ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀଙ୍କ ଚିଠି: ଅଣଲାଭଦାୟକ ଶିକ୍ଷାନୁଷ୍ଠାନରେ ମାଗଣା ବହି ଦିଆଯାଉ
ଭୁବନେଶ୍ୱର,୧୬।୬(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି। ଏଥିରେ ସେ ସରକାରୀ ସ୍କୁଲର ଛାତ୍ରୀଛାତ୍ରଙ୍କୁ ଯେଭଳି ମାଗଣାରେ ବହି ଯୋଗାଇ ଦିଆଯାଉଛି, ସେହିପରି ସରସ୍ବତୀ ବିଦ୍ୟାମନ୍ଦିର, ବିବେକାନନ୍ଦ ଶିକ୍ଷାକେନ୍ଦ୍ର, ଅରବିନ୍ଦ ସ୍କୁଲ ଅଫ୍ ଇଣ୍ଟରନାଲ ଏଜୁକେଶନ…
ଇଏ କି ଶାଳଗ୍ରାମ
ପୁରୀ ଅଫିସ,୧୬।୬: ସନାତନ ପରମ୍ପରାରେ ଶାଳଗ୍ରାମଙ୍କୁ ସ୍ବୟଂ ବିଷ୍ଣୁଙ୍କ ସ୍ବରୂପ ଭାବେ ଉପାସନା କରାଯାଇଥାଏ। ବର୍ତ୍ତମାନ ପ୍ରକୃତ ଶାଳଗ୍ରାମ ପ୍ରାୟତଃ ଆଉ ମିଳୁନାହିଁ। ଶ୍ରୀମନ୍ଦିରରେ ଚିତ୍ରିତ ଶାଳଗ୍ରାମ ଉପାସନାର ପରମ୍ପରା ନ ଥିବାବେଳେ ହ୍ବାଟ୍ସଆପ୍ ଓ ଫେସ୍ବୁକ୍ ଭଳି ସୋସିଆଲ୍ ମିଡିଆରେ…
ପିଏନ୍ବିରୁ ୩୨ କୋଟି ଠକେଇ ମାମଲା:ଖୋଳତାଡ଼ କରିବ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ
ଭୁବନେଶ୍ୱର,୧୬।୬(ବ୍ୟୁରୋ): ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ (ପିଏନ୍ବି)ର ଷ୍ଟେଶନ ସ୍କୋୟାର ଶାଖାରୁ ୩୨ କୋଟି ଟଙ୍କା ଠକେଇ ମାମଲାରେ ଖୋଳତାଡ଼ ଚଳାଇଛି ସିବିଆଇ। ଠକେଇର ମୁଖ୍ୟ କୁହାଯାଉଥିବା ଗ୍ଲୋବାଲ ଟ୍ରେଡିଂ ସଲ୍ୟୁସନ ଲିମିଟେଡ୍ର ଏମ୍ଡି ଅବିନାଶ ମହାନ୍ତିଙ୍କୁ ଗିରଫ କରିବା ପାଇଁ ସିବିଆଇ…
ଜୁଲାଇରେ ଆଉ ୯ ଖଣି ନିଲାମ
ଭୁବନେଶ୍ୱର,୧୬।୬(ବ୍ୟୁରୋ): ରାଜ୍ୟ ସରକାର ଆହୁରି ୯ଟି କୋଇଲା ଖଣିକୁ ନିଲାମ କରିବାକୁ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଆସନ୍ତା ଜୁଲାଇ ସୁଦ୍ଧା ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲାରେ ଥିବା ଉକ୍ତ ଖଣିଗୁଡ଼ିକର ନିଲାମ କରାଯିବ। ସୁନ୍ଦରଗଡ଼ ଜିଲାର ଚାନ୍ଦିପୋଷି, ଝୁମକା ପଥିରିପୋଷି, ଠୋଲଟାପାହାଡ,…
ଚାଷଠୁ ଦୂରରେ ଚାଷୀ
ଭୁବନେଶ୍ୱର,୧୬।୬(ବ୍ୟୁରୋ): ଫସଲ ପାଇଁ ଖର୍ଚ୍ଚ ବଢ଼ିବା ସହ ଉତ୍ପାଦିତ ଶସ୍ୟର ଅଭାବୀ ବିକ୍ରି ସମସ୍ୟା ସୃଷ୍ଟି କରି ଚାଲିଛି। ଏଥିଯୋଗୁ ରାଜ୍ୟରେ ଜମି ପଡ଼ିଆ ପଡୁଛି ପଛକେ ଚାଷୀ ଚାଷ ପାଇଁ ଆଗ୍ରହ ଦେଖାଉ ନାହାନ୍ତି। ଜମି ମାଲିକ ନିଜେ ଚାଷ…
ଅନିଶ୍ଚିତତା ମଧ୍ୟରେ ଆଗଉଛି ରଥକାମ
ଢେଙ୍କାନାଳ ଅଫିସ,୧୬ା୬ ଢେଙ୍କାନାଳ ସହରର ବହୁ ପୁରାତନ ଐତିହ୍ୟ ସମ୍ପନ୍ନ ରଥଯାତ୍ରା ଚଳିତବର୍ଷ ଅନୁଷ୍ଠିତ ହେବା ନେଇ କୌଣସି ସ୍ପଷ୍ଟ ନିର୍ଦ୍ଦେଶନାମା ବର୍ତ୍ତମାନ ସୁଦ୍ଧା ଜାରି ହୋଇନାହିଁ ା ଫଳରେ ଯାତ୍ରାକୁ ନେଇ ଅନିଶ୍ଚିତତା ଲାଗି ରହିଥିବାବେଳେ ରଥଗଡାରେ ଦୁଇ ରଥର…
ଜାଡେଜା ଶ୍ରେଷ୍ଠ ଫିଲ୍ଡର
ମେଲବୋର୍ନ, ୧୬ା୬ (ପି.ଟି.)- ଭାରତୀୟ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ବର୍ତ୍ତମାନ ବିଶ୍ୱ କ୍ରିକେଟର ଶ୍ରେଷ୍ଠ ଫିଲ୍ଡର ବୋଲି ଅଭିହିତ କରିଛନ୍ତି ଅଷ୍ଟ୍ରେଲିଆର ବ୍ୟାଟିଂ ଷ୍ଟାର ଷ୍ଟିଭ୍ ସ୍ମିଥ୍। ଯୁବ ଖେଳାଳିଙ୍କ ମଧ୍ୟରେ କେ.ଏଲ୍. ରାହୁଲଙ୍କ ପ୍ରଦର୍ଶନ ଉଚ୍ଚକୋଟୀର। ରବିବାର ଇନଷ୍ଟାଗ୍ରାମ୍ରେ ସମର୍ଥକମାନଙ୍କର…
ଆମ୍ବ ଖାଇବା ପରେ ଖାଆନ୍ତୁ ନାହିଁ ଏହି ୪ଟି ଜିନିଷ
ଆମ୍ବ ପ୍ରାୟତଃ ଅନେକ ଲୋକଙ୍କର ପ୍ରିୟ ଖାଦ୍ୟ ହୋଇଥାଏ। ଗରମ ଦିନରେ ଆମ୍ବ ଖାଇବାକୁ ସମସ୍ତେ ପସନ୍ଦ କରିଥାନ୍ତି। ଆମ୍ବ ଖାଇବା ଦ୍ୱାରା ଶରୀରକୁ ଅନେକ ଲାଭ ମିଳିଥାଏ। ଆମ୍ବରେ ଆଣ୍ଟି ଅକ୍ସିଡ଼େଣ୍ଟ, ପ୍ରୋଟିନ୍, ଭିଟାମିନ୍ ଏ, ବି, ସି ପ୍ରଚୁର…
୨ଟି ଦେଶ ପାଇଁ ଅନ୍ତର୍ଜାତୀୟ କ୍ରିକେଟ ଖେଳିଛନ୍ତି ଏହି ୫ କ୍ରିକେଟର୍
ପ୍ରତ୍ୟେକ କ୍ରିକେଟର ନିଜ ଦେଶ ପାଇଁ ଖେଳିବାର ସ୍ବପ୍ନ ଦେଖନ୍ତି। ତେବେ ଖୁବ୍ କମ୍ ଖେଳାଳି ଥାନ୍ତି ଯେଉଁମାନେ ଏହି ସ୍ବପ୍ନ ପୂରଣ କରିପାରନ୍ତି। ତେବେ କ୍ରିକେଟ ଇତିହାସରେ ଏପରି କିଛି ଖେଳାଳି ଅଛନ୍ତି ଯେଉଁମାନେ ଅନ୍ତର୍ଜାତୀୟ ସ୍ତରରେ ଗୋଟିଏ ନୁହେଁ…
ବିଦେଶରେ ରହିଛି ଏହି ଭାରତୀୟ କ୍ରିକେଟରଙ୍କ ନାଁରେ ରାସ୍ତା
ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକର, ଅଧିନାୟକ ବିରାଟ କୋହଲି ଏବଂ ୧୯୮୩ ବିଶ୍ୱକପ୍ ବିଜେତା ଅଧିନାୟକ କପିଲ ଦେବ ନାଁରେ ବିଦେଶରେ ରାସ୍ତା ରହିଛି। ଅଷ୍ଟ୍ରେଲିଆର ପଶ୍ଚିମ ମେଲବୋର୍ଣ୍ଣରେ ଏହି ରାସ୍ତାଗୁଡିକ ରହିଛି। ଏଠାରେ ଭାରତୀୟମାନେ ବହୁ ସଂଖ୍ୟାରେ ରହୁଥିବାରୁ ରାସ୍ତାଗୁଡିକ ଭାରତୀୟ…
୧୯ରେ ଆଉ ଏକ ଲଘୁଚାପ: ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର,୧୫।୬(ବ୍ୟୁରୋ)- ଆସନ୍ତା ୧୯ ତାରିଖରେ ପଶ୍ଚିମବଙ୍ଗ ଏବଂ ଉତ୍ତର-ପୂର୍ବ ବଙ୍ଗୋପସାଗରେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।…
ଗ୍ରାମ୍ୟ ଜଙ୍ଗଲରୁ ଅବାଧ ମୋରମ ଚାଲାଣ, ଧ୍ୱଂସ ହେଉଛି ଜଙ୍ଗଲ
ବୌଦ୍ଧ, ୧୫ା୬(ସ୍ବ.ପ୍ର.): ବୌଦ୍ଧ ଜିଲା ବଘିଆପଡା ଗଉଡଦେଇ ଗ୍ରାମ୍ୟ ଜଙ୍ଗଲରୁ ଅବାଧରେ ମୋରମ ଚାଲାଣ ହେଉଛି। ଏଥିଯୋଗୁ ଉକ୍ତ ଜଙ୍ଗଲରେ ଥିବା ସବୁଜ ବନାନୀ ଧ୍ୱଂସ ହେବାରେ ଲାଗିଛି। ବନବିଭାଗ ପକ୍ଷରୁ ଉକ୍ତ ଜଙ୍ଗଲର ସୁରକ୍ଷା ପାଇଁ ଅର୍ଥ ଖର୍ଚ୍ଚ କରାଯାଉଥିଲେ…
Archives


