Home Left

ଚୀର ନିଦ୍ରାରେ ସୁଶାନ୍ତ

ମୁମ୍ବାଇ,୧୫।୬: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଶେଷକୃତ୍ୟ ମୁମ୍ବାଇ ସ୍ଥିତ ଭିଲେ ପାର୍ଲେ ସ୍ଥିତ ଶ୍ମଶାନ ଘାଟରେ କରାଯାଇଛି। ସୁଶାନ୍ତଙ୍କୁ ବିଦାୟ ଦେବାକୁ ବଲିଉଡ୍‌ ନାୟିକା କ୍ରିତି ସାନନ, ଶ୍ରଦ୍ଧା କପୁର ପହଞ୍ଚିଥିବା ବେଳେ ବାନ୍ଧବୀ ରିୟା ଚକ୍ରବର୍ତ୍ତିଙ୍କୁ ମଧ୍ୟ…

ଆଣ୍ଡାମାନ ଡିଜିପି କରୋନାରେ ଆକ୍ରାନ୍ତ

ପୋର୍ଟବ୍ଲେୟାର,୧୫।୬: ଆଣ୍ଡାମାନ ଓ ନିକୋବର ଦ୍ୱୀପର ମହାନିର୍ଦ୍ଦେଶକ(ଡିଜିପି) ଦେପେନ୍ଦ୍ର ପାଠକ ସୋମବାର କରୋନା ପଜିଟିଭ୍‌ ହୋଇଥିବା ଜଣାପଡ଼ିଛି। ତାଙ୍କ ସହ ଅନ୍ୟ ୨ଜଣ ଅଧିକାରୀ ମଧ୍ୟ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏନେଇ ଡିଜିପି ଦେପେନ୍ଦ୍ର ଟୁଇଟ କରି ସମସ୍ତଙ୍କୁ ଜଣାଇଛନ୍ତି।…

ଦୁଇ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା, ୧୪୪ ଧାରା ଜାରି

ଭଦ୍ରକ ଅଫିସ.୧୫।୬: ଭଦ୍ରକ ସହରାଞ୍ଚଳ ଥାନା ଅଧୀନସ୍ଥ ୱାର୍ଡ ନମ୍ବର ୧୩ ମୀର ସାହି ଓ ଏଲେଖା ସାହିର ଦୁଇ ସମ୍ପ୍ରଦାୟ ମଧ୍ୟରେ ରବିବାର ରାତିରେ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଥିଲା। ଏକ ସମ୍ପ୍ରଦାୟର କିଛି ଖଳ ପ୍ରକୃତି ଲୋକ ହନୁମାନ…

ସୁଶାନ୍ତଙ୍କ ବାନ୍ଧବୀ ରିଆଙ୍କ ଉପରେ ସମସ୍ତଙ୍କ ନଜର

ମୁମ୍ବାଇ: ସୁଶାନ୍ତ ସିଂ ରାଜପୁତ। ବଲିଉଡ୍‌ର ଏହି ପରିଚିତ ନାଁଟି ଏବେ ଅତିତ ହୋଇଯାଇଛି। ଅସମୟରେ ଦୁନିଆରୁ ବିଦାୟ ନେଇଥିବା ବଲିଉଡ୍‌ ନାୟକ ସୁଶାନ୍ତ ସିଂ ରାଜପୁତଙ୍କ ପରଲୋକ ସମସ୍ତଙ୍କୁ ଏକ ପ୍ରକାର ଚମକାଇ ଦେଇଛି। ହେଲେ କାହିଁକି ମାତ୍ର ୩୪…

ଦିନକରେ ଆକ୍ରାନ୍ତ ୧୪୬, ସୁସ୍ଥ ୧୪୬

ଭୁବନେଶ୍ୱର,୧୫।୬(ବ୍ୟୁରୋ): ରାଜ୍ୟରେ ଗୋଟିଏ ଦିନରେ ଅର୍ଥାତ୍‌ ସୋମବାର ସକାଳେ ୧୪୬ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ସନ୍ଧ୍ୟାରେ ୧୪୬ଜଣ ସୁସ୍ଥ ହୋଇଛନ୍ତି। ସୁସ୍ଥଙ୍କ ମଧ୍ୟରୁ କଟକରୁ ସର୍ବାଧିକ ୨୬ଜଣ ରହିଥିବା ବେଳେ ଖୋର୍ଦ୍ଧା ୨୩, ଗଞ୍ଜାମ ୧୮, ମୟୂରଭଞ୍ଜ ୧୩,…

ବଡ଼ ଭାଇଙ୍କୁ ହତ୍ୟା କରି ବାଡ଼ିରେ ପୋତି ଦେଇଥିଲେ ସାନଭାଇ

ବାଲେଶ୍ୱର ଅଫିସ, ୧୫।୬: ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ବାସୁଚକୁରି ଗାଁରେ ଏକ ଚାଞ୍ଚଲ୍ୟକର ଘଟଣା ଘଟିଛି। ଗ୍ରାମର ଜଣେ ବ୍ୟକ୍ତି ନିଜ ବଡ଼ ଭାଇଙ୍କୁ ପିଟିପିଟି ହତ୍ୟା କରିବା ପରେ ଘର ବାଡ଼ି ପଟେ ମୃତଦେହ ପୋତି ଦେଇଥିଲେ।…

ପ୍ରଥମ କୋ-ଷ୍ଟାରଙ୍କୁ ହରାଇ ଦୁଃଖ ପ୍ରକାଶ କଲେ ସାରା

ମୁମ୍ବାଇ: ବଲିଉଡ୍‌ ନାୟକ ସୁଶାନ୍ତ ସିଂ ରାଜପୁତ ସମସ୍ତଙ୍କ ନିକଟରୁ ସବୁଦିନ ପାଇଁ ବିଦାୟ ନେଇଥିଲେ ମଧ୍ୟ ଏହାକୁ କେହି ସହଜରେ ଗ୍ରହଣ କରିପାରୁ ନାହାନ୍ତି। ବଲିଉଡ୍‌ ନାୟିକା ସାରା ଅଲି ଖାଁ ତାଙ୍କ ପ୍ରଥମ ଡେବ୍ୟୁ ଫିଲ୍ମ ‘କେଦାରନାଥ’ ସୁଶାନ୍ତଙ୍କ…

କରୋନା ସ୍ଥିତିକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫।୬: ଅନ୍‌ଲକ୍‌-୧ ମଧ୍ୟରେ କରୋନା ସ୍ଥିତିକୁ ନେଇ ମଙ୍ଗଳବାର ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆଲେଚନା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ତେବେ ପ୍ରଥମ ଥର ପାଇଁ ପ୍ରଧାନମନ୍ତ୍ରୀ ମୋଦି ଏହି ମହାମାରୀକୁ ରୋକିବା ଓ ବର୍ତ୍ତମାନର ସ୍ଥିତି ସମ୍ପର୍କରେ ୨…

ଅତିବେଶିରେ ଜୁନ୍‌ ୩୦ ପର୍ଯ୍ୟନ୍ତ ରହିପାରେ ଲକ୍‌ଡାଉନ କଟକଣା: ପଲାନିସ୍ବାମୀ

ଚେନ୍ନାଇ,୧୫।୬: ଗୋଟିଏ ପଟେ ଦେଶରେ ଲାଗୁ କରାଯାଇଥିବା ଲକ୍‌ଡାଉନକୁ ନେଇ ଦେଶର ଆର୍ଥିକ ସ୍ଥିତି ଖରାପ ହୋଇ ଯାଇଥିବା ବେଳେ ଏପଟେ କିନ୍ତୁ କରୋନା ସଂକ୍ରମଣ କମିବାର ନାଁ ନେଉନି। ଅଧିକାଂଶ ରାଜ୍ୟରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବୃଦ୍ଧି ପାଉଥିବାରୁ…

ଅମରନାଥ ଯାତ୍ରୀଙ୍କ ପାଇଁ ଖୁସିଖବର: ଜୁଲାଇ ୫ରେ ହେବ ଛଡ଼ି ମୁବାରକର ପ୍ରଥମ ପୂଜା

ଅନନ୍ତନାଗ,୧୫।୬: ଜମ୍ମୁ-କଶ୍ମୀରରେ ଥିବା ଅମରମନାଥଙ୍କ ଦର୍ଶନ ପାଇଁ ପ୍ରତିବର୍ଷ ଏଠାରେ ଭକ୍ତଙ୍କ ଲାଗି ଯାତ୍ରା ଅନୁଷ୍ଠିତ ହୋଇଥାଏ। କିନ୍ତୁ ଚଳିତବର୍ଷ କରୋନା ସଂକ୍ରମଣ ଯୋଗୁ ଏହି ଯାତ୍ରାର ଅବଧିକୁ କମ୍‌ କରିଦିଆଯାଇଛି। ତେବେ କରୋନା ସଙ୍କଟ ମଧ୍ୟରେ ଭକ୍ତଙ୍କ ପାଇଁ ଖୁସିଖବର…

CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ୧୪୬; ମୋଟ ଆରୋଗ୍ୟ ସଂଖ୍ୟା ୨୮୫୪କୁ ବୃଦ୍ଧି

ଭୁବନେଶ୍ୱର,୧୫।୬(ବ୍ୟୁରୋ): ରାଜ୍ୟରେ ସୋମବାର ଆଉ ୧୪୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କଟକରୁ ସର୍ବାଧିକ ୨୬ଜଣ ସୁସ୍ଥ ହୋଇଥିବା ବେଳେ ଖୋର୍ଦ୍ଧା ୨୩, ଗଞ୍ଜାମ ୧୮, ମୟୂରଭଞ୍ଜ ୧୩, ଗଜପତି ୧୨, ଭଦ୍ରକ ଓ ବଲାଙ୍ଗାରରୁ ୧୧ଜଣ ଲେଖାଏ,…

ନିରାଡମ୍ବର ଭାବେ ବିବାହ କଲେ ମୁଖ୍ୟମନ୍ତ୍ରୀଙ୍କ ଝିଅ

ଥିରୁଭାନନ୍ତପୁରମ,୧୫।୬: କେରଳର ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନଙ୍କ ଝିଅ ବିଣାଙ୍କର ବିବାହ ହୋଇଛି। ସୋମବାର ସକାଳେ ମାକର୍ସବାଦୀ କମ୍ୟୁନିଷ୍ଟ ପାର୍ଟି ଯୁବଦଳର ନେତା ମହମ୍ମଦ ରିୟାସଙ୍କ ସହ ସୋମବାର ସକାଳେ ଏହି ବିବାହ ସମ୍ପନ୍ନ କରାଯାଇଛି। ତେବେ ବିବାହ ସମୟରେ କୋଭିଡ-୧୯ ନିୟମକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri