Home Left

ସାଙ୍ଗକୁ କାଠଫାଳିଆରେ ପିଟି ହତ୍ୟା

ଭୁବନେଶ୍ୱର,୧୩ା୬(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱର ଚନ୍ଦ୍ରଶେଖରପୁର ଥାନା ମଣ୍ଡପ ବସ୍ତିରେ ଏକ ହତ୍ୟାକାଣ୍ଡ ଘଟିଛି। ମଦ ନ ଦେବାରୁ ଜଣେ ସାଙ୍ଗ ଅନ୍ୟ ଜଣେ ସାଙ୍ଗକୁ ଏକ କାଠଫାଳିଆରେ ପିଟିପିଟି ହତ୍ୟା କରିଛି। ମୃତ ଯୁବକ ଜଣଙ୍କ ହେଲେ ଚନ୍ଦକା ଅଞ୍ଚଳର ରାହାସ…

ସବୁଠୁ ଉଚ୍ଚା ଥିଲା ଗୋପୀନାଥ ମନ୍ଦିର

ନୟାଗଡ଼ ଅଫିସ,୧୩ା୬: ମହାନଦୀ ଗର୍ଭରେ ଲୀନ ହୋଇଯାଇଥିବା ନୟାଗଡ଼ ଜିଲା ଭାପୁର ବ୍ଲକ ପଦ୍ମାବତୀ ଗାଁକୁ ନେଇଏବେ ସବୁଠି ଚର୍ଚ୍ଚା। ଗାଁର ବିଶାଳ ଗୋପୀନାଥ ମନ୍ଦିରର ଦଧିନଉତି ଦୃଶ୍ୟମାନ ହେବା ପରେ ଅନେକ କଥା ଆଲୋଚନା ପରିସରକୁ ଆସିଛି। ବିଶେଷକରି ଗାଁଟି…

କରୋନା ସଂକ୍ରମଣ ରୋକିବାକୁ ରଜ ଉତ୍ସବ ପାଳନରେ କଟକଣା: ସରପଞ୍ଚଙ୍କ ସହ କଥା ହେଲେ ଜିଲାପାଳ

କେନ୍ଦୁଝର,୧୩ା୬ (ସ୍ବ.ପ୍ର.) ଚଳିତ ବର୍ଷ ରଜ ପର୍ବ ପାଳନ ଅବସରରେ ମହାମାରୀ କରୋନା ଭାଇରସ୍‌ର ସଂକ୍ରମଣକୁ ପ୍ରତିରୋଧ କରିବା ସମ୍ପର୍କରେ ଜିଲାପାଳ ଆଶିଷ ଠାକରେ ଜିଲାର ସରପଞ୍ଚମାନଙ୍କ ସହିତ କଥା ହୋଇଛନ୍ତି। ଗୁରୁବାର ଭିଡିଓ କନଫରେନ୍ସିଂ ଜରିଆରେ ଜିଲାପାଳ ଜିଲାରେ ୩ମାସ…

କ୍ରିକେଟ ଖେଳରୁ ଗଣ୍ଡଗୋଳ: ଏୟାରଗନ୍‌ ସହିତ ୨ଗିରଫ

ବରଗଡ଼ ଅଫିସ୍‌,୧୩।୬- ବରଗଡ଼ ସଦର ଥାନା ଅନ୍ତର୍ଗତ ସରସରା ଗ୍ରାମରେ କ୍ରିକେଟ ଖେଳକୁ ନେଇ ୨ଜଣଙ୍କ ମଧ୍ୟରେଗଣ୍ଡଗୋଳ ଘଟଣାରେ ପୋଲିସ ୨ଅଭିଯୁକ୍ତଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ, ନିରଜ ଓରଫ୍‌ କାଳିଆ ଖମାରୀ ଓ ରିଙ୍କୁ ଖମାରୀ ।…

ଭାରତର ଜିମ୍ବାଓ୍ବେ ଟୁର୍‌ ମଧ୍ୟ ସ୍ଥଗିତ

ନୂଆଦିଲ୍ଲୀ, ୧୩ା୬ (ପି.ଟି.)-କୋଭିଡ୍‌-୧୯ ଯୋଗୁ ଅଗଷ୍ଟରେ ହେବାକୁଥିବା ଭାରତୀୟ କ୍ରିକେଟ ଦଳର ଜିମ୍ବାଓ୍ବେ ଟୁର୍‌କୁ ଶୁକ୍ରବାର ସ୍ଥଗିତ ରଖିଛି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)। କରୋନା ଭାଇରସ୍‌ ଯୋଗୁ ଜାତୀୟ କ୍ରିକେଟରମାନଙ୍କୁ ଏପର୍ଯ୍ୟନ୍ତ ଟ୍ରେନିଂ ପାଇଁ ଅନୁମତି ଦିଆଯାଇ ନାହିଁ।…

ଶଟ୍‌ଡାଉନ ସମୟରେ ମାଛ, ମାଂସ, ଅଣ୍ଡା ହୋମ୍‌ଡେଲିଭରି

ଭୁବନେଶ୍ୱର,୧୨।୬(ବ୍ୟୁରୋ): ସପ୍ତାହକୁ ଯେଉଁଦିନ ସରକାର ଶଟ୍‌ଡାଉନ ଘୋଷଣା କରିଛନ୍ତି ସେହିଦିନଗୁଡିକରେ ଅନ୍‌ଲାଇନ ଜରିଆରେ କୁକୁଡ଼ା, ମାଛ ଏବଂ ଚିଙ୍ଗୁଡି ଯୋଗାଇ ଦିଆଯିବ। ରାଜଧାନୀସ୍ଥିତ ଓପୋଲଫେଡ ଓ ଚିଲିକା ଫ୍ରେସ୍‌ ବିକ୍ରୟ କେନ୍ଦ୍ର ମାଧ୍ୟମରେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ…

ତିରୁପତି ମନ୍ଦିର କର୍ମଚାରୀ କରୋନା ପଜିଟିଭ୍‌: ୨ ଦିନ ଶ୍ରଦ୍ଧାଳୁଙ୍କ ପ୍ରବେଶ ମନା

ତିରୁପତି,୧୨।୬: ତିରୁମାଲା ତିରୁପତି ଦେବସ୍ଥାନମ୍‌(ଟିଟିଡି)ର ଜଣେ କର୍ମଚାରୀ ଶୁକ୍ରବାର କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଜଣକ ଟିଟିଡିର ସ୍ବାସ୍ଥ୍ୟ ବିଭାଗରେ କାର୍ଯ୍ୟ କରୁଥିବା ଜଣାପଡ଼ିଛି। ଏହାପରେ ଶ୍ରୀ ଗୋବିନ୍ଦ ରାଜ ସ୍ବାମୀ ମନ୍ଦିରକୁ ୨ ଦିନ ଯାଏଁ ଶ୍ରଦ୍ଧାଳୁଙ୍କ ପାଇଁ…

ମୌସୁମୀ ଛୁଇଁଲାଣି, ସରିନି ପଙ୍କୋଦ୍ଧାର

କଟକ ଅଫିସ,୧୨ା୬: ମୌସୁମୀ ଛୁଇଁବା ପରେ ପାଗ ପରିବର୍ତ୍ତନ ସାଙ୍ଗକୁ ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ମଧ୍ୟ ହେଉଛି। ମୌସୁମୀ ବର୍ଷାରେ କଟକ ସହର ଜଳବନ୍ଦୀ ହେବାର ଆଶଙ୍କା ସବୁଥର ଥାଏ। କିନ୍ତୁ କଟକ ମହାନଗର ନିଗମ (ସିଏମ୍‌ସି) ପକ୍ଷରୁ ଡ୍ରେନରୁ…

ବୁଧବାରଠାରୁ ଅସ୍ଥିମଜ୍ଜା ପ୍ରତିରୋପଣ

କଟକ ଅଫିସ,୧୨ା୬: ପ୍ରାୟ ଅଢ଼େଇ ମାସ ବ୍ୟବଧାନ ପରେ ଏସ୍‌ସିବିରେ ଆରମ୍ଭ ହେବ ଅସ୍ଥିମଜ୍ଜା ପ୍ରତିରୋପଣ। ଏଥିପାଇଁ ଏସ୍‌ସିବି କ୍ଲିନିକାଲ ହେମାଟୋଲୋଜି ବିଭାଗରେ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଏବେ କେବଳ ବାକି ରହିଛି ହେପା ଫିଲଟର, ଏସି ଓ ଅନ୍ୟ…

ଫି’ଦିନ ନଷ୍ଟ ହେଉଛି ଲକ୍ଷେ ଲିଟର କ୍ଷୀର

କଟକ ଅଫିସ,୧୨ା୬: କଟକ ଜିଲାରେ ବିପୁଳ ପରିମାଣରେ କ୍ଷୀର ନଷ୍ଟ ହେଉଛି। ଦିନକୁ ଉତ୍ପାଦନ ୨ ଲକ୍ଷ ୩୦ ହଜାର ଲିଟର। ତଥାପି ବିକ୍ରି ପରେ ବଳୁଛି ୧ଲକ୍ଷରୁ ଅଧିକ ଲିଟର କ୍ଷୀର। ଏହି ସମସ୍ୟା କଟକ ଜିଲା ପ୍ରଶାସନର ଚିନ୍ତା…

ଜିଲାପାଳଙ୍କ ଅଫିସ ସମ୍ମୁଖରେ ବିକ୍ଷୋଭ

ପୁରୀ ଅଫିସ,୧୨ା୬: ଫାଇଲିନ୍‌କୁ ୮ବର୍ଷ ଓ ଫନୀ ବାତ୍ୟାକୁ ବର୍ଷେ ବିତିଯାଇଛି। ହେଲେ ଅନେକ କ୍ଷତିଗ୍ରସ୍ତଙ୍କୁ ଏ ପର୍ଯ୍ୟନ୍ତ ସରକାରୀ ସହାୟତା ମିଳିନାହିଁ। ଫନୀରେ ଘର ଭାଙ୍ଗିଥିବା ବହୁ କ୍ଷତିଗ୍ରସ୍ତ ଏବେ ବି ଜରିପାଲ ତଳେ ରହୁଛନ୍ତି। କ୍ଷତିଗ୍ରସ୍ତଙ୍କ ଦାବି ପୂରଣ…

ଅନ୍‌ଲକ୍‌-୧: ରାତ୍ରକାଳୀନ କର୍ଫ୍ୟୁରେ ରାଜପଥରେ ଚଳାଚଳ କରିବ ଯାନବାହନ

ନୂଆଦିଲ୍ଲୀ ,୧୨।୬: ସାରା ଦେଶରେ କରୋନା ଭାଇରସ୍‌ ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହି ମାମଲାକୁ ଦେଖିଲେ ଅନୁମାନ କରିହେଉଛି ଯେ, ବିନା ଭ୍ୟାକସିନ୍‌ରେ କରୋନା ସଂକ୍ରମଣକୁ ରୋକିବା ଅସମ୍ଭବ। ଇତିମଧ୍ୟରେ ସ୍ବରାଷ୍ଟ ମନ୍ତ୍ରଣାଳୟ ପକ୍ଷରୁ ଅନ୍‌ଲକ୍‌-୧ରେ ରାତ୍ରକାଳୀନ କର୍ଫ୍ୟୁକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri