ଏକାସାଙ୍ଗରେ ୪ଶିଶୁଙ୍କୁ ଜନ୍ମ ଦେଲେ ମହିଳା
ଜୟପୁର,୧୭।୬: କରୋନା ମହାମାରୀ ସଙ୍କଟ ମଧ୍ୟରେ ରାଜସ୍ଥାନର ନାଗୋରରୁ ଏକ ଭଲ ଖବର ସାମ୍ନାକୁ ଆସିଛି। ଡିଡଓ୍ବାନାର ଉତ୍ତମ ହସ୍ପିଟାଲରେ ସଞ୍ଜୁ ଦେବୀ ନାମ୍ନୀ ଜଣେ ମହିଳା ଏକାସାଙ୍ଗରେ ୪ଶିଶୁଙ୍କୁ ଜନ୍ମ ଦେଇଛନ୍ତି। ସବୁଠାରୁ ବଡ଼ କଥା ହେଉଛି ସଞ୍ଜୁଙ୍କ ନର୍ମାଲ…
ସୋସିଆଲ ମିଡିିଆରେ ଟ୍ରୋଲ ହେବା ପରେ କମେଣ୍ଟ ସେକ୍ସନ ବନ୍ଦ କଲେ ସୋନମ
ମୁମ୍ବାଇ : ରବିବାର ସୁଶାନ୍ତ ସିଂ ରାଜପୁତ ଆତ୍ମହତ୍ୟା କରିବା ଖାଲି ସିନେ ଜଗତ ନୁହେଁ, ସମଗ୍ର ଦେଶବାସୀଙ୍କୁ ଚକିତ କରିଛି। ସମସ୍ତେ ଏହି ଆତ୍ମହତ୍ୟାର କାରଣ ଖୋଜୁଛନ୍ତି। ସୁଶାନ୍ତଙ୍କ ଘରୁ ମଧ୍ୟ ସୁଇସାଇଡ୍ ନୋଟ୍ ଜବତ ହୋଇନାହିଁ। ଅନ୍ୟପଟେ ସୋସିଆଲ…
ଏଏପି ବିଧାୟିକା କରୋନାରେ ଆକ୍ରାନ୍ତ
ନୂଆଦିଲ୍ଲୀ,୧୭।୬: ଦିଲ୍ଲୀରେ କରୋନା ସଂକ୍ରମଣ ସଙ୍କଟ ଦିନକୁ ଦିନ ଭୟାବହ ହେବାରେ ଲାଗିଛି। ଏଥିରୁ କରୋନା ଯୋଦ୍ଧା କି ନେତା ମନ୍ତ୍ରୀ ମଧ୍ୟ ବର୍ତ୍ତି ପାରୁନାହାନ୍ତି। ଇତିମଧ୍ୟରେ ଆମ ଆଦମୀ ପାର୍ଟି(ଏଏପି)ର ବିଧାୟିକା ଅତିଶି ବୁଧବାର କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।…
ରୋଗ ପ୍ରତିରୋଧକ ଶକ୍ତି ବଢ଼ାଏ ତୁଳସୀ କ୍ଷୀର
ତୁଳସୀ ପତ୍ରରେ ଅନେକ ଔଷଧୀୟ ଗୁଣ ଭରି ରହିଛି। ଏହାସହ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ବଢ଼ାଇବା ଲାଗି ଏହାର ମଧ୍ୟ ଯଥେଷ୍ଟ ଭୂମିକା ରହିଛି। କରୋନାରୁ ରକ୍ଷା ପାଇବା ଲାଗି ରୋଗ ପ୍ରତିରୋଧକ ଶକ୍ତିକୁ ବଢ଼ାଇବାକୁ କୁହା ଯାଉଥିବା ବେଳେ…
ଦୁଇ ଓଡ଼ିଆ ଯବାନଙ୍କ ବଳିଦାନ ଚିର ସ୍ମରଣୀୟ ହୋଇ ରହିବ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୭।୬(ବ୍ୟୁରୋ): ଲଦାଖ ଗଲଓ୍ବାନ ଘାଟିରେ ଭାରତ ଓ ଚାଇନା ସେନା ମଧ୍ୟରେ ହୋଇଥିବା ରକ୍ତାକ୍ତ ସଂଘର୍ଷରେ ଦୁଇ ଓଡ଼ିଆ ଯବାନ ଶହୀଦ ହୋଇଛନ୍ତି। ଯବାନ ଚନ୍ଦ୍ରକାନ୍ତ ପ୍ରଧାନ ଏବଂ ନନ୍ଦୁରାମ ସୋରେନ୍ଙ୍କ ଶହୀଦ ଖବର ମୋତେ ବ୍ୟଥିତ କରିଛି। ଦୁହିଁଙ୍କ ଦେଶପ୍ରେମ…
ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ଦମ୍ପତିଙ୍କୁ ହତ୍ୟା ଉଦ୍ୟମ: ୫ ଅଭିଯୁକ୍ତ ଫେରାର
ଦିଗପହଣ୍ଡି,୧୭ା୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କରପଡ଼ା ଗ୍ରାମର ଅଭିମନ୍ୟୁ ପ୍ରଧାନ ଏବଂ ତାଙ୍କ ସ୍ତ୍ରୀ ଲକ୍ଷ୍ମୀ ପ୍ରଧାନଙ୍କୁ ବୁଧବାର ମଧ୍ୟାହ୍ନରେ ଗାଁ ନିକଟ ସୁନା ଦେଇ ପାହାଡ଼ ପାଖ ଚାଷଜମିରେ ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ପୂର୍ବ ଯୋଜନା…
ମଦନ ମୋହନଙ୍କ ବିୟୋଗରେ ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ; ଧର୍ମେନ୍ଦ୍ର କହିଲେ ‘ଭାଇଙ୍କ ଅକାଳ ବିୟୋଗ ଖବର ଶୁଣି ମର୍ମାହତ’
ଭୁବନେଶ୍ୱର,୧୭।୬(ବ୍ୟୁରୋ): ବାଲେଶ୍ୱର ସଦର ବିଧାୟକ ମଦନ ମୋହନ ଦତ୍ତଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ମୁଖ୍ୟମନ୍ତ୍ରୀ ତାଙ୍କ ଶୋକବାର୍ତ୍ତାରେ କହିଛନ୍ତି, ବାଲେଶ୍ୱର ବିଧାୟକ ମଦନମୋହନଙ୍କ ଚିକିତ୍ସାଧୀନ…
ଗଲଓ୍ବାନ ସଂଘର୍ଷ: ଜୟଶଙ୍କର ଓ୍ବାଙ୍ଗ ୟିଙ୍କ ସହିତ ଫୋନ୍ରେ କଲେ ଆଲୋଚନା
ନୂଆଦିଲ୍ଲୀ, ୧୭।୬: ଲଦାଖର ଗଲଓ୍ବାନ ଘାଟିରେ ସୋମବାର ରାତିରେ ଘଟିଥିବା ସଂଘର୍ଷ ପରେ ଭାରତୀୟ ବହିର୍ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କର ଚାଇନା ପ୍ରତିପକ୍ଷ ଓ୍ବାଙ୍ଗ ୟିଙ୍କ ସହିତ ଆଲୋଚନା କରିଛନ୍ତି। ବୁଧବାର ଜୟଶଙ୍କର ଓ୍ବାଙ୍ଗଙ୍କୁ ଫୋନ କରିଛନ୍ତି। ଏହି ଘଟଣା ପାଇଁ…
ସୁଶାନ୍ତଙ୍କ ଆତ୍ମହତ୍ୟା ମାମଲା: କରନ, ସଲମାନଙ୍କ ସମେତ ୮ଜଣ ସେଲିବ୍ରିଟିଙ୍କ ନାଁରେ ମାମଲା ରୁଜୁ
ମୁମ୍ବାଇ,୧୭।୬: ବଲିଉଡ୍ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ଆତ୍ମହତ୍ୟାକୁ ନେଇ ଏବେ ଚାରିଆଡେ ଚର୍ଚ୍ଚା ଚାଲିଛି। ତାଙ୍କ ଭଳି ଭର୍ସାଟାଇଲ ଅଭିନେତା ଏଭଳି ପଦକ୍ଷେପ କାହିଁକି ନେଲେ ସେନେଇ ଏବେ ସମସ୍ତଙ୍କ ମନରେ ଉଙ୍କି ମାରୁଛି। ଏହି ପ୍ରଶ୍ନର ଉତ୍ତର ପାଇଁ…
ନ୍ୟୁଜିଲାଣ୍ଡରେ କରୋନା ମୁକାବିଲା କରିବ ସେନା
ଓ୍ବେଲିଂଟନ୍,୧୭।୬: ନ୍ୟୁଜିଲାଣ୍ଡ ଜୁନ ୮ରେ କରୋନା ମୁକ୍ତ ଦେଶ ବୋଲି ଘୋଷଣା କରିଥିଲା। କିନ୍ତୁ ଗୋଟିଏ ସପ୍ତାହ ପରେ ଦେଶରେ ପୁଣି ୨ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ମଙ୍ଗଳବାର ନୂଆ ଆକ୍ରାନ୍ତ ଚିହ୍ନଟ ହେବା ପରେ ନ୍ୟୁଜିଲାଣ୍ଡ ଏବେ କଡ଼ା…
ତ୍ୱଚାରେ ଚମକ ଆଣେ ଚନ୍ଦନ
ଅନିୟମିତ ଜୀବନଶୈଳୀ ସହ ପ୍ରଦୂଷିତ ବାୟୁମଣ୍ଡଳ ଯୋଗୁ ଆଜିକାଲି ଅଧିକାଂଶ ଲୋକଙ୍କ ତ୍ୱଚାରେ ସମସ୍ୟା ଦେଖାଦେଉଛି। ତେବେ ତ୍ୱଚା ପାଇଁ ଚନ୍ଦନ ସବୁଠୁ ଉପକାରୀ ବୋଲି ଆୟୁର୍ବେଦିକ୍ ଡାକ୍ତର କୁହନ୍ତି। ଏହା ତ୍ୱଚାକୁ ଥଣ୍ଡା ରଖିବା ସହ ତ୍ୱଚା ସମ୍ବନ୍ଧୀୟ ବିଭିନ୍ନ…
ଥରିଲା ମୁମ୍ବାଇ
ମୁମ୍ବାଇ, ୧୭।୬: ମୁମ୍ବାଇରେ ବୁଧବାର ପୂର୍ବାହ୍ନ ୧୧ଟା ୫୧ରେ ଭୂକମ୍ପ ଅନୁଭୁତ ହୋଇଛି। ଏହାର ତୀବ୍ରତା ରିକ୍ଟର ସ୍କେଲରେ ୨.୫ ଥିବା ଜାତୀୟ ଭୂକମ୍ପ ଗବେଷଣା କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଉତ୍ତର ମୁମ୍ବାଇର ୧୦୩ କିମି ଦୂରରେ ଭୂକମ୍ପର କେନ୍ଦ୍ର…
Archives


