Home Left

ପ୍ରେମିକ ଜେଲ୍‌ରେ, ଘରକୁ ଗଲେ ନବବଧୂ : ବନ୍ଧୁକ ଦେଖାଇ ଅପହରଣ ଘଟଣାରେ ନୂଆମୋଡ

ତରଭା,୨୬ା୨(ମାନଭଞ୍ଜନ ମିଶ୍ର): ସୁବର୍ଣ୍ଣପୁର ଜିଲା ତରଭା ପୋଲିସ ସମ୍ବଲପୁରରୁ ଉଦ୍ଧାର କରିଥିବା ନବବଧୂଙ୍କୁ ବୁଧବାର ତାଙ୍କ ମା’ଙ୍କୁ ହସ୍ତାନ୍ତର କରାଯାଇଛି l ସେ ମା’ଙ୍କ ସହିତ ଘରକୁ ଯାଇଛନ୍ତି। ବଲାଙ୍ଗୀର ସହର କାମାକ୍ଷାନଗର ନିବାସୀ ହରିବନ୍ଧୁ ପୁଟେଲଙ୍କ ସହ କଣ୍ଟାମାଳ ରଥପଡାରେ…

ଅନିଲ ଅମ୍ୱାନୀଙ୍କ ୩୭୦୦ କୋଟିର କୋଠା ବାଜ୍ୟାପ୍ତ କଲା ଇଡି

ମୁମ୍ୱାଇ,୨୬ା୨: ଏକ ମନି ଲଣ୍ଡରିଂ ମାମଲାର ଯାଞ୍ଚ କରି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ବୁଧବାର ରିଲାଏନ୍ସ ଗ୍ରୁପ୍‌ ଅଧ୍ୟକ୍ଷ ଅନିଲ ଅମ୍ୱାନୀଙ୍କ ୩୭୧୬ କୋଟି ଟଙ୍କାର ସମ୍ପତ୍ତି ଆଟାଚ୍‌ କରିଛି। ରିଲାଏନ୍ସ ଗ୍ରୁପ୍‌ ଅଧୀନସ୍ଥ ରିଲାଏନ୍ସ କମ୍ୟୁନିକେଶନ ଦ୍ୱାରା ହୋଇଥିବା ବିପୁଳ ଅର୍ଥ…

ସୋଲାର ସାମଗ୍ରୀ ଉପରେ ୧୨୬% ଶୁଳ୍କ ଲଗାଇଲା ଆମେରିକା

ଓ୍ୱାଶିଂଟନ୍‌,୨୬ା୨: ଆମେରିକା ସୁପ୍ରିମକୋର୍ଟ ଟ୍ରମ୍ପ୍‌ ପ୍ରଶାସନର ଟାରିଫ୍‌କୁ ଅବୈଧ ଘୋଷଣା କରିବା ପରେ ଭାରତ ଓ ଆମେରିକା ମଧ୍ୟରେ ବାଣିଜ୍ୟ ବୁଝାମଣାକୁ ନେଇ ଅନିଶ୍ଚିତତା ଲାଗି ରହିଛି। ଏହାମଧ୍ୟରେ ଆମେରିକା ପୁଣି ସୋଲାର(ସୌର) ସାମଗ୍ରୀ ଆମଦାନୀ ଉପରେ ୧୨୬ ପ୍ରତିଶତ ଶୁଳ୍କ…

IND vs ZIM: ଭାରତ ଏକାଦଶରେ ହେବ ବଡ଼ ପରିବର୍ତ୍ତନ, ଅଭିଷେକଙ୍କ ସ୍ଥାନରେ ସାମସନଙ୍କୁ ସୁଯୋଗ …

ନୂଆଦିଲ୍ଲୀ,୨୫।୨: ଜିମ୍ବାୱେ ବିପକ୍ଷ ସୁପର-୮ ମ୍ୟାଚ ପୂର୍ବରୁ ଭାରତୀୟ ଦଳର ରଣନୀତିକୁ ନେଇ ବଡ଼ ସଙ୍କେତ ଦେଇଛନ୍ତି ବ୍ୟାଟିଂ କୋଚସିତାଂଶୁ କୋଟକ। ଖରାପ ଫର୍ମ ଦେଇ ଗତି କରୁଥିବା ଓପନର୍‌ ଅଭିଷେକ ଶର୍ମାଙ୍କୁ ସେ ସମର୍ଥନ କରିଥିଲେ ମଧ୍ୟ, ଦଳର ଆବଶ୍ୟକତା…

IND VS ZIM: ଭାରତ ଅବସ୍ଥା ଆମ ସହ ସମାନ, ମ୍ୟାଚ୍‌ ପୂର୍ବରୁ ଏଭଳି କହି ଚେତାବନୀ ଦେଲେ…

ନୂଆଦିଲ୍ଲୀ,୨୫।୨: ଟି-୨୦ ବିଶ୍ୱକପ୍ର ଏକ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ ପୂର୍ବରୁ ଜିମ୍ବାୱେ ଅଲରାଉଣ୍ଡର ରୟାନ ବର୍ଲ ଏକ ବଡ଼ ବୟାନ ଦେଇଛନ୍ତି। ଭାରତୀୟ ମାଟିରେ ଭାରତ ବିରୋଧରେ ଖେଳିବା ଏକ ବଡ଼ ଆହ୍ବାନ ବୋଲି ସେ ସ୍ବୀକାର କରିଥିଲେ ମଧ୍ୟ, ଘରୋଇ ଦର୍ଶକଙ୍କ…

୯ କୋଟି କୃଷକଙ୍କୁ ମାର୍ଚ୍ଚରେ ମିଳିବ ୨୨ତମ କିସ୍ତି! ହେଲେ ଅଟକି ଯାଇପାରେ ଆପଣଙ୍କ ଟଙ୍କା, ଜାଣନ୍ତୁ…

ନୂଆଦିଲ୍ଲୀ,୨୫।୨: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନାର ହିତାଧିକାରୀମାନେ ଗତ ତିନି ମାସ ହେବ ୨୨ତମ କିସ୍ତିକୁ ଅପେକ୍ଷା କରିଛନ୍ତି। ସରକାରଙ୍କ ପକ୍ଷରୁ ଏପର୍ଯ୍ୟନ୍ତ କୌଣସି ଆଧିକାରିକ ତାରିଖ ଘୋଷଣା କରାଯାଇ ନ ଥିଲେ ମଧ୍ୟ, ସଦ୍ୟତମ ସୂଚନା ଅନୁଯାୟୀ…

ଓଭରଟେକ କରୁଥିବା ବେଳେ ପରସ୍ପର ମଧ୍ୟରେ ପିଟି ହେଲେ ଦୁଇ ବାଇକ୍, ତାପରେ….

ବଲାଙ୍ଗୀର,୨୫।୨(ସୁନିଲ କୁମାର ମହାନ୍ତି): ବିଳମ୍ବିତ ସନ୍ଧ୍ୟାରେ ବଲାଙ୍ଗୀରରେ ସଡ଼କ ଦୁର୍ଘଟଣା । ବୁଧବାର ସନ୍ଧ୍ୟାରେ ବଲାଙ୍ଗୀର ଭିଆଇପି ରାସ୍ତା ଭାବେ ପରିଚିତ ଭାଗିରଥି ଛକ- ସର୍କିଟ ହାଉସ ରାସ୍ତାରେ ଦୁଇ ମଟର ସାଇକେଲ ଦୁର୍ଘଟଣା ହୋଇଛି । ଏଥିରେ ଦୁଇ ବାଇକ୍…

ବରିଷ୍ଠ  ଆଇନଜୀବୀଙ୍କ ବିୟୋଗ, ଅଞ୍ଚଳରେ ଶୋକର ଛାୟା

ଦିଗପହଣ୍ଡି,୨୫।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିର ବରିଷ୍ଠ ଆଇନଜୀବୀ ଦିବାକର ପାଢ଼ୀ(୭୫) ଙ୍କ ବ୍ରହ୍ମପୁର ସ୍ଥିତ ବାସଭବନରେ ପରଲୋକ ହୋଇଛି । ସେ ଦୀର୍ଘବର୍ଷ ହେଲା ବ୍ରହ୍ମପୁର ସ୍ଥିତ ଗଞ୍ଜାମ ଓକିଲ ସଂଘର ସଦସ୍ୟ ଭାବେ ଜିଲା ଜଜ କୋର୍ଟରେ…

ଜୀବନ-ମୃତ୍ୟୁ ସହ ସଂଘର୍ଷ କରୁଛନ୍ତି ରିଙ୍କୁ ସିଂଙ୍କ ବାପା, ଆଗକୁ ଖେଳିବେ କି ନାହିଁ ଜାଣନ୍ତୁ

ନୂଆଦିଲ୍ଲୀ,୨୫।୨: ଭାରତର ଷ୍ଟାର କ୍ରିକେଟର ରିଙ୍କୁ ସିଂହ ସମ୍ପ୍ରତି ଟିମ୍ ଇଣ୍ଡିଆ ଛାଡି ଘରକୁ ଫେରିଥିଲେ । ତାଙ୍କ ବାପାଙ୍କ ସ୍ୱାସ୍ଥ୍ୟାବସ୍ଥା ଖରାପ ହେବା ତାଙ୍କ ଫେରିବାର କାରଣ ଥିଲା। ରିଙ୍କୁଙ୍କ ବାପା ଖାନ ଚାନ୍ଦ ସିଂ ଷ୍ଟେଜ୍-୪ ଲିଭର କ୍ୟାନସର…

କ’ଣ ଗୋଟିଏ ପୁଅ ନାଁରେ ସବୁ ସମ୍ପତ୍ତି କରିପାରିବେ ବାପା? ଜାଣନ୍ତୁ କ’ଣ ରହିଛି ନିୟମ

ପରିବାରରେ ସମ୍ପତ୍ତି ବିବାଦ କିଛି ନୂଆ ନୁହେଁ। ଗ୍ରାମାଞ୍ଚଳ ହେଉ କି ସହରାଞ୍ଚଳ, ପ୍ରାୟତଃ ଏହି ପ୍ରଶ୍ନ ଉଠେ: ଜଣେ ପିତା କ’ଣ ତାଙ୍କର ସମସ୍ତ ଜମି କିମ୍ୱା ସମ୍ପତ୍ତି କେବଳ ଗୋଟିଏ ପୁଅକୁ ହସ୍ତାନ୍ତର କରି ଅନ୍ୟ ପିଲାମାନଙ୍କୁ ବାଦ…

୫ ଦିନ ପରେ ମିଳିଲା ପ୍ରଧାନଶିକ୍ଷକଙ୍କ ଝୁଲନ୍ତା ମୃତଦେହ, ପାଖରୁ ମିଳିଲା…

ଝରିଗାଁ,୨୫ା୨(କିଶୋର ଚନ୍ଦ୍ର ମଣ୍ଡଳ): ନିଖୋଜ ହେବାର ୫ ଦିନ ପରେ ମିଳିଲା ଭାରପ୍ରାପ୍ତ ପ୍ରଧାନଶିକ୍ଷକଙ୍କ ମୃତଦେହ। ଯାହାକି ପରିବାର ଏବଂ ବିଦ୍ୟାଳୟରେ ଶୋକାକୁଳ ପରିବେଶ ସୃଷ୍ଟି କରିଛି। ମୃତକ ଶିକ୍ଷକ ହେଉଛନ୍ତି ନବରଙ୍ଗପୁର ଜିଲା ଉମରକୋଟ ସହର ନିକଟସ୍ଥ ବଡ଼ଭରଣ୍ଡି ଗ୍ରାମର…

ସ୍ତ୍ରୀକୁ ମାରିବାକୁ ଉଦ୍ୟମ ବେଳେ ମଝିରେ ଆସିଲେ ଶ୍ବଶୁର, ପେଟ୍ରୋଲ ଢାଳି ମାରିଦେଲେ ଜ୍ବାଇଁ

ବାଲିଆପାଳ,୨୫।୨(ଗୋପାଳ ଚନ୍ଦ୍ର ସାହୁ/ରାଜଶ୍ରୀ ପାଣିଗ୍ରାହୀ) ପ୍ରେମ ବିବାହର କରୁଣ ପରିଣତି । ଜ୍ବାଇଁ ସାଜିଲେ ନରରାକ୍ଷସ। ପେଟ୍ରୋଲ ଢ଼ାଳି ଜୀବନରୁ ସ୍ତ୍ରୀଙ୍କୁ ମାରିବା ଉଦ୍ୟମ କରୁଥିବା ବେଳେ ଶ୍ବଶୁର ଗୁରୁତର ହୋଇଥିଲେ । ତେବେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?