ଗ୍ରାମ୍ୟ ଜଙ୍ଗଲରୁ ଅବାଧ ମୋରମ ଚାଲାଣ, ଧ୍ୱଂସ ହେଉଛି ଜଙ୍ଗଲ
ବୌଦ୍ଧ, ୧୫ା୬(ସ୍ବ.ପ୍ର.): ବୌଦ୍ଧ ଜିଲା ବଘିଆପଡା ଗଉଡଦେଇ ଗ୍ରାମ୍ୟ ଜଙ୍ଗଲରୁ ଅବାଧରେ ମୋରମ ଚାଲାଣ ହେଉଛି। ଏଥିଯୋଗୁ ଉକ୍ତ ଜଙ୍ଗଲରେ ଥିବା ସବୁଜ ବନାନୀ ଧ୍ୱଂସ ହେବାରେ ଲାଗିଛି। ବନବିଭାଗ ପକ୍ଷରୁ ଉକ୍ତ ଜଙ୍ଗଲର ସୁରକ୍ଷା ପାଇଁ ଅର୍ଥ ଖର୍ଚ୍ଚ କରାଯାଉଥିଲେ…
ଗୁଣିଗାରେଡ଼ି ସନ୍ଦେହରେ ବାପଝିଅଙ୍କୁ ଆକ୍ରମଣ: ଗଛରେ ବାନ୍ଧି ଗୋବରପାଣି ପିଆଇଲେ
ସଜନାଗଡ଼, ୧୫।୬(ଡି.ଏନ.ଏ.)-ବିଜ୍ଞାନ ଯେତେ ଅଗ୍ରଗତି କଲେ ମଧ୍ୟ ଏବେବି ଲୋକଙ୍କ ମନରେ ଅନ୍ଧବିଶ୍ୱାସ ବସା ବାନ୍ଧି ରହିଛି। ଏହାକୁ ପାଥେୟ କରି ସମାଜରେ ବିଭିନ୍ନ ଅଭାବନୀୟ ଘଟଣା ଘଟୁଥିବା ନଜରକୁ ଆସୁଛି। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ବାଲେଶ୍ୱର ଜିଲା…
ଅସ୍ତ୍ରୋପଚାରରେ ତ୍ରୁଟି ଯୋଗୁ ଯୁବତୀଙ୍କ ମୃତ୍ୟୁ ଅଭିଯୋଗ: ମୃତଦେହ ରଖି ପରିବାର ପକ୍ଷରୁ ଧାରଣା
ସୋର, ୧୫।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ସୋର ମ୍ୟୁନିସିପାଲିଟି ଅନ୍ତର୍ଗତ ୧୬ନଂ. ଜାତୀୟ ରାଜପଥ ଉତ୍ତରେଶ୍ୱରଠାରେ ଥିବା ଏକ ଘରୋଇ ନର୍ସିଂହୋମ୍ରେ ଅସ୍ତ୍ରୋପଚାରରେ ତ୍ରୁଟି ଯୋଗୁ ଜଣେ ଯୁବତୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଏହାକୁ କେନ୍ଦ୍ର କରି ଉତ୍ତେଜନା ପ୍ରକାଶ ପାଇଛି। ଯୁବତୀଙ୍କ…
ଦୁଇ ନେତାଙ୍କୁ ମାରଣାସ୍ତ୍ରରେ ଆକ୍ରମଣ : ୬ଜଣଙ୍କ ନାଁରେ ମାମଲା ରୁଜୁ
ବାଲେଶ୍ୱର ଅଫିସ, ୧୫।୬-ବାଲେଶ୍ୱର ଜିଲା ଜଳେଶ୍ୱର ସହରର ପଞ୍ଚୁଘଣ୍ଟା ଗ୍ରାମ ନିକଟରେ ଥିବା ଶିବ ମନ୍ଦିର ନିକଟରେ ରବିବାର ରାତିରେ ଭାଜପାର ରାଷ୍ଟ୍ରୀୟ ପରିଷଦ ସଭ୍ୟ ସମୀର ପାତ୍ର ଓ ଜଳେଶ୍ୱର କୃଷକ ସଙ୍ଗଠନ ସମ୍ପାଦକ ସୁବ୍ରତ ବେରାଙ୍କୁ ମାରଣାସ୍ତ୍ରରେ ଆକ୍ରମଣ…
୭ ମିନିଟ୍ରେ ହୋଇଥିଲେ କୋଚ୍
ନୂଆଦିଲ୍ଲୀ,୧୫ା୬ (ପି.ଟି.)-ଗ୍ୟାରୀ କର୍ଷ୍ଟେନଙ୍କର କୋଚ୍ ହେବାଲାଗି ଆଦୌ ଆଗ୍ରହ ନ ଥିଲା। ଏହି ପଦବୀ ପାଇଁ ସେ କେବେ ଆବେଦନ ମଧ୍ୟ କରି ନ ଥିଲେ। ମାତ୍ର କ୍ରିକେଟ କିମ୍ବଦନ୍ତୀ ସୁନୀଲ ଗାଭାସ୍କରଙ୍କ ଉଦ୍ୟମ ଯୋଗୁ ତାଙ୍କୁ ୭ ମିନିଟ୍ରେ ହାଇପ୍ରୋଫାଇଲ…
ଘରୋଇ କ୍ରିକେଟ ଖେଳିବାକୁ ଚାହାନ୍ତି କନେରିଆ
କରାଚୀ, ୧୫ା୬ (ପି.ଟି.)-ପୂର୍ବତନ ପାକିସ୍ତାନର ପୂର୍ବତନ ସ୍ପିନର ଡାନିଶ କନେରିଆ ୨୦୧୩ରେ ତାଙ୍କ ଉପରେ ଲାଗୁ କରାରାଇଥିବା ଆଜୀବନ ବାସନ୍ଦ ଦଣ୍ଡକୁ ଉଠାଇ ଦେବାଲାଗି ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି)କୁ ଅନୁରୋଧ କରିଛନ୍ତି। ସ୍ପଟ ଫିକ୍ସିଂ ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହେବାପରେ…
କରୋନା ସଂକ୍ରମଣରୁୁ ନିଜ ଶିଶୁକୁ ବଞ୍ଚାଇବାକୁ ଯଶୋଦା ପାଲଟିଲେ ୨ମା’
ଗାଙ୍ଗଟକ୍,୧୫।୬: ଭଗବାନ କୃଷ୍ଣଙ୍କୁ ମା’ ଦେବକୀ ଜନ୍ମ ଦେଇଥିଲେ କିନ୍ତୁ ତାଙ୍କୁ ମାତୃତ୍ୱର ସ୍ନେହ ଯଶୋଦାଙ୍କଠାରୁ ମିଳିଥିଲା। ତେବେ ବିଶ୍ୱ ମହାମାରୀରେ କିଛି ଏଭଳି କାହାଣୀ ଦେଖିବାକୁ ମିଳିଛି। ଯେଉଁଠାରେ କରୋନା ସଂକ୍ରମଣରୁ ନିଜ ଶିଶୁକୁ ବଞ୍ଚାଇବା ପାଇଁ ୨ ମା’…
ଓଡ଼ିଶା ସାରା ଦେଶରେ ମଡେଲ
ଭୁବନେଶ୍ୱର, ୧୫।୬(ବ୍ୟୁରୋ): ଓଡ଼ିଶାରେ ମୃତ୍ୟୁହାର ସାରା ଦେଶରେ ସର୍ବନିମ୍ନ। ଦିଲ୍ଲୀରେ ମୃତ୍ୟୁହାର ୬.୬ ପ୍ରତିଶତ ରହିଥିବା ବେଳେ ଭାରତରେ ୦.୭ ପ୍ରତିଶତ। ସେହିପରି ଓଡ଼ିଶାରେ ଏହା ମାତ୍ର ୦.୦୩ ପ୍ରତିଶତ ରହିଛି। ଆରୋଗ୍ୟ ହାରରେ ମଧ୍ୟ ସାରା ଦେଶରେ ଓଡ଼ିଶା ସବୁଠାରୁ…
ଓଡ଼ିଶାରେ ୨ ଲକ୍ଷ ଟପିଲା କରୋନା ସାମ୍ପଲ ଟେଷ୍ଟ
ଭୁବନେଶ୍ୱର, ୧୫।୬(ବ୍ୟୁରୋ): ଓଡ଼ିଶାରେ କରୋନା ସାମ୍ପଲ ଟେଷ୍ଟ ୨ ଲକ୍ଷ ଟପିଛି। ଏ ନେଇ ସୋମବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଏନ୍ଏଚ୍ଏମ୍ ନିର୍ଦ୍ଦେଶିକା ଶାଳିନୀ ପଣ୍ଡିତ ସୂଚନା ଦେଇଛନ୍ତି। ସେ କହିଛନ୍ତି, ପ୍ରଥମ ୫୦ ହଜାର ଟେଷ୍ଟିଂ ପାଇଁ ଆମକୁ ୨…
ମାସ୍କ ନ ପିନ୍ଧି ବିବାହ ଉତ୍ସବରେ ଯୋଗଦେଲେ ସ୍ବାସ୍ଥ୍ୟମନ୍ତ୍ରୀ
ଦେବନାଗିରି,୧୫।୬: କର୍ନାଟକର ସ୍ବାସ୍ଥମନ୍ତ୍ରୀ ବି. ଶ୍ରୀରାମମୁଲୁ ଏକ ବିବାହ ଉତ୍ସବରେ ମାସ୍କ ନ ପିନ୍ଧି ଯୋଗଦେଇଥିବା ଦେଖିବାକୁ ମିଳିଛି। ପୂର୍ବତନ ମନ୍ତ୍ରୀ ପରମେଶ୍ୱର ନାଏକଙ୍କ ପୁଅ ବାହାଘରରେ ଯୋଗଦେଇଥିଲେ ସ୍ବାସ୍ଥ୍ୟମନ୍ତ୍ରୀ। ଦେଶରେ କରୋନା ଭାଇରସ୍ ସଂକ୍ରମଣକୁ ନେଇ ସଚେତନତା ସୃଷ୍ଟି କରାଯାଉଥିବା…
ଅମାନିଆଙ୍କଠୁ ତଣ୍ଡ ଆଦାୟକଲା ଚୌଦ୍ୱାର ପୋଲିସ
ଚୌଦ୍ୱାର,୧୫।୬(ଡି.ଏନ୍.ଏ): କଟକ ଜିଲା ଚୌଦ୍ୱାର ସହରରେ ଶନିବାର ଓ ରବିବାର ଦୁଇଦିନ ଶଟ୍ଡାଉନ ଥିବାବେଳେ ସୋମବାର ସକାଳୁ ସହର ସ୍ବାଭାବିକ ହୋଇଥିଲା। ଅପରପକ୍ଷେ ଦୁଇଦିନ ହେବ ଲଘୁଚାପ ଜନିତ ବର୍ଷା ଲାଗି ରହିଛି । ଏ ନେଇ ଓଡ଼ିଶାର ଗଣପର୍ବ ରଜ…
ଜୁନ୍ ୧୬ରୁ ଘରକୁ ଘର ବୁଲି ସର୍ଭେ କରିବେ ଆଶା ଦିଦି
ଭୁବନେଶ୍ୱର, ୧୫।୬(ବ୍ୟୁରୋ): ଜୁନ୍ ୧୬ରୁ ଜୁଲାଇ ୩୧ ପର୍ଯ୍ୟନ୍ତ ଘରକୁ ଘର ବୁଲି ଆଶା ଦିଦି ଏବଂ ଏଏନ୍ଏମ୍ କର୍ମୀ ସର୍ଭେ କରିବେ । ଗ୍ରାମାଞ୍ଚଳର ପ୍ରତି ଘର ଓ ସହରାଞ୍ଚଳର ପ୍ରତି ବସ୍ତିକୁ ସେମାନେ ଯିବେ। କାହାର କରୋନା ଲକ୍ଷଣ…
Archives


