Home Left

ଅଣ୍ଟା ବିନ୍ଧୁଥିଲେ…

ଅଣ୍ଟା ବିନ୍ଧୁଥିଲେ ଏଥିପ୍ରତି ସତର୍କ ରହିବା ନିହାତି ଜରୁରୀ। କାରଣ ପ୍ରାରମ୍ଭରୁ ଏହାର ଉପଚାର ନ କରିଲେ ପରବର୍ତ୍ତୀ ସମୟରେ ତାହା ଗମ୍ଭୀର ସମସ୍ୟା ଭାବରେ ଉଭା ହୋଇଥାଏ। ଅଣ୍ଟାଜନିତ ସମସ୍ୟା ଥିଲେ ଗୋଟିଏ ସ୍ଥାନରେ ଅଧିକ ସମୟ ବସି ରହନ୍ତୁ…

ଦର୍ଶକ ବିନା ଆଇପିଏଲ୍‌, ବରଯାତ୍ରୀ ନ ଥିବା ବିବାହ ଭଳି: ଇରଫାନ୍‌

ନୂଆଦିଲ୍ଲୀ,୧୫।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ଲକ୍‌ଡାଉନ୍‌ ଜାରି ରହିଛି। ଏପରିସ୍ଥଳେ ଆଇପିଏଲ୍‌ ମ୍ୟାଚ୍‌ ବିନା ଦର୍ଶକରେ ଖେଳାଯିବା ନେଇ ଯୋଜନା କରାଯାଉଛି। ତେବେ ଏଭଳି ମ୍ୟାଚ୍‌ ନେଇ ଭାରତୀୟ କ୍ରିକେଟର ଇରଫାନ୍‌ ପଠାନ ମଜାଳିଆ ମନ୍ତବ୍ୟ ଦେଇଛନ୍ତି। ଇରଫାନ୍‌ କହିଛନ୍ତି…

ଅନ୍ତିମ ସଂସ୍କାର ପୂର୍ବରୁ ସୁଶାନ୍ତଙ୍କର ହେବ କରୋନା ଟେଷ୍ଟ

ମୁମ୍ବାଇ, ୧୫।୬: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ସୋମବାର ମୁମ୍ବାଇ ସ୍ଥିତ ପବନ ହଂସ ଶ୍ମଶାନ ନିକଟ ଭିଲେ ପାର୍ଲେରେ ଅନ୍ତିମ ସଂସ୍କାର କରାଯିବ। ବିହାର ପାଟନାରୁ ଶୁଶାନ୍ତଙ୍କ ବାପା ମୁମ୍ବାଇ ପହଞ୍ଚିବା ପରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ କରାଯିବ…

କରୋନାରେ ପୀଡ଼ିତ ଘାନାର ସ୍ବାସ୍ଥ୍ୟମନ୍ତ୍ରୀ

ଆକ୍ରା,୧୫।୬: କରୋନା ସଂକ୍ରମଣ ଦିନକୁ ଦିନ ବିଶ୍ୱ ପାଇଁ ଚିନ୍ତା ବଢାଇ ଚାଲିଥିବା ବେଳେ ଏବେ ପର୍ଯ୍ୟନ୍ତ ଏହାର କୌଣସି ଭ୍ୟାକ୍ସିନ୍‌ ଆସିନାହିଁ। ଏବେ ଘାନାର ସ୍ବାସ୍ଥ୍ୟମନ୍ତ୍ରୀ କରୋନାରେ ପୀଡ଼ିତ ହୋଇଥିବା କହିଛନ୍ତି ସେଠାକାର ରାଷ୍ଟ୍ରପତି ନାନା ଅକୁଫୋ ଅଡୋ। ସୂଚନାଯୋଗ୍ୟ,…

କରୋନା ନେଇ ସରପଞ୍ଚଙ୍କ ସହ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ସମୀକ୍ଷା କଲେ ଗଞ୍ଜାମ ଜିଲାପାଳ

ଛତ୍ରପୁର, ୧୫।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ସୋମବାର ସୁଦ୍ଧା ଜିଲାରେ ୬ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି। ତେଣୁ ଏହାର ମୁକାବିଲା ନେଇ ସୋମବାର ଜିଲାର ସମସ୍ତ ସରପଞ୍ଚଙ୍କ ସହ ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ…

ଆତ୍ମହତ୍ୟା କରିବାକୁ ଚାହୁଁଥିଲେ ଏହି ଭାରତୀୟ କ୍ରିକେଟର

ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ଖବର ସମସ୍ତଙ୍କୁ ସ୍ତବ୍ଧ କରିଦେଇଛି। ଡିପ୍ରେସନର ଶିକାର ହୋଇ ସେ ଆତ୍ମହତ୍ୟା କରିଥିବା ଆଲୋଚନା ହେଉଛି। ବଲିଉଡ୍‌ଠାରୁ କ୍ରୀଡାଜଗତର ସେଲିବ୍ରିଟିମାନେ ତାଙ୍କ ମୃତ୍ୟୁରେ ଶୋକ ପ୍ରକାଶ କରିଛନ୍ତି। ଏଥିରେ ସାମିଲ ହୋଇଛନ୍ତି ରବିନ୍‌ ଉଥାପ୍ପା।…

ମଣିଷ ଭଳି ପରସ୍ପରକୁ ଆଲିଙ୍ଗନ କଲେ ଦୁଇ ଗୋଧି: ଭିଡ଼ିଓ ଭାଇରାଲ

ନୂଆଦିଲ୍ଲୀ,୧୫।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ଲକ୍‌ଡାଉନ୍‌ ଜାରି ରହିଛି। ଏପରିସ୍ଥଳେ ସୋସିଆଲ୍‌ ମିଡ଼ିଆରେ ଶେୟାର କରାଯାଇଥିବା ଏକ ଭିଡ଼ିଓକୁ ନେଇ ଚର୍ଚ୍ଚା ଜାରି ରହିଛି। ଏହାକୁ ଆଇପିଏସ୍‌ ଅଫିସର ଦୀପାଂଶୁ କାବରା ଶେୟାର କରିଛନ୍ତି। ୫୩ ସେକେଣ୍ଡର ଏହି ଭିଡ଼ିଓରେ…

ସର୍ବଦୀଳୟ ବୈଠକରେ କଂଗ୍ରେସର ଦାବି: ସମସ୍ତଙ୍କର ହେଉ କରୋନା ଟେଷ୍ଟ

ନୂଆଦିଲ୍ଲୀ,୧୫।୬: କରୋନା ସଂକ୍ରମଣକୁ ରୋକିବା ପାଇଁ ଦିଲ୍ଲୀରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ନେତୃତ୍ୱରେ ସୋମବାର ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ଭାଜପା, କଂଗ୍ରେସ ଓ ଆମ୍‌ ଆଦମୀ ପାର୍ଟି (ଏଏପି)ର ନେତାମାନେ ସାମିଲ ହୋଇଥିଲେ। ଏହି ବୈଠକରେ କରୋନା…

ମହିଳାଙ୍କ ବେକରୁ ସୁନା ଚେନ୍‌ ଝାମ୍ପିନେଲେ ଲୁଟେରା

ବ୍ରହ୍ମପୁର ଅଫିସ,୧୫।୬: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲାରେ ଜୁନ ୩୦ ତାରିଖ ପର୍ଯ୍ୟନ୍ତ ଦୈନିକ ୧୯ ଘଣ୍ଟା ଲକ୍‌ଡାଉନ ଘୋଷଣା କରାଯାଇଛି। ଏହାର ସୁଯୋଗ ନେଇ ସୋମବାର ସକାଳେ ଗୋଶାଣିନୁଆଗାଁ ଥାନା ଅନ୍ତର୍ଗତ ହାଉସିଂ ବୋର୍ଡ ହରିକୃଷ୍ଣନଗରରେ ଲୁଟେରାମାନେ…

ଭଦ୍ରକରେ ନୂଆ ୧୯ ପଜିଟିଭ୍‌: ୧୭୭ ଛୁଇଁଲା ଆକ୍ରାନ୍ତଙ୍କ ସଂଖ୍ୟା

ଭଦ୍ରକ ଅଫିସ,୧୫ା୬ : ସୋମବାର ଭଦ୍ରକ ଜିଲାରୁ ୧୯ କରୋନା ଆକ୍ରାନ୍ତ ଚି଼ହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୭୭ ଛୁଇଁଛି। ଏମାନଙ୍କ ମଧ୍ୟରୁ ୧୫୧ ସୁସ୍ଥ ହୋଇଥିବା ବେଳେ ୨୬ ଜଣ ଚିକିତ୍ସାଧୀନ ଅଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ…

ଗଛ କାଟିଲେ ବାହାରୁଛି ପାଣି, ଶୋଷ ମେଣ୍ଟାଉଛନ୍ତି ଲୋକେ!

ଗଛ ବିନା ଜୀବନ ପରିକଳ୍ପନା କରିବା ଅସମ୍ଭବ। ଗଛ ଛାଇ ଏବଂ ଫଳ ଦେବା ସହ ଲୋକଙ୍କ ଆବଶ୍ୟକତା ପୂରଣ କରିଥାଏ। ଗଛ ଯୋଗୁ ଆମେ ଅମ୍ଲଜାନ ମଧ୍ୟ ପାଇଥାଉ। ଏବେ ସୋସିଆଲ ମିଡିଆରେ ଏପରି ଏକ ଗଛ ଭାଇରାଲ ହୋଇଛି।…

ସାତ ଦିନ ପାଇଁ ବନ୍ଦ ହେଲା ସିଲିଗୁଡି ନିୟନ୍ତ୍ରିତ ବଜାର

ସିଲିଗୁଡି,୧୫।୬: ପଶ୍ଚିମବଙ୍ଗ ଦାର୍ଜିଲିଂ ଜିଲାର ସିଲିଗୁଡି ନିୟନ୍ତ୍ରିତ ବଜାରକୁ ଆସନ୍ତା ଏକ ସପ୍ତାହ ପାଇଁ ବନ୍ଦ କରି ଦିଆଯାଇଛି। ନିକଟରେ ଚିହ୍ନଟ କେତେଜଣ କରୋନା ରୋଗୀଙ୍କର ଏହି ବଜାର ସହ ସମ୍ପର୍କ ଥିବାରୁ ଉକ୍ତ ବଜାରକୁ ବନ୍ଦ କରି ଦିଆଯାଇଛି। ସୂଚନାଯୋଗ୍ୟ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri