Home Left

ଡ୍ରଗ୍ସ ମାମଲା: ଜବତ ହେଲା ଅଭିନେତ୍ରୀଙ୍କ ଫୋନ

ମୁମ୍ବାଇ,୨୭ ।୯: ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲା ସହ ଯୋଡି ହୋଇଥିବା ଡ୍ରଗ୍ସ ମାମଲା ବେଳକୁ ବେଳ ନୂଆ ମୋଡ ନେଉଛି । ଏହି ମାମଲାରେ ବଲିଉଡ୍ ଅଭିନେତ୍ରୀ ଦୀପିକା ପାଦୁକୋନ, ସାରା ଅଲି ଖାଁ, ଶ୍ରଦ୍ଧା କପୁର, ରକୁଲ…

କ୍ୱାରାଣ୍ଟାଇନ୍‌ରେ ଉମା ଭାରତୀ: ନମୁନା କରୋନା ପଜିଟିଭ୍‌

ନୂଆଦିଲ୍ଲୀ, ୨୭।୯: ଭାଜପା ସଦସ୍ୟା ଉମା ଭାରତୀଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ଏନେଇ ରବିବାର ଉମା ଟୁଇଟ୍‌ କରି ସୂଚନା ଦେଇଛନ୍ତି। ତାଙ୍କ ସହିତ ମିଳାମିଶା କରିଥିବା ବ୍ୟକ୍ତିମାନେ ନମୁନା ପରୀକ୍ଷା କରାଇବାକୁ ସେ ପରାମର୍ଶ ଦେବା…

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଯଶୱନ୍ତ ସିଂଙ୍କ ପରଲୋକ

ନୂଆଦିଲ୍ଲୀ,୨୭ ।୯: ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ଭାରତୀୟ ଜନତା ପାର୍ଟି(ଭାଜପା)ର ବରିଷ୍ଠ ନେତା ମେଜର(ଅବସରୀପ୍ରାପ୍ତ) ଯଶୱନ୍ତ ସିଂଙ୍କର ରବିବାର ସକାଳ ପ୍ରାୟ ୬ଟା ୫୫ ମିନିଟରେ ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୨ ବର୍ଷ ବୟସ ହୋଇଥିଲା ।…

ନୂଆ ସଂକ୍ରମଣ: ୧୦ ରାଜ୍ୟରୁ ୭୫% ମାମଲା

ନୂଆଦିଲ୍ଲୀ, ୨୭।୯: ଶନିବାର ୮୫,୩୬୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିରୁ ୭୫% ଆକ୍ରାନ୍ତ ୧୦ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ଅଦ୍ୟାବଧି ୭ କୋଟି ନମୁନା ପରୀକ୍ଷଣ ହୋଇଛି। ଦୈନିକ…

ଗଣବଳାତ୍କାର ପରେ ମହିଳାଙ୍କ ଜିଭ କାଟିଦେଲେ

ଲକ୍ଷ୍ନୌ୍‌,୨୭।୯: ପଶ୍ଚିମ ଉତ୍ତରପ୍ରଦେଶର ହଥରାସ୍‌ରେ ଜଣେ ଅନୁସୂଚିତ ଜାତିର ମହିଳା(୨୦)ଙ୍କୁ ଗ୍ରାମର ୪ ଜଣ ଉଚ୍ଚଜାତିର ଯୁବକ ଅମାନୁଷିକ ଭାବେ ଗଣବଳାତ୍କାର କରିବା ପରେ ଜିଭ କାଟି ଦେଇଛନ୍ତି। ପୀଡ଼ିତା ଜଣକ ଏବେ ହସ୍ପିଟାଲରେ ମୃତ୍ୟୁ ସହ ସଂଗ୍ରାମ କରୁଛନ୍ତି। ପୀଡ଼ିତାଙ୍କୁ…

ସିବିଆଇ ଚାର୍ଜଶିଟ୍‌ରେ ୯ ପୋଲିସ

ହାଇଦ୍ରାବାଦ୍‌,୨୭।୯: ତାମିଲନାଡ଼ୁର ଟୁଟିକୋରିନ୍‌ ହାଜତ ମୃତ୍ୟୁ ମାମଲା ଏବେ ଗୁରୁଗମ୍ଭୀର ରୂପ ଧାରଣ କରିଛି। ବାପ-ପୁଅଙ୍କ ହାଜତ ମୃତ୍ୟୁକୁ ନେଇ ସିବିଆଇ ପକ୍ଷରୁ ୯ ପୋଲିସଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ କରାଯାଇଛି। ଜୟରାଜ୍‌(୫୯) ଓ ପୁଅ ବେନିକ୍ସ(୩୧)ଙ୍କୁ ସତ୍ତନ୍‌କୁଲମ୍‌ ପୋଲିସ ଜୁନ୍‌…

ଅର୍ଥନୀତିଜ୍ଞ ଈଶରଙ୍କ ପରଲୋକ

ନୂଆଦିଲ୍ଲୀ, ୨୭।୯: ମସ୍ତିଷ୍କ କର୍କଟରେ ଦୀର୍ଘ ୧୦ ମାସ ଧରି ପୀଡ଼ିତ ଥିବା ଅର୍ଥନୀତିଜ୍ଞ ଈଶର ଜଜ୍‌ ଆହଲୁଓ୍ବାଲିଆଙ୍କ ଶନିବାର ପରଲୋକ ହୋଇଯାଇଛି। ଅକ୍ଟୋବର ପହିଲାକୁ ତାଙ୍କୁ ୭୫ ବର୍ଷ ବୟସ ହୋଇଥାଆନ୍ତା। ସେ ଯୋଜନା କମିଶନର ପୂର୍ବତନ ଉପାଧ୍ୟକ୍ଷ ମଣ୍ଟେକ୍‌…

ନଡ୍ଡାଙ୍କ ନୂଆ ଟିମ୍‌

ନୂଆଦିଲ୍ଲୀ,୨୭ା୯: ବିହାର ବିଧାନସଭା ନିର୍ବାଚନ ପୂର୍ବରୁ ଭାଜପାର ଜାତୀୟ ସାଙ୍ଗଠନିକ ସ୍ତରରେ ବଡ଼ଧରଣର ପରିବର୍ତ୍ତନ କରାଯାଇଛି। ଭାଜପା ଅଧ୍ୟକ୍ଷ ଜେ.ପି. ନଡ୍ଡା ଶନିବାର ଏନେଇ ଘୋଷଣା କରିଥିବା ନୂଆ ଟିମ୍‌ରେ ରାମ ମାଧବ, ପି ମୁରଲୀଧର ରାଓ, ଅନୀଲ ଜୈନ, ସରୋଜ…

ଅକ୍ଟୋବରରୁ ଜିଏସ୍‌ଟି ଇନ୍‌ଭଏସିଂ ଅନିବାର୍ଯ୍ୟ

ନୂଆଦିଲ୍ଲୀ: ଅକ୍ଟୋବର ପହିଲାରୁ ଜିଏସ୍‌ଟି ଇନ୍‌ଭଏସିଂ ଅନିବାର୍ଯ୍ୟ ହେବ। ଏ କ୍ଷେତ୍ରରେ କେନ୍ଦ୍ର ସରକାର ଆଉ କୋହଳ ସୁବିଧା ପ୍ରଦାନ କରିପାରିବେ ନାହିଁ। ପହିଲାରୁ ଜିଏସ୍‌ଟି ଇନ୍‌ଭଏସିଂ ବ୍ୟବସ୍ଥା ଲାଗୁ କରିବାକୁ ନିଷ୍ପତ୍ତି ହୋଇଥିବା ବେଳେ ଏ କ୍ଷେତ୍ରରେ କେନ୍ଦ୍ର ସରକାର…

ରିଲାଏନ୍ସ ରିଟେଲରେ ନିବେଶ କରିବ ସିଲ୍‌ଭରଲେକ୍‌

ନୂଆଦିଲ୍ଲୀ: ବିଶ୍ୱର ପ୍ରମୁଖ ପୁଞ୍ଜିନିବେଶକାରୀ କମ୍ପାନୀ ସିଲ୍‌ଭରଲେକ ଶନିବାର ରିଲାଏନ୍ସ ରିଟେଲ ଭେଞ୍ଚର୍ସ ଲିମିଟେଡ୍‌ରେ ପ୍ରାୟ ୭,୫୦୦ କୋଟି ଟଙ୍କା ନିବେଶ କରିଥିବା ସୂଚନା ମିଳିଛି। ଏ ସମ୍ପର୍କରେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜର ଅଧ୍ୟକ୍ଷ ମୁକେଶ ଅମ୍ବାନୀ କହିଛନ୍ତି ,ସିଲ୍‌ଭରଲେକର ଏହି ନିବେଶ…

କରୋନା ମୁକ୍ତ ହକି ଖେଳାଳିଙ୍କ ଫିଟ୍‌ନେସ୍‌ ସ୍ତରରେ ଉନ୍ନତି

ନୂଆଦିଲ୍ଲୀ, ୨୭ା୯ (ପି.ଟି.)- ଗତ ମାସରେ କୋଭିଡ୍‌-୧୯ରେ ସଂକ୍ରମିତ ଭାରତର ୬ ଜଣ ପୁରୁଷ ହକି ଖେଳାଳି ଆରୋଗ୍ୟ ଲାଭ କରିବା ପରେ ଦଳର ଅବଶିଷ୍ଟ ଖେଳାଳିଙ୍କ ସହ ଟ୍ରେନିଂର ମୁଖ୍ୟ ସ୍ରୋତରେ ସାମିଲ ହୋଇଥିବା ମୁଖ୍ୟ କୋଚ୍‌ ଗ୍ରାହମ ରିଡ୍‌…

ଲଣ୍ଡନ କୋର୍ଟଙ୍କୁ ଅନିଲ ଅମ୍ବାନୀଙ୍କ ଉତ୍ତର: ବିଳାସପୂର୍ଣ୍ଣ ଜୀବନଠାରୁ ଦୂରରେ ଅଛି

ନୂଆଦିଲ୍ଲୀ: ବିଳାସପୂର୍ଣ୍ଣ ଜୀବନ ବଞ୍ଚିବାଠାରୁ ବହୁ ଦୂରରେ ରହିଛି। ମୋ ଜୀବନ ଶୃଙ୍ଖଳିତ ଢଙ୍ଗରେ ଚାଲିଛି। ଦିନେ ୪୫ ହଜାର କୋଟି ସହ ବିଶ୍ୱର ଶ୍ରେଷ୍ଠ ୧୦ ଧନୀଙ୍କ ମଧ୍ୟରେ ସାମିଲ ଥିବା ଅନିଲ ଅମ୍ବାନୀ ଲଣ୍ଡନ କୋର୍ଟଙ୍କୁ ଏଭଳି ଉତ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?