Home Left

ଆଇପିଏଲ୍‌: ଟସ୍‌ ଜିତି ପ୍ରଥମେ କେକେଆର୍‌କୁ ବ୍ୟାଟିଂ ପାଇଁ ଆମନ୍ତ୍ରଣ କଲା ରାଜସ୍ଥାନ

ଦୁବାଇ, ୩୦।୯: ଆଇପିଏଲ୍‌-୧୩ତମ ସିଜନର ଦ୍ୱାଦଶ ମୁକାବିଲାରେ ବୁଧବାର ରାଜସ୍ଥାନ ରୟାଲ୍ସ ଓ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର୍‌) ପରସ୍ପର ସାମ୍ନାସାମ୍ନି ହୋଇଛନ୍ତି। ସ୍ଥାନୀୟ ଦୁବାଇ ଇଣ୍ଟରନ୍ୟାଶନାଲ କ୍ରିକେଟ୍‌ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମୁକାବିଲାରେ ଟସ୍‌ ଜିତି ରାଜସ୍ଥାନ ପ୍ରଥମେ କେକେଆର୍‌କୁ…

ଆଇପିଏଲ୍‌ରେ ଏହି ବିରଳ ସଫଳତା ପାଇବାରେ ରାବାଡା ପ୍ରଥମ ବୋଲର

ଦୁବାଇ, ୩୦।୯: ଆଇପିଏଲ୍‌-୧୩ତମ ସିଜନର ଏକାଦଶ ମ୍ୟାଚ୍‌ରେ ମଙ୍ଗଳବାର ସନ୍‌ରାଇଜର୍ସ ହାଇଦ୍ରାବାଦ୍‌ ୧୫ ରନରେ ଦିଲ୍ଲୀ କ୍ୟାପିଟାଲ୍ସକୁ ପରାସ୍ତ କରିଛି। ଏହି ମ୍ୟାଚ୍‌ରେ ଦିଲ୍ଲୀ ପରାସ୍ତ ହୋଇଥିଲେ ମଧ୍ୟ ଦ୍ରୁତ ବୋଲର କାଗିସୋ ରାବାଡା ଏଭଳି ଏକ ରେକର୍ଡ ପ୍ରତିଷ୍ଠା କରିଛନ୍ତି,…

ଆଇପିଏଲ୍‌ ଲାଗି ଘୁଞ୍ଚିଲା ଏହି ଦେଶର ଟି୨୦ ଲିଗ୍‌

କଲମ୍ବୋ, ୩୦।୯: ଶ୍ରୀଲଙ୍କା କ୍ରିକେଟ୍‌ (ଏସ୍‌ଏଲ୍‌ସି) ପକ୍ଷରୁ ଲଙ୍କା ପ୍ରିମିୟର ଲିଗ୍‌ (ଏଲ୍‌ପିଏଲ୍‌) ଟି୨୦ ଟୁର୍ନାମେଣ୍ଟର କାର୍ଯ୍ୟସୂଚୀରେ ପରିବର୍ତ୍ତନ କରାଯାଇଛି। ଏହି ଟୁର୍ନାମେଣ୍ଟ ଏବେ ୨୧ ନଭେମ୍ବରରୁ ଆରମ୍ଭ ହେବ। ଏଥିରେ ଅଂଶଗ୍ରହଣ କରିବାକୁ ଥିବା ଖେଳାଳିଙ୍କ ନିକଟରେ କ୍ୱାରାଣ୍ଟାଇନରେ ରହିବାକୁ…

ଲଗାତର ୧୩ ମ୍ୟାଚ୍‌ ହାରିବା ପରେ ଅଷ୍ଟ୍ରେଲିଆ ବିପକ୍ଷରେ ଜିତିଲା ଏହି ଦଳ

ବ୍ରିସବେନ୍‌, ୩୦।୯: ଅଷ୍ଟ୍ରେଲିଆ ମହିଳା କ୍ରିକେଟ୍‌ ଦଳ ବିପକ୍ଷରେ ଲଗାତର ୧୩ ମ୍ୟାଚ୍‌ ହାରିବା ପରେ ଶେଷରେ ନ୍ୟୁଜିଲାଣ୍ଡ ବିଜୟ ହାସଲ କରିଛି। ଏଠାରେ ଅନୁଷ୍ଠିତ ଅନ୍ତିମ ତଥା ୩ୟ ଟି୨୦ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ମହିଳା ଦଳ ୫ ଉଇକେଟ୍‌ରେ ଅଷ୍ଟ୍ରେଲିଆକୁ…

ବିପଦ ଆସିଲେ ବଦଳିଯାଏ ଏହି ମନ୍ଦିର କୁଣ୍ଡପାଣିର ରଙ୍ଗ

ଦେଶରେ ଅନେକ ଦେବଦେବୀଙ୍କ ମନ୍ଦିର ରହିଛି। ପ୍ରତ୍ୟେକ ମନ୍ଦିରର କିଛି ନା କିଛି ବିଶେଷତ୍ୱ ରହିଛି। ସେହିପରି କଶ୍ମୀରର ଶ୍ରୀନଗର ତୁଲମୁଲାରେ ଏମିତି ଏକ ମନ୍ଦିର ରହିଛି, ଏହା ସମ୍ପର୍କରେ ଜାଣିଲେ ଆଶ୍ଚର୍ଯ୍ୟ ହେବେ। ଏହି ମନ୍ଦିରର ନାମ ମାତା କ୍ଷୀର…

ଜାଣନ୍ତି ଗାଡ଼ି ପାଣିରେ ନ ଚାଲି କାହିଁକି ପେଟ୍ରୋଲ, ଡିଜେଲରେ ଚାଲୁଛି

ଅନେକ ସମୟରେ ଆମ ମନକୁ ଏମିତି କିଛି ପ୍ରଶ୍ନ ଆସିଥାଏ, ଯାହାର ଉତ୍ତର ମଧ୍ୟ ଖୋଜି ପାଇବା କଷ୍ଟକର। ବେଳେବେଳେ ମନକୁ ପ୍ରଶ୍ନ ଆସେ ଗାଡ଼ିଗୁଡ଼ିକ କାହିଁକି ପାଣିରେ ଚାଲୁନି। କାହିଁକି ପେଟ୍ରୋଲ, ଡିଜେଲର ଆବଶ୍ୟକତା ପଡୁଛି। ଜଳରୁ ତ ଶକ୍ତି…

ହାତୀର ସୂର୍ଯ୍ୟ ନମସ୍କାର ଫଟୋ ଭାଇରାଲ

ବର୍ତ୍ତମାନ ସମୟରେ ଲୋକେ ସୋସିଆଲ ମିଡିଆରେ ଅଧିକ ସକ୍ରିୟ ରହୁଛନ୍ତି। ଏହି ସମୟରେ ମଧ୍ୟ ସୋସିଆଲ ମିଡିଆର ଚାହିଦା ବଢ଼ିଥିବା ବେଳେ ଭାଇରାଲ ହେଉଥିବା ଫଟୋ ଓ ଭିଡିଓକୁ ନେଇ ଚର୍ଚ୍ଚା ଜୋର ଧରୁଛି। ବର୍ତ୍ତମାନ ସେଭଳି ଏକ ଫଟୋ ସୋସିଆଲ…

ପ୍ରତ୍ୟେକ ବ୍ୟକ୍ତିଙ୍କର ଅଛନ୍ତି ୫ ପିତା, ଜାଣନ୍ତୁ କାହିଁକି ଏପରି କହିଲେ ଚାଣକ୍ୟ

ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ସୁଖମୟ ଜୀବନଯାପନ ପାଇଁ ଅନେକ ନୀତି ଉଲ୍ଲେଖ କରିଛନ୍ତି। ଯାହା ସାହାଯ୍ୟରେ ଜଣେ ବ୍ୟକ୍ତି ତାଙ୍କ ଜୀବନର ସମସ୍ତ ଦୁଃଖ ଦୂର କରିପାରିବ। ସେ କହିଛନ୍ତି ଯେ, ଏହି ପୃଥିବୀରେ ଜନ୍ମ ହୋଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କର…

ଟିଭିର ରାମ-ସୀତା କରୋନା ପଜିଟିଭ

ଟିଭିର ରାମ-ସୀତା ଅର୍ଥାତ୍‌ ଗୁରମୀତ ଚୌଧୁରୀ ଏବଂ ଦେବିନା ବାନାର୍ଜୀ କରୋନା ପଜିଟିଭ ଜଣାପଡ଼ିଛନ୍ତି। ଏ ନେଇ ଗୁରମିତ କିଛି ସମୟ ପୂର୍ବରୁ ନିଜ ଇନ୍‌ଷ୍ଟାଗ୍ରାମ୍‌ରେ ଲେଖି ଜଣାଇଛନ୍ତି। ସେ ଲେଖିଛନ୍ତି, ମୋ ସ୍ତ୍ରୀ ଦେବିନା ଏବଂ ମୋର କରୋନା ପଜିଟିଭ…

ଦ୍ୱିତୀୟ ସ୍ତ୍ରୀଙ୍କୁ ଭେଟିବା ପାଇଁ ତୃତୀୟ ସ୍ତ୍ରୀଙ୍କ ଘରେ କଳାକନା ବୁଲାଇଲେ ସ୍ବାମୀ

ଭୋପାଳ,୩୦ା୯: ମଧ୍ୟପ୍ରଦେଶର ଜଣେ ବ୍ୟକ୍ତି ଦ୍ୱିତୀୟ ସ୍ତ୍ରୀଙ୍କୁ ଭେଟିବା ପାଇଁ ତୃତୀୟ ସ୍ତ୍ରୀଙ୍କ ଘରେ କଳାକନା ବୁଲାଇବା ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ପୋଲିସ ଚୋରି ମାମଲାର ଛାନଭିନ୍‌ କରିବା ସମୟରେ ଏହି ଘଟଣା ସାମ୍ନାକୁ ଆସିଛି। ଏହା ପରେ…

ସୋନୁ ସୁଦ୍‌ଙ୍କୁ ମିଳିଲା ଏହି ସମ୍ମାନଜନକ ପୁରସ୍କାର

ବଲିଉଡରେ ଖଳନାୟକ ଭାବରେ ବିଖ୍ୟାତ ସୋନୁ ସୁଦ ତାଙ୍କ ଚଳଚ୍ଚିତ୍ର କ୍ୟାରିୟର ଅପେକ୍ଷା ସାମାଜିକ କାର୍ଯ୍ୟ ପାଇଁ ଆଜିକାଲି ଅଧିକ ଚର୍ଚ୍ଚାରେ ରହୁଛନ୍ତି। ଲକ୍‌ଡାଉନ୍‌ରେ ପ୍ରବାସୀ ଶ୍ରମିକମାନଙ୍କୁ ଘରକୁ ପଠାଇବା ଏବଂ ପରେ ବହୁ ଶ୍ରମିକଙ୍କ ଲାଗି ନିଯୁକ୍ତି ବ୍ୟବସ୍ଥା କରାଇଥିଲେ।…

କୋଭିଡିଅଟ୍‌ ଶବ୍ଦର ସଂଜ୍ଞା ଅକ୍ସଫୋର୍ଡ ଡିକ୍ସନାରୀରେ ପ୍ରକାଶ

ଓ୍ବାଶିଂଟନ, ୩୦।୯: କରୋନା ମହାମାରୀ ସଙ୍କଟ ସମୟରେ ଅକ୍ସଫୋର୍ଡ ଡିକ୍ସନାରୀ ପକ୍ଷରୁ କୋଭିଡିଅଟ୍‌ ଶବ୍ଦର ସଜ୍ଞା ପ୍ରକାଶ ପାଇଛି। ଏହି ଶବ୍ଦକୁ ‘ନିର୍ଦ୍ଦେଶ ମାନୁ ନ ଥିବା ବ୍ୟକ୍ତି ବିଶେଷ’ ଭାବେ ଉଲ୍ଲେଖ କରାଯାଇଛି। କୋଭିଡ୍‌ ଏବଂ ଇଡିଅଟ୍‌ ଦୁଇ ଶବ୍ଦର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?