Home Left

ଋଣ ମୋରାଟୋରିୟମ ସ୍କିମ୍‌ର ତର୍ଜମା ଲାଗି ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୮।୬: ମିଆଦୀ ଋଣ ଉପରେ ସରକାର ପ୍ରଦାନ କରିଥିବା ମୋରାଟୋରିୟମ ସୁବିଧାକୁ ତର୍ଜମା କରିବା ଲାଗି ବୁଧବାର ସୁପ୍ରିମକୋର୍ଟ ଉଭୟ କେନ୍ଦ୍ର ସରକାର ଏବଂ ରିଜର୍ଭ ବ୍ୟାଙ୍କକୁ ନିର୍ଦ୍ଦେଶ ଦେଇଛନ୍ତି। କୃଷି କ୍ଷେତ୍ର ସମେତ ଅନ୍ୟ କ୍ଷେତ୍ରଗୁଡିକ ଲାଗି ବିଭିନ୍ନ ଯୋଜନା…

୬ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୭।୬(ବ୍ୟୁରୋ)-ଝାଡ଼ଖଣ୍ଡ ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଏବଂ କୋରାପୁଟ ଜିଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର…

ଦିଲ୍ଲୀ ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ କରୋନା

ନୂଆଦିଲ୍ଲୀ,୧୭।୬: ଦିଲ୍ଲୀର ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ  କରୋନାରେ ପୀଡ଼ିତ ହୋଇଛନ୍ତି। ଦ୍ୱିତୀୟ ଥର ତାଙ୍କର କରୋନା ଯାଞ୍ଚ କରାଯାଇଥିବା ବେଳେ ବୁଧବାର ଆସିଥିବା ରିପୋର୍ଟରେ କରୋନା ପଜିଟିଭ୍‌ ବାହାରିଛି। କରୋନାରେ ପୀଡ଼ିତ ହେବା ପରେ ତାଙ୍କୁ ଦିଲ୍ଲୀର ରାଜୀବ ଗାନ୍ଧୀ ହସ୍ପିଟାଲରେ…

ବ୍ୟାଙ୍କରୁ ଚୋରି ଉଦ୍ୟମ ବିଫଳ, ଆଇରନ୍‌ ଚେଷ୍ଟ ଭାଙ୍ଗି ନ ପାରି ଫେରିଗଲେ

ଶେରଗଡ଼,୧୭ା୬(ଡି.ଏନ୍‌.ଏ.)- ଶେରଗଡ଼ ବ୍ଲକ ଠୁରୁବୁରାଇ ଗ୍ରାମସ୍ଥିତ ଉତ୍କଳ ଗ୍ରାମୀଣ ବ୍ୟାଙ୍କ ଶାଖାରୁ ମଙ୍ଗଳବାର ରାତିରେ ଦୁର୍ବୃତ୍ତ ଚୋରି ଉଦ୍ୟମ କରିଥିଲେ। ବ୍ୟାଙ୍କର ମୁଖ୍ୟ କବାଟ ଭାଙ୍ଗି ଭିତରେ ପଶିଥିଲେ ମଧ୍ୟ ଆଇରନ ଚେଷ୍ଟ ଭାଙ୍ଗବିବାରେ ବିଫଳ ହୋଇଥିଲେ। ସକାଳୁ ବ୍ୟାଙ୍କ କବାଟ…

ଚୀନ୍‌ ରାଷ୍ଟ୍ରପତିଙ୍କ କୁଶପୁତ୍ତଳିକା ଦାହ: ଶହୀଦ ଯବାନଙ୍କୁ ଦିଆଗଲା ଶ୍ରଦ୍ଧାଞ୍ଜଳି

କଟକ ଅଫିସ,୧୭ା୬: କଟକ ମାରୱାଡ଼ି ସମାଜ ପକ୍ଷରୁ ବୁଧବାର ସ୍ଥାନୀୟ ନୟାସଡ଼କଠାରେ ଶହୀଦ ଯବାନଙ୍କ ଉଦ୍ଦେଶ୍ୟରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ଶହୀଦ ୨୦ ଜଣ ଯବାନଙ୍କ ମଧ୍ୟରେ ଓଡ଼ିଶାର ମୟୂରଭଞ୍ଜ ଜିଲାର ନନ୍ଦୁରାମ ସୋରେନ ଓ କନ୍ଧମାଳ ଜିଲାର ଚନ୍ଦ୍ରକାନ୍ତ ପ୍ରଧାନ…

ସହରରେ ବି ସେମାନଙ୍କୁ ସ୍ବପ୍ନ: ଦୁଇ ବୃଦ୍ଧାଙ୍କୁ ମିଳିପାରୁନି ରାଶନ କାର୍ଡ଼, ଆବାସ, ବିଜୁଳି

କଟକ ଅଫିସ,୧୭ା୬: ପ୍ରଶାସନିକ କାର୍ଯ୍ୟାଳୟଠାରୁ ଦୂରରେ ଥିବା ଗ୍ରାମାଞ୍ଚଳରେ ସରକାରୀ ସୁବିଧା ଅପହଞ୍ଚ ଥିବା ସମସ୍ତେ ଜାଣନ୍ତି। କିନ୍ତୁ ଖୋଦ୍‌ ସହରରେ ଯଦି ସାଧାରଣ ଲୋକ ତାହା ପାଇବାରୁ ବଞ୍ଚତ୍ତ ହୁଅନ୍ତି, ତେବେ ଏଥିରେ ବ୍ୟବସ୍ଥାର ଦୋଷ ବୋଲି ଧରାଯିବ। କଟକ…

ପୂର୍ବତନ କେନ୍ଦ୍ରମନ୍ତ୍ରୀ ରଘୁବଂଶ ପ୍ରସାଦ କରୋନାରେ ପୀଡ଼ିତ

ପାଟନା,୧୭।୬: ଚାଇନାର ଉହାନରୁ ଆରମ୍ଭ ହୋଇଥିବା କରୋନା ଭାଇରସ୍‌ ସଂକ୍ରମଣର ପ୍ରକୋପ ଏବେ ଭାରତରେ ଦିନକୁ ଦିନ ଜଟିଳ ହେବାରେ ଲାଗିିଛି। ଏହାର ମୁକାବିଲା ପାଇଁ କୌଣସି ଭ୍ୟାକସିନ୍‌ ବାହାରି ନ ଥିବା ବେଳେ ଏହା କବଳରୁ କେହି ବର୍ତ୍ତିପାରୁ ନାହାନ୍ତି।…

ଲଦାଖରେ ଚୀନ ଯବାନଙ୍କ ସହ ସଂଘର୍ଷବେଳେ ଶହୀଦ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି

ବୁଗୁଡ଼ା,୧୭ା୬(ଡି.ଏନ.ଏ.)- ଲଦାଖ ଗଲଓ୍ବାନ୍‌ ଘାଟିରେ ସୋମବାର ଚୀନ-ଭାରତ ସେନା ମୁହଁାମୁହିଁ ହୋଇଥିଲେ। ଭାରତୀୟ ଯବାନ ଚୀନର ୪୩ ଜଣ ଯବାନଙ୍କୁ ମାରିଥିଲେ। ବୀରତ୍ୱର ସହ ଲଢ଼େଇ କରି ଜଣେ କର୍ନଲଙ୍କ ସହ ୨୦ ଭାରତୀୟ ଯବାନ ଶହୀଦ ହୋଇଥିଲେ। ସ୍ଥାନୀୟ ପୂର୍ତ୍ତ…

ବିଶ୍ୱ ଚାମ୍ପିୟନ ସ୍ପ୍ରିଣ୍ଟର କୋଲ୍‌ମ୍ୟାନ୍‌ ସସ୍‌ପେଣ୍ଡ

ଓ୍ବାଶିଂଟନ, ୧୭ା୬ (ଏପି): ଡ୍ରଗ୍ସ ଟେଷ୍ଟ ବେଳେ ଅନୁପସ୍ଥିତ ଯୋଗୁ ଆଥଲେଟିକ୍ସ ଇଣ୍ଟିଗ୍ରିଟି ୟୁନିଟ୍‌ (ଏଆଇୟୁ) ୧୦୦ମିଟର ବିଶ୍ୱ ଚାମ୍ପିୟନ ଖ୍ରିଷ୍ଟିଆନ କୋଲ୍‌ମ୍ୟାନଙ୍କୁ ସାମାୟିକ ସସ୍‌ପେଣ୍ଡ କରିଛି। ଓ୍ବାଲର୍‌ଡ ଆଥଲେଟିକ୍ସ ଆଣ୍ଟି-ଡୋପିଂ ରୁଲ୍ସ କିମ୍ବା ଇଣ୍ଟିଗ୍ରିଟି କୋଡ୍‌ ଅଫ୍‌ କଣ୍ଡକ୍ଟ ଅଧୀନରେ…

ଧର୍ମଗୁଳାରେ ଜିତିଲେ ଦାରିଙ୍ଗବାଡି ବ୍ଲକ ଅଧ୍ୟକ୍ଷା

ଦାରିଙ୍ଗବାଡ଼ି,୧୭।୬(ଡି.ଏନ୍‌.ଏ.)- ଦାରିଙ୍ଗବାଡ଼ି ବ୍ଲକ ଅଧ୍ୟକ୍ଷ ପଦବୀ ପାଇଁ ବୁଧବାର ଉପନିର୍ବାଚନ ହୋଇଥିଲା। କଂଗ୍ରେସ ସମର୍ଥିତ ତାଜୁଙ୍ଗିଆ ସମିତିସଭ୍ୟା ରୁଦା ମଲ୍ଲିକ ଧର୍ମଗୁଳାରେ ବିଜୟୀ ହୋଇଛନ୍ତି। ପୂର୍ବାହ୍ନ ୧୦ଟାରେ ୨୪ ସମିତିସଭ୍ୟା ସଭ୍ୟ ବ୍ଲକ କାର୍ଯ୍ୟାଳୟରେ ପହଞ୍ଚତ୍ଥିଲେ। ତାଜୁଙ୍ଗିଆ ସମିତିସଭ୍ୟା ରୁଦା ମଲିକ…

ଦ୍ରୋଣାଚାର୍ଯ୍ୟ ପୁରସ୍କାର ପାଇଁ ଆବେଦନ କଲେ ରମେଶ

ବେଙ୍ଗାଲୁରୁ ୧୭ା୬ (ପି.ଟି.): ଭାରତୀୟ ପୁରୁଷ ହକି ଦଳର ପୂର୍ବତନ ହକି କୋଚ୍‌ ରମେଶ ପରମେଶ୍ୱରନ ସମ୍ମାନଜନକ ଦ୍ରୋଣାଚାର୍ଯ୍ୟ ପୁରସ୍କାର ପାଇଁ ଆବେଦନ କରିଛନ୍ତି। କୋଚିଂରେ ଉଲ୍ଲେଖନୀୟ ସଫଳତା ହାସଲ କରିଥିବା କୋଚ୍‌ଙ୍କୁ ଦେଶର ଏହି ସର୍ବୋଚ୍ଚ ସମ୍ମାନ ଦିଆଯାଇଥାଏ। ହକି…

ସୂର୍ଯ୍ୟପରାଗ ଯୋଗୁ ପରିବର୍ତ୍ତନ ହେଲା ମା’ ବୈଷ୍ଣୋଦେବୀଙ୍କ ଆଳତୀ ସମୟ

ଜମ୍ମୁ,୧୭।୬: ସୂର୍ଯ୍ୟପରାଗ ଜୁନ ୨୧ରେ ପଡ଼ୁଥିବାରୁ ମା’ ବୈଷ୍ଣୋଦେବୀଙ୍କ ଆଳତୀ ସମୟରେ ପରିବର୍ତ୍ତନ କରାଯାଇଛି। ସକାଳ ୬ଟା ୨୦ରେ ହେବାକୁ ଥିବା ଆଳତୀ ଏବେ ଦ୍ୱିପ୍ରହର ୨ଟା ୨୦ରେ କରାଯିବ। ଏନେଇ ଶ୍ରାଇନ୍‌ ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ, କରୋନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri