ଜିଲାପାଳଙ୍କ ଅଫିସ ସମ୍ମୁଖରେ ବିକ୍ଷୋଭ
ପୁରୀ ଅଫିସ,୧୨ା୬: ଫାଇଲିନ୍କୁ ୮ବର୍ଷ ଓ ଫନୀ ବାତ୍ୟାକୁ ବର୍ଷେ ବିତିଯାଇଛି। ହେଲେ ଅନେକ କ୍ଷତିଗ୍ରସ୍ତଙ୍କୁ ଏ ପର୍ଯ୍ୟନ୍ତ ସରକାରୀ ସହାୟତା ମିଳିନାହିଁ। ଫନୀରେ ଘର ଭାଙ୍ଗିଥିବା ବହୁ କ୍ଷତିଗ୍ରସ୍ତ ଏବେ ବି ଜରିପାଲ ତଳେ ରହୁଛନ୍ତି। କ୍ଷତିଗ୍ରସ୍ତଙ୍କ ଦାବି ପୂରଣ…
ଅନ୍ଲକ୍-୧: ରାତ୍ରକାଳୀନ କର୍ଫ୍ୟୁରେ ରାଜପଥରେ ଚଳାଚଳ କରିବ ଯାନବାହନ
ନୂଆଦିଲ୍ଲୀ ,୧୨।୬: ସାରା ଦେଶରେ କରୋନା ଭାଇରସ୍ ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହି ମାମଲାକୁ ଦେଖିଲେ ଅନୁମାନ କରିହେଉଛି ଯେ, ବିନା ଭ୍ୟାକସିନ୍ରେ କରୋନା ସଂକ୍ରମଣକୁ ରୋକିବା ଅସମ୍ଭବ। ଇତିମଧ୍ୟରେ ସ୍ବରାଷ୍ଟ ମନ୍ତ୍ରଣାଳୟ ପକ୍ଷରୁ ଅନ୍ଲକ୍-୧ରେ ରାତ୍ରକାଳୀନ କର୍ଫ୍ୟୁକୁ…
ଅନ୍ଲାଇନ୍ରେ ହେବ ବିପିୟୁଟି ପରୀକ୍ଷା
ଭୁବନେଶ୍ୱର,୧୨।୬(ବ୍ୟୁରୋ)-ଏଥର ଅନ୍ଲାଇନ୍ରେ ବିପିୟୁଟି ପରୀକ୍ଷା ହେବ। ଅନଲାଇନ୍ରେ ଇଞ୍ଜିନିୟରିଂ କଲେଜର ଅଷ୍ଟମ ସେମିଷ୍ଟର ପରୀକ୍ଷା ହେବ। ଜୁଲାଇ ପ୍ରଥମରୁ ଦ୍ୱିତୀୟ ସପ୍ତାହ ଭିତରେ ଅନ୍ଲାଇନ୍ରେ ଏହି ପରୀକ୍ଷା ହେବ ବୋଲି ନିଷ୍ପତ୍ତି ହୋଇଛି। ଯେଉଁ ଛାତ୍ରୀଛାତ୍ର ଅନ୍ଲାଇନରେ ପରୀକ୍ଷା ଦେବେ ନାହିଁ,…
ଶ୍ରମ ମନ୍ତ୍ରଣାଳୟର ଆଉ ୨୫ ଅଧିକାରୀ କରୋନାରେ ଆକ୍ରାନ୍ତ
ନୂଆଦିଲ୍ଲୀ,୧୨।୬: ଶ୍ରମ ଓ ରୋଜଗାର ମନ୍ତ୍ରଣାଳୟର ଆଉ ୨୫ଜଣ ଅଧିକାରୀ ଶୁକ୍ରବାର କରୋନା ପଜିଟିଭ୍ ହୋଇଥିବା ଜଣାପଡ଼ିଛି। ଏହାକୁ ମିଶାଇ ମନ୍ତ୍ରଣାଳୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୬ରେ ପହଞ୍ଚିଛି। ପାରିବାରିକ ସଦସ୍ୟଙ୍କଠାରୁ ଉକ୍ତ ଅଧିକାରୀ ଆକ୍ରାନ୍ତ ହୋଇଥିବା କୁହାଯାଉଛି। ତେବେ ରିପୋର୍ଟ…
ରଜ ପାଇଁ ୨ ଦିନ ମାଟ୍ରିକ ଖାତା ଦେଖା ବନ୍ଦ
ଭୁବନେଶ୍ୱର,୧୨।୬(ବ୍ୟୁରୋ)-ରଜ ପର୍ବ ପାଇଁ ଜୁନ ୧୪ ଓ ୧୫ ତାରିଖ ମାଟ୍ରିକ ମୂଲ୍ୟାୟନ ବନ୍ଦ ରହିବ। ରଜ ଉପଲକ୍ଷେ ସବୁ ମୂଲ୍ୟାୟନ କେନ୍ଦ୍ରରେ ଖାତା ଦେଖାବନ୍ଦ ରଖିବା ପାଇଁ ଅନୁରୋଧ କରାଯାଇଥିଲା। ଏ ନେଇ ଶୁକ୍ରବାର ରାଜ୍ୟ ମାଧ୍ୟମିକ ଶିକ୍ଷା ପରିଷଦ…
ଡାକ୍ତରଙ୍କୁ ଦରମା ନ ମିଳିବା ନେଇ ମତ ରଖିଲେ ସୁପ୍ରିମକୋର୍ଟ: କହିଲେ, ଯୁଦ୍ଧରେ ସୈନ୍ୟଙ୍କୁ କରିପାରିବ ନାହିଁ ଅସନ୍ତୁଷ୍ଟ
ନୂଆଦିଲ୍ଲୀ,୧୨।୬: କରୋନା ଭାଇରସ୍ ବିରୋଧରେ ଯୋଦ୍ଧା ସାଜିଥିବା ଡାକ୍ତରଙ୍କ ଦରମା ନ ମିଳିବା ଏବଂ ତାଙ୍କର ଉପଯୁକ୍ତ ରହଣୀ ବ୍ୟବସ୍ଥାକୁ ନେଇ ଶୁକ୍ରବାର କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି ସୁପ୍ରିମକୋର୍ଟ। କୋର୍ଟ କହିଛନ୍ତି, ‘ଯୁଦ୍ଧ ସମୟରେ ସୈନ୍ୟଙ୍କୁ ଅସନ୍ତୁଷ୍ଟ କରିପାରିବ ନାହିଁ’।…
ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ବାସଭବନକୁ ବୋମାରେ ଉଡାଇଦେବାକୁ ମିଳିଲା ଧମକ: ବଢ଼ିଲା ସୁରକ୍ଷା ବ୍ୟବସ୍ଥା
ଲକ୍ଷ୍ନୌ,୧୨।୬: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ବାସଭବନ ଓ ଅନ୍ୟ ଗୁରୁତ୍ୱପୂର୍ଣ୍ଣ ସ୍ଥାନଗୁଡ଼ିକୁ ବୋମାରେ ଉଡ଼ାଇଦେବାକୁ ଧମକ ମିଳିଛି। ଆଉ ଏହି ଧମକ ଏକ କଲ୍ ସେଣ୍ଟରରୁ ଆସିଥିବା ଜଣାପଡ଼ିଛି। ଏହାପରେ ପ୍ରଶାସନ ପକ୍ଷରୁ କାଳିଦାସମାର୍ଗ ସ୍ଥିତ ଥିବା ଯୋଗୀଙ୍କ ବାସଭବନରେ…
ମୃତଦେହ ସହ ହେଉଥିବା ଖରାପ୍ ବ୍ୟବହାରକୁ ନେଇ ଦିଲ୍ଲୀ ସରକାରଙ୍କୁ ଭର୍ତ୍ସନା କଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୧୨।୬: ଦିଲ୍ଲୀରେ ଦିନକୁ ଦିନ କରୋନା ଭାଇରସ୍ ସଂକ୍ରମଣ ବଢ଼ିବା ସହ ଲଗାତର ଖରାପ୍ ହେଉଥିବା ସ୍ଥିତିକୁ ନେଇ ଶୁକ୍ରବାର ସୁପ୍ରିମକୋର୍ଟ ଶୁଣାଣି କରିଛନ୍ତି। ଶୁଣାଣି ସମୟରେ ଦିଲ୍ଲୀର ସ୍ଥିତିକୁ ନେଇ କୋର୍ଟ ଚିନ୍ତା ବ୍ୟକ୍ତ କରିଛନ୍ତି। ଏଥିସହ ହସ୍ପିଟାଲରେ ମୃତଦେହ…
ସମୁଦ୍ରରୁ ମାଛଧରି ଫେରିବା ବେଳେ ବୁଡ଼ିଗଲା ଡଙ୍ଗା: ୨ ମତ୍ସଜୀବୀଙ୍କ ମୃତ୍ୟୁ, ଜଣେ ଗୁରୁତର
ପାରାଦୀପ,୧୨।୬(ସ୍ବ:ପ୍ର:): ସମୁଦ୍ରରୁ ମାଛଧରି ଫେରିବା ବେଳେ ମହାନଦୀ ମୂହାଣରେ ଡଙ୍ଗା ବୁଡି ୨ ମତ୍ସଜୀବୀଙ୍କ ମୃତ୍ୟୁ ଘଟିଛି। ଅନ୍ୟ ଜଣେ ଗୁରୁତର ହୋଇଛନ୍ତି। ମୃତକ ହେଲେ ପାରାଦୀପ ଆଦର୍ଶ ଥାନା ଅନ୍ତର୍ଗତ ବିଜୟଚାନ୍ଦପୁର ବାସିନ୍ଦା ବିଭୁଭୂଷଣ ମାଇତି(୪୯), ଓ ଗୁରୁଚାନ୍ଦ ରାୟ(୪୪)।…
ବେଗୁନିଆ ଏସଆଇଙ୍କ ବଦଳି ବାତିଲ ଦାବି: ଥାନା ସମ୍ମୁଖରେ ବିକ୍ଷୋଭ
ଖୋର୍ଦ୍ଧା ଅଫିସ,୧୨।୬: ଖୋର୍ଦ୍ଧା ଜିଲା ବେଗୁନିଆ ଥାନାର ସବ ଇନ୍ସପେକ୍ଟର(ଏସଆଇ) ବିଜୟ କୁମାର ମଲିକଙ୍କର ଜିଲା ପୋଲିସ ପକ୍ଷରୁ ଅନ୍ୟତ୍ର ବଦଳି କରାଯାଇଛି । ମାତ୍ର ସବ୍ ଇନ୍ସପେକ୍ଟର ବେଗୁନିଆ ଥାନାରେ ଯୋଗ ଦେବା ପରଠାରୁ ଗୁଣ୍ଡା ବଦମାସ ଖଣି ମାଫିଆଙ୍କ…
ଗୋଷ୍ଠୀ ସଂକ୍ରମଣ ଆଶଙ୍କା: ଖୋର୍ଦ୍ଧାରେ ପାଳନ ହେବନି ରଜ, ଶୁକ୍ରବାରଠାରୁ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ୧୪୪ ଧାରା ଜାରି
ଖୋର୍ଦ୍ଧା ଅଫିସ,୧୨।୬: କରୋନା ଲାଗି ଫିକା ପଡିବ ଓଡ଼ିଆଙ୍କ ଗଣ ପର୍ବ ରଜ। ବାହାରେ ହୋଇ ପାରିବ ନାହିଁ ସାମୁହିକ କାର୍ଯ୍ୟକ୍ରମ। ଶୁକ୍ରବାରଠାରୁ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ୧୪୪ ଧାରା ଜାରି କରିଛନ୍ତି ଖୋର୍ଦ୍ଧା ଉପକଣ୍ଠ ଉପଜିଲାପାଳ ଶାନ୍ତନୁ ମହାନ୍ତି।…
ବାଲୁକାକଳା ଜରିଆରେ ସବ୍ୟସାଚୀଙ୍କୁ ଧନ୍ୟବାଦ ଜଣାଇଲେ ସୁଦର୍ଶନ
ଭୁବନେଶ୍ୱର,୧୨।୬(ବ୍ୟୁରୋ): ବିଭିନ୍ନ ରାଜ୍ୟରେ ଫସି ରହିଥିବା ପ୍ରବାସୀ ଓଡ଼ିଆଙ୍କୁ ଫେରାଇ ଆଣିବା ଲାଗି ଓଲିଉଡ୍ ଅଭିନେତା ସବ୍ୟସାଚୀ ମିଶ୍ର ଅଣ୍ଟା ଭିଡିଥିଲେ। ଇତିମଧ୍ୟରେ ସେ ଅନେକଙ୍କୁ ସାହାଯ୍ୟ ମଧ୍ୟ କରିସାରିଛନ୍ତି। ଅଭିନେତାଙ୍କ ଏଭଳି କାର୍ଯ୍ୟକୁ ନେଇ ଲୋକେ ତାଙ୍କୁ ଓଡ଼ିଶାର ସୋନୁ…
Archives


