ପୋଖରୀରେ ବୁଡ଼ି ୪ ମାସର ହାତୀ ଛୁଆର ଜୀବନଗଲା
କୁଆଁରମୁଣ୍ଡା,୧୩।୬(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା ରାଉରକେଲା ବନଖଣ୍ଡ ଅନ୍ତର୍ଗତ କୁଆଁରମୁଣ୍ଡା ବନ ରେଞ୍ଜ ଅଞ୍ଚଳର ସାନଡୋଲାକୁଦର ଜଙ୍ଗଲରେ ଥିବା ପୋଖରୀରେ ବୁଡ଼ି ଶୁକ୍ରବାର ଅପରାହ୍ନରେ ଏକ ୪ ମାସର ମାଈ ହାତୀ ଛୁଆର ମୃତ୍ୟୁ ଘଟିଛି। ଛୁଆ ହାତୀଟିକୁ କୁଆଁରମୁଣ୍ଡା ବନ ରେଞ୍ଜ…
ମୋଦି-କେଜରିଓ୍ବାଲଙ୍କ ସହାୟତା ଲୋଡ଼ିଲେ ଟିଭି ଅଭିନେତ୍ରୀ ଦୀପିକା ସିଂ
ମୁମ୍ବାଇ, ୧୩।୬: ଟିଭି ଅଭିନେତ୍ରୀ ଦୀପିକା ସିଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ସହାୟତା ଲୋଡ଼ିଛନ୍ତି। ତାଙ୍କ ମା’ଙ୍କର ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍ ଆସିଛି। ଏହାକୁ ନେଇ ସେ ବେଶ୍ ଚିନ୍ତିତ ରହିଛନ୍ତି।…
କାକଟପୁର ଥାନା ଅଧିକାରୀଙ୍କ କ୍ୱାର୍ଟରରୁ ଚୋରି
ପୁରୀ ଅଫିସ, ୧୩।୬: ପୁରୀରେ ଦୀର୍ଘ ଦିନ ପରେ ପୁଣି ସକ୍ରିୟ ହୋଇଛନ୍ତି ସିନ୍ଧି ଚୋର। ଶୁକ୍ରବାର ରାତିରେ କ୍ଲର୍କ ରୋଡ୍ରେ ଥିବା କାକଟପୁର ଥାନା ଅଧିକାରୀ ସୁଜିତ ଦାସଙ୍କ ଘରୁ ଚୋରି କରିଛନ୍ତି। ଲକ୍ଡାଉନ୍ ଯୋଗୁ ସୁଜିତ ଓ ତାଙ୍କ…
ମୁମ୍ବାଇରୁ ଫେରିଥିଲେ କଟକ ସହରର ଏକମାତ୍ର ଆକ୍ରାନ୍ତ
କଟକ ଅଫିସ,୧୩।୬: କଟକ ଜିଲାରୁ ଶୁକ୍ରବାର ମୋଟ ୯୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ମାତ୍ର ଜଣେ ଆକ୍ରାନ୍ତ କଟକ ସହରର। ସେ ପୁରୁଷ ହୋଇଥିବା ବେଳେ ତାଙ୍କ ବୟସ ୩୭। ଏ ନେଇ କଟକ ମହାନଗର ନିଗମ…
ନିୟନ୍ତ୍ରଣରେ ଅଛି ଚାଇନା ସୀମା: ସେନା ମୁଖ୍ୟ
ଡେରାଡୁନ,୧୩।୬: ଭାରତୀୟ ସେନା ଏକାଡେମୀର ପାସିଂ ଆଉଟ ପରେଡରେ ଶନିବାର ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ ସେନାମୁଖ୍ୟ ଜେନରାଲ ମୁକୁନ୍ଦ ନରଓ୍ବଣେ। ସେଠାରେ ସେ କହିଛନ୍ତି ସୀମାରେ ସ୍ଥିତି ନିୟନ୍ତ୍ରଣରେ ରହିଛି। କମାଣ୍ଡର ଲେବଲ ସହ ଏନେଇ କଥାବାର୍ତ୍ତା ହୋଇଛି। ଏହାପରେ…
ଭଦ୍ରକରୁ ୫ ନୂଆ ଆକ୍ରାନ୍ତ ଚିହ୍ନଟ: ଜିଲାରେ ୧୪୬ ଛୁଇଁଲା ପଜିଟିଭ୍ ସଂଖ୍ୟା
ଭଦ୍ରକ ଅଫିସ,୧୩।୬: ଭଦ୍ରକ ଜିଲାରେ ଶନିବାର ୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ପଜିଟିଭ୍ଙ୍କୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୪୬ ଛୁଇଁଛି। ତେବେ ସମସ୍ତ ୫ ଆକ୍ରାନ୍ତ ସଙ୍ଗରୋଧ ଗୃହରୁ ଚିହ୍ନଟ ହୋଇଥିବା ଜିଲା ପ୍ରଶାସନ…
ସୁରକ୍ଷାକର୍ମୀଙ୍କୁ ସଫଳତା: ଏନ୍କାଉଣ୍ଟରରେ ୨ ଆତଙ୍କବାଦୀ ନିହତ
ଶ୍ରୀନଗର, ୧୩।୬: ଜମ୍ମୁ-କଶ୍ମୀରର ଅନନ୍ତନାଗ ଏବଂ କୁଲଗାମ୍ ଜିଲାରେ ଆତଙ୍କବାଦୀ ସର୍ଚ୍ଚ ଅପରେଶନରେ ସୁରକ୍ଷାକର୍ମୀଙ୍କୁ ସଫଳତା ମିଳିଛି। ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟରରେ ୨ ଆତଙ୍କବାଦୀ ନିହତ ହୋଇଛନ୍ତିି। କୁଲଗାମ୍ର ନିପୋରା ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇଁ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଘେରାବନ୍ଦୀ…
ହଜାରେ ସ୍ଥାନର ନାମ ପରିବର୍ତ୍ତନ କଲେ ତାମିଲନାଡୁ ସରକାର, କୋୟମ୍ବାଟୁର ହେଲା କୋୟମପୁଥ୍ଥୁର
ଚେନ୍ନାଇ,୧୩।୬: ତାମିଲନାଡୁ ସରକାର ରାଜ୍ୟର କିଛି ସହର ଓ ଗାଁ ସମେତ ୧ହଜାରରୁ ଅଧିକ ସ୍ଥାନର ନାମ ପରିବର୍ତ୍ତନ କରିଛନ୍ତି। ଇଂରାଜୀରେ ଥିବା ଏହିସବୁ ନାମକୁ ତାମିଲ ଭାଷାରେ ପରିବର୍ତ୍ତନ କରିବାକୁ ସରକାର ଚେଷ୍ଟା କରିଛନ୍ତି। ସରକାରଙ୍କ ଏହି ନିଷ୍ପତ୍ତିକୁ କେତେଜଣ…
ନୟାଗଡ଼ରୁ ୭ କରୋନା ପଜିଟିଭ ଚିହ୍ନଟ: ଗୋଷ୍ଠୀ ସଂକ୍ରମଣ ଭୟରେ ୪ ଗାଁ, ଗୋଟିଏ ବଜାରକୁ ଶଟ୍ଡାଉନ୍ ଘୋଷଣା କଲେ ସରପଞ୍ଚ
ନୟାଗଡ଼ ଅଫିସ/ ରଣପୁର, ୧୩।୬(ସ୍ବ.ପ୍ର.): ନୟାଗଡ଼ ଜିଲାରୁ ଶନିବାର ୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ରଣପୁର ବ୍ଲକ ରାଜସୁନାଖଳା ପଞ୍ଚାୟତରେ ଶୁକ୍ରବାର ରାତିରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଗୋଷ୍ଠୀ ସଂକ୍ରମଣର ଭୟ ସୃଷ୍ଟି ହୋଇଥିଲା।…
ଦିଲ୍ଲୀରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ହେବା ହାର କମିଲା: ପ୍ରତି ୩ ଜଣରେ ଜଣେ ସଂକ୍ରମିତ
ନୂଆଦିଲ୍ଲୀ, ୧୩।୬: ରାଜଧାନୀ ଦିଲ୍ଲୀରେ କରୋନା ମହାମାରୀ ଆତଙ୍କ ସୃଷ୍ଟି କରିଛି। ଏଠାରେ ଗତ ୧୨ ଦିନ ମଧ୍ୟରେ ମେ ୩୦ଠାରୁ ସଂକ୍ରମଣ ହାରରେ ୨୧ ପ୍ରତିଶତ ବୃଦ୍ଧି ହୋଇଛି। ମେ ୩୦ରେ ସଂକ୍ରମଣ ହାର ୧୪ ପ୍ରତିଶତ ଥିବାବେଳେ ଜୁନ୍…
ଗଧକୁ ମିଳିଲା ଜାମିନ
ଇସଲାମାବାଦ, ୧୩।୬: ପାକିସ୍ତାନରେ ଜୁଆ ଖେଳିବା ଅଭିଯୋଗରେ ଗିରଫ ହୋଇଥିବା ଗଧକୁ ଜାମିନ ମିଳିଛି। ଦକ୍ଷିଣ ପାକିସ୍ତାନରେ ଗଡ଼ ଦୌଡ଼ ଉପରେ ଜୁଆ ଖେଳ ହେଉଥିବା ଖବର ପାଇ ପୋଲିସ ପକ୍ଷରୁ ଚଢ଼ାଉ କରାଯାଇଥିଲା। ଜୁଆ ଖେଲୁଥିବା ଅଭିଯୋଗରେ ୮ ଜଣଙ୍କୁ…
ବର୍ଷା ଆରମ୍ଭ, ୮୮୬ ରାସ୍ତା କଦର୍ଯ୍ୟ
କେନ୍ଦ୍ରାପଡ଼ା ଅଫିସ, ୧୩ା୬: କେନ୍ଦ୍ରାପଡ଼ା ଜିଲାରେ ମୌସୁମୀ ବର୍ଷା ଆରମ୍ଭ ହୋଇଛି। ଏପରିସ୍ଥଳେ ବହୁ ରାସ୍ତା ବେହାଲ ହୋଇଥିବାରୁ ଅଞ୍ଚଳବାସୀ ଚିନ୍ତାରେ ଅଛନ୍ତି। ଚଳିତ ଆର୍ଥିକ ବର୍ଷରେ ଏମ୍ଜିଏନ୍ଆର୍ଇଜିଏସ୍ରେ ୪୩୦ଟି ଗ୍ରାମ୍ୟ ରାସ୍ତା ନିର୍ମାଣ ପାଇଁ ମଞ୍ଜୁରୀପ୍ରାପ୍ତ ହୋଇଥିଲା। ତେବେ ଏଥିରୁ…
Archives


