା (ଆବେଦନ ନମ୍ବର-୩୪/୨୦୨୦)ରେ ରୁଜୁ ହୋଇଛି। ଏହି ମାମଲା ଉପରେ ଏନ୍ଜିଟିର…
ଆଜିଠୁ ଆଦର୍ଶ ବିଦ୍ୟାଳୟରେ ନାମଲେଖା
ଭୁବନେଶ୍ୱର, ୧୮ା୬(ବ୍ୟୁରୋ): ରାଜ୍ୟରେ ଥିବା ସମସ୍ତ ୨୧୪ ଆଦର୍ଶ ବିଦ୍ୟାଳୟରେ ଗୁରୁବାରଠାରୁ ନାମଲେଖା ପ୍ରକ୍ରିୟା ଆରମ୍ଭ ହେବ। ଷଷ୍ଠ ଶ୍ରେଣୀରେ ନାମ ଲେଖାଇବାକୁ ଥିବା ଛାତ୍ରୀଛାତ୍ରଙ୍କ ନାମ ମେଧା ତାଲିକାରେ ପ୍ରକାଶ ପାଇଛି। ଏହି ଛାତ୍ରୀଛାତ୍ରମାନେ ୧୮ରୁ ୨୭ ତାରିଖ ମଧ୍ୟରେ…
ଟେକ୍ନୋଲୋଜି, ସ୍ବୟଂକ୍ରିୟ ବ୍ୟବସ୍ଥାରେ ଧାନ ସଂଗ୍ରହ ତ୍ବରାନ୍ବିତ କରାଯାଇଛି:ମନ୍ତ୍ରୀ
ଭୁବନେଶ୍ୱର,୧୮ା୬(ବ୍ୟୁରୋ): ୨୦୧୯-୨୦ ଖରିଫ, ରବିଧାନ ସଂଗ୍ରହରେ ଟେକ୍ନୋଲୋଜି ବ୍ୟବହାର ଏବଂ ସ୍ବୟଂକ୍ରିୟ ବ୍ୟବସ୍ଥାର ଉପଯୋଗ କରି ରେକର୍ଡ ପରିମାଣର ଧାନ ସଂଗ୍ରହ କରାଯାଇଛି। ଧାନ ବିକ୍ରି ନିମନ୍ତେ ଅନ୍ଲାଇନରେ ଚାଷୀଙ୍କ ନାମ ପଞ୍ଜୀକରଣ, ପି-ପାସ୍ ଏବଂ ଆଗୁଆ ଟୋକନ୍ ମାଧ୍ୟମରେ ଚାଷୀଙ୍କଠାରୁ…
ଘୂର୍ଣ୍ଣିବଳୟ: ୬ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର,୧୮ା୬(ବ୍ୟୁରୋ): ଝାଡ଼ଖଣ୍ଡ ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଏବଂ କୋରାପୁଟ ଜିଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା…
ଆଜି କ୍ୟାବିନେଟ୍, ୪ ପ୍ରସ୍ତାବକୁ ମିଳିପାରେ ମଞ୍ଜୁରୀ
ଭୁବନେଶ୍ୱର,୧୮ା୬(ବ୍ୟୁରୋ): ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍ ବୈଠକ ଗୁରୁବାର ସା ୭ଟା ୪୫ମିନିଟ୍ ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ। ଭିଡିଓ କନ୍ଫରେନ୍ସଂ ଜରିଆରେ ମୁଖ୍ୟମନ୍ତ୍ରୀ ବୈଠକରେ ସାମିଲ ହେବାକୁ ଥିବାବେଳେ ଏଥିରେ ମୋଟ ୪ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ…
ପଦ୍ମଶ୍ରୀ ପାଇଁ ବିଜୟନଙ୍କ ନାମ ସୁପାରିସ କଲା ଏଆଇଏଫ୍ଏଫ୍
ନୂଆଦିଲ୍ଲୀ, ୧୮ା୬ (ପି.ଟି.)- ସର୍ବଭାରତୀୟ ଫୁଟ୍ବଲ ମହାସଂଘ (ଏଆଇଏଫ୍ଏଫ୍) ଦେଶର ଚତୁର୍ଥ ସର୍ବୋଚ୍ଚ ବେସାମରିକ ପୁରସ୍କାର ପଦ୍ମଶ୍ରୀ ପାଇଁ ପୂର୍ବତନ ଅଧିନାୟକ ଆଇଏମ୍ ବିଜୟନଙ୍କ ନାମ ସୁପାରିସ କରିଛି। ୫୧ ବର୍ଷୀୟ ପୂର୍ବତନ ଷ୍ଟ୍ରାଇକର ଭାରତ ତରଫରୁ ୯୦ ଦଶକ ପ୍ରାରମ୍ଭରେ…
ବନ ବିଭାଗ ଶୋଇଗଲା: ବନ୍ୟପ୍ରାଣୀ ଅପରାଧ ବଢ଼ିଗଲା
ଭୁବନେଶ୍ୱର, ୧୮ା୬(ବ୍ୟୁରୋ): ସବୁଜ ଓଡ଼ିଶାର ସ୍ବପ୍ନ ଦେଖୁଛନ୍ତି ସରକାର। ଜଙ୍ଗଲ ସୃଷ୍ଟି ଓ ସୁରକ୍ଷା ପାଇଁ ସ୍ବତନ୍ତ୍ର ବିଭାଗ କାର୍ଯ୍ୟ କରୁଥିବାବେଳେ ବଡ଼ ବଡ଼ ଅଫିସର ଦାୟିତ୍ୱରେ ରହୁଛନ୍ତି। ହେଲେ ସବୁଜ ବନାନୀକୁ ପ୍ରକୃତ ସୁରକ୍ଷା ଦେଉଥିବା ହାତୀ, ବାଘ ଭଳି…
ରଥଯାତ୍ରା ନେଇ ଆଜି ହେବ ଚୂଡ଼ାନ୍ତ ନିଷ୍ପତ୍ତି
ଭୁବନେଶ୍ୱର,୧୮ା୬(ବ୍ୟୁରୋ): ପୁରୀ ରଥଯାତ୍ରା ଆୟୋଜନକୁ ନେଇ ଲାଗି ରହିଥିବା ଅନିଶ୍ଚିନ୍ତତାର ଅନ୍ତ ଘଟିବ। ଚଳିତବର୍ଷ ରଥଯାତ୍ରା ନ କରିବାକୁ ଓଡ଼ିଶା ବିକାଶ ପରିଷଦ ପକ୍ଷରୁ ସୁପ୍ରିମକୋର୍ଟରେ ଫାଇଲ ହୋଇଥିବା ଆବେଦନର ଶୁଣାଣି ଗୁରୁବାର ହେବ। ପ୍ରଧାନ ବିଚାରପତି ଶରଦ ଅରବିନ୍ଦ ବୋବଡେଙ୍କ…
୩୫ହଜାରଙ୍କୁ ଛଟେଇ କରିବ ଏଚ୍ଏସ୍ବିସି
ଲଣ୍ଡନ,୧୮।୬: ଇଂଲଣ୍ଡ ଭିତ୍ତିକ ଦି ହଂକଂ ଆଣ୍ଡ ସାଂଘାଇ ବ୍ୟାଙ୍କିଙ୍ଗ୍ କର୍ପୋରେଶନ (ଏଚ୍ଏସ୍ବିସି) ମଧ୍ୟବର୍ତ୍ତୀ କାଳୀନ ସମୟ ପାଇଁ ତା’ର ପ୍ରାୟ ୩୫ହଜାରରୁ ଉର୍ଦ୍ଧ୍ୱ କର୍ମଚାରୀଙ୍କୁ ଛଟେଇ କରିବ ବୋଲି ଜଣାପଡିଛି। ବୁଧବାର ରଏଟର୍ସକୁ ବ୍ୟାଙ୍କ ଏ ନେଇ ସୂଚନା ଦେଇଛି।…
ପ୍ରତି ପଞ୍ଚାୟତରେ ହେବ କୋଭିଡ୍ କେୟାର ହୋମ୍
ଭୁବନେଶ୍ୱର,୧୮ା୬(ବ୍ୟୁରୋ): କରୋନା (କୋଭିଡ୍-୧୯) ମୁକାବିଲା ପାଇଁ ରାଜ୍ୟ ସରକାର ନିଜର ରଣନୀତିରେ ପରିବର୍ତ୍ତନ କରିଛନ୍ତି। କରୋନା ରୋଗୀଙ୍କ ଚିକିତ୍ସା ପାଇଁ ପ୍ରତ୍ୟେକ ପଞ୍ଚାୟତରେ କୋଭିଡ୍ କେୟାର ହୋମ୍ ସ୍ଥାପନ କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିରେ ୧୦ରୁ ୨୦ ଜଣ ବ୍ୟକ୍ତି…
ଫାର୍ମାସିଷ୍ଟଙ୍କ ଭରସାରେ ୧୨ ପଞ୍ଚାୟତବାସୀ
ବଇଣ୍ଡା, ୧୮ା୬(ଡି.ଏନ.ଏ.) ସ୍ବାସ୍ଥ୍ୟକେନ୍ଦ୍ର ଅଛି। ହେଲେ ସେବା ଯୋଗାଇବାକୁ ୮ମାସ ହେଲା ଡାକ୍ତର ନାହାନ୍ତି। ବାରମ୍ବାର ଦାବି ସତ୍ତ୍ୱେ ଜିଲା ପ୍ରଶାସନ ପଦକ୍ଷେପ ନେଉ ନ ଥିବାରୁ ଫାର୍ମାସିଷ୍ଟଙ୍କ ଉପରେ ନିର୍ଭର କରୁଛନ୍ତି ଅନୁଗୋଳ ଜିଲା କିଶୋରନଗର ଓ ଆଠମଲ୍ଲିକ ବ୍ଲକର…
ଚାଇନା ବିରୋଧରେ ଏକାଠି ହେଲେ ବ୍ୟବସାୟୀ
ନୂଆଦିଲ୍ଲୀ,୧୮।୬: ଚାଇନା ସେନା ଦ୍ୱାରା ଭାରତୀୟ ସୈନିକଙ୍କ ଉପରେ ହୋଇଥିବା ଆକ୍ରମଣକୁ ସର୍ବଭାରତୀୟ ବ୍ୟବସାୟୀ ମହାସଂଘ (ସିଏଆଇଟି) ପକ୍ଷରୁ ନିନ୍ଦା କରାଯାଇଛି। ଚାଇନାର ଏଭଳି ନୀତିକୁ ନେଇ କ୍ରୋଧ ପ୍ରକାଶ କରିବା ସହ ଚାଇନା ସାମଗ୍ରୀକୁ ବର୍ଜନ,ଭାରତୀୟ ସାମଗ୍ରୀକୁ ଉତ୍ସାହିତ କରିବା…
Archives


