ସାତଫେରା ପରେ କ୍ୱାରାଣ୍ଟାଇନ୍ରେ କନ୍ୟା-ବର-ବରଯାତ୍ରୀ
ଭୋପାଳ, ୧୬।୬: ମଧ୍ୟପ୍ରଦେଶରେ ସାତଫେରା ପରେ କନ୍ୟା, ବର ଏବଂ ୮୫ ବରଯାତ୍ରୀଙ୍କୁ କ୍ୱାରାଣ୍ଟାଇନ୍ରେ ରଖାଯାଇଛି। ସ୍ଥାନୀୟ ଛତ୍ରପୁର ଅଞ୍ଚଳରେ ସେମାନଙ୍କୁ କ୍ୱାରାଣ୍ଟାଇନ୍ରେ ରଖାଯାଇଥିବା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଗୁରୁଗ୍ରାମ୍ରୁ ବରଯାତ୍ରୀ ଘୁବରା ସହରକୁ ଆସିଥିଲେ। ତେବେ ବିବାହରେ ଯୋଗଦେଇଥିବା…
ବାଘଛାଲ, ହାଡ଼ ଜବତ ଘଟଣା: କ୍ୱାରାଣ୍ଟାଇନ୍ ସେଣ୍ଟରରୁ ଜଣଙ୍କୁ ଉଠାଇ ନେଲେ ରେଞ୍ଜର
ନୟାଗଡ଼ ଅଫିସ/ରଣପୁର,୧୬।୬(ସ୍ବ.ପ୍ର.): ବାଘଛାଲ, ହାଡ଼ ଜବତ ଘଟଣାରେ ସମ୍ପୃକ୍ତି ଅଭିଯୋଗରେ ଖୋର୍ଦ୍ଧା ବନଖଣ୍ଡ ରଣପୁର ରେଞ୍ଜର ବନ କର୍ମଚାରୀ ମଙ୍ଗଳବାର ନାୟଗଡ ଜିଲା ବାଉଁଶଗଡ଼ କ୍ୱାରାଣ୍ଟାଇନ୍ ସେଣ୍ଟରରୁ ଜଣଙ୍କୁ ଉଠାଇ ନେଇଛନ୍ତି। ଉକ୍ତ ବ୍ୟକ୍ତି ଜଣକ ୫୦ ବର୍ଷୀୟ ହୋଇଥିବା ବେଳେ…
ମୋଦିଙ୍କୁ ସୋନିଆଙ୍କ ଚିଠି
ନୂଆଦିଲ୍ଲୀ,୧୬।୬: କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟକୁ ଏକ ପତ୍ର ଲେଖିଛନ୍ତି। ପେଟ୍ରୋଲ ଓ ଡିଜେଲ ଦର ଲଗାତାର ଭାବେ ବୃଦ୍ଧି ପାଉଥିବାରୁ ଏହାକୁ ନେଇ ସୋନିଆ ଅସନ୍ତୁଷ୍ଟ ହୋଇଛନ୍ତି। ପତ୍ର ମାଧ୍ୟମରେ ସେ ପ୍ରଧାନମନ୍ତ୍ରୀଙ୍କୁ…
କର୍ମଜୀବୀ ମା’ଙ୍କ ଲାଗି…
କେତେଜଣ କର୍ମଜୀବୀ ମା’ଙ୍କୁ ପ୍ରସବର କିଛି ମାସ ମଧ୍ୟରେ କର୍ମକ୍ଷେତ୍ରରେ ଯୋଗଦେବାକୁ ହେଉଥିବାରୁ ଶିଶୁକୁ ନିୟମିତ ସ୍ତନ୍ୟପାନ କରାଇବାରେ ଅବହେଳା ହୋଇଥାଏ। କିନ୍ତୁ ଏଭଳି ପରିସ୍ଥିତିରେ ମା’ ଚାହିଁଲେ ଡବାକ୍ଷୀର ଉପରେ ନିର୍ଭର ନ କରି ନିଜ କ୍ଷୀର ସଞ୍ଚୟ କରି…
ପୁଅକୁ ଜୀବନର ପ୍ରକୃତ ମୂଲ୍ୟ ଶିଖାଇବା ପାଇଁ ରାସ୍ତାକୁ ଓହ୍ଲାଇଲେ ଶିଖର ଧାଓ୍ବନ
କରୋନା ଯୋଗୁ ଏବେ ସମସ୍ତ କ୍ରିକେଟ ସିରିଜ୍ ସ୍ଥଗିତ ରଖାଯାଇଛି। ଫଳରେ କ୍ରିକେଟରମାନେ ନିଜ ପରିବାର ସମୟ ବିତାଇବା ସହ ସୋସିଆଲ ମିଡିଆରେ ମଧ୍ୟ ସକ୍ରିୟ ରହୁଛନ୍ତି। ଭାରତୀୟ ଦଳର ଷ୍ଟାର୍ ସପନର ଶିଖର ଧାଓ୍ବନ ନିଜ ଫ୍ୟାନଙ୍କ ସହ ଯୋଡି…
ସଙ୍ଗରୋଧରୁ ବାହାରିବାର ୨ ଦିନ ପରେ କରୋନା ପଜିଟିଭ ଚିହ୍ନଟ: ନପଙ୍ଗ ପଞ୍ଚାୟତ କଣ୍ଟେନମେଣ୍ଟ ଜୋନ୍ ଘୋଷଣା
ଭଣ୍ଡାରିପୋଖରୀ, ୧୬।୬ (ଡି.ଏନ୍.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ନପଙ୍ଗ ପଞ୍ଚାୟତକୁ ପ୍ରଶାସନ ପକ୍ଷରୁ ସୋମବାର କଣ୍ଟେନମେଣ୍ଟ ଜୋନ୍ ଭାବେ ଘୋଷଣା କରାଯାଇଛି। କୋଲକାତାରୁ ଫେରି ଜଣେ ପ୍ରବାସୀ ସଙ୍ଗରୋଧ କେନ୍ଦ୍ରରେ ରହିଥିଲେ। ସେଠାରେ ଅବଧି ଶେଷ ହେବା ପରେ ସେ…
ଅପରାହ୍ନ ୨ରୁ ପରଦିନ ସକାଳ ୬ଟା ପର୍ଯ୍ୟନ୍ତ ଖୋର୍ଦ୍ଧା ସବ୍ଡିଭିଜନ୍ ଶଟ୍ଡାଉନ: ଜୁନ୍ ୩୦ ଯାଏ କଟକଣା ବଳବତ୍ତର
ଖୋର୍ଦ୍ଧା ଅଫିସ,୧୬।୬ : କରୋନା ନିୟନ୍ତ୍ରଣ ପାଇଁ ଖୋର୍ଦ୍ଧା ସବ୍ଡିଭିଜନ୍ରେ ଅପରାହ୍ନ ୨ଟାରୁ ପରଦିନ ସକାଳ ୬ଟା ପର୍ଯ୍ୟନ୍ତ ଶର୍ଟଡାଉନ୍ ଘୋଷଣା କରାଯାଇଛି। ଜୁନ ୩୦ ଯାଏ ଏହି କଟକଣା ବଳବତ୍ତର ରହିବ। ଏହି ସମୟରେ ସମସ୍ତ ଦୋକାନ ବଜାର ବନ୍ଦ…
୨୦ ସେକେଣ୍ଡରେ ଚିହ୍ନଟ ହେବେ କରୋନା ପଜିଟିଭ୍ !
ପ୍ରୟାଗରାଜ, ୧୬।୬: କରୋନା ସଂକ୍ରମଣ ନେଇ ଭାରତରେ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ କରୋନା ପଜିଟିଭ୍ଙ୍କୁ କିଭଳି ଶୀଘ୍ର ଚିହ୍ନଟ କରାଯିବ ସେନେଇ ଉଦ୍ୟମ ଜାରି ରହିଛି। ପ୍ରୟାଗରାଜର ମୋତିଲାଲ ନେହେରୁ ରାଷ୍ଟ୍ରୀୟ ପ୍ରାଦ୍ୟୋଗିକ ସଂସ୍ଥାନ ପକ୍ଷରୁ ଏକ ନୂଆ ପ୍ରଣାଳୀ ଡିପ୍-ଏକ୍ସ୍ର…
ପ୍ରୟାଗରାଜର ପୂର୍ବତନ ଏସ୍ଏସ୍ପିଙ୍କୁ କରୋନା
ପ୍ରୟାଗରାଜ,୧୬।୬: ଉତ୍ତରପ୍ରଦେଶ ପ୍ରୟାଗରାଜର ପୂର୍ବତନ ଏସ୍ଏସ୍ପି ସତ୍ୟାର୍ଥ ଅନିରୁଦ୍ଧ ପଙ୍କଜ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ରିପୋର୍ଟ ଆସିବା ପରେ ମଙ୍ଗଳବାର ତାଙ୍କୁ କୋଭିଡ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନାଯୋଗ୍ୟ, ସତ୍ୟାର୍ଥଙ୍କ ଗନ୍ମ୍ୟାନ ପ୍ରଥମେ କରୋନା ପଜିଟିଭ୍ ଭାବେ ଚିହ୍ନଟ ହୋଇଥିଲେ। ଏହାପରେ…
ବଜେଟ ଉପସ୍ଥାପନ ପୂର୍ବରୁ ପୂଜାର୍ଚ୍ଚନା କଲେ ଆନ୍ଧ୍ର ଅର୍ଥମନ୍ତ୍ରୀ
ଅମରାବାତି,୧୬।୬: ଆନ୍ଧ୍ର ପ୍ରଦେଶର ଅର୍ଥମନ୍ତ୍ରୀ ବୁଗାନା ରାଜେନ୍ଦ୍ରନାଥ ମଙ୍ଗଳବାର ବିଧାନସଭାରେ ୨୦୨୦-୨୧ର ବଜେଟ ଉପସ୍ଥାପନ କରିବା ପୂର୍ବରୁ ନିଜ ଚାମ୍ବରରେ ପୂଜାର୍ଚ୍ଚନା କରିଛନ୍ତି। କରୋନା ଭାଇରସ ସଂକ୍ରମଣ ଦୃଷ୍ଟିରୁ ବଜେଟ ଉପସ୍ଥାପନ ପୂର୍ବରୁ ବିଧାନସଭାକୁ ସମ୍ପୂର୍ଣ୍ଣ ଭାବେ ସାନିଟାଇଜ କରାଯିବା ସହ…
ରଜ ଖର୍ଚ୍ଚ ପାଇଁ ଟଙ୍କା ନ ଦେବାରୁ ମା’ଙ୍କୁ ଟାଙ୍ଗିଆରେ ହାଣିଲେ ପୁଅ
ରାଇସୁଆଁ,୧୬।୬(ଡି.ଏନ୍.ଏ.): ରଜ ପାଇଁ ଟଙ୍କା ନ ଦେବାରୁ ମା’ଙ୍କୁ ଟାଙ୍ଗିଆରେ ହାଣିଲେ ପୁଅ। ଏଭଳି ଅଭାବନୀୟ ଘଟଣା ଘଟିଛି କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ଗୋପୀନାଥପୁର ପଞ୍ଚାୟତ ଗୋପୀନାଥପୁର ଗ୍ରାମରେ। ମିଳିଥିବା ସୂଚନାନୁଯାୟୀ, ସୁଜୁନି ବେଣ୍ଟକାର(୫୫)ଙ୍କ ପୁଅ ସୋମବାର ବିଳମ୍ବିତ…
୨୦ ଜୁନରୁ ‘କସୌଟି ଜିନ୍ଦେଗୀ କେ-୨’ର ଶୁଟିଂ ହେବ ଆରମ୍ଭ
ମୁମ୍ବାଇ, ୧୬।୬: ଟିଭି ଧାରବାହିକ ‘କସୌଟି ଜିନ୍ଦେଗୀ କେ-୨’ର ଶୁଟିଂ ୨୦ ଜୁନରୁ ଆରମ୍ଭ ହେବ। ଏନେଇ ଏକତା କପୁର ନିର୍ଦ୍ଦେଶ ଦେଇଥିବା ଟିମ୍ ପକ୍ଷରୁ କୁହାଯାଇଛି। ଶୁଟିଂ ଆରମ୍ଭ ହୋଇଥିବାରୁ ଏହାର ପରବର୍ତ୍ତୀ ଏପିସୋଡ଼ ଦର୍ଶକ ଜୁଲାଇ ମାସଠାରୁ ଦେଖିପାରିବେ…
Archives


