Home Left

୨୦ ଜୁନରୁ ‘କସୌଟି ଜିନ୍ଦେଗୀ କେ-୨’ର ଶୁଟିଂ ହେବ ଆରମ୍ଭ

ମୁମ୍ବାଇ, ୧୬।୬: ଟିଭି ଧାରବାହିକ ‘କସୌଟି ଜିନ୍ଦେଗୀ କେ-୨’ର ଶୁଟିଂ ୨୦ ଜୁନରୁ ଆରମ୍ଭ ହେବ। ଏନେଇ ଏକତା କପୁର ନିର୍ଦ୍ଦେଶ ଦେଇଥିବା ଟିମ୍‌ ପକ୍ଷରୁ କୁହାଯାଇଛି। ଶୁଟିଂ ଆରମ୍ଭ ହୋଇଥିବାରୁ ଏହାର ପରବର୍ତ୍ତୀ ଏପିସୋଡ଼ ଦର୍ଶକ ଜୁଲାଇ ମାସଠାରୁ ଦେଖିପାରିବେ…

ବରଗଡ଼ରେ ୭୬ ବର୍ଷୀୟ ବୃଦ୍ଧଙ୍କୁ କରୋନା: ସ୍ବାସ୍ଥ୍ୟାବସ୍ଥା ଗୁରୁତର; କଟାପାଲି ଗ୍ରାମକୁ କଣ୍ଟେନମେଣ୍ଟ ଘୋଷଣା

ବରଗଡ଼ ଅଫିସ, ୧୬।୬: ବରଗଡ଼ ଜିଲାରେ ମଙ୍ଗଳବାର ପୁଣି ଜଣେ କରୋନା (କୋଭିଡ -୧୯) ପଜିଟିଭ ଚିହ୍ନଟ ହୋଇଛନ୍ତି। ସେ ବରଗଡ଼ ବ୍ଲକ ଅନ୍ତର୍ଗତ କଟାପାଲି ଗ୍ରାମର ଏବଂ ତାଙ୍କ ବୟସ ୭୬। ଏ ନେଇ ଜିଲା ସୂଚନା ଓ ଲୋକସମ୍ପର୍କ…

ବଢୁଛି ମୋଦି ମାସ୍କର ଚାହିଦା

ଭୋପାଳ,୧୬।୬: କରୋନା ମହାମାରୀକୁ ରୋକିବାକୁ ମାସ୍କ ପିନ୍ଧିବା ଜରୁରୀ ବୋଲି ବିଶେଷଜ୍ଞମାନେ କହୁଛନ୍ତି। ପୂର୍ବରୁ ମେଡିସିନ ଷ୍ଟୋରରେ ଏହି ମାସ୍କ ଉପଲବ୍ଧ ହେଉଥିବା ବେଳେ ଏବେ ଏହା ରାସ୍ତା କଡରେ ବି ମିଳି ଯାଉଛି। ଆଉ ଗ୍ରାହକ ମାସ୍କ ଖୋଜିବାକୁ ଏଣେତେଣେ…

ପରିବାରକୁ ଜୀବନରୁ ମାରିଦେବାକୁ ଉଦ୍ୟମ: ଭାତରେ ବିଷ ମିଶାଇଲେ ବାପା

ମାଲକାନଗିରି,୧୬।୬(ଡି.ଏନ୍.ଏ.): ବାପା ଭାତରେ ବିଷ ଦେବାରୁ ଗୋଟିଏ ପରିବାରର ୫ ଜଣ ସଦସ୍ୟ ଗୁରୁତର ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଘଟିଛି ମାଲକାନଗିରି ଜିଲା ମାଥିଲି ଥାନା ଅନ୍ତର୍ଗତ କାଳିଆନାୟକଗୁଡା ଗାଁରେ। ନିଶାଗ୍ରସ୍ତ ବାପା ନର୍ସିଙ୍ଗ ମାଝି ସୋମବାର ରାତିରେ ଭାତରେ…

କରୋନା ମୃତକଙ୍କ ଅନ୍ତିମ ସଂସ୍କାର ନେଇ ପୁଣେରେ ରାଜନୀତି ଆରମ୍ଭ

ପୁଣେ, ୧୬।୬: କରୋନା ସଂକ୍ରମଣ ତାଲିକାରେ ମହାରାଷ୍ଟ୍ର ଦେଶରେ ସମସ୍ତ ରାଜ୍ୟ ମଧ୍ୟରେ ଶୀର୍ଷରେ ରହିଛି। କରୋନା ମୃତକଙ୍କୁ ବହୁ କ୍ଷେତ୍ରରେ ପରିବାର ସଦସ୍ୟ ଛାଡ଼ି ଚାଲିଯାଉଥିବାରୁ ପୁଣେ ନଗର ନିଗମ ପକ୍ଷରୁ ଏକ ଯୋଜନା ପ୍ରସ୍ତୁତ କରାଯାଇଥିଲା। କରୋନା ମୃତକଙ୍କ…

ପୁରୀରୁ ୧୫ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ଛୁଇଁଲା ୧୭୦

ପୁରୀ ଅଫିସ, ୧୬।୬: ପୁରୀ ଜିଲାରୁ ମଙ୍ଗଳବାର ପୁଣି ୧୫ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ପଜିଟିଭ ସଂଖ୍ୟା ୧୭୦ରେ ପହଞ୍ଚିଛି। ଏମାନଙ୍କ ମଧ୍ୟରୁ ୧୦୦ ଜଣ ସୁସ୍ଥ ହୋଇଥିଲା ବେଳେ ୭୦ଜଣ ବିଭିନ୍ନ କୋଭିଡ୍‌…

ନିଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ହସ୍ପିଟାଲରେ ଭର୍ତ୍ତି ହେଲେ ସ୍ବାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୬।୬: ଦିଲ୍ଲୀର ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ ନିଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ଓ ଜ୍ୱର ଯୋଗୁ ସୋମବାର ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କୁ ରାଜୀବ ଗାନ୍ଧୀ ସୁପର ସ୍ପେଶାଲିଟି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଜୈନ ଟୁଇଟ କରି କହିଛନ୍ତି ଶରୀରର…

ପଶ୍ଚିମବଙ୍ଗରୁ ଫେରିଥିବା୧୬ ଅଗ୍ନିଶମ କର୍ମଚାରୀଙ୍କୁ କରୋନା

ଭୁବନେଶ୍ୱର, ୧୬।୬(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୧୦୮ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ପଶ୍ଚିମବଙ୍ଗରୁ ବାତ୍ୟା ‘ଅମ୍ଫନ’ ମୁକାବିଲା ସାରି ଫେରିଥିବା ୧୬ଜଣ ଅଗ୍ନିଶମ କର୍ମଚାରୀ ରହିଛନ୍ତି। ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ…

ଶିଳ୍ପାଙ୍କ ନିର୍ବନ୍ଧ ମୁଦିିର ମୂଲ୍ୟ ଶୁଣିଲେ ହେବେ ଆଶ୍ଚର୍ଯ୍ୟ

ବଲିଉଡର ଫିଟ୍‌ନେସ୍‌ କୁଇନ୍‌ ଶିଳ୍ପା ସେଟ୍ଟୀ ଫିଲ୍ମ ଦୂନିଆରୁ ଦୂରେଇ ଅଛନ୍ତି ସତ, ହେଲେ ସବୁବେଳେ ସେ ଚର୍ଚ୍ଚାରେ ଥାନ୍ତି। ସେ ନିଜ ଫ୍ୟାନ୍ସମାନଙ୍କ ପାଇଁ ପ୍ରତିଦିନର ଅପଡେଟ ସୋସିଆଲ ମିଡିଆରେ ଦିଅନ୍ତି। ଅଭିନେତ୍ରୀ ଶିଳ୍ପା ଏବେ ଫିଲ୍ମ ଛାଡ଼ି ଟିଭି…

ଏଗ୍‌ଲେସ୍‌ ଭ୍ୟାନିଲା କେକ୍‌

ଆବଶ୍ୟକ ସାମଗ୍ରୀ: ୨ କପ୍‌ ମଇଦା, ୨.୫ଟି ସ୍ପୁନ୍‌ ବେକିଂ ପାଉଡର, ଅଧା କପ୍‌ ବଟର, ୧.୫ କପ୍‌ କ୍ୟାଷ୍ଟର ସୁଗାର, ଅଧା କପ୍‌ ପାଣି, ଦହି ଆବଶ୍ୟକ ଅନୁସାରେ, ୧ ଟି ସ୍ପୁନ୍‌ ଭାନିଲା ଏସେନ୍ସ, ୧/୪ ଟି ସ୍ପୁନ୍‌…

ଫିକା ଫିକା ରଜ

ରଜ ପାଳନକୁ ନେଇ ଓଡ଼ିଶାବାସୀଙ୍କ ମନରେ ଥିବା ଉତ୍ସାହକୁ ଏବର୍ଷ ଫିକା କରିଦେଇଛି କରୋନା। ତିନିଦିନ ଧରି ବେଶ୍‌ ଧୁମ୍‌ଧାମ୍‌ରେ ପାଳନ ହେଉଥିବା ଏହି ପର୍ବର ଆଜି ହେଉଛି ଶେଷଦିନ। ହେଲେ ରୋଗ ବ୍ୟାପିବା ଭୟ ସାଙ୍ଗକୁ ସାମାଜିକ ଦୂରତା ରଖିବାର…

ଘରେ କରନ୍ତୁ ହେୟାର ଡିଟକ୍ସ

କେଶକୁ ସୁନ୍ଦର ଏବଂ ମଜଭୁତ କରିବା ଲାଗି ଏହାକୁ ପରିଷ୍କାର ରଖିବା ସହ ଯତ୍ନ ନେବା ଆବଶ୍ୟକ। ତେବେ ଏଥିପାଇଁ ଆପଣ ଚାହିଁଲେ ଘରେ ହେୟାର୍‌ ଡିଟକ୍ସ କରିପାରିବେ । ଜାଣିରଖନ୍ତୁ ସେ ସମ୍ପର୍କରେ… ମାର୍କେଟରେ ମିଳୁଥିବା ବିଭିନ୍ନ କେମିକାଲ୍‌ଯୁକ୍ତ ଶାମ୍ପୁ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri