ରଜ ଉପଲକ୍ଷେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୪।୬(ବ୍ୟୁରୋ): ଆଜି ପହିଲି ରଜ। ଏହା ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନନ୍ତି, ଓଡ଼ିଶାର ଗଣପର୍ବ ରଜ ଉପଲକ୍ଷେ ସମସ୍ତଙ୍କୁ ମୋର ଶୁଭେଚ୍ଛା ଓ ଅଭିନନ୍ଦନ। ପ୍ରକୃତି , ଧରିତ୍ରୀ ଓ ନାରୀକୁ ପୂଜିବାର ବା…
ପ୍ରବାସୀ ଶ୍ରମିକ ଫେରିବା ପରେ ଗାଁରେ ୩ ଗୁଣ ବଢିଛି କରୋନା ସଂକ୍ରମଣ
ଭୋପାଳ,୧୪।୬: ମଧ୍ୟପ୍ରଦେଶରେ ଏବେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଏଥିରୁ ଗାଁ ଗୁଡିକ ମଧ୍ୟ ବାଦ୍ ପଡି ନାହାନ୍ତି। ମିଳିଥିବା ସୂଚନାରୁ ଜଣାପଡିଛି କି ମଧ୍ୟପ୍ରଦେଶର ୫୦ଜିଲାରେ ଥିବା ପ୍ରାୟ ୪୬୨ ଗାଁରେ ଏବେସୁଦ୍ଧା ୯୫୧ ଜଣ…
ବରଗଡ଼ରେ ଗର୍ଭବତୀ ମହିଳାଙ୍କ ସମେତ ୧୬ ପଜିଟିଭ୍ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୩୪ରେ ପହଞ୍ଚିଲା
ବରଗଡ଼ ଅଫିସ,୧୪ା୬: ବରଗଡ଼ ଜିଲାରେ ରବିବାର ପୁଣି ୧୬ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଭେଡେନ୍ ବ୍ଲକ ରୁଷୁଡା ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର(ଟିଏମସି)ର ୬, ଭେଡେନ୍ ଆଇଟିଆଇ ଟିଏମ୍ସିର ଜଣେ, ବରଗଡ଼ ବ୍ଲକ ଅଡ଼ଗାଁ ଟିଏମ୍ସିର ୨, କୁରୁଆଁ…
୬୫ ବର୍ଷରେ ପାଦ ଦେଲେ କିରଣ ଖେର
ମୁମ୍ବାଇ, ୧୪।୬: ବଲିଉଡ୍ ଅଭିନେତ୍ରୀ କିରଣ ଖେର ରବିବାର ୬୫ ବର୍ଷରେ ପାଦ ଦେଇଛନ୍ତି। ୧୯୫୫ ଜୁନ୍ ୧୪ରେ ସେ ପଞ୍ଜାବଠାରେ ଜନ୍ମଗ୍ରହଣ କରିଥିଲେ। କିରଣ ଚଣ୍ଡିଗଡ଼ରେ ଥିବାରୁ ସ୍ବାମୀ ଅନୁପମ ଖେର ତାଙ୍କୁ ଟୁଇଟ୍ କରି ଜନ୍ମଦିନର ଅଭିନନ୍ଦନ ଜଣାଇଛନ୍ତି।…
ପୁରୀରେ ପୁଣି ୭ କରୋନା ପଜିଟିଭ୍: ଆକ୍ରାନ୍ତଙ୍କ ସଂଖ୍ୟା ୧୫୫ରେ ପହଞ୍ଚିଲା
ପୁରୀ ଅଫିସ,୧୪ା୬: ପୁରୀ ଜିଲାରୁ ରବିବାର ପୁଣି ୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ନୂଆ ସଂକ୍ରମିତଙ୍କୁ ମିଶାଇ ଜିଲାରେ ମୋଟ୍ ପଜିଟିଭ୍ ସଂଖ୍ୟା ୧୫୫ରେ ପହଞ୍ଚିଛି। ଏମାନଙ୍କ ମଧ୍ୟରୁ ୯୮ ଜଣ ସୁସ୍ଥ ହୋଇଥିଲା ବେଳେ ୫୭ଜଣ ଚିକିତ୍ସାଧୀନ ଅଛନ୍ତି।…
ଭଦ୍ରକରେ ୧୫୭ ଛୁଇଁଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା
ଭଦ୍ରକ ଅଫିସ,୧୪।୬: ଭଦ୍ରକ ଜିଲାରୁ ରବିବାର ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୫୭ରେ ପହଞ୍ଚିଛି। ପଜିଟିଭ୍ ଚିହ୍ନଟ ହୋଇଥିବା ବ୍ୟକ୍ତି ଜଣକ ହରିୟାଣା ଫେରନ୍ତା ବୋଲି ଜଣାପଡିଛି ଓ ସେ ସଙ୍ଗରୋଧ କେନ୍ଦ୍ରରୁ…
୧୦ରୁ ୪୯ ଶଯ୍ୟା ବିଶିଷ୍ଟ ନର୍ସିଂ ହୋମରେ ହେବ କୋଭିଡ-୧୯ର ଚିକିତ୍ସା
ନୂଆଦିଲ୍ଲୀ,୧୪।୬: ରାଜଧାନୀ ଦିଲ୍ଲୀରେ ବେଳକୁ ବେଳ କରୋନା ସ୍ଥିତି ବିଗିଡିବାରେ ଲାଗିଛି। ଏହାର ମୁକାବିଲା କରିବାକୁ ଏବେ ରୋଗୀଙ୍କ ପାଇଁ ବେଡ୍ର ଆବଶ୍ୟକତା ଜରୁରୀ ହୋଇପଡିଛି। ତେଣୁ ଦିଲ୍ଲୀରେ ଥିବା ନର୍ସିଂ ହୋମ ଗୁଡିକୁ କରୋନା ଚିକିତ୍ସାରେ ଲଗାଇବାକୁ ସରକାର ନିଷ୍ପତ୍ତି…
ଘରୁ ଟଙ୍କା, ସୁନା ଲୁଟିନେଇ ବ୍ୟବସାୟୀଙ୍କୁ ହତ୍ୟା: ଘଟଣାସ୍ଥଳରେ ପହଞ୍ଚିଲା ପୋଲିସ, ସାଇଣ୍ଟଫିକ୍ ଟିମ୍
ବ୍ରହ୍ମପୁର ଅଫିସ,୧୪।୬: ଗଞ୍ଜାମ ଜିଲା ଗୋଷାଣିନୂଆଗାଁ ଥାନା ଅନ୍ତର୍ଗତ ହିଲପାଟଣାଠାରେ ଥିବା ହେରିଟେଜ କ୍ଷୀର ଡିଲର ତଥା ବ୍ୟବସାୟୀଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକ ହେଲେ ଲମ୍ବୋଦର ମୁନି। ଶନିବାର ରାତିରେ ଘରେ ଦୁର୍ବୃତ୍ତ ପଶି ତାଙ୍କୁ ମରଣାନ୍ତକ ଆକ୍ରମଣ…
ରଜପର୍ବ ଅବସରରେ ଓଡ଼ିଶାବାସୀଙ୍କୁ ଶୁଭକାମନା ଜଣାଇଲେ ମୋଦି
ନୂଆଦିଲ୍ଲୀ, ୧୪।୬: ରଜପର୍ବ ଅବସରରେ ଓଡ଼ିଶାବାସୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁଭକାମନା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ଟୁଇଟ୍ କରି କହିଛନ୍ତି ଯେ, ରଜ ପର୍ବ ସମାଜରେ ଆନନ୍ଦ ଓ ଭାତୃତ୍ୱ ଭାବନାକୁ ସୁଦୃଢ଼ କରୁ। ଏହା ସହିତ ସେ ରାଜ୍ୟବାସୀଙ୍କ ଉତ୍ତମ ସ୍ବାସ୍ଥ୍ୟ…
ରଜରେ ଫୁଟିଲା ଗୁଳି: ଖୋର୍ଦ୍ଧା ବଡ ଶବର ସାହିରେ ଯୁବକଙ୍କୁ ହତ୍ୟା
ଖୋର୍ଦ୍ଧା ଅଫିସ,୧୪।୬: ରଜରେ ଫୁଟିଲା ଗୁଳି। ଗୁଳିମାଡରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଖୋର୍ଦ୍ଧା ଜିଲା ସଦର ଥାନା ଅନ୍ତର୍ଗତ ଦଧିମାଛଗାଡିଆର ବଡ ଶବର ସାହି ସକାଳ ସାଢେ ୭ଟା ସମୟରେ ଘଟିଛି ଘଟଣା। ମୃତକ ହେଲେ ଲାଲା ପ୍ରଧାନ(୩୫)। ଖବର…
୨୦ ଜିଲାରୁ ୧୭୩ ଆକ୍ରାନ୍ତ, ପଶ୍ଚିମବଙ୍ଗରୁ ଫେରିଥିବା ଆଉ ୧୩ ଯବାନ ସଂକ୍ରମିତ
ଭୁବନେଶ୍ୱର,୧୪।୬(ବ୍ୟୁରୋ): ରାଜ୍ୟରେ ନୂଆ ସଂକ୍ରମିତ ୧୮୬ଜଣଙ୍କ ମଧ୍ୟରୁ ୧୭୩ଜଣ ୨୦ ଜିଲାର। ସେମାନଙ୍କ ମଧ୍ୟରୁ ଖୋର୍ଦ୍ଧାର ୨୧, ଝାରସୁଗୁଡ଼ାର ୨, କେନ୍ଦୁଝରର ୧୧, ଯାଜପୁରର ୧୨, ମାଲକାନଗିରିର ୧, କଟକର ୧୨, ଜଗତସିଂହପୁରର ୧୧, ଅନୁଗୋଳର ୧, ଢେଙ୍କାନାଳର ୨, ଭଦ୍ରକର…
ନିୟନ୍ତ୍ରଣ ରେଖାରେ ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ: ଜଣେ ଭାରତୀୟ ଯବାନ ଶହୀଦ
ଶ୍ରୀନଗର, ୧୪।୬: ଜମ୍ମୁ-କଶ୍ମୀର ନିୟନ୍ତ୍ରଣ ରେଖାରେ ପାକିସ୍ତାନ ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ଏଥିରେ ଜଣେ ଭାରତୀୟ ଯବାନ ଶହୀଦ ହୋଇଛନ୍ତି। ଏହି ଘଟଣାରେ ୨ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏସମ୍ପର୍କରେ ଭାରତୀୟ ସେନା…
Archives


