ଆଇଏସ୍ଆଇ ଏଜେଣ୍ଟ୍ ଗିରଫ
କୋଟା, ୪।୧୦: ରାଜସ୍ଥାନର କୋଟା ଜିଲାରେ ଜଣେ ପାକିସ୍ତାନ ଗୁପ୍ତଚରୀ ସଂସ୍ଥା ଆଇଏସ୍ଆଇ ଏଜେଣ୍ଟ୍ଙ୍କୁ ଗିରଫ କରାଯାଇଛି। ସମ୍ପୃକ୍ତ ଗୁପ୍ତଚରଙ୍କୁ ସ୍ଥାନୀୟ ଭାରତୀୟ ସେନା ଶିବିର ଅଞ୍ଚଳରୁ ଗିରଫ କରାଯାଇଛି। ସେ ସେନାର ଗୁପ୍ତତଥ୍ୟ ପାକିସ୍ତାନ ଗୁପ୍ତଚରୀ ସଂସ୍ଥା ଆଇଏସ୍ଆଇ ଯୋଗାଇ…
ଏସ୍ଏଫ୍ଜେର ନୂଆ ଷଡ଼ଯନ୍ତ୍ର: ଖଲିସ୍ତାନ ପତାକା ଉଡ଼ାଇଲେ ମିଳିବ ୧୦ ହଜାର ଡଲାର ପୁରସ୍କାର
ନୂଆଦିଲ୍ଲୀ, ୪।୧୦: କେନ୍ଦ୍ର ସରକାରଙ୍କ କୃଷି ଆଇନ ନେଇ ଦେଶବ୍ୟାପି ପ୍ରଦର୍ଶନ ଜାରି ରହିଛି। ଏପରିସ୍ଥଳେ ଶିଖ୍ ଫର ଜଷ୍ଟିସ୍(ଏସ୍ଏଫ୍ଜେ) ବିଚ୍ଛିନ୍ନତାବାଦୀ ସଂଗଠନ ପକ୍ଷରୁ ନୂଆ ଷଡ଼ଯନ୍ତ୍ର କରାଯାଇଛି। ରବିବାର ପଞ୍ଜାବ-ହରିୟାଣା ସୀମାରେ ଥିବା ଶମ୍ଭୁ ଟୋଲ୍ ପ୍ଲାଜାଠାରେ କୃଷକମାନଙ୍କ ପ୍ରଦର୍ଶନ…
ରାମ ବିଳାସ ପାଶୱାନଙ୍କର ହେଲା ହାର୍ଟ ସର୍ଜରୀ
ନୂଆଦିଲ୍ଲୀ/ପାଟନା,୪ ।୧୦: ଗତ କିଛିଦିନ ହେବ ଅସୁସ୍ଥ ଥିବା କେନ୍ଦ୍ରମନ୍ତ୍ରୀ ରାମ ବିଳାସ ପାୱାନଙ୍କର ଶନିବାର ବିଳମ୍ବିତ ରାତ୍ରିରେ ହାର୍ଟ ସର୍ଜରୀ କରାଯାଇଛି । ରାମ ବିଳାସଙ୍କ ପୁଅ ତଥା ଏଲ୍ଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଚିରାଗ ପାଶୱାନ ଟୁଇଟ୍ କରି ଏହି…
ଭାଜପା-ଜେଡିୟୁ ଆସନ ବୁଝାମଣା: ୫୦-୫୦ ଫର୍ମୂଲା ଉପରେ ନୀତିଶ ରାଜି !
ପାଟନା, ୪।୧୦: ବିହାର ବିଧାନ ସଭା ନିର୍ବାଚନ ପାଇଁ ଭାଜପା ଏବଂ ଜେଡିୟୁ ମଧ୍ୟରେ ଆସନ ବୁଝାମଣାରେ ସହମତି ପ୍ରକାଶ ପାଇଥିବା କୁହାଯାଉଛିି। ୫୦-୫୦ ଫର୍ମୂଲା ଉପରେ ମୁଖ୍ୟମନ୍ତ୍ରୀ ନୀତିଶ କୁମାର ରାଜି ଅଛନ୍ତି। ରାଜ୍ୟରେ ମୋଟ ୨୪୩ ବିଧାନସଭା ଆସନ…
ଆର୍ଜେଡି ୧୪୪ ଆସନରେ ଲଢ଼ିବ
ପାଟନା,୪।୧୦: ବିହାର ବିଧାନସଭା ନିର୍ବାଚନରେ ରାଷ୍ଟ୍ରୀୟ ଜନତା ଦଳ(ଆର୍ଜେଡି) ଏକାକୀ ୧୪୪ ଆସନରେ ଲଢ଼ିବ। ବିରୋଧୀ ମହାମେଣ୍ଟରୁ ଆର୍ଜେଡି ନେତା ତେଜସ୍ବୀ ଯାଦବଙ୍କୁ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଭାବେ ଘୋଷଣା କରାଯାଇଛି। ୨୪୩ ଆସନରୁ କଂଗ୍ରେସ ୭୦, ବାମଦଳ ୨୯ ଆସନରେ ନିର୍ବାଚନ…
ଆର୍ମି ହସ୍ପିଟାଲରେ ଟ୍ରମ୍ପ
ୱାଶିଂଟନ,୪ା୧୦: କୋଭିଡ୍ରେ ସଂକ୍ରମିତ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଶୁକ୍ରବାର ସନ୍ଧ୍ୟାରେ ଓ୍ବାଂଶିଟନ ବାହାରେ ଥିବା ଓ୍ବାଲ୍ଟର ରିଡ୍ ଆର୍ମି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତାଙ୍କର ପରୀକ୍ଷଣାତ୍ମକ କୋଭିଡ୍ ଚିକିତ୍ସା କରାଯାଉଥିବାବେଳେ ସେ ସୁସ୍ଥ ଥିବା ନେଇ ୧୮ ସେକେଣ୍ଡର ଭିଡିଓ…
ଦେଶବ୍ୟାପୀ ବିକ୍ଷୋଭ, ପ୍ରତିବାଦ
ନୂଆଦିଲ୍ଲୀ,୪।୧୦: ଉତ୍ତରପ୍ରଦେଶର ହାଥ୍ରସରେ ଦଳିତ ମହିଳାଙ୍କୁ ଗଣବଳାତ୍କାର ଓ ହତ୍ୟା ଘଟଣାକୁ ନେଇ ଦେଶବ୍ୟାପୀ ବିକ୍ଷୋଭ, ପ୍ରତିବାଦ ଜାରି ରହିଛି। କୋଲକାତା ରାଲିରେ ଭାଜପା ବିରୋଧରେ ବର୍ଷିଲେ ମମତା ଶନିବାର କୋଲକାତାରେ ଘଟଣାକୁ ନେଇ ଟିଏମ୍ସି ପକ୍ଷରୁ ବିକ୍ଷୋଭ ରାଲି କରାଯାଇଛି।…
କରୋନା କବଳରେ ରାଜ୍ୟର ବ୍ୟାଙ୍କ କର୍ମଚାରୀ: ୩୦୬୬ ସଂକ୍ରମିତ, ୧୪ ଜଣଙ୍କ ଜୀବନ ଗଲାଣି
ଭୁବନେଶ୍ୱର: ସାରା ରାଜ୍ୟରେ କରୋନା ମହାମାରୀ ଦ୍ରୁତଗତିରେ ବ୍ୟାପିବାରେ ଲାଗିଛି। ରାଜ୍ୟରେ ବର୍ତ୍ତମାନ ୩୭ରୁ ଊର୍ଦ୍ଧ୍ୱ ଘରୋଇ ଓ ରାଷ୍ଟ୍ରାୟତ୍ତ ବ୍ୟାଙ୍କର କର୍ମଚାରୀ ଜୀବନକୁ ବିପଦରେ ପକାଇ ଗତ ୬ ମାସରୁ ଊର୍ଦ୍ଧ୍ୱ ସମୟ ହେବ ବିଭିନ୍ନ ସରକାରୀ କାର୍ଯ୍ୟ ସହ…
୧୧ ଗୁଣ ବଢ଼ିଛି କୃଷି ବଜେଟ
ନୂଆଦିଲ୍ଲୀ: ୨୦୦୯-୧୦ରେ ଉପା ସରକାରଙ୍କ ସମୟରେ ଦେଶର କୃଷି ବଜେଟ ପରିମାଣ ପ୍ରାୟ ୧୨ ହଜାର କୋଟି ଟଙ୍କା ରହିଥିଲା। ବର୍ତ୍ତମାନ ଏହା ୧୧ ଗୁଣ ବଢି ୧.୩୪ ଲକ୍ଷ କୋଟି ଟଙ୍କା ଛୁଇଁଥିବା ଶ୍ରମମନ୍ତ୍ରୀ ସନ୍ତୋଷ ଗଙ୍ଗଓ୍ବାର ଶନିବାର ସୂଚନା…
ମୋରାଟୋରିୟମ: ସୁଧ ଉପରେ ଲାଗିବନି ସୁଧ
ନୂଆଦିଲ୍ଲୀ: କୋଭିଡ୍-୧୯ ଯୋଗୁ ଋଣ କିସ୍ତି ପଇଠ ଲାଗି ସରକାର ମୋରାଟୋରିୟମ ସୁବିଧା ଘୋଷଣା କରିଥିଲେ। ଏହି ସମୟରେ ବ୍ୟାଙ୍କଗୁଡ଼ିକ ସୁଧ ଉପରେ ସୁଧ ଲାଗୁ କରିବା ଘଟଣା ସାମ୍ନାକୁ ଆସିଥିଲା। ମାମଲା ସୁପ୍ରିମକୋର୍ଟରେ ପହଞ୍ଚିଥିବା ବେଳେ ଏହା ଉପରେ ସର୍ବୋଚ୍ଚ…
ବଲିଉଡ୍ର ଆଉ ଜଣେ ଅଭିନେତ୍ରୀଙ୍କ ପରଲୋକ
ବଲିଉଡ୍ ଅଭିନେତ୍ରୀ ମିଷ୍ଟି ମୁଖାର୍ଜୀଙ୍କର ପରଲୋକ ଘଟିଛି। ସେ କେତୋଟି ଫିଲ୍ମରେ ଅଭିନୟ କରିଥିବା ବେଳେ ଆଇଟମ୍ ନମ୍ବର ମଧ୍ୟ କରିଥିଲେ। ଗତ କିଛି ଦିନ ହେବ ସେ କିଡନୀ ସମସ୍ୟାରେ ପୀଡିତ ଥିଲେ। ତାଙ୍କର ମୃତ୍ୟୁ ଖବର ପ୍ରଚାରିତ ହେବାପରେ…
ଆୟାରଙ୍କ ବିସ୍ଫୋରକ ବ୍ୟାଟିଂ: ଶୀର୍ଷରେ ଦିଲ୍ଲୀ କ୍ୟାପିଟାଲ୍ସ
ଶାରଜା,୪।୧୦(ପି.ଟି.): ଅଧିନାୟକ ଶ୍ରେୟାସ ଆୟାରଙ୍କ ବିସ୍ଫୋରକ ବ୍ୟାଟିଂ ଓ ଓପନର ପୃଥ୍ବୀ ଶ’ଙ୍କ ଦ୍ରୁତ ଅର୍ଦ୍ଧଶତକ ସହାୟତାରେ ଦିଲ୍ଲୀ କ୍ୟାପିଟାଲ୍ସ ୧୮ ରନରେ କୋଲକାତା ନାଇଟ ରାଇଡର୍ସକୁ ପରାସ୍ତ କରିଛି। ସ୍ଥାନୀୟ ଶାରଜା କ୍ରିକେଟ ଷ୍ଟାଡିୟମରେ ଶନିବାର ଖେଳାଯାଇଥିବା ଆଇପିଏଲ୍ର ୧୬ତମ…

