ଇମ୍ୟୁନିଟି ବଢ଼ାଉଥିବା ଡ୍ରିଙ୍କ୍ସ, ଯାହାକୁ ପିଇଲେ ….
ବର୍ଷାଦିନେ ରୋଗପ୍ରତିରୋଧକ ଶକ୍ତି କମିଯିବା କାରଣରୁ ଅନେକଙ୍କଠାରେ ଥଣ୍ଡା, କାଶ, ଛିଙ୍କ, ଜ୍ୱର ଆଦି ସ୍ବାସ୍ଥ୍ୟ ସମସ୍ୟା ଦେଖାଯାଇଥାଏ। ଏଭଳି ପରିସ୍ଥିତିରୁ ରକ୍ଷା ପାଇବା ପାଇଁ ସ୍ବାସ୍ଥ୍ୟ ବିଶେଷଜ୍ଞମାନେ ଏମିତି ଏକ ହେଲ୍ଦି ଡ୍ରିଙ୍କ୍ସ ବା ପାନୀୟ ସମ୍ପର୍କରେ କହିଛନ୍ତି; ଯାହାକୁ…
Video: ଝାଡ଼ଖଣ୍ଡ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ପୁଅଙ୍କ ହସ୍ପିଟାଲ ‘ଭିଜିଟ ’, ଶୁଟିଂ କଲେ ‘ରିଲ୍’, ଘନେଇଲା ବିବାଦ
ରାଞ୍ଚି,୨୦।୭: ଝାଡ଼ଖଣ୍ଡରେ ରବିବାର ଏକ ରାଜନୈତିକ ବିବାଦ ସୃଷ୍ଟି ହୋଇଛି, ଯେତେବେଳେ ରାଜେନ୍ଦ୍ର ଇନଷ୍ଟିଟ୍ୟୁଟ ଅଫ ମେଡିକାଲ ସାଇନ୍ସେସ (RIMS)ରେ ସ୍ୱାସ୍ଥ୍ୟମନ୍ତ୍ରୀ ତଥା କଂଗ୍ରେସ ନେତା ଇରଫାନ ଆନସାରୀଙ୍କ ପୁଅ କ୍ରିଶ ଆନସାରୀଙ୍କ ଦ୍ୱାରା କଥିତ ନିରୀକ୍ଷଣର ଏକ ଭିଡିଓ ସୋସିଆଲ…
ଅର୍ଶଦୀପ ସିଂହଙ୍କ ଆହତ ପରେ ଭାରତୀୟ ଦଳରେ ଚେନ୍ନାଇ ସୁପର କିଙ୍ଗ୍ସର ଷ୍ଟାର ସାମିଲ
ମୁମ୍ବାଇ,୨୦।୭: ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI) ଚୟନ କମିଟି ଇଂଲଣ୍ଡ ଗସ୍ତରେ ଆହତ ହୋଇଥିବା ପେସର ଅର୍ଶଦୀପ ସିଂହଙ୍କ ସ୍ଥାନରେ ହରିୟାଣା ତଥା ଚେନ୍ନାଇ ସୁପର କିଙ୍ଗ୍ସର ପେସର ଆନଶୁଲ କାମ୍ବୋଜଙ୍କୁ ଦଳରେ ସାମିଲ କରିଛି। ଆଣ୍ଡରସନ-ତେନ୍ଦୁଲକର ଟ୍ରଫି ସିରିଜର…
ବିବାହିତା ମହିଳାଙ୍କୁ ବଳାତ୍କାର, ଗିରଫ ହେଲେ ରାୟଗଡ଼ା ଅତିରିକ୍ତ ଅଗ୍ନିଶମ ଅଧିକାରୀ
ରାୟଗଡ଼ା,୨୦।୭(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ଅଗ୍ନିଶମ ବିଭାଗର ଅତିରିକ୍ତ ଅଗ୍ନିଶମ ଅଧିକାରୀ ରମେଶ ଚନ୍ଦ୍ର ବେହେରାଙ୍କୁ ବଳାତ୍କାର ମାମଲାରେ ରାୟଗଡ଼ା ଟାଉନ ଥାନା ପୋଲିସ ରବିବାର ଗିରଫ କରିଛି। ଗିରଫ ପରେ ଡାକ୍ତରୀ ମାଇନା କରାଯାଇ କୋର୍ଟ ଚାଲାଣ କରାଯିବ ବୋଲି…
ଟୋଲ୍ପ୍ଲାଜା ବୁଥ୍ ଉପରକୁ ଚଢ଼ିଗଲା କାର୍: ଜଣଙ୍କ ଜୀବନ ଗଲା, ଜଣେ ଗୁରୁତର
ବୈଶିଙ୍ଗା,୨୦ା୭(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ୧୮ ନଂ ଜାତୀୟ ରାଜପଥର ପଦ୍ମନାଭପୁର ଟୋଲ୍ପ୍ଲାଜା ନିକଟରେ ରବିବାର ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ମୃତ୍ୟୁବରଣ କରିଥିବା ବେଳେ ଅନ୍ୟ ଜଣେ ଗୁରୁତର ଅବସ୍ଥାରେ ବାରିପଦା ପିଆର୍ଏମ୍ ମେଡିକାଲରେ ଭର୍ତ୍ତି…
ରେଲୱେରେ ଚାକିରି କରାଇବା ନାଁ ରେ ଯୁବତୀଙ୍କୁ …
ଦିଗପହଣ୍ଡି,୨୦।୭(ଅଶେଷ ନାଥ ମିଶ୍ର) ରେଲୱେରେ ଚାକିରି କରାଇବା ନାଁରେ ଜଣେ ଯୁବତୀଙ୍କଠାରୁ ୧୩ ଲକ୍ଷ ଟଙ୍କା ଠକେଇ ହୋଇଥିବା ଅଭିଯୋଗ ହୋଇଛି। ଏନେଇ ଦିଗପହଣ୍ଡି ଥାନା ଫାସିଗୁଡ଼ା ଗ୍ରାମର ସଙ୍ଗୀତା ପାତ୍ର ଥାନାରେ ଏତଲା ଦେଇଛନ୍ତି । ଭାରପ୍ରାପ୍ତ ଥାନା ଆଇଆଇସି…
ବଳଙ୍ଗା ଘଟଣା: ଯୁବତୀଙ୍କ ଦେହରେ କିଏ ଲଗାଇଲା ନିଆଁ? ସାଂଘାତିକ ଖୁଲାସା କଲା!
ଭୁବନେଶ୍ୱର,୨୦।୭: ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟୁ ଘଟଣା ରାଜ୍ୟରେ ନ ଲିଭୁଣୁ ବଳଙ୍ଗା ଘଟଣା ଏବେ ସାରା ରାଜ୍ୟରେ ଚର୍ଚ୍ଚାରେ ଅଛି। ଶନିବାର ଏକ ଯୁବତୀଙ୍କୁ ଜାଳିଦେବାକୁ ଉଦ୍ୟମ କରିଥିଲେ ଦୁର୍ବୃତ୍ତ। ଯୁବତୀ ଜଣଙ୍କ ୭୫ ପ୍ରତିଶତ ପୋଡିଯାଇଥିବା…
୯ମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର: ଭାଇରାଲ ଭୟ ଦେଖାଇ ୫ ଲକ୍ଷ, ସୁନାଗହଣା ନେଇଗଲେ…
କୁଆଁରମୁଣ୍ଡା,୨୦।୭(ମହେନ୍ଦ୍ର କୁମାର ସାହୁ): ଜଣେ ୯ମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର କରିବା ଏବଂ ବଳାତ୍କାର ସମୟର ଭିଡିଓ ଭାଇରାଲ କରିବା ଧମକ ଦେଇ ୫ ଲକ୍ଷ ଟଙ୍କା ଓ ସୁନାଗହଣା ଠକି ନେବା ଭଳି ସଙ୍ଗିନ ଅଭିଯୋଗ ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର…
ଘରକୁ ସାଇକେଲରେ ଫେରୁଥିବା ବେଳେ ଯୁବତୀଙ୍କୁ ଅସଦାଚରଣ କରି ଯୁବକ ଫେରାର
ବଅଁରପାଳ,୨୦।୭ (ସୁବାସ ସାହୁ): ଅନୁଗୋଳ ଜିଲା ନାଲ୍କୋ ଥାନା ଅଞ୍ଚଳରେ ଶୁକ୍ରବାର ରାତି ପ୍ରାୟ ୯ଟା ୩୦ରେ ଜଣେ ଯୁବତୀଙ୍କୁ ଅସଦାଚରଣ କରାଯାଇଛି। ଏ ନେଇ ଥାନାରେ ଯୁବତୀଙ୍କ ପରିବାର ପକ୍ଷରୁ ଅଭିଯୋଗ କରାଯାଇ ନ ଥିଲେ ମଧ୍ୟ ପୋଲିସ ଘଟଣାସ୍ଥଳକୁ…
ସାଉଦି ଆରବର ‘ସ୍ଲିପିଂ ପ୍ରିନ୍ସ’ଙ୍କ ଦେହାନ୍ତ; ୨୦ ବର୍ଷ ଧରି ଥିଲେ କୋମାରେ, ଜାଣନ୍ତୁ କିଏ ଥିଲେ…
ରିଆଧ,୨୦।୭: ସାଉଦୀ ଆରବର ‘ସ୍ଲିପିଂ ପ୍ରିନ୍ସ’ ଆଲୱାଲିଦ ବିନ ଖାଲିଦଙ୍କର ୨୦ ବର୍ଷ କୋମାରେ ରହିବା ପରେ ଦେହାନ୍ତ ହୋଇଛି। ସେ ସାଉଦି ରାଜ ପରିବାରର ସଦସ୍ୟ ତଥା ବିଶ୍ୱବ୍ୟାପୀ ‘ସ୍ଲିପିଂ ପ୍ରିନ୍ସ’ ନାମରେ ଜଣାଶୁଣା ଥିଲେ। ୨୦୦୫ ମସିହାରେ ମାତ୍ର…
ଅବ୍ୟବସ୍ଥା ଘେରରେ କର୍ଲାମୁଣ୍ଡା ବ୍ଲକ କାର୍ଯ୍ୟାଳୟ: ଖାଲିପଡ଼ିଛି ଅନେକ ପଦବୀ, ଲୋକେ ପାଉନାହାନ୍ତି ସେବା
କର୍ଲାମୁଣ୍ଡା,୨୦ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅବ୍ୟବସ୍ଥା ଘେରରେ ରହୁଥିବାରୁ ଲୋକେ ଉପଯୁକ୍ତ ସମୟରେ ସରକାରୀ ସେବାଗୁଡ଼ିକ ଠିକ୍ ଭାବେ ପାଇପାରୁ ନ ଥିବା ଅଭିଯୋଗ ହେଉଛି। ୧୨ଟି ପଞ୍ଚାୟତକୁ ନେଇ ଗଠିତ ଏହି ବ୍ଲକରେ ଅନେକ ଗୁଡ଼ିଏ…
ପରକୀୟା ପ୍ରୀତିରୁ ଝୁଲିପଡ଼ିଲେ ସ୍ତ୍ରୀ, ସୁଇସାଇଡ୍ ନୋଟ୍ରେ ଲେଖିଦେଇ ଗଲେ ମୋ’ ସ୍ବାମୀ ଆଉ ପ୍ରେମିକା ମିଶି…
ଭବାନୀପାଟଣା,୨୦।୭(ଉତ୍ତମ କୁମାର ଦାଶ): ସ୍ବାମୀ ଆଉ ପ୍ରେମିକା ମିଶି ଦେଉଥିଲେ ନିର୍ଯାତନା ଦେବା ଶେଷରେ ନିର୍ଯାତନା ସହି ନ ପାରି ବାପଘରେ ଆତ୍ମହତ୍ୟା କରି ସୁଇସାଇଡ୍ ନୋଟ୍ରେ ସ୍ବାମୀ ଆଉ ପ୍ରେମିକାଙ୍କୁ ଦାୟୀ କରି ନ୍ୟାୟ ମାଗିଛନ୍ତି। ଏପରି ଅଭାବନୀୟ ଘଟଣା…
Archives


