ଚାଇନା ସହ ସଂଘର୍ଷ: ୨୦ ଯବାନ ଶହୀଦ, ପିଏଲ୍ଏର ୪୩ ସୈନ୍ୟ ମୃତାହତ
ନୂଆଦିଲ୍ଲୀ,୧୭ା୬ : କଥା କଟାକଟିରୁ ହାତାହାତି ତା’ ପରେ ସଂଘର୍ଷ ଓ ଶେଷରେ ଫୁଟିଛି ଗୁଳି। ସଂଘର୍ଷ ବେଳେ ଟେକାମାଡ଼ରେ ଟଳିପଡ଼ିଛନ୍ତି ଭାରତୀୟ ସେନାର ଜଣେ ଅଧିକାରୀଙ୍କ ସମେତ ୨୦ ଯବାନ। ଲଦାଖ ସୀମାରେ ଭାରତ-ଚାଇନା ସେନା ମଧ୍ୟରେ ବିବାଦର ଏହା…
ବ୍ଳକ ଅଧ୍ୟକ୍ଷ ପାଇଁ କଡା ସୁରକ୍ଷା ଭିତରେ ଭୋଟ ଗ୍ରହଣ ଆରମ୍ଭ
ଦାରିଙ୍ଗବାଡି,୧୭।୬(ଡି.ଏନ.ଏ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଳକ ଅଧ୍ୟକ୍ଷ ପଦବୀ ପାଇଁ ବୁଧବାର ଭୋଟ ଗ୍ରହଣ କରାଯାଉଛି। ଏଥିପାଇଁ ୨୪ ସମିତି ସଭ୍ୟା ସଭ୍ୟ ଠିକ ସକାଳ ୧୦ଟା ସମୟରେ ବ୍ଳକ କାର୍ଯ୍ୟାଳୟରେ ପହଞ୍ଚିଛନ୍ତି। ଦାରିଙ୍ଗବାଡି ଆଇଆଇସି କୌଶିକ ମାଝୀଙ୍କ ତତ୍ତ୍ବାବଧାନରେ ସୁରକ୍ଷାକର୍ମୀ ବ୍ଳକ…
ବହୁତ ହୋଇଗଲା, ପ୍ରକୃତରେ କ’ଣ ଘଟିଛି ଆମେ ଜାଣିବାକୁ ଚାହୁଁଛୁ: ରାହୁଲ ଗାନ୍ଧୀ
ନୂଆଦିଲ୍ଲୀ, ୧୭।୬: ଗଲୱାନ ଘାଟିରେ ହୋଇଥିବା ହିଂସାକାଣ୍ଡରେ ୨୦ ଯବାନ ଶହୀଦ ହୋଇଛନ୍ତି। ଚୀନର ମଧ୍ୟ ୪୩ ଯବାନ ନିହତ ହୋଇଛନ୍ତି। ଫଳରେ ଦୁଇଦେଶ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି। ୨୦ ଯବାନ ଶହୀଦ ହେବା ପରେ ସାରା ଦେଶରେ ଏହାକୁ…
ଭାରତ-ଚାଇନା ସୀମା ବିବାଦ ଉପରେ ଆମେରିକାର ନଜର: କହିଲା, ଶାନ୍ତିପୂର୍ଣ୍ଣ ସମାଧାନ ହେଉ
ୱାଶିଂଟନ,୧୭।୬: ପୂର୍ବ ଲଦାଖର ଗଲୱାନ ଘାଟିରେ ଭାରତୀୟ ଏବଂ ଚାଇନା ସେନାଙ୍କ ମଧ୍ୟରେ ସଂଘର୍ଷ ଘଟି ଭାରତର ୨୦ ଯବାନ ଶହୀଦ ହୋଇଥିବାବେଳେ ଚାଇନାର ୪୩ ସୈନ ପ୍ରାଣ ହରାଇଛନ୍ତି। ପରେ ଦୁଇ ଦେଶର ସେନା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି।…
ଭାରତ-ଚାଇନା ମଧ୍ୟରେ କଥାବାର୍ତ୍ତା ବିଫଳ: ସୀମାରେ ଉତ୍ତେଜନା ଜାରି
ନୂଆଦିଲ୍ଲୀ,୧୭।୬: ଲଦାଖର ଲାଇନ ଅଫ ଆକଚୁଆଲ କଣ୍ଟ୍ରୋଲ ନିକଟସ୍ଥ ଗଲଓ୍ବାନ ଉପତ୍ୟକା ନିକଟରେ ବର୍ତ୍ତମାନ ସ୍ଥିତି ତିକ୍ତ ଅବସ୍ଥାରେ ଅଛି। ଦୁଇ ଦେଶ ମଧ୍ୟ ଚାଲିଥିବା ଆଲୋଚନା ବିଫଳ ରହିଛି। ସୋମବାର ରାତିରେ ପୂର୍ବ ଲଦାଖରେ ଭାରତୀୟ ସୀମାରେ ପଶି ଚାଇନ…
ଆକସ୍ମିକ ଭାବେ ଅପସରି ଗଲେ
କଟକ ଅଫିସ,୧୭ା୬: ନିଜ ଅଭିନୟର ଯାଦୁରେ ଲୋକଙ୍କ ଭିତରେ ତାରକା ଭାବେ ପରିଚିତ ହୋଇ ଆସିଲାବେଳକୁ ହଠାତ୍ ସେମାନଙ୍କ ଆକସ୍ମିକ ମୃତ୍ୟୁ ସମସ୍ତଙ୍କୁ ହତଚକିତ କରିଦିଏ। ପ୍ରତିଷ୍ଠା ସେମାନଙ୍କ ପାଦ ଚୁମିଲା ବେଳକୁ ସେମାନେ କିନ୍ତୁ ପରଲୋକରେ ପାଦ ଦେଇସାରିଥାନ୍ତି। ସେମାନଙ୍କ…
ପୁଣି ମାତିଲେ ସାଇବର ଠକ: ସେକେଣ୍ଡରେ ଆକାଉଣ୍ଟରୁ କଟିଗଲା ୮ ଲକ୍ଷ ଟଙ୍କା
ଭୁବନେଶ୍ୱର,୧୭ା୬(ବ୍ୟୁରୋ): ପୋଲିସ ଏବଂ କ୍ରାଇମ୍ବ୍ରାଞ୍ଚର ବିଫଳତା ଫଳରେ ଦିନକୁ ଦିନ ସାଇବର ଅପରାଧୀମାନେ ମାତିଲେଣି। ସେମାନେ ବିଶେଷ କରି ଲକ୍ଡାଉନ୍ ସମୟରେ ଏକାଧିକ ଲୋକଙ୍କୁ ଟାର୍ଗେଟ କରି ଲକ୍ଷାଧିକ ଟଙ୍କା ଲୁଟି ନେଉଛନ୍ତି। ଦୁଇଦିନ ତଳେ ପୁରୁଣା ଭୁବନେଶ୍ୱରର ଜଣେ ପୋଲିସ…
ଶିଳ୍ପ ବର୍ଜ୍ୟରେ କଂକ୍ରିଟ୍ ରାସ୍ତା
ଭୁବନେଶ୍ୱର, ୧୭।୬(ବ୍ୟୁରୋ): ବିନା ସିମେଣ୍ଟରେ ସମ୍ଭବ ହୋଇଛି କଂକ୍ରିଟ୍ ରାସ୍ତା। କେବଳ ଶିଳ୍ପ ବର୍ଜ୍ୟ ବ୍ୟବହାର କରି ଏହି ପ୍ରଦୂଷଣମୁକ୍ତ ରାସ୍ତା ନିର୍ମାଣ କରାଯାଇଛି। କଟକ ଜିଲା ଅମନପଡ଼ା ଗ୍ରାମ୍ୟରେ ପାଇଲଟ ପ୍ରଳକ୍ପ ଭାବେ ତିଆରି ହୋଇଥିବା ଏହି ରାସ୍ତାକୁ ଓଡ଼ିଶା…
ଆଜିଠୁ ଖୋଲିବ କଲେଜ, ବିଶ୍ୱବିଦ୍ୟାଳୟ
ଭୁବନେଶ୍ୱର, ୧୭।୬(ବ୍ୟୁରୋ): ରାଜ୍ୟର ସମସ୍ତ କଲେଜ ଓ ବିଶ୍ୱବିଦ୍ୟାଳୟ ବୁଧବାରଠାରୁ ଖୋଲିବ। ଅଧ୍ୟାପକ ଓ କର୍ମଚାରୀମାନେ ଅଫିସ ଆସିବେ। କିନ୍ତୁ ପାଠପଢ଼ା ହେବ ନାହିଁ। ଏନେଇ ଗତ ୧୨ ତାରିଖରେ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ହେଲେ ସରକାରଙ୍କ…
ଆଜି ଦଶମୂଳ ଲାଗି ହେବେ ଦାରୁଦିଅଁ
ପୁରୀ ଅଫିସ,୧୭ା୬: ଅଣସରରେ ଥିବା ମହାପ୍ରଭୁ ବୁଧବାର ଦଶମୂଳ ଲାଗି ହେବେ। ଜ୍ୱରରେ ପୀଡ଼ିତ ଦାରୁଦିଅଁ ଦଶମୂଳ ଲାଗି ହେଲେ ସୁସ୍ଥ ହୁଅନ୍ତି। ଏଥିଲାଗି ମଙ୍ଗଳବାର ସନ୍ଧ୍ୟାରେ ଶ୍ରୀମନ୍ଦିରର ବୈଦ୍ୟ ସେବକମାନେ ଦଶମୂଳ ପ୍ରସ୍ତୁତ କରି ଶ୍ରୀମନ୍ଦିର ଗାରଦରେ ଦାଖଲ କରିଛନ୍ତି।…
ଭର୍ଚୁଆଲ ରାଲିକୁ ସମ୍ବୋଧିତ କଲେ କେନ୍ଦ୍ରମନ୍ତ୍ରୀ
ଭୁବନେଶ୍ୱର,୧୭।୬(ବ୍ୟୁରୋ): ମୋଦିଙ୍କ ଉପରେ ଦେଶର ଜନତାଙ୍କ ବିଶ୍ୱାସ ବଢ଼ିଛି। ଅନ୍ୟ ରାଜନୈତିକ ବ୍ୟକ୍ତିତ୍ୱଙ୍କ ଅପେକ୍ଷା ୮୫ ପ୍ରତିଶତ ଲୋକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବିଶ୍ୱାସ କରିଛନ୍ତି। ଓଡ଼ିଶାରେ ୧୦୦ରୁ ୯୬ଜଣ ଲୋକଙ୍କର ମୋଦିଜୀଙ୍କ ଉପରେ ଭରସା କରିଛନ୍ତି ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର…
ରାଜ୍ୟରେ ୩୫୭୬ ପୁରୁଷ, ୫୮୭ ମହିଳା ଆକ୍ରାନ୍ତ
ଭୁବନେଶ୍ୱର, ୧୭।୬(ବ୍ୟୁରୋ): ରାଜ୍ୟରେ ଆଉ ୧୦୮ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୪୧୬୩ରେ ପହଞ୍ଚତ୍ଥିବାବେଳେ ୫୮୭ଜଣ ମହିଳା ଓ ୩୫୭୬ଜଣ ପୁରୁଷ ରହିଛନ୍ତି। ସେପଟେ ଦିନକୁ ଦିନ ଛୋଟପିଲା ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ…
Archives


