ସଂଗରୋଧ କେନ୍ଦ୍ରରେ ରଜ ପାଳନ
ବାହାନଗା, ୧୫ା୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଳକ ଗୋପାଳପୁର ପଞ୍ଚାୟତର ମଣିଭଦ୍ର ନୋଡାଲ ଉଚ୍ଚ ବିଦ୍ୟାଳୟ ପରିସରରେ କୋଭିଡ-୧୯ ର ହୋଇଥିବା ସଂଗରୋଧ କେନ୍ଦ୍ର ପରିସରରେ ରଜ ପର୍ବ ପାଳନ କରାଯାଇ ସେଠାରେ ଥିବା ପ୍ରବାସୀ ଓଡିଆମାନଙ୍କୁ ପିଠା, ଆମ୍ବ, ପଣସ ଆଦି…
ଶିଳ୍ପବିହୀନ ଜିଲାରେ ରୋଜଗାର ଚିନ୍ତା
ବଲାଙ୍ଗୀର ଅଫିସ, ୧୫ା୬: କରୋନା ସଂକ୍ରମଣ ସମସ୍ୟା ଠୁ ବି ଅଧିକ ଚର୍ଚ୍ଚାରେ ରହିଛି ବଲାଙ୍ଗୀର ଜିଲାର ପ୍ରବାସୀ ଶ୍ରମିକ ସମସ୍ୟା। କରୋନା ମହାମାରୀ ଅନେକ ସରକାରୀ ତଥ୍ୟ ଉପରୁ ପର୍ଦ୍ଦା ହଟାଇ ଦେଇଛି। ଜିଲାରୁ ପ୍ରତିବର୍ଷ ଲକ୍ଷାଧିକ ଦାଦନ ଶ୍ରମିକ…
ଇନ୍ଧନ ଦର ବୃଦ୍ଧି ଅବ୍ୟାହତ
ନୂଆଦିଲ୍ଲୀ,୧୫।୬: ଗତ ୮ ଦିନ ହେବ ପେଟ୍ରୋଲ ଏବଂ ଡିଜେଲ ଦର ବୃଦ୍ଧିରେ ଲଗାମ ଲାଗିପାରୁ ନାହିଁ। ରବିବାର ପେଟ୍ରୋଲ ଲିଟର ପିଛା ୬୨ ପଇସା ଏବଂ ଡିଜେଲ ଲିଟର ପିଛା ୬୪ ପଇସା ବଢିଛି। ଗୋଟିଏ ସପ୍ତାହରୁ ଊର୍ଦ୍ଧ୍ୱ ସମୟ…
ଦୁଇଓଳି ଖାଦ୍ୟ ଯୋଗାଡ଼ ଚିନ୍ତା
ଖଇରା, ୧୫।୬(ଡି.ଏନ୍.ଏ.)-ରାତି ପାହିଲେ ଖାଦ୍ୟ ଚିନ୍ତା। ଯେଉଁ ବୟସରେ ମା’ ବାପାଙ୍କ ସ୍ନେହ ଶ୍ରଦ୍ଧା ମଧ୍ୟରେ ରହି ହସିଖେଳି ଦିନ କାଟିବା କଥା, ସେଠାରେ ସେମାନଙ୍କୁ ପରିବାରର ବୋଝ ସମ୍ଭାଳିବାକୁ ପଡୁଛି। କେବଳ ଅଭାବ ମଧ୍ୟରେ ସବୁ କିଛି ଅନ୍ଧାର ଦେଖାଯାଉଛି।…
ଭଉଣୀ ଘରକୁ ଭାର ଆଣିଥିବା ଭାଇଙ୍କୁ କରୋନା
କଣିହାଁ,୧୫ା୬(ଡି.ଏନ.ଏ.)- ଢେଙ୍କାନାଳ ଜିଲା ଅଞ୍ଚଳର ଜଣେ କରୋନା ଆକ୍ରାନ୍ତଙ୍କ କଣ୍ଟାକ୍ଟ ଟ୍ରେସିଂରୁ ସେ ଅନୁଗୋଳ ଜିଲା କଣିହାଁ ବ୍ଲକ ଏନ୍ଟିପିସି ବଜାର ଅଞ୍ଚଳର ଭଉଣୀ ଘରକୁ ଗତ ୧୧ ତାରିଖରେ ରଜଭାର ନେଇ ଆସିଥିବା ଜଣାପଡ଼ିଛି। ଏହି ଖବର ମିଳିବା ପରେ…
ରୁଦ୍ଧଦ୍ୱାର ମ୍ୟାଚ ଯୋଗୁ ଫାଇଦାରେ ରହିବ ଓ୍ବେଷ୍ଟଇଣ୍ଡିଜ
ମାଞ୍ଚେଷ୍ଟର, ୧୫ା୬ (ପି.ଟି.)-ଆସନ୍ତା ମାସରେ ଅନ୍ତର୍ଜାତୀୟ କ୍ରିକେଟ ଫେରିବ। ସେତେବେଳେ ଇଂଲଣ୍ଡ ବିପକ୍ଷ ମ୍ୟାଚରେ ଓ୍ବେଷ୍ଟଇଣ୍ଡିଜ ଫାଇଦାରେ ରହିବ ବୋଲି କହିଛନ୍ତି ଭ୍ରମଣକାରୀ ଦଳ କୋଚ୍ ଫିଲ୍ ସିମନ୍ସ। କୋଭିଡ୍-୧୯ ଯୋଗୁ ମ୍ୟାଚ ଜୈବ ସୁରକ୍ଷିତ ପରିବେଶରେ ଅନୁଷ୍ଠିତ ହେବ। ମହାମାରୀ…
ବିନା ଡାକ୍ତରରେ ଡାକ୍ତରଖାନା
ଚିତ୍ରଡ଼ା,୧୫ା୬(ଡି.ଏନ୍.ଏ.)- ସ୍ବାସ୍ଥ୍ୟ ସେବାକୁ ‘ମୋ ସରକାର’ ଯୋଜନାରେ ସାମିଲ କରି ଲୋକଙ୍କୁ ଉତ୍ତମ ସ୍ବାସ୍ଥ୍ୟସୁବିଧା ଯୋଗାଇ ଦେବାକୁ ରାଜ୍ୟ ସରକାର ଲକ୍ଷ୍ୟ ରଖିଥିବା ବେଳେ ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା ଏବଂ ସାନ ମୁଁଢାବଣୀ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ରୋଗୀ…
ରଜ ମଉଜରେ ଖାଁ ଖାଁ ସୀତାବିଞ୍ଜ
ଢେଙ୍କିକୋଟ, ୧୫।୬(ଡି.ଏନ.ଏ.)-କେନ୍ଦୁଝର ଜିଲାର ଗଣପର୍ବ ହେଉଛି ରଜପର୍ବ। ମାତ୍ର ଚଳିତବର୍ଷ କରୋନା ଭାଇରସ୍ ସଂକ୍ରମଣ ପାଇଁ ରଜପର୍ବ ପାଳନରେ କଟକଣା କରାଯାଇଛି। ଜିଲାରେ ଫିକା ପଡ଼ିଛି ରଜ ମଉଜ। ନା ଅଛି ଦୋଳି, ନା ସଜବାଜ। ପିଲାଠାରୁ ବୃଦ୍ଧ ପର୍ଯ୍ୟନ୍ତ ସମସ୍ତେ…
ବଫରଷ୍ଟକ ଲାଗି ୨୫ ହଜାର ଟନ୍ ପିଆଜ ସଂଗ୍ରହ
ନୂଆଦିଲ୍ଲୀ,୧୫।୬: ବିଭିନ୍ନ କୃଷକ ଉତ୍ପାଦକ ଅନୁଷ୍ଠାନ ଏବଂ କୃଷି ସମବାୟ ସମିତିଗୁଡିକଠାରୁ ଜାତୀୟ କୃଷି ସମବାୟ ବିପଣନ ମହାସଂଘ ନାଫେଡ ପ୍ରାୟ ୨୫ ହଜାର ଟନ୍ର ପିଆଜ ସଂଗ୍ରହ କରିଛି। ସରକାରଙ୍କ ଲାଗି ବଫରଷ୍ଟକ ଉଦ୍ଦେଶ୍ୟରେ ଏଭଳି କ୍ରୟ କରାଯାଇଥିବା ଜଣାପଡଛି।…
ରୋଗ ପ୍ରତିଶେଧକ କ୍ଷମତା ବୃଦ୍ଧି କରେ ଶୁଖିଲା ନଡିଆ
ଶୁଖିଲା ନଡ଼ିଆ ଖାଇବା ସ୍ବାସ୍ଥ୍ୟ ପକ୍ଷେ ବହୁତ ଉପକାରୀ। ଏଥିରେ କୋଲେଷ୍ଟ୍ରଲ୍ ବା ଟ୍ରାନ୍ସ ଫ୍ୟାଟ୍ ଆଦୌ ନାହିଁ। ଏଥିରେ ସେଲେନିୟମ୍, କପର୍ ଓ ଡ଼ାଏଟ୍ରି ଫାଇବର୍ ଭରପୂର ମାତ୍ରାରେ ଅଛି। ଏହି କାରଣରୁ ଶୁଖିଲା ନଡ଼ିଆ ବହୁତ ଉପକାରୀ ହୋଇଥାଏ।…
ଏହି ଖେଳନା ଧରି ପିଲାବେଳେ ଖେଳୁଥିଲେ ବିରାଟ କୋହଲି
ଭାରତୀୟ କ୍ରିକେଟ୍ ଟିମ୍ର ଜଣେ ଆଗଧାଡ଼ିର ଖେଳାଳି ବିରାଟ କୋହଲିଙ୍କର ଜନ୍ମ ୫ ନଭେମ୍ବର ୧୯୮୮ ମସିହାରେ ଦିଲ୍ଲୀର ପଞ୍ଜାବୀ ପରିବାରରେ ହୋଇଥିଲା। ତାଙ୍କର ପିତା ପ୍ରେମ୍ କୋହଲି ଜଣେ କ୍ରିମିନାଲ୍ ଆଡ଼୍ଭୋକେଟ୍ ଥିଲେ, ମା ସରୋଜ କୋହଲି ଜଣେ ଗୃହିଣୀ…
ଆଜିଠୁ ସମୁଦ୍ରମୁହାଁ ମାଛଧରା ଡଙ୍ଗା
ଭୋଗରାଇ, ୧୪।୬(ଡି.ଏନ.ଏ.)-୩ମାସ ଧରି ସରକାରୀ କଟକଣା ପରେ ସୋମବାରଠୁ ସମୁଦ୍ରମୁହାଁ ହୋଇଛି ସହସ୍ରାଧିକ ମାଛଧରା ଟ୍ରଲର। ଏଥିପାଇଁ ବାଲେଶ୍ୱର ଉପକୂଳ ଚଳଚଞ୍ଚଳ ହୋଇପଡିଛି। ଲକ୍ଡାଉନ୍ ସତ୍ତ୍ୱେ ଝଡ଼ବର୍ଷାକୁ ଖାତିର୍ ନ କରି ସୋମବାର ଶୁଭବେଳାରେ ବାହାରିଛନ୍ତି ମତ୍ସ୍ୟଜୀବୀମାନେ। ବେରୋଜଗାର ହୋଇପଡ଼ିଥିବା ହଜାର…
Archives


