Home Left

ପୂଜାରା, ଜାଡେଜାଙ୍କୁ ନାଡ଼ା ନୋଟିସ୍‌

ନୂଆଦିଲ୍ଲୀ, ୧୩ା୬ (ପି.ଟି.)-ଚେତେଶ୍ୱର ପୂଜାରା, ରବୀନ୍ଦ୍ର ଜାଡ଼େଜା ଓ କେ.ଏଲ୍‌. ରାହୁଲଙ୍କ ସମେତ ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ପରିସରଭୁକ୍ତ ୫ଜଣ ଭାରତୀୟ କ୍ରିକେଟରଙ୍କୁ ନ୍ୟାଶନାଲ ଆଣ୍ଟି ଡୋପିଂ ଏଜେନ୍ସି (ନାଡ଼ା) ତରଫରୁ ନୋଟିସ୍‌ ଜାରି କରାଯାଇଛି। ଖେଳାଳିମାନେ ସେମାନଙ୍କ ଠିକଣା (ହୋୟାରଆବାଉଟ୍ସ) ଜଣାଇ…

କାଳିଆବେଡ଼ା ଗ୍ରାମକୁ ପଶିଆସିଲେ ହାତୀପଲ: ଉଜାଡ଼ିଲେ ଫସଲ, ଗ୍ରାମବାସୀ ଭୟଭୀତ

କେନ୍ଦୁଝର,୧୩ା୬(ସ୍ବ.ପ୍ର.) : ସଦର ରେଞ୍ଜର କାଳିଆବେଡ଼ା ଗାଁକୁ ଶନିବାର ସକାଳେ ବଣୁଆ ହାତୀପଲ ପଶି ଆସିବା ଫଳରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ତେବେ ଆଜି ସକାଳୁ ଘଟଗାଁ ଦେଓବନ୍ଧ ଅଞ୍ଚଳରୁ ଏକ ଆଠ ଟିକିଆ ହାତୀପଲ ସଦର ରେଞ୍ଜକୁ ପଶି ଆସିଥିଲେ।…

ଶଟ୍‌ଡାଉନ୍‌: ଜୀବନଯାତ୍ରା ପ୍ରଭାବିତ, ରଜ ମଉଜ ଫିକା

ବ୍ରହ୍ମପୁର ଅଫିସ,୧୩ା୬: ଗଞ୍ଜାମ ଜିଲାରେ କରୋନା ସଂକ୍ରମଣ ବନ୍ଦ ହେବାର ନାଁ ନେଉନାହିଁ । ପ୍ରତିଦିନ ଏହା ବଢ଼ିବାରେ ଲାଗିଛି । ଏହାକୁ ଦୃଷ୍ଟିରେ ରଖି କରୋନାର ମୁକାବିଲା କରିବା ପାଇଁ ରାଜ୍ୟ ସରକାର ଜୁନ୍‌ ମାସ ପ୍ରତି ସପ୍ତାହର ଶେଷ…

ଓଡ଼ିଶାରେ ବିପରୀତ ସ୍ଥିତି: ବୟସ୍କଙ୍କଠାରୁ ପିଲା, ଯୁବକ ଅଧିକ ସଂକ୍ରମିତ

ଭୁବନେଶ୍ୱର, ୧୩।୬(ବ୍ୟୁରୋ) – କରୋନା ମହାମାରୀ ସାରା ବିଶ୍ୱକୁ ଦୋହଲାଇ ଦେଇଛି। ଚାଇନାର ଉହାନ ସହରରୁ ସୃଷ୍ଟି ହୋଇଥିବା ଏହି ମାରାତ୍ମକ ଭୂତାଣୁ ଏବେ ପ୍ରାୟ ସବୁଦେଶକୁ କରାୟତ କରିସାରିଛି। ଭାରତରେ ସଂକ୍ରମଣ ହୁ ହୁ ହୋଇ ବଢ଼ୁଥିବାବେଳେ ଆକ୍ରାନ୍ତଙ୍କ ସଂଖ୍ୟାରେ…

ଶ୍ୱଶୁରଙ୍କ ଗୁଳିମାଡ଼ରେ ଚାଲିଗଲା ବୋହୂଙ୍କ ଜୀବନ,ବନ୍ଧୁକ ଜବତ

ଶେରଗଡ଼/ସୋରଡ଼ା,୧୩ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୋରଡ଼ା ବ୍ଲକ ବଡ଼ଗଡ଼ ଥାନା ବାରଭରଣିଆ ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ବାପ-ପୁଅଙ୍କ ଗଣ୍ଡଗୋଳରେ ବଳି ପଡ଼ିଛନ୍ତି ବୋହୂ। ସ୍ବାମୀଙ୍କୁ ବଞ୍ଚାଇବାକୁ ଯାଇ ଶ୍ୱଶୁରଙ୍କ ଗୁଳିମାଡ଼ରେ ମୃତ୍ୟୁ ଘଟିଛି ନବବିବାହିତାଙ୍କର। ମୃତକ ହେଲେ ସୋରଡ଼ା…

ଘାଟିରୁ ୧୦୦ ଫୁଟ୍‌ ତଳକୁ ଖସିଲା ହିଟାଚି ବୋଝେଇ ଟ୍ରଲର: ଚାଳକ, ମେଶିନ ଅପରେଟର ଗୁରୁତର

କେନ୍ଦୁଝର,୧୩।୬(ସ୍ବ.ପ୍ର.)-ନରଣପୁରରୁ ହରିଚନ୍ଦନପୁର ଦେଇ ଡୁବୁରୀ ଯାଇଥିବା ରାସ୍ତାର କୁଆଝରଣ ଘାଟିରେ ଶନିବାର ଭାରସାମ୍ୟ ହରାଇ ଏକ ଟ୍ରଲର ତଳକୁ ଖସିପଡ଼ିଛି। ଫଳରେ ଚାଳକଙ୍କ ସହ ଜଣେ ମେଶିନ ଅପରେଟର ଗୁରୁତର ହୋଇଛନ୍ତି। ଖବରପାଇ ଅଗ୍ନିଶମ କର୍ମଚାରୀମାନେ ଉଭୟଙ୍କୁ ଉଦ୍ଧାର କରି ହରିଚନ୍ଦନପୁର…

ମଧୁମେହରୁ ମୁକ୍ତି ଦିଏ ମେଥିପାଣି

ଆୟୁର୍ବେଦରେ ମେଥିକୁ ସ୍ବାସ୍ଥ୍ୟ ଉପକାରୀ କୁହାଯାଇଥାଏ। ଅନ୍ୟପକ୍ଷରେ ଏହାକୁ ରୋଷେଇ ସମୟରେ ମଧ୍ୟ ମସଲା ରୂପେ ବ୍ୟବହାର କରାଯାଏ। ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ ମତରେ ମଧୁମେହ ରୋଗୀଙ୍କ ଲାଗି ମଧ୍ୟ ଏହା ଲାଭକାରୀ। ଏହା ରକ୍ତରେ ଶର୍କରା ସ୍ତର ନିୟନ୍ତ୍ରଣ କରିବା ସହ…

ଜଗତ୍‌ସିଂହପୁର ଜିଲାରେ ରଜ କଟକଣା: ସର୍ବସାଧାରଣ ସ୍ଥାନରେ ୭ ଜଣରୁ ଅଧିକ ଏକାଠି ହେବା ମନା

ଜଗତ୍‌ସିଂହପୁର ଅଫିସ, ୧୩ା୬: ଓଡ଼ିଶାର ଗଣ ପର୍ବ ରଜ। ରଜରେ ସହରରୁ ଗାଁ ସବୁଠି ଚଳଚଞ୍ଚଳ। ମାତ୍ର ଚଳିତବର୍ଷ କରୋନା ସଂକ୍ରମଣ ଓ କଟକଣା ଏକପ୍ରକାର ରଜକୁ ଫିକା କରିଦେଇଛି । ଜଗତସିଂହପୁର ଜିଲା ପ୍ରଶାସନ ପକ୍ଷରୁ ରଜ ୩ ଦିନ…

ପ୍ରଥମ ଦେଖାରେ ପତ୍ରଲେଖାଙ୍କୁ ହୃଦୟ ଦେଇ ବସିଥିଲେ ରାଜକୁମାର

ବମ୍ବେ: ପ୍ରଥମ ଦେଖାରେ ପ୍ରେମ। ଏଭଳି କିଛି ଘଟିଛି ବଲିଉଡ୍‌ ଅଭିନେତା ରାଜକୁମାର ରାଓଙ୍କ କ୍ଷେତ୍ରରେ। ଏକ ବିଜ୍ଞାପନ ଶୁଟିଂ ସମୟରେ ଅନ୍ବିତା ପଲ୍‌ ଓରଫ ପତ୍ରଲେଖାଙ୍କୁ ଭେଟିଥିଲେ ସେ। ପ୍ରଥର ଦେଖାରେ ହିଁ ରାଜକୁମାର ତାଙ୍କ ପ୍ରେମରେ ପଡ଼ିଯାଇଥିଲେ। କେବଳ…

କରୋନା ପାଇଁ ଔଷଧ ଆଣିଲା ପତଞ୍ଜଳି!

ନୂଆଦିଲ୍ଲୀ,୧୩।୬: କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ଏହି ରୋଗର ଉପଶମ ଲାଗି ଯୋଗଗୁରୁ ବାବା ରାମଦେବଙ୍କ ଯୋଗପୀଠ ପତଞ୍ଜଳି ଏଥିପାଇଁ ଔଷଧ ବାହାର କରିଥିବା ଦାବି କରିଛି। ପତଞ୍ଜଳିର ସିଇଓ ଆଚାର୍ଯ୍ୟ ବାଲକ୍ରିଷ୍ଣ କହିଛନ୍ତି କରୋନା ମହାମାରୀକୁ…

‘କଜରାରେ’ ଗୀତରେ ନାଚିବାକୁ ପସନ୍ଦ କରନ୍ତି ଅଭିଷେକ

ବଲିଉଡ୍‌ ଅଭିନେତା ଅଭିଷେକ ବଚ୍ଚନଙ୍କ ମନପସନ୍ଦର ଗୀତ ହେଉଛି ‘କଜରାରେ’। ଏହି ଗୀତରେ ସେ ନାଚିବାକୁ ମଧ୍ୟ ପସନ୍ଦ କରନ୍ତି। ସୋସିଆଲ ମିଡିଆରେ ୟସ୍‌ରାଜ ଫିଲ୍ମସ୍‌ର ଏକ ପ୍ରଶ୍ନର ଉତ୍ତରରେ ଅଭିଷେକ ଏହା କହିଛନ୍ତି। କେଉଁ ଗୀତ ଆପଣଙ୍କର ପସନ୍ଦ, ଏବଂ…

ରାଜନେତାଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ବଲିଉଡ୍‌ ସେଲିବ୍ରିଟି

ମୁମ୍ବାଇ,୧୩।୬: ବଲିଉଡ୍‌ ନାୟକ ଅନିଲ କପୁର, ରିତେଶ ଦେଶମୁଖ, ନାୟିକା ଦିଶା ପାଟନି ପ୍ରମୁଖ ମହାରାଷ୍ଟ୍ରର ଶିବସେନା ନେତା ତଥା କ୍ୟାବିନେଟ ମନ୍ତ୍ରୀ ଆଦିତ୍ୟ ଠାକରେଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଛନ୍ତି। ‘ମଲଙ୍ଗ’ ଅଭିନେତା ଅନିଲ କପୁର ଆଦିତ୍ୟଙ୍କ ସୁସ୍ଥ ଓ ଦୀର୍ଘ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri