ଗୃହରେ କରୋନା ଝଡ଼
ଭୁବନେଶ୍ୱର,୧ା୧୦(ବ୍ୟୁରୋ):ମୌସୁମୀ ଅଧିବେଶନର ଦ୍ୱିତୀୟ ଦିନରେ ସରକାରଙ୍କୁ ଘେରିଥିଲେ ବିରୋଧୀ। କରୋନା ମହାମାରୀ ପରିଚାଳନାରେ ସମ୍ପୂର୍ଣ୍ଣ ବିଫଳତା ନେଇ ବିରୋଧୀ ଆଣିଥିବା ମୁଲତବୀ ପ୍ରସ୍ତାବକୁ ବାଚସ୍ପତି ଗ୍ରହଣ କରିବା ପରେ ଗୃହକାର୍ଯ୍ୟ ଆରମ୍ଭ ହୋଇଥିଲା। ତେବେ ପ୍ରଥମ ଘଣ୍ଟା ପ୍ରଶ୍ନକାଳ ବାତିଲକୁ କଂଗ୍ରେସ…
୩ରୁ ୬ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର,୧ା୧୦(ବ୍ୟୁରୋ):ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଆନ୍ଧ୍ର ଉପକୂଳରେ ଏକ ଘୂର୍ଣ୍ଣି ବଳୟ ସୃଷ୍ଟି ହୋଇଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଓଡ଼ିଶା ଉପକୂଳରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଅକ୍ଟୋବର ୩ରୁ…
ଜଣେ ଗର୍ଭବତୀ ମହିଳା ପାଇଁ ଏହା ସବୁଠାରୁ ରୋମାଞ୍ଚକ ଖେଳ: କାହିଁକି ଏପରି କହିଲେ ଅନୁଷ୍କା
ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବିଆର)ର ବିଜୟକୁ ନେଇ ବିରାଟ କୋହଲିଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ ଅନୁଷ୍କା ଶର୍ମା ବହୁତ ଖୁସି ଅଛନ୍ତି। ଏହି ସଫଳତା ଯୋଗୁ ଖୁସିରେ ଅନୁଷ୍ମାଙ୍କ ପାଦ ଆଉ ତଳେ ଲାଗୁ ନାହିଁ। ସେ…
ମନୋରଞ୍ଜନ ଜଗତରେ ପାଦ ଦେବାକୁ ଯାଉଛନ୍ତି ଏହି କ୍ରିକେଟର
ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନି ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବା ପରେ ଏବେ ମନୋରଞ୍ଜନ ଜଗତରେ ପାଦ ଦେବାକୁ ନିଷ୍ପତ୍ତି ନେଇଛନ୍ତି। ଏହାକୁ ନେଇ ଏବେ ସେ ଖୁବ୍ ଚର୍ଚ୍ଚାରେ ରହିଛନ୍ତି। ତେବେ ମାହି ଅଭିନେତା…
କରୋନା ପରେ ଆସୁଛି କଙ୍ଗୋ ଜ୍ୱର: ସତର୍କ ସୂଚନା ଜାରି
ସମସ୍ତ ବିଶ୍ୱ ଏବେ ମହାମାରୀ କରୋନା ସହ ଲଢ଼େଇ କରୁଛି। ଏହାରି ମଧ୍ୟରେ ଆଉ ଏକ ରୋଗ ‘କଙ୍ଗୋ ଜ୍ୱର’ ବ୍ୟାପିବା ଆଶଙ୍କାରେ ସତର୍କ ସୂଚନା ଜାରି କରାଯାଇଛି। ଏ ନେଇ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ଗୁଜୁରାଟର କିଛି ଅଞ୍ଚଳରେ ପଶୁ,…
କରୋନାରୁ ସୁସ୍ଥ ହେବାପରେ ଦେଖାଦେଉଛି ପାର୍ଶ୍ୱ ପ୍ରତିକ୍ରିୟା: ୧୦ରୁ ୯ ଜଣଙ୍କର ରହିଛି ଏହି ସମସ୍ୟା
ମହାମାରୀ କରୋନା ସମଗ୍ର ବିଶ୍ୱରେ କାୟା ବିସ୍ତାର କରିସାରିଛି। ଲକ୍ଷ ଲକ୍ଷ ଲୋକ ଏଥିରେ ଆକ୍ରାନ୍ତ ହେଉଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିଚାଲିଛି। ମାତ୍ର କୋଟି କୋଟି ସଂଖ୍ୟାର ଲୋକ ଏହି ମରାମାରୀରୁ ସୁସ୍ଥ ହୋଇସାରିଛନ୍ତି। କିନ୍ତୁ ଏଥିରୁ ସୁସ୍ଥ…
ମାଛର ମୂଲ୍ୟ ୩ ଲକ୍ଷ ଟଙ୍କା; ମାଲାମାଲ୍ ହେଲେ ମହିଳା
କୋଲକାତା, ୩୦।୯: ପଶ୍ଚିମବଙ୍ଗର ଜଣେ ମହିଳା ରାତାରାତି ଧନୀ ପାଲଟିଯାଇଛନ୍ତି। ଯାହାର କାରଣ ଶୁଣିଲେ ଆପଣ ଆଶ୍ଚର୍ଯ୍ୟ ହୋଇଯିବେ। ବାସ୍ତବରେ ଏହି ମହିଳାଜଣଙ୍କ ଏକ ବିଶାଳକାୟ ମାଛ ଧରିଥିଲେ। ଯାହାର ମୂଲ୍ୟ ବାବଦକୁ ତାଙ୍କୁ ୩ ଲକ୍ଷ ଟଙ୍କା ମିଳିଥିଲା। ଅନୁଯାୟୀ…
ରାଜସ୍ଥାନ ସାମ୍ନାରେ ୧୭୫ ରନ୍ ବିଜୟ ଲକ୍ଷ୍ୟ ରଖିଲା କେକେଆର୍
ଦୁବାଇ, ୩୦।୯: ଆଇପିଏଲ୍-୧୩ତମ ସିଜନର ଏକ ମୁକାବିଲାରେ ବୁଧବାର ରାଜସ୍ଥାନ ରୟାଲ୍ସ ଓ କୋଲକାତା ନାଇଟ୍ ରାଇଡର୍ସ (କେକେଆର୍) ସାମ୍ନାସାମ୍ନି ହୋଇଛନ୍ତି। ଏହି ମ୍ୟାଚ୍ରେ ଟସ୍ ହାରି ପ୍ରଥମେ ବ୍ୟାଟିଂ ଆମନ୍ତ୍ରଣ ପାଇଥିବା କେକେଆର୍ ନିର୍ଦ୍ଧାରିତ ୨୦ ଓଭରରେ ୬ ଉଇକେଟ୍…
ଏହି ୨ ରାଜ୍ୟରେ ୩୧ ଅକ୍ଟୋବର ପର୍ଯ୍ୟନ୍ତ ବଢ଼ିଲା ଲକ୍ ଡାଉନ୍
ନୂଆଦିଲ୍ଲୀ, ୩୦।୯: କରୋନା ଭାଇରସ୍ର ପ୍ରକୋପକୁ ନଜରରେ ରଖି ମହାରାଷ୍ଟ୍ର ଓ ତାମିଲନାଡ଼ୁରେ ଲକ୍ ଡାଉନ୍ ଅବଧିକୁ ୩୧ ଅକ୍ଟୋବର ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ମହାରାଷ୍ଟ୍ର ସରକାର ଅକ୍ଟୋବର ୫ରୁ ହୋଟେଲ, ଫୁଡ୍ କୋର୍ଟ ଓ ରେଷ୍ଟୁରାଣ୍ଟଗୁଡ଼ିକୁ ୫୦ ପ୍ରତିଶତ କ୍ଷମତା…
ମଣିଷଖିଆ ବାଘକୁ ହତ୍ୟା କଲା ବନ ବିଭାଗ
ଡେରାଡୁନ, ୩୦।୯: ଉତ୍ତରାଖଣ୍ଡ ପିଥୋରଗଡ଼ ଜିଲାରେ ବୁଧବାର ସକାଳେ ବନ ବିଭାଗ ନିଯୁକ୍ତ ଜଣେ ଶିକାରୀ ଦ୍ୱାରା ଏକ ଚିତା ବାଘକୁ ଗୁଳି କରି ହତ୍ୟା କରାଯାଇଛି। ଏହି ବାଘର ଆକ୍ରମଣରେ ଜିଲାରେ ୨ଜଣ ଲୋକଙ୍କ ମୃତ୍ୟୁ ହୋଇଥିବାବେଳେ ଜଣେ ଗୁରୁତର…
ଶନିବାର ସମସ୍ତ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିବ
ଭୁବନେଶ୍ୱର,୩୦ା୯(ବ୍ୟୁରୋ)-ରାଜ୍ୟର ସମସ୍ତ ସରକାରୀ ଅଫିସ ଶନିବାର ବନ୍ଦ ରହିବ । ତେବେ ଅକ୍ଟୋବର ମାସରେ କଟକ ଓ ଭୁବନେଶ୍ୱର ଥିବା ସମସ୍ତ ସରକାରୀ ବିଭାଗ ଓ ଅନ୍ୟାନ୍ୟ କାର୍ଯ୍ୟାଳୟ ୫୦ ପ୍ରତିଶତ କର୍ମଚାରୀଙ୍କୁ ନେଇ ଚାଲିବ। ସରକାରୀ କାର୍ଯ୍ୟ ଯେପରି ପ୍ରଭାବିତ…
ଏକ କୋଟି କରୋନା ଟେଷ୍ଟ କରାଇବାରେ ଭାରତର ପ୍ରଥମ ରାଜ୍ୟ ହେଲା ଉତ୍ତର ପ୍ରଦେଶ
ଲକ୍ଷ୍ନୌ, ୩୦।୯: ସାରା ଦେଶରେ କରୋନା ଏହାର କାୟା ମେଲାଇ ସାରିଛି। ଭାରତରେ ବର୍ତ୍ତମାନ ସୁଦ୍ଧା ୬୨ ଲକ୍ଷରୁ ଊର୍ଦ୍ଧ୍ୱ ଲୋକ ଏହି ଭାଇରସ୍ରେ ଆକ୍ରାନ୍ତ ହୋଇସାରିଛନ୍ତି। ଏଭଳି ଏକ ସମୟରେ କରୋନା ଟେଷ୍ଟକୁ ନେଇ ଉତ୍ତର ପ୍ରଦେଶରୁ ଏକ ବଡ଼…

