Home Left

ପାଇଖାନାରେ ବିତୁଛି ଜୀବନ

ନୟାଗଡ଼ ଅଫିସ,୧୩ା୬: ଘର ନ ଥିବାରୁ ପାଇଖାନାରେ ବିତୁଛି ଜୀବନ। ଦିନେ କି ମାସେ ନୁହେଁ, ଅଢ଼େଇ ବର୍ଷ ଧରି ଜଣେ ମହିଳା ୱାର୍ଡମେମ୍ବରଙ୍କ ପରିବାର ଏଠାରେ ରହିଆସୁଛନ୍ତି। ନୟାଗଡ଼ ଜିଲା ରଣପୁର ବ୍ଲକ ସୁର୍କାବାଡି ପଞ୍ଚାୟତର ଠଣାପଲ୍ଲୀ ପାଟଣାରେ ଦେଖିବାକୁ…

ବ୍ରହ୍ମ ତାଳଧ୍ୱଜ ରଥରେ ଯୋଡ଼ା ହେଉଛି ବରାନ୍ଦ

କେନ୍ଦ୍ରାପଡ଼ା ଅଫିସ, ୧୩ା୬: ଆସନ୍ତା ୨୩ ତାରିଖରେ ବିଶ୍ୱପ୍ରସିଦ୍ଧ ଶ୍ରୀଗୁଣ୍ଡିଚା ରଥଯାତ୍ରା। କେନ୍ଦ୍ରାପଡାର ଇଚ୍ଛାପୁରସ୍ଥିତ ବ୍ରହ୍ମ ତାଳଧ୍ୱଜ ରଥରେ ତୁଳସୀ କ୍ଷେତ୍ରାଧିପତି ଶ୍ରୀବଳଦେବ ଜୀଉ ବିରାଜମାନ ହୋଇଥାନ୍ତି। ଚଳିତବର୍ଷ କରୋନା ସଂକ୍ରମଣ ପାଇଁ ରଥ ଗଡିବା ନେଇ ସନ୍ଦେହ ଥିଲେ ମଧ୍ୟ…

ଯୁକ୍ତ୨ ବଳକା ପରୀକ୍ଷା: ପ୍ରସ୍ତୁତି ନେଇ କେନ୍ଦ୍ର ସୁପରିଣ୍ଟେଣ୍ଡେଣ୍ଟଙ୍କୁ ତଥ୍ୟ ମାଗିଲା ସିଏଚ୍‌ଏସ୍‌ଇ

ଭୁବନେଶ୍ୱର, ୧୩ା୬(ବ୍ୟୁରୋ): ଯୁକ୍ତ ୨ ବଳକା ପରୀକ୍ଷା ପାଇଁ ପ୍ରସ୍ତୁତି ସମ୍ପର୍କରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସଇ) ପକ୍ଷରୁ ପରୀକ୍ଷା କେନ୍ଦ୍ର ସୁପରିଣ୍ଟେଣ୍ଡେଣ୍ଟଙ୍କୁ ତଥ୍ୟ ମଗାଯାଇଛି। ପ୍ରତ୍ୟେକ ପରୀକ୍ଷା କେନ୍ଦ୍ରରେ ଏକା ସାଙ୍ଗରେ କେତେଜଣ ପରୀକ୍ଷାର୍ଥୀ ବସି ପରୀକ୍ଷା ଦେଇ ପାରିବେ…

ତାଲିକାରେ ଅଣସେବକଙ୍କ ନାଁ

ପୁରୀ ଅଫିସ,୧୩ା୬: କରୋନା ଲାଗି ଶ୍ରୀମନ୍ଦିରରେ ଭକ୍ତଙ୍କ ପ୍ରବେଶ ବାରଣ ଥିବାରୁ ସେବାୟତମାନେ ଆର୍ଥିକ ଦୃଷ୍ଟିରୁ ପ୍ରଭାବିତ ହୋଇଛନ୍ତି। ଏହାକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ସେବାୟତଙ୍କୁ ଆର୍ଥିକ ସହାୟତା ପ୍ରଦାନ ଲାଗି ନିଷ୍ପତ୍ତି ନେଇ ପ୍ରଥମ ପର୍ଯ୍ୟାୟରେ ୫ ହଜାର…

କର୍କଟ ରୋଗୀଙ୍କଠାରେ ବିରଳ ଅସ୍ତ୍ରୋପଚାର

କଟକ ଅଫିସ,୧୩ା୬: ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କର୍କଟ ରୋଗ ପ୍ରତିଷ୍ଠାନରେ କିଡ୍‌ନୀ କ୍ୟାନ୍ସର ରୋଗୀଙ୍କଠାରେ ଏକ ବିରଳ ଅସ୍ତ୍ରୋପଚାର କରାଯାଇଛି। ଢେଙ୍କାନାଳ ଜିଲାର ଏହି ରୋଗୀ ଜଣକ ସମସ୍ତ ପ୍ରକାର ପରୀକ୍ଷା କରାଇବା ସହ ରାଜ୍ୟର ଅନେକ ବେସରକାରୀ ଓ ସରକାରୀ…

ଆଇଏଫ୍‌ଏସ୍‌ ଅଫିସର ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୧୩ା୬(ବ୍ୟୁରୋ): ରାଜ୍ୟ ସରକାର ଭାରତୀୟ ବନ ସେବା (ଆଏଫ୍‌ଏସ୍‌) ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ୧୯୮୮ ବ୍ୟାଚ ଆଇଏଫ୍‌ଏସ୍‌ ଅଫିସର ପୁସା ଝୁଲେ ମେକ୍ରୋଙ୍କୁ ଆଞ୍ଚଳିକ ଉଦ୍ଭିଦ ସମ୍ପଦ କେନ୍ଦ୍ର (ଆର୍‌ପିଆର୍‌ସି) ମୁଖ୍ୟ କାର୍ଯ୍ୟନିର୍ବାହୀ ଭାବେ ନିଯୁକ୍ତି ଦିଆଯାଇଥିବା ବେଳେ ୧୯୯୩…

୬ ଜିଲାକୁ ଛାଡ଼ି ସବୁଠି ମୌସୁମୀ

ଭୁବନେଶ୍ୱର,୧୩।୬(ବ୍ୟୁରୋ): ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଶୁକ୍ରବାର ରାଜ୍ୟର ଅଧିକାଂଶ ଜିଲାରେ ପ୍ରବେଶ କରିଛି। ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାର କେତେକ ଅଞ୍ଚଳକୁ ବାଦ୍‌ ଦେଲେ ଅନ୍ୟ ସବୁଠି ମୌମୁସୀ ସକ୍ରିୟ ହେଉଛି। ପାଗ ଅନୁକୂଳ…

କଟକ: ଦିନକରେ ୯୨ ପଜିଟିଭ

କଟକ ଅଫିସ,୧୩ା୬: କଟକ ଜିଲାର ବିଭିନ୍ନ ଅଞ୍ଚଳରୁ ଶୁକ୍ରବାର ଗୋଟିଏ ଦିନରେ ସର୍ବାଧିକ ୯୨ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କାନପୁରରୁ ୨୬ଜଣ ଚିହ୍ନଟ ହୋଇଥିବାବେଳେ କଟକ ସହରରୁ ଜଣେ, ନିଶ୍ଚିନ୍ତକୋଇଲିରୁ ୪୩, ନିଆଳିରୁ ୧୧, ସାଲେପୁରରୁ ଦୁଇ,…

ବିଆର୍‌ପିଏଲ୍‌ରୁ ଗଣ୍ଡାନାଳକୁ ଯାଉଛି ବର୍ଜ୍ୟଜଳ

ଯାଜପୁର ଅଫିସ,୧୩ା୬:  କଳିଙ୍ଗନଗର ବ୍ରାହ୍ମଣୀ ରିଭର୍ସ ପେଲେଟ ଲିମିଟେଡ୍‌ (ବିଆର୍‌ପିଏଲ୍‌) କାରଖାନା ପାଇଁ ବାର୍ଷିକ ୪ ନିୟୁଟ ଟନ୍‌ ବିଶୋଧିତ ଲୌହଧାତୁ ହେଉଛି ମୁଖ୍ୟ କଞ୍ଚାମାଲ। ଏହା ବଡବିଲସ୍ଥିତ ଲୌହ ବିଶୋଧନ ପ୍ରକଳ୍ପରୁ ଏକମାତ୍ର ସ୍ଲରି ପାଇପ୍‌ଲାଇନ୍‌ ଦ୍ୱାରା ଅଣାଯାଉଛି। ଏଥିପାଇଁ…

ସାଙ୍ଗକୁ କାଠଫାଳିଆରେ ପିଟି ହତ୍ୟା

ଭୁବନେଶ୍ୱର,୧୩ା୬(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱର ଚନ୍ଦ୍ରଶେଖରପୁର ଥାନା ମଣ୍ଡପ ବସ୍ତିରେ ଏକ ହତ୍ୟାକାଣ୍ଡ ଘଟିଛି। ମଦ ନ ଦେବାରୁ ଜଣେ ସାଙ୍ଗ ଅନ୍ୟ ଜଣେ ସାଙ୍ଗକୁ ଏକ କାଠଫାଳିଆରେ ପିଟିପିଟି ହତ୍ୟା କରିଛି। ମୃତ ଯୁବକ ଜଣଙ୍କ ହେଲେ ଚନ୍ଦକା ଅଞ୍ଚଳର ରାହାସ…

ସବୁଠୁ ଉଚ୍ଚା ଥିଲା ଗୋପୀନାଥ ମନ୍ଦିର

ନୟାଗଡ଼ ଅଫିସ,୧୩ା୬: ମହାନଦୀ ଗର୍ଭରେ ଲୀନ ହୋଇଯାଇଥିବା ନୟାଗଡ଼ ଜିଲା ଭାପୁର ବ୍ଲକ ପଦ୍ମାବତୀ ଗାଁକୁ ନେଇଏବେ ସବୁଠି ଚର୍ଚ୍ଚା। ଗାଁର ବିଶାଳ ଗୋପୀନାଥ ମନ୍ଦିରର ଦଧିନଉତି ଦୃଶ୍ୟମାନ ହେବା ପରେ ଅନେକ କଥା ଆଲୋଚନା ପରିସରକୁ ଆସିଛି। ବିଶେଷକରି ଗାଁଟି…

କରୋନା ସଂକ୍ରମଣ ରୋକିବାକୁ ରଜ ଉତ୍ସବ ପାଳନରେ କଟକଣା: ସରପଞ୍ଚଙ୍କ ସହ କଥା ହେଲେ ଜିଲାପାଳ

କେନ୍ଦୁଝର,୧୩ା୬ (ସ୍ବ.ପ୍ର.) ଚଳିତ ବର୍ଷ ରଜ ପର୍ବ ପାଳନ ଅବସରରେ ମହାମାରୀ କରୋନା ଭାଇରସ୍‌ର ସଂକ୍ରମଣକୁ ପ୍ରତିରୋଧ କରିବା ସମ୍ପର୍କରେ ଜିଲାପାଳ ଆଶିଷ ଠାକରେ ଜିଲାର ସରପଞ୍ଚମାନଙ୍କ ସହିତ କଥା ହୋଇଛନ୍ତି। ଗୁରୁବାର ଭିଡିଓ କନଫରେନ୍ସିଂ ଜରିଆରେ ଜିଲାପାଳ ଜିଲାରେ ୩ମାସ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri