Home Left

ଏଇ ଭାରତରେ

ପରିବେଶ ସ୍ବଚ୍ଛ ରଖିବା ପାଇଁ ରାଜସ୍ଥାନସ୍ଥିତ ବ୍ରହ୍ମାକୁମାରୀର ଶାନ୍ତିବନ କମ୍ପ୍ଲେକ୍ସ ସୌର ଶକ୍ତିରେ ରୋଷେଇ କରି ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛି । ବିନା ଜୈବ ଇନ୍ଧନ ଓ ଜାଳେଣି କାଠରେ ଏବଂ ବିନା ଗ୍ରୀନ୍‌ ହାଉସ୍‌ ଗ୍ୟାସ୍‌ ନିର୍ଗମନରେ ଦିନକୁ…

ତର୍ଜମା ଆଣେ ବିଚାର ନିଷ୍କର୍ଷ

ଅପରାଧ, ଅପରାଧୀ ଓ ଅଭିଯୋଗକାରୀଙ୍କ ଭିଆଣ। ବିଚାର ଚାଲେ, ବିଚାରାଳୟ, ନ୍ୟାୟାଳୟରେ। ହାଜିର ହୁଅନ୍ତି ଉଭୟ। ବିଚାର ବଢ଼େ। ଅଭିଯୋଗକାରୀ ଅଭିଯୋଗ ବଖାଣେ। ଅଭିଯୁକ୍ତକୁ ଅପରାଧୀ ବୋଲି ସାବ୍ୟସ୍ତ କରିବାକୁ ଯୁକ୍ତିସଙ୍ଗତ ନ୍ୟାୟ ବାଢ଼ନ୍ତି ଅଭିଯୋଗକାରୀ। ଅଭିଯୁକ୍ତଙ୍କ ପକ୍ଷ ମଧ୍ୟ ନିଜକୁ…

ସ୍ତ୍ରୀ ପିଇଦେଲେ ହାଣ୍ଡିଆ, ସ୍ବାମୀ ନପାଇ କଲେ ଏମିତି କାଣ୍ଡ , ଏକା ବେଳକେ ମାମଲା…

ଉଦଳା, ୨୮।୯(ସନ୍ତୋଷ କୁମାର ବାଚ୍ଛିନୀ): ଘରେ ଥିବା ହାଣ୍ଡିଆ ପିଇଦେବାରୁ ସ୍ବାମୀ ଉତ୍ତ୍ୟକ୍ତ ହୋଇ ସ୍ତ୍ରୀଙ୍କୁ କାଠଫାଳିଆ ପିଟି ହତ୍ୟା କରିବା ଘଟଣା ମୟୂରଭଞ୍ଜ ଜିଲା ଉଦଳା ଥାନା ଉପର ତାଳଡିହା ଗ୍ରାମରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ପୋଲିସ ଏକ ମାମଲା(ନଂ. ୩୮୧/୨୫)…

ବରଗଡ଼ର ଗୌରବ:OPSC ପ୍ରଥମ ପ୍ରୟାସରେ ସଫଳତା ପାଇଲେ ଅଭିଳାଷ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ)- ଓଡିଶା ଲୋକସେବା ଆୟୋଗ (ଓପିଏସସି) ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାରେ ବରଗଡ଼ର ଅଭିଳାଷ ଦାଶ ସଫଳ ହୋଇଛନ୍ତି । ସେ ତାଙ୍କ ପ୍ରଥମ ପ୍ରୟାସରେ ସଫଳ ତାଲିକାର ୧୮୮ ସ୍ଥାନରେ ରହି ଏହି ସଫଳତା ଆଣିଛନ୍ତି ।…

ଆଜି ବିଶ୍ୱ ଜଳାତଙ୍କ ଦିବସ: ସଚେତନତା ପାଇଁ ସମ୍ମିଳିତ ଉଦ୍ୟମ ଆବଶ୍ୟକ

ଜଳାତଙ୍କ ଏକ ଭୂତାଣୁଜନିତ ରୋଗ। ପାଗଳା କୁକୁର କାମୁଡ଼ିଲେ ଏହି ରୋଗର ଆଶଙ୍କା ଅଧିକ ଥାଏ। ଏ ସମ୍ପର୍କରେ ଜନସାଧାରଣଙ୍କୁ ଅଧିକ ସଚେତନ କରିବା ଲାଗି ପ୍ରତିବର୍ଷ ସେପ୍ଟେମ୍ବର ୨୮ ତାରିଖକୁ ‘ବିଶ୍ୱ ଜଳାତଙ୍କ ଦିବସ’ ଭାବରେ ପାଳନ କରାଯାଇଥାଏ। ଚଳିତବର୍ଷ…

ପେନ୍‌ସନର ଟେନ୍‌ସନ

ଭାରତ ଭଳି ବିକାଶୋନ୍ମୁଖୀ ଦେଶରେ ଯେଉଁଠି ଯୋଜନା ବାବଦ ଖର୍ଚ୍ଚ ଅଧିକ ହେବା ଆବଶ୍ୟକ ସେଠାରେ ଦରମା, ପେନ୍‌ସନ, ସୁଧ, ସବ୍‌ସିଡି, ପ୍ରତିରକ୍ଷା ଇତ୍ୟାଦିରେ ବଜେଟର ୭୧.୬୬ ପ୍ରତିଶତ (୨୦୨୫-୨୬) ରାଶି ବ୍ୟୟବରାଦ ହୋଇଯାଏ। ତେଣୁ ବିକାଶ ପାଇଁ ଯେତିକି ପୁଞ୍ଜି…

ନୂଆ ଭାରତର ସ୍ଥିତି

‘ଈଶ୍ୱର ତାଙ୍କ ଚମତ୍କାରିତା ପ୍ରଦର୍ଶନ କରିବା ପାଇଁ ରହସ୍ୟମୟ ତରିକାରେ ଆଗକୁ ବଢ଼ନ୍ତି’ (ଗଡ୍‌ ମୁଭସ୍‌ ଇନ୍‌ ମିଷ୍ଟେରିୟସ ଓ୍ବେଜ୍‌ ହିଜ୍‌ ଓ୍ବଣ୍ଡର୍ସ ଟୁ ପର୍‌ଫର୍ମ)- ଏହି ଐଶ୍ୱରୀୟ ସ୍ତୁତିିକୁ ମୁଁ ସ୍କୁଲରେ ପଢ଼ିଥିଲି। ପ୍ରକୃତ କଥା ହେଉଛି ମନୁଷ୍ୟର ଜ୍ଞାନ…

ହାତଗୋଡ଼ ବାନ୍ଧି ଗର୍ଭବତୀଙ୍କୁ ମାଡ଼ମାରି ଲୁଟିନେଲେ ସୁନାଗହଣା

ସୋର,୨୮।୯(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଥାନା ଅଧୀନ ଟେଣ୍ଟେଇ ପଞ୍ଚାୟତ ବିରିପଡା ଗ୍ରାମରେ ଶୁକ୍ରବାର ରାତିରେ ଦୁଇଟି ଘରୁ ଲୁଟ୍‌ ହୋଇଛି। ଦୁର୍ବୃତ୍ତମାନେ ଜଣେ ଗର୍ଭବତୀ ମହିଳାଙ୍କ ହାତଗୋଡ ବାନ୍ଧି ମାଡ଼ ମାରି ସୁନାଗହଣା ଓ ନଗଦ ଟଙ୍କା ଲୁଟି…

ପ୍ରେମରେ ତୃପ୍ତି

ମୁମ୍ବାଇ: ପ୍ରେମରେ ପଡ଼ିଛନ୍ତି ବଲିଉଡ ଅଭିନେତ୍ରୀ ତୃପ୍ତି ଡିମ୍‌ରୀ। ବ୍ୟବସାୟୀ ତଥା ମଡେଲ ଶ୍ୟାମ ମର୍ଚ୍ଚାଣ୍ଟଙ୍କୁ ସେ ଡେଟ୍‌ କରୁଥିବା ନେଇ ଚର୍ଚ୍ଚା ହେଉଥିବା ବେଳେ ଦୁହେଁ କିନ୍ତୁ ଏନେଇ ମୁହଁ ଖୋଲୁ ନାହାନ୍ତି। ସୋସିଆଲ ମିଡିଆରେ କେବଳ କିଛି ଫଟୋ…

‘ଆଇ ଲଭ୍‌ ମହମ୍ମଦ’ ବିବାଦ ପଛର ମୁଖ୍ୟ ଅଭିଯୁକ୍ତ ମୌଲବୀ ଗିରଫ

ବରେଲି,୨୮ା୯(ପି.ଟି.): ଉତ୍ତରପ୍ରଦେଶର ବରେଲିରେ ‘ଆଇ ଲଭ୍‌ ମହମ୍ମଦ’ ଅଭିଯାନକୁ ସମର୍ଥନ କରି ବିକ୍ଷୋଭ କରିବା ଲାଗି ଆହ୍ବାନ ଦେଇଥିବା ସ୍ଥାନୀୟ ମୌଲବୀ ତଥା ଇତ୍ତେହାଦ-ଇ-ମିଲାତ କାଉନ୍‌ସିଲ୍‌ ମୁଖ୍ୟ ତୌକିର ରଜା ଖାନ୍‌ଙ୍କ ସମେତ ୮ ଜଣଙ୍କୁ ପୋଲିସ ଗିରଫ କରିଛି। ବରେଲିରେ ଶୁକ୍ରବାର…

ଗାଜାରେ ଏୟାରଷ୍ଟ୍ରାଇକ୍‌ : ୪୪ ମୃତ

ଡେଇର୍‌ ଅଲ୍‌-ବଲାହ,୨୮ା୯: ଗାଜାରେ ଶନିବାର ସକାଳେ ଇସ୍ରାଏଲ୍‌ର ଏୟାରଷ୍ଟ୍ରାଇକ୍‌ ଏବଂ ଗୁଳିମାଡ଼ରେ ୪୪ ଜଣଙ୍କ ମୃତ୍ୟୁ ଘଟିଛି। ଯୁଦ୍ଧ ବନ୍ଦ ପାଇଁ ଅନ୍ତର୍ଜାତୀୟ ଚାପ ବଢ଼ୁଥିବାବେଳେ ଯୁଦ୍ଧ ଜାରି ରଖିବା ଜିଦ୍‌ରେ ଇସ୍ରାଏଲ୍‌ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍‌ ନେତାନ୍ୟାହୁ ଅଟଳ ରହିଛନ୍ତି। କେନ୍ଦ୍ରୀୟ…

ମା’ ପାଟଖଣ୍ତାଙ୍କ ବଳିଯାତ୍ରାରେ ପଡ଼ିଲା ବଳି

ରିଷିଡ଼ା,୨୭ା୯(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ ତେରେସିଂହାଠାରେ ମା’ ପାଟଖଣ୍ତାଙ୍କ ବଳିଯାତ୍ରା ଶନିବାର ସମ୍ପନ୍ନ ହୋଇଛି। ଭକ୍ତଙ୍କ ମାନସିକ ପୂରଣ ହୋଇଥିବାରୁ ଏଠାରେ ବୋଦା, କୁକୁଡ଼ା ଆଦି ବଳି ପଡ଼ିଥିଲା। ଏହି ଯାତ୍ରା ପୂର୍ବ ପାର୍ଶ୍ୱରେ ତେରେସିଂହା ଓ ଦକ୍ଷିଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri