ପରଦା କଳାର ସହର ଧଳାପଥର
ଖୋର୍ଦ୍ଧା ଅଫିସ,୧୭ା୬: ଖୋର୍ଦ୍ଧା ଜିଲା ବୋଲଗଡ ବ୍ଲକ ଧଳାପଥର ପରଦା କଳାର ସହର ଭାବେ ପରିଚିତ। ଘର ସାଜସଜ୍ଜାଠାରୁ ଅଫିସ ଆଦି ସ୍ଥାନରେ ପରଦା ଲାଗିଥାଏ। ଦୀର୍ଘ ବର୍ଷ ପୂର୍ବେ ହସ୍ତତନ୍ତରେ ଏହି କଳାକୁ ଧଳାପଥର ଅଞ୍ଚଳର ଉଦୟନାଥ ସାହୁ ଅତି…
ଶହୀଦ ଘୋଷିତ ହୋଇଥିବା ଯବାନ ଜୀବିତ ହେଲେ: ଫୋନ୍ କରି ସ୍ତ୍ରୀଙ୍କୁ କହିଲେ ଠିକ ଅଛି
ନୂଆଦିଲ୍ଲୀ, ୧୭।୬: ଲଦାଖଠାରେ ଭାରତ ଚାଇନା ସୀମାରେ ଥିବା ଗଲଓ୍ବାନ ଘାଟିରେ ଦୁଇପକ୍ଷଙ୍କ ମଧ୍ୟରେ ହୋଇଥିବା ହିଂସକ ସଂଘର୍ଷରେ ବିହାର ସାରଣ ଜିଲାର ଯବାନ ସୁନୀଲ କୁମାର ଶହୀଦ ହୋଇଥିବା ଖବର ମିଳିଥିଲା। ତେବେ ପ୍ରକୃତରେ ଭୁଲ ବଶତଃ ଏଭଳି ସୂଚନା…
ଶହୀଦ ଯବାନଙ୍କ ପାଇଁ ମହାପ୍ରଭୁଙ୍କ ନିକଟରେ ଦୀପଦାନ
ପୁରୀ ଅଫିସ, ୧୭।୬: ଲଦାଖ ସୀମାରେ ଭାରତ-ଚାଇନା ସେନା ମଧ୍ୟରେ ସଂଘର୍ଷ ଘଟି ୨ ଓଡ଼ିଆଙ୍କ ସମେତ ୨୦ ଯବାନ ଶହୀଦ ହୋଇଛନ୍ତି। ଭାରତ ମାତାର ସୁରକ୍ଷା ପାଇଁ ଶହୀଦ ହୋଇଥିବା ବୀର ଯବାନଙ୍କ ଅମର ଆତ୍ମାର ସଦ୍ଗତି ନିମନ୍ତେ ପୁରୀବାସୀଙ୍କ…
ହାତୀର ମୃତଦେହ ଉଦ୍ଧାର: ଦେହରେ ଲାଗିଛି ଗୁଳି
ବୌଦ୍ଧ,୧୭।୬(ଡି.ଏନ୍.ଏ.): ବୌଦ୍ଧ ବନଖଣ୍ଡ ମାଧପୁର ରେଞ୍ଜର ମୁଣ୍ଡେଶ୍ୱର ସଂରକ୍ଷିତ ଜଙ୍ଗଲର ଗୁଟୁଣିମାଟୁ ନାଳ ନିକଟରେ ଏକ ଦନ୍ତା ହାତୀର ମୃତଦେହ ବୁଧବାର ଦେଖିବାକୁ ମିଳଛି। ସକାଳେ ତଳଗାଁର କେତେକ ମହିଳା ଛତୁ ତୋଳିବାକୁ ଜଙ୍ଗଲକୁ ଯାଇଥିବା ବେଳେ ହତୀର ମୃତଦେହ ଦେଖିବାକୁ…
ବରଗଡ଼ରୁ ୧୧ କରୋନା ପଜିଟିଭ ଚିହ୍ନଟ: ଅଛନ୍ତି ୨ ସେନା କର୍ମଚାରୀ, ଗର୍ଭବତୀ
ବରଗଡ଼ ଅଫିସ, ୧୭।୬: ବରଗଡ଼ ଜିଲାରୁ ବୁଧବାର ପୁଣି ୧୧ ନୂଆ କରୋନା (କୋଭିଡ -୧୯) ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ଭଟଲି ବ୍ଲକ ଅନ୍ତର୍ଗତ ନଳାଚୂଆଂରୁ ୩ଜଣ ଚିହ୍ନଟ ହୋଇଥିବା ବେଳେ ବଡ଼ମାଳରୁ ୨, ବେହେରାପାଲିର ୧, ବରଗଡ଼…
ଚିନ୍ତା ବଢ଼ାଉଛନ୍ତି ଝିଣ୍ଟିକା ପ୍ରଜାତିର କୀଟ: ପଙ୍ଗପାଳ ସନ୍ଦେହରେ ସ୍ଥାନୀୟ ବାସିନ୍ଦା ଭୟଭୀତ
ମହାକାଳପଡ଼ା,୧୭ା୬(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପଞ୍ଚାୟତ ମହାନଦୀ ପାର୍ଶ୍ୱବର୍ତ୍ତୀ ପିତାପାଟ ଗାଁର ବିଭିନ୍ନ ଗଛରେ ଝିଣ୍ଟିକା ପ୍ରଜାତିର କୀଟଗୁଡ଼ିକ ଗଛପତ୍ର ଖାଇ ନଷ୍ଟ କରୁଥିବା ନେଇ ଗ୍ରାମବାସୀ ଅଭିଯୋଗ କରିଛନ୍ତି। ତେବେ ଏହି କୀଟ ପଙ୍ଗପାଳ ବୋଲି ଲୋକେ…
ଗୋଷ୍ଠୀ ସଂକ୍ରମଣ ଭୟ: ଗଞ୍ଜାମ ମିନି ଷ୍ଟାଡିୟମରେ ଖୋଲିବ ମାଛ, ମାଂସ ଦୋକାନ
ଗଞ୍ଜାମ,୧୭।୬(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଥିବା ବେଳେ ଏ ନେଇ ପ୍ରଶାସନର ଚିନ୍ତାବଢ଼ୁଛି । କରୋନା ସମ୍ପର୍କିତ ଏକ ବୈଠକ ମଙ୍ଗଳବାର ଏନ୍ଏସି କନ୍ଫରେନ୍ସ ହଲରେ ଅନୁଷ୍ଠିତ ହୋଇଥିଲା । ତହସିଲଦାର ଅବନୀ କୁମାରଙ୍କ ସାହୁ ଅଧ୍ୟକ୍ଷତାରେ…
ଚାଇନାବାସୀ ସୁଧୁରି ଯାଅ: ବୀରେନ୍ଦ୍ର ସେହ୍ବାଗ
ପୂର୍ବ ଲଦାଖର ଗଲୱାନ ଘାଟିରେ ଭାରତୀୟ ଏବଂ ଚାଇନା ସେନାଙ୍କ ମଧ୍ୟରେ ସଂଘର୍ଷ ଘଟି ଭାରତର ୨୦ ଯବାନ ଶହୀଦ ହୋଇଥିବାବେଳେ ଚାଇନାର ୪୩ ସୈନ ପ୍ରାଣ ହରାଇଛନ୍ତି। ପରେ ଦୁଇ ଦେଶର ସେନା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି। ଶହୀଦଙ୍କୁ…
ବିରୂପା ନଦୀରୁ ମୃତ କୁମ୍ଭୀର ଉଦ୍ଧାର
ଚୌଦାର,୧୭।୬(ଡି.ଏନ୍.ଏ.): କଟକ ଜିଲା ଚୌଦ୍ୱାର ବିରୂପା ନଦୀ ବନିକା ଗ୍ରାମ ପାର୍ଶ୍ୱରୁ ବୁଧବାର ସକାଳେ ଏକ ମୃତ କୁମ୍ଭୀର ଉଦ୍ଧାର ହୋଇଛି। ଏହା ମାଇ କୁମ୍ଭୀର ହୋଇଥିବା ବେଳେ ୪ ବର୍ଷର ହେବ ବୋଲି ଜଣାପଡ଼ିଛି। କୁମ୍ଭୀରର ଲମ୍ବ ୪ରୁ ୫…
କରୋନା ପାଇଁ ପୁରୀ କୋର୍ଟ ବନ୍ଦ
ପୁରୀ ଅଫିସ, ୧୭।୬: ପୁରୀ ଜିଲାରୁ ବୁଧବାର ୧୮ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ପୁରୀ କୋର୍ଟର ଜଣେ ଓକିଲ ଏବଂ ଜଣେ ମୋହରିର ଥିବା ଜଣାପଡ଼ିବା ପରେ ପ୍ରଶାସନ ପକ୍ଷରୁ ତ୍ୱରିତ ପଦକ୍ଷେପ ନିଆଯାଇଛି। ପୁରୀ କୋର୍ଟକୁ…
ପ୍ରତି ୫ ଜଣରେ ଜଣଙ୍କୁ କରୋନା ସଂକ୍ରମଣର ରହିଛି ଆଶଙ୍କା: ପୃଥିବୀର ୧୭୦ କୋଟି ଲୋକ ବିପଦରେ
ପ୍ୟାରିସ୍, ୧୭।୬: କରୋନା ସଂକ୍ରମଣ ଯୋଗୁ ପୃଥିବୀରେ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ଲାସେଣ୍ଟ୍ ପତ୍ରିକା ପକ୍ଷରୁ ହୋଇଥିବା ଏକ ଅଧ୍ୟୟନ ରିପୋର୍ଟରେ ଉଲ୍ଲେଖ ହୋଇଛି ଯେ, ପୃଥିବୀର ୧୭୦ ଲୋକଙ୍କୁ କରୋନା ସଂକ୍ରମଣ ହେବାର ଆଶଙ୍କା ରହିଛି। ଯାହାକି ପୃଥିବୀର…
ଲୋକଙ୍କୁ କରାଉଥିଲେ କରୋନା ସଚେତନ, ନିଜେ ହୋଇଗଲେ କରୋନା ରୋଗୀ; ବ୍ରହ୍ମଗିରି ଗାଁ ୪୮ ଘଣ୍ଟା ପାଇଁ ଶଟ୍ଡାଉନ୍
ବ୍ରହ୍ମଗିରି,୧୭ା୬(ଡି.ଏନ୍.ଏ.): ପୁରୀ ଜିଲା ବ୍ରହ୍ମଗିରି ଅଞ୍ଚଳର ଜଣେ ବରିଷ୍ଠ ଆଇନଜୀବୀଙ୍କଠାରେ କରୋନା ଭୂତାଣୁ ଚିହ୍ନଟ ହେବା ପରେ ବୁଧବାର ବ୍ରହ୍ମଗିରି ଗାଁକୁ ୪୮ ଘଣ୍ଟା ପାଇଁ ଶଟ୍ଡାଉନ୍ ଘୋଷଣା କରିଛନ୍ତି ସରପଞ୍ଚ । ମିଳିଥିବା ସୂଚନା ଅନୁଯାୟୀ, ଉକ୍ତ ଗ୍ରାମର ଆଇନଜୀବୀ…
Archives


