ନିର୍ମାଣ ହୋଇ ୭ବର୍ଷ ବିତିଗଲାଣି, କାର୍ଯ୍ୟକ୍ଷମ ହୋଇପାରୁନି ଆଦିବାସୀ ହଷ୍ଟେଲ
କେସିଙ୍ଗା,୧୩।୧୦(ତୁମେଶ୍ୱର ସାହୁ): ଗରିବ ଆଦିବାସୀ ହରିଜନ ଛାତ୍ରୀଛାତ୍ରଙ୍କୁ ରହିବା ଖାଇବା ଠାରୁ ମାଗଣାରେ ପାଠ ପଢିବା ପାଇଁ ପୂର୍ବର ବିଜେଡି ସରକାର କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ତୁଣ୍ଡଳା ଗ୍ରାମରେ ଦୁଇଟି ହଷ୍ଟେଲ ନିର୍ମାଣ ପାଇଁ ପ୍ରସ୍ତାବ ଦେଇଥିଲେ । ଗତ…
ଜନ୍ମ ହେଲା ୮ ଗୋଡ଼ ଥିବା ମଇଁଷି: ଦେଖିବାକୁ ଲୋକଙ୍କ ଭିଡ଼
ଭୋପାଳ,୧୨।୧୦: ମଧ୍ୟପ୍ରଦେଶର ଡିଣ୍ଡୋରୀ ଜିଲାରୁ ଏକ ବିରଳ ଘଟଣା ସାମ୍ନାକୁ ଆସିଛି। ଏଠାରେ ଏକ ମଇଁଷି ଆଠଟି ଗୋଡ଼ ଥିବା ଛୁଆକୁ ଜନ୍ମ ଦେଇଛି। ଏହି ଖବର ପ୍ରଚାର ହେବା ପରେ ନବଜାତ ଛୁଆଟିକୁ ଦେଖିବା ପାଇଁ ଆଖପାଖ ଗାଁରୁ ଲୋକଙ୍କ…
ସମସ୍ୟା ଘେରରେ ଡୁମେରମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ଗେଟ ଆଗରେ ବସିଲେ ଛାତ୍ରୀଛାତ୍ର
ଲାଞ୍ଜିଗଡ଼, ୧୨।୧୦ (ରମେଶ ଚନ୍ଦ୍ର ନାୟକ): ବିଦ୍ୟାଳୟରେ ନାହିଁ ପିଇବା ପାଣିର ସୁବିଧା, ବିଜୁଳି ସଂଯୋଗ ଓ ସୁରକ୍ଷା ପାଚେରୀ। ଶୌଚାଳୟ ଓ ଜଳର ସୁବ୍ୟବସ୍ଥା ନଥିବାରୁ ଛାତ୍ରୀମାନେ ଶୌଚ ପାଇଁ ୫୦ ମିଟର ଦୂରରେ ଥିବା ନାଳକୁ ଯିବାକୁ ବାଧ୍ୟ…
ଜଙ୍ଗଲକୁ କାଠ ପାଇଁ ଯାଉଥିଲେ କବିତା, ନଦୀ ପାର୍ ହେବା ସମୟରେ ଘଟିଲା…
ମୋହନା.,୧୨।୧୦(ମନ୍ମଥ ମିଶ୍ର): ନଦୀ ପାର ହେବା ସମୟରେ ଭାସି ଯାଇ ମହିଳାଙ୍କ ମୃତ୍ୟୁ ଘଟିଛି l ଏଭଳି ଏକ ଦୁଃଖଦ ଘଟଣା ଘଟିଛି ଗଜପତି ଜିଲା ରା -ଉଦୟଗିରି ଥାନା ଅନ୍ତର୍ଗତ କଳାପଙ୍କା ଗାଁରେ l ଗାଁର କିଛି ମହିଳା ଗାଁ…
ମାଣିକେଶ୍ୱରୀ ଛକ ନିକଟରୁ ମିଳିଲା ଅଜଣା ବୃଦ୍ଧାଙ୍କ ମୃତଦେହ: ବଢୁଛି ସନ୍ଦେହ
ଭବାନୀପାଟଣା,୧୨।୧୦(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସହର ମାଣିକେଶ୍ୱରୀ ଛକ ଯାତ୍ରୀ ପ୍ରେକ୍ଷାଳୟରୁ ସୋମବାର ଅପରାହ୍ନରେ ଜଣେ ଅଜଣା ବୃଦ୍ଧାଙ୍କ ମୃତଦେହ ଉଦ୍ଧାର ହୋଇଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତ ଦେହ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ…
ଥୁଆମୂଳ ରାମପୁରରେ ୧୭ ଦିନ ହେଲା ପାନୀୟ ଜଳ ସଙ୍କଟ: ‘ପାଣ୍ଠି ଅଭାବ’ ସଫେଇକୁ ନେଇ ଅସନ୍ତୋଷ
ଥୁଆମୂଳ ରାମପୁର, ୧୨।୧୦ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସଙ୍କଟ ଗୁରୁତର ରୂପ ନେଇଛି। ‘ବସୁଧା’ ଯୋଜନାରେ ଜଳ ଯୋଗାଣ ଦୀର୍ଘ ୧୭ ଦିନ ଧରି ବନ୍ଦ ରହିଥିବାରୁ ପାଣି ଟୋପାଏ ପାଇଁ…
୩୬ ଦିନ ଜେଲରୁ ରହିବା ପରେ ଦମ୍ଦାର ପ୍ରତ୍ୟାବର୍ତ୍ତନ କଲେ ଏହି ଖେଳାଳି, ପ୍ରଥମ ମ୍ୟାଚରେ ଶତକ ମାରି କାନ୍ଦି ପକାଇଲେ…
ନୂଆଦିଲ୍ଲୀ,୧୨।୧୦: ରଣଜୀ ଟ୍ରଫିର ନୂଆ ସିଜନ ଅକ୍ଟୋବର ୧୧ରୁ ଆରମ୍ଭ ହୋଇଛି। ବଙ୍ଗଳା ଓ ଦିଲ୍ଲୀ ମଧ୍ୟରେ ଖେଳାଯାଉଥିବା ମ୍ୟାଚରେ ବଙ୍ଗଳା ଦଳ ଦିଲ୍ଲୀ ଉପରେ ଚାପ ସୃଷ୍ଟି କରିଛି। ପ୍ରଥମେ ବୋଲିଂରେ ମହମ୍ମଦ ଶାମି ଚମତ୍କାର ପ୍ରଦର୍ଶନ କରିଥିବା ବେଳେ,…
୧୩ରୁ ୨୨ ଯାଏ ୧୦ ଟ୍ରେନ୍ ବାତିଲ, କେଉଁ କେଉଁ ଟ୍ରେନ୍ ହେଲା ବାତିଲ୍ ଜାଣନ୍ତୁ…
ଜୟପୁର,୧୨ା୧୦(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ମାଳିଗୁଡ଼ା ଓ ଛତ୍ରୀପୁଟ ରେଳ ଷ୍ଟେଶନ ମଧ୍ୟରେ ଭୂସ୍ଖଳନ ଯୋଗୁ ଚାଲିଥିବା ପୁନରୁଦ୍ଧାର କାର୍ଯ୍ୟ ପାଇଁ ପୂର୍ବତଟ ରେଲଓ୍ବେ ରାୟଗଡ଼ା ଡିଭିଜନରେ ଟ୍ରେନ୍ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଏଥିପାଇଁ ଅକ୍ଟୋବର ୧୩ରୁ ୨୨ ଯାଏ…
ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ ଚଳଚଞ୍ଚଳ: ସଭାପତି ପଦ ପାଇଁ ୪ ପ୍ରାର୍ଥୀ, ଏବିଭିପିର ପ୍ରଚାର ଜୋରଦାର
ପାଟଣା, ୧୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲ୍ଲା ସ୍ୱାମପାଟଣା ଆଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନକୁ ନେଇ ପ୍ରଚାର ଜୋରଦାର ହୋଇଛି। ଆସନ୍ତା ୧୫ ତାରିଖରେ ମତଦାନ ହେବାକୁ ଥିବାବେଳେ ଏବିଭିପି ଓ ବିଜୁ ଛାତ୍ର ଜନତା ଦଳ ମଧ୍ୟରେ…
ଭାରତ-ଶ୍ରୀଲଙ୍କା ମ୍ୟାଚ୍ ସ୍ଥାନାନ୍ତରକୁ ନେଇ ସ୍ପଷ୍ଟ କଲା ବିସିସିଆଇ, ଜାଣନ୍ତୁ…
ନୂଆଦିଲ୍ଲୀ,୧୨ା୧୦: ଆସନ୍ତା ଶ୍ରୀଲଙ୍କା ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ସିରିଜର ଓପନିଂ ମ୍ୟାଚ୍ ଦିଲ୍ଲୀରୁ ଅହମଦାବାଦ ସ୍ଥାନାନ୍ତର ହେବ ବୋଲି ଗଣମାଧ୍ୟମରେ ଚର୍ଚ୍ଚା ହେଉଥିଲା। ଏହା ସଠିକ୍ ନୁହେଁ ବୋଲି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସମ୍ପାଦକ ଦେବଜିତ ସାଇକିଆ…
ଗ୍ରୋସରୀ ଦୋକାନରୁ ଦେଢ଼ ଲକ୍ଷ ଟଙ୍କା ଲୁଟ୍, ଜଣେ ଗିରଫ
ହାଟଡିହୀ/ଛେନାପଦୀ, ୧୨।୧୦ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ-ଜଳକଳଙ୍ଗ ବଜାରରେ ବ୍ୟାଙ୍କ ନିକଟରେ ଥିବା ଏକ ଗ୍ରୋସରୀ ଦୋକାନରୁ ଦେଢ଼ ଲକ୍ଷ ଟଙ୍କା ଲୁଟ୍ ହୋଇଥିବା ନେଇ ସୋମବାର ନନ୍ଦିପଦା ଥାନାରେ ଅଭିଯୋଗ ହୋଇଛି। ଏହି ଘଟଣାରେ ପୋଲିସ ଜଣେ…
ଘୁଞ୍ଚିଲା ଏସିଆନ ଗେମ୍ସ ରିଭ୍ୟୁ ବୈଠକ, କେବେ ହେବ ଜାଣନ୍ତୁ…
ନୂଆଦିଲ୍ଲୀ,୧୨ା୧୦: ନିକଟରେ ଶେଷ ହୋଇଥିବା ଏସିଆନ ଗେମ୍ସରେ ଦେଶର ପ୍ରଦର୍ଶନକୁ ରିଭ୍ୟୁ କରିବା ପାଇଁ ଜାତୀୟ କ୍ରୀଡ଼ା ଫେଡେରେଶନମାନଙ୍କ ସହ କ୍ରୀଡ଼ା ମନ୍ତ୍ରଣାଳୟର ଦିନିକିଆ ବୈଠକକୁ ଆସନ୍ତା ୧୫ ତାରିଖକୁ ଘୁଞ୍ଚାଇ ଦିଆଯାଇଛି। ବୈଠକ ୧୩ ତାରିଖରେ ହେବାର ଥିଲା। କିନ୍ତୁ…

