Home Left

ଲକ୍‌ଡାଉନ ହୋଇ ନ ଥିଲେ ଏବେ ଫିଲ୍ମ ଶୁଟିଂରେ ବ୍ୟସ୍ତ ରହିଥାନ୍ତେ ସୁଶାନ୍ତ: ବଲିଉଡ୍‌ ନିର୍ଦ୍ଦେଶକ

ମୁମ୍ବାଇ: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁପରେ ଏବେ ତାଙ୍କ ସମ୍ପର୍କିତ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ସମସ୍ତେ ତାଙ୍କ ମୃତ୍ୟୁ ପଛରେ କାରଣକୁ ନେଇ ନିଜର ମତ ଓ ଅନୁମାନ ପ୍ରକାଶ କରୁଛନ୍ତି। ଇତିମଧ୍ୟରେ ଯଦି ଦେଶରେ…

ସଲମାନଙ୍କ ସାହାଯ୍ୟ ମାଗିଲେ ଏହି ଅଭିନେତ୍ରୀ

ମୁମ୍ବାଇ: ଏବେ ଦେଶରେ କରୋନା ମହାମାରୀ ଚିନ୍ତାର କାରଣ ପାଲଟିଥିବା ବେଳେ ଏହି ଅଦୃଶ୍ୟ ଯୁଦ୍ଧରେ ଲଢୁଛନ୍ତି ଦେଶବାସୀ। ଏହି ସମୟରେ ବଲିଉଡ୍‌ ସେଲିବ୍ରିଟିମାନେ ମଧ୍ୟ ସହଯୋଗର ହାତ ବଢାଇଛନ୍ତି। ସୋନୁ ସୁଦ ଓ ସଲମାନଙ୍କ ନାଁ ଆଗରେ ଥିବା ବେଳେ…

ନିମାପଡ଼ାକୁ ଛୁଇଁଲା କରୋନା: ୬ ପଜିଟିଭ ଚିହ୍ନଟ

ନିମାପଡ଼ା, ୧୬।୬(ଡି.ଏନ୍‌.ଏ.): ପୁରୀ ଜିଲାରେ କରୋନା ପଜିଟିଭଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ଜିଲାରୁ ୧୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ତେବେ ପ୍ରଥମ ଥର ପାଇଁ ନିମାପଡ଼ାକୁ କରୋନା ଛୁଇଁଛି। ନିମାପଡ଼ା ବ୍ଲକରୁ ୬ ଜଣ…

୧୯୯୯ ଭାରତ ଭ୍ରମଣକୁ ମନେ ପକାଇଲେ ଓ୍ବାସିମ୍‌ ଆକ୍ରାମ୍‌: ଭୁଲିହେବ ନାହିଁ ଚେନ୍ନାଇବାସୀଙ୍କ ଭଲ ପାଇବା

ଇସଲାମାବାଦ୍‌, ୧୬।୬:କ୍ରିକେଟ ଖେଳରେ ଭାରତ ପାକିସ୍ତାନ ମଧ୍ୟରେ ଥିବା ବନ୍ଧୁତ୍ୱପୂର୍ଣ୍ଣ ସମ୍ପର୍କକୁ ପୂର୍ବତନ କ୍ରିକେଟର ଓ୍ବାସିମ୍‌ ଆକ୍ରାମ୍‌ ମନେ ପକାଇଛନ୍ତି। ୧୯୯୯ରେ ପାକିସ୍ତାନ ଟିମ୍‌ ଭାରତ ଭ୍ରମଣରେ ଆସିଥିଲା। ଏହା ସ୍ବତନ୍ତ୍ର ଥିଲା ବୋଲି ସେ କହିଛନ୍ତି। ୧୦ ବର୍ଷ ପରେ…

ନିଗମ ବୋଧ ଘାଟରେ ରାତିସାରା ହେବ ଅନ୍ତିମ ସଂସ୍କାର !

ନୂଆଦିଲ୍ଲୀ,୧୬।୬: ଦେଶରେ କରୋନା ସଂକ୍ରମଣ ମାମଲା ଦିନକୁ ଦିନ ବିପଦଜନ୍ନକ ହେବାରେ ଲାଗିଛି। ଏଥିରେ ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା ହୁ ହୁ ବଢ଼ିବାରେ ଲାଗିିଛି। ତେବେ କରୋନାଜନିତ ବୃଦ୍ଧି ପାଉଥିବା ମୃତ୍ୟୁ ସଂଖ୍ୟାକୁ ଦେଖି ଦିଲ୍ଲୀ ନଗର ନିଗକ ଏକ…

ସ୍ବଦେଶୀ ଭେଣ୍ଟିଲେଟର ନିର୍ମାଣ ସ୍ବପ୍ନ ସତ ହେଲା

ନୂଆଦିଲ୍ଲୀ,୧୬।୬: କରୋନା ମହାମାରୀ ସହ ଲଢିବାକୁ ପ୍ରାୟ ସବୁ ଦେଶ ଆପ୍ରାଣ ଉଦ୍ୟମ କରି ଚାଲିଥିବା ବେଳେ ଭାରତ ମଧ୍ୟ ଏଥିରେ ପଛରେ ପଡିନାହିଁ। ମେକ୍‌ ଇନ୍‌ ଇଣ୍ଡିଆ ପ୍ରୋଜେକ୍ଟ ଅଧିନରେ ଏବେ ସତ ହୋଇଛି ସ୍ବଦେଶୀ ଭେଣ୍ଟିଲେଟର ନିର୍ମାଣ ସ୍ବପ୍ନ।…

ଭୁବନେଶ୍ୱରରେ ପୁଣି ୫ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୬।୬(ବ୍ୟୁରୋ): ଭୁବନେଶ୍ୱରରେ କରୋନା ପଜିଟିଭ୍‌ଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ମଙ୍ଗଳବାର ରାଜ୍ୟରେ ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୫ ଜଣ ରାଜଧାନୀ ଭୁବନେଶ୍ୱରର ବୋଲି ଜଣାପଡ଼ିଛି। ଏନେଇ ବିଏମସି ଟୁଇଟ କରି ସୂଚନା ଦେଇଛି। ଏହି ପାଞ୍ଚ ଜଣ…

ଚାଇନାର ୫ ସୈନ୍ୟ ମୃତ, ୧୧ ଆହତ: ଗ୍ଲୋବାଲ ଟାଇମ୍ସ୍‌

ବେଜିଂ, ୧୬।୬: ଭାରତ ଚାଇନା ସୈନ୍ୟ ସୋମବାର ରାତିରେ ଲଦାଖର ଗଲଓ୍ବାଂ ଘାଟିରେ ମୁହାଁମୁହିଁ ହୋଇଛନ୍ତି। ଉଭୟ ପକ୍ଷ ପରସ୍ପର ଉପରକୁ ଗୁଳି ଚାଳନା କରିଛନ୍ତି। ଏଥିରେ ଚାଇନାର ୫ ସୈନ୍ୟଙ୍କର ମୃତ୍ୟୁ ଘଟିଥିବାବେଳେ ୧୧ ଜଣ ଆହତ ହୋଇଥିବା ଗ୍ଲୋବାଲ…

ଯୋଡ଼ା ଏଫ୍‌ଏପି କଲୋନୀରେ ଜଣେ କରୋନା ପଜିଟିଭ୍‌ ଚିହ୍ନଟ: ଉକ୍ତ ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା

କେନ୍ଦୁଝର/ଯୋଡ଼ା,୧୬।୬ (ସ୍ବ.ପ୍ର./ ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ସହର ମଧ୍ୟ ଭାଗରେ ଥିବା ଫେରୋ ଆଲଏଜ ପ୍ଲାଣ୍ଟ(ଏଫ୍‌ଏପି) କଲୋନୀରେ ମଙ୍ଗଳବାର ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସୁରକ୍ଷା ବ୍ୟବସ୍ଥାକୁ କଡାକଡ଼ି କରାଯାଇ ଉକ୍ତ ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି।…

ସୁଶାନ୍ତଙ୍କ ମୃତ୍ୟୁ ଖବର ଶୁଣି ଏମିତି ଥିଲା ଧୋନୀଙ୍କ ପ୍ରତିକ୍ରିୟା

ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ଖବର ସମସ୍ତଙ୍କ ଚକିତ କରିଛି। ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ଜୀବନୀକୁ ନେଇ ନିର୍ମିତ ‘ଏମଏସ ଧୋନୀ ଦ ଅନଟୋଲ୍ଡ ଷ୍ଟୋରୀ’ରେ ଧୋନୀଙ୍କ ଭୂମିକାରେ ଅଭିନୟ କରି ଲକ୍ଷ ଲକ୍ଷ ଦର୍ଶକଙ୍କ…

ଗଲଓ୍ବାଂ ଘାଟି: ୧୯୬୨ରେ ମଧ୍ୟ ଚାଇନା ଭାରତକୁ ଦେଖାଇଥିଲା ନାଲି ଆଖି

ଲଦାଖ, ୧୬।୬: ଭାରତ ଚାଇନା ସୈନ୍ୟ ସୋମବାର ରାତିରେ ଲଦାଖର ଗଲଓ୍ବାଂ ଘାଟିରେ ମୁହାଁମୁହିଁ ହୋଇଛନ୍ତି। ଉଭୟ ପକ୍ଷ ପରସ୍ପର ଉପରକୁ ଗୁଳି ଚାଳନା କରିଛନ୍ତି। ଏଥିରେ ଭାରତର ଜଣେ କର୍ନେଲ ଏବଂ ୨ ଜଣ ଯବାନ ଶହୀଦ ହୋଇଥିବାବେଳେ ଚାଇନାର…

ଛତ୍ରପୁର ସହର ପ୍ରବେଶ ପଥ ସିଲ୍‌ : ୬ ପଞ୍ଚାୟତକୁ ଯାଇପାରୁନି ଆମ୍ବୁଲାନ୍ସ

ଛତ୍ରପୁର,୧୬।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସଦରମହକୁମା ଛତ୍ରପୁର ସହରର ପ୍ରବେଶ ପଥଗୁଡିକୁ ବ୍ୟାରିକେଟ କରି ସିଲ୍‌ କରି ଦିଆଯାଇଛି। କେତେକ ଅମାନିଆ ନିୟମ ଉଲ୍ଲଂଘନ କରି ଗାଡ଼ିଧରି ଛତ୍ରପୁର ସହରକୁ ଆସୁଛନ୍ତି। ଏଥିଲାଗି ଛତ୍ରପୁର ଏନ୍‌ଏସି କର୍ତ୍ତୃପକ୍ଷଙ୍କ ପକ୍ଷରୁ କଡ଼ା ପଦକ୍ଷେପ ନିୟାଯାଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri