Home Left

ପୁଣି ଉଠିଲା ଆନନ୍ଦପୁରକୁ ସ୍ବତନ୍ତ୍ର ଜିଲା ଘୋଷଣା ଦାବି

ବଞ୍ଚୋ,୨୫ା୨(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ସ୍ବତନ୍ତ୍ର ଜିଲା ମାନ୍ୟତା ପାଇବା ପାଇଁ ସମସ୍ତ ସର୍ତ୍ତ ପୂରଣ କରୁଥିବା ସତ୍ତ୍ୱେ ଏହା ଅବହେଳିତ ହୋଇରହିଛି। ଦୁଇ ବର୍ଷ ଅନ୍ତରରେ ପୁଣି ଆନନ୍ଦପୁରକୁ ସ୍ବତନ୍ତ୍ର ଜିଲା ଦାବି ପ୍ରସଙ୍ଗ ଚର୍ଚ୍ଚାକୁ ଆସିଛି।…

ମା’-ବାପାଙ୍କୁ ଅବହେଳା କରିବା ପଡିବ ମହଙ୍ଗା, ପୋଲିସର ସୁରକ୍ଷା ବଳୟରେ ରହିବେ ସିନିୟର ସିଟିଜେନ

କଟକ,୨୫।୨: ଏଣିକି ଓ ପୋଲିସର ସୁରକ୍ଷା ବଳୟ ଭିତରେ ସୁରକ୍ଷିତ ରହିବେ ବୃଦ୍ଧ ପିତାମାତା। ସିନିୟର ସିଟିଜେନଙ୍କୁ ଓଡ଼ିଶା ପୋଲିସ ସୁରକ୍ଷା ଦେବ । ଏଥିପାଇଁ ହାଇକୋର୍ଟ ନିର୍ଦ୍ଦେଶ ଜାରି କରିଛନ୍ତି । ବୟସ୍କ ବାପା-ମା’ଙ୍କ ସୁରକ୍ଷା ପାଇଁ ଲଢିବ ଓଡ଼ିଶା…

ଫାଇଲ ତଳେ ଚାପି ହୋଇଛି ମେଗା ପାନୀୟ ଜଳ ଯୋଗାଣ ପ୍ରକଳ୍ପ, ପାଣି ମୁନ୍ଦେ ପାଇଁ…

ମହାକାଳପଡ଼ା,୨୫ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ବରକନ୍ଧା ପଞ୍ଚାୟତ ସ୍ଥାନୀୟ ତେନ୍ତୁଲି କନ୍ଧା ଗାଁରେ ପାଣି ମୁନ୍ଦେ ପାଇଁ ଠାକୁରାଣୀଙ୍କ ଚନ୍ଦନ ପୋଖରୀ ଉପରେ ନିର୍ଭରକରନ୍ତି। ଗାଁରେ ଦୁଇଟି ୱାର୍ଡ଼ର ୧ ହଜାରରୁ ଅଧିକ ଜନସଂଖ୍ୟା…

ଜଣଙ୍କୁ ସାଇକେଲରୁ ଟାଣି ନେଇ ଦଳିଦେଲା ହାତୀ, ଆଉ ଜଣଙ୍କୁ ବାଡ଼ିପଟୁ ଭିଡ଼ିନେଇ…

ନୟାଗଡ଼/ରଣପୁର,୨୫ା୨(ଲୋକନାଥ ମିଶ୍ର/ସୁକାନ୍ତ କିଶୋର ଡାକୁଆ): ଖୋର୍ଦ୍ଧା ବନଖଣ୍ଡର ପୃଥକ୍‌ ପୃଥକ୍‌ ସ୍ଥାନରେ ଦୁଇଟି ଭିନ୍ନଭିନ୍ନ ହାତୀ ଆକ୍ରମଣରେ ବୁଧବାର ସକାଳେ ୨ ଜଣଙ୍କର ମୃତ୍ୟୁ ହୋଇଛି। ମୃତକ ହେଲେ ନୟାଗଡ଼ ଜିଲା ରଣପୁର ରେଞ୍ଜ ମୟୂରଝଲିଆ ଗାଁର କାଳୁ ମହାରଣା (୫୮)…

ପ୍ରଥମଥର ଟି୨୦ ବିଶ୍ୱକପରେ ଘଟିଲା ଏମିତି: ବ୍ରୁକ ରଚିଲେ ଇତିହାସ

ନୂଆଦିଲ୍ଲୀ,୨୫।୨: ପାକିସ୍ତାନ ବିପକ୍ଷରେ ହ୍ୟାରି ବ୍ରୁକ ଏକ ଐତିହାସିକ ଶତକ ହାସଲ କରିଥିଲେ। ଫଳରେ ଇଂଲଣ୍ଡକୁ ବିଜୟ ହାସଲ କରିବାରେ ସାହାଯ୍ୟ କରିଥିଲା। ଏହି ବିଜୟ ସହିତ ଇଂଲଣ୍ଡ ୨୦୨୬ ଟି୨୦ ବିଶ୍ୱକପ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା ପ୍ରଥମ ଦଳ…

ଝାଡ଼ଖଣ୍ଡ ଏୟାର ଆମ୍ବୁଲାନ୍ସ କ୍ରାଶ୍‌କୁ ନେଇ ଆସିଲା ଆଶ୍ଚର୍ଯ୍ୟଜନକ ତଥ୍ୟ: ବିମାନରେ ନ ଥିଲା…

ରାଞ୍ଚି,୨୫ା୨: ଝାଡ଼ଖଣ୍ଡ ଏୟାର ଆମ୍ବୁଲାନ୍ସ କ୍ରାଶ୍‌କୁ ନେଇ ଆସିଲା ଆଶ୍ଚର୍ଯ୍ୟଜନକ ତଥ୍ୟ। ଦୁର୍ଘଟଣାଗ୍ରସ୍ତ ବିମାନରେ ବ୍ଲାକ୍‌ ବକ୍ସ ନ ଥିଲା। ବ୍ଲାକ ବକ୍ସ ନ ଥିବା ସ୍ପଷ୍ଟ କଲେ ଯାଞ୍ଚ କରୁଥିବା ଅଧିକାରୀ। ଏପରିକି କକ୍‌ପିଟ୍‌ ଭଏସ୍‌ ରେକର୍ଡର କିମ୍ବା ଫ୍ଲାଇଟ…

ପାକିସ୍ତାନ ପ୍ରଧାନମନ୍ତ୍ରୀ କାକୁତିମିନତି ପରେ… ଅପରେଶନ ସିନ୍ଦୂରକୁ ନେଇ ପ୍ରଥମଥର ଏମିତି କଥା କହିଦେଲେ ଡୋନାଲ୍ଡ ଟ୍ରମ୍ପ

ଓ୍ବାଶିଂଟନ୍‌,୨୫।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ଦାବି କରିଛନ୍ତି। ଅପରେଶନ ସିନ୍ଦୂରକୁ ନେଇ ଡୋନାଲ୍ଡ ଟ୍ରମ୍ପଙ୍କ ବଡ଼ ବୟାନ ଦେଇ କହିଛନ୍ତି, ଭାରତ ସହ ଯୁଦ୍ଧ ରୋକିବାକୁ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ ଗୁହାରି କରିଥିଲେ। ଦୁଇ ଦେଶ…

NCERT ବହିକୁ ନେଇ ରାଗିଗଲେ CJI, କହିଲେ ଆମେ କାହାକୁ…

ନୂଆଦିଲ୍ଲୀ,୨୫ା୨: NCERT ଶ୍ରେଣୀ ୮ ପାଠ୍ୟପୁସ୍ତକରେ ‘ନ୍ୟାୟିକ ଦୁର୍ନୀତି’ ଉପରେ ଏକ ଅଧ୍ୟାୟ ଅନ୍ତର୍ଭୁକ୍ତ କରିବା ପ୍ରସଙ୍ଗରେ ସୁପ୍ରିମକୋର୍ଟ ଶୀଘ୍ର ଶୁଣାଣି କରିବାକୁ ଆଶ୍ୱାସନା ଦେଇଛନ୍ତି। ମୁଖ୍ୟ ବିଚାରପତି ସୂର୍ଯ୍ୟକାନ୍ତ କହିଛନ୍ତି, ମୁଁ ଏହି ମାମଲାର ବିଚାର କରିଛି। ରାଗି ଯାଇ…

ଆଜି ହୋଇଥାନ୍ତା ନାବାଳିକାଙ୍କ ବାହାଘର, ହଠାତ୍‌ ଘରେ ପହଞ୍ଚିଲା ପୋଲିସ ପ୍ରଶାସନ, ତା’ପରେ…

ଦିଗପହଣ୍ଡି,୨୫।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ପଞ୍ଚାୟତ ନାରାୟଣପୁର ଗ୍ରାମର ଜଣେ ୧୭ ବର୍ଷୀୟା ନାବାଳିକଙ୍କୁ ବିବାହ କରିବା ପାଇଁ ନିମନ୍ତ୍ରଣପତ୍ର ବଣ୍ଟା ସରିଥିଲା। ବାହାଘର ପାଇଁ ପରିବାର ପକ୍ଷରୁ ସମସ୍ତ ପ୍ରସ୍ତୁତି ଚାଲିଥିଲା। ଘରେ ପହଞ୍ଚିଥିଲେ…

ଖଣି ଅଧିକାରୀଙ୍କ ଘରୁ ମିଳିଲା ବିଡ଼ା ବିଡ଼ା ଟଙ୍କା: ଓଡ଼ିଶା ଭିଜିଲାନ୍ସ ଇତିହାସରେ ପ୍ରଥମ

କଟକ,୨୫।୨(କାର୍ତ୍ତିକ ସାହୁ): କଟକ ସର୍କଲ ମାଇନ୍ସ ଉପନିର୍ଦ୍ଦେଶକ ଦେବବ୍ରତ ମହାନ୍ତି ଲାଞ୍ଚ ନେବା ଅଭିଯୋଗରେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ମଙ୍ଗଳବାର ରାତି ପ୍ରାୟ ୧୦ଟା ୩୦ ମିନିଟ ସମୟରେ ମହାନ୍ତିଙ୍କୁ ଭିଜିଲାନ୍ସ ଧରିଛିି। କୋଲ ଡିପୋ ସୁରୁଖୁରୁରେ ଚଳାଇବା ପାଇଁ ଜଣେ…

ଅବ୍ୟବସ୍ଥାରେ ସରିଲା ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର: ଲୋକମାନେ ଜାଣି ନ ପାରି…

ଲୋଇସିଂହା,୨୫।୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ପରିସରରେ ବ୍ଲକସ୍ତରୀୟ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ ହୋଇଯାଇଛି। ହେଲେ ପ୍ରଚାରପ୍ରସାର ଅଭାବରୁ ଲୋକମାନେ ଜାଣି ନ ପାରି ଶିବିରକୁ କମ ସଂଖ୍ୟକ ଆସିଥିବା ଦେଖିବାକୁ ମିଳିଥିଲା। ପିଇଓ ସମାରୁ ଦଣ୍ଡସେନାଙ୍କ…

ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ: ହତ୍ୟା ଅଭିଯୋଗ ଆଣିଲେ…

ସୁନାବେଡ଼ା, ୨୫।୨(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ା ଥାନା ଅଧୀନ ଭେଜାପୁଟ ସତ୍‌ସଂଘ ଅଞ୍ଚଳର ଜଣେ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଥିବା ଜଣାପଡିଛି। ମୃତକ ହେଲେ ପଟ୍ଟାଙ୍ଗି ଥାନା ଅଧୀନ ଝାଙ୍କର ଗୁଡ଼ାର ମାଧବ ବଡ଼ଗୁ(୩୭)। ସୂଚନାନୁଯାୟୀ, ମାଧବ ସତ୍‌ସଂଘରେ ସ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?